Home Left

T20 Wolrd Cup ପରେ କୋଚ ପଦରୁ ଗୌତମ ଗମ୍ଭୀରଙ୍କୁ ମିଳିବ ଛୁଟି? BCCI କଲା ସ୍ପଷ୍ଟ

ନୂଆଦିଲ୍ଲୀ,୨୯।୧: ଗୌତମ ଗମ୍ଭୀର ପ୍ରଶିକ୍ଷକ ହେବା ପରେ, ଭାରତୀୟ କ୍ରିକେଟ ଦଳ ଅଭୂତପୂର୍ବ ଅଭିଜ୍ଞତା ଅନୁଭବ କରିଥିଲା। ନ୍ୟୁଜିଲ୍ୟାଣ୍ଡ ଦ୍ୱାରା ଘରୋଇ ଟେଷ୍ଟ ହ୍ବାଇଟଓ୍ବାଶ, ସର୍ବନିମ୍ନ ଘରୋଇ ଟେଷ୍ଟ ସ୍କୋର (୪୬), ସବୁଠାରୁ ବଡ଼ ଟେଷ୍ଟ ପରାଜୟ (୪୦୮ ରନ), ଏବଂ…

ଅଜିତ ପାଓ୍ବାରଙ୍କ ମୃତ୍ୟୁର ୨୫ ଦିନ ପୂର୍ବରୁ ହୋଇଥିଲା ଏମିତି ଭବିଷ୍ୟବାଣୀ, ଭିଡିଓ ଭାଇରାଲ ପରେ…

ମୁମ୍ବାଇ,୨୯ା୧: ବୁଧବାର ମହାରାଷ୍ଟ୍ର ରାଜନୀତି ପାଇଁ ଏକ ଦୁଃଖଦ ଦିନ ଥିଲା, କାରଣ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଏକ ବିମାନ ଦୁର୍ଘଟଣାରେ ମୃ୍‌ତ୍ୟୁ ଘଟିଛି। ଏହି ଦୁର୍ଘଟଣା ଖବର ଅଜିତ ପାଓ୍ବାରଙ୍କ ସମର୍ଥକଙ୍କ ମଧ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ବର୍ତ୍ତମାନ…

ଖଣ୍ଡଗିରିରେ ଜମୁଛି ବାବାଙ୍କ ଆସର: କିଏ ପ୍ରେମରେ ବିଫଳ ତ, ଆଉ କିଏ ମଶାରୀ ଭିତରେ…

ଭୁବନେଶ୍ୱର,୨୯ା୧(ସୌମ୍ୟରଞ୍ଜନ ରାଉତ): ଚାଲିଛି ଖଣ୍ଡଗିରି କୁମ୍ଭମେଳା। ଦିନ ଯେତେ ଗଡୁଛି, ଜନଗହଳି ମଧ୍ୟ ସେତିକି ବଢ଼ିବାରେ ଲାଗିଛି। ସାଧୁସନ୍ଥଙ୍କ ଦର୍ଶନ ଲାଗି ଖଣ୍ଡଗିରି ପାହାଡ଼ ଉପରେ ସକାଳୁ ରାତି ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କର ଭିଡ଼ ଲାଗୁଛି। ପ୍ରାତଃରୁ ହୋମଯଜ୍ଞ ଚାଲୁଥିବା ବେଳେ ସାରୁ…

ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା ପୂର୍ବରୁ ପାଇଲଟଙ୍କ ଶେଷ ଶବ୍ଦ ‘ଓଃ ସିଟ୍…

ପୁଣେ,୨୯।୧: ବୁଧବାର ଦିନ ମହାରାଷ୍ଟ୍ରର ବାରାମତିରେ ପ୍ଲେନ କ୍ରାଶ ହୋଇଥିଲା । ମହାରାଷ୍ଚ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମେତ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ବର୍ତ୍ତମାନ ସୁଦ୍ଧା ପ୍ଲେନ କ୍ରାଶର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଅନେକ ବିଷୟକୁ ନେଇ…

ଅବସର ଉପରେ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ କେଏଲ ରାହୁଲ, କହିଲେ ‘ମୁଁ ଦଳ ପାଇଁ…’

ନୂଆଦିଲ୍ଲୀ,୨୯।୧: କେଏଲ ରାହୁଲ ଜଣେ ଷ୍ଟାର ଭାରତୀୟ କ୍ରିକେଟର ଯିଏ ଟିମ ଇଣ୍ଡିଆର ଅଧିନାୟକତ୍ୱ କରିଛନ୍ତି। ତଥାପି, ସେ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଦଳରେ ସାମିଲ ନାହାଁନ୍ତି। ଏହା ଆଶ୍ଚର୍ଯ୍ୟଜନକ ଯେ ରାହୁଲଙ୍କ ପରି ଜଣେ ପ୍ରମୁଖ ଖେଳାଳି ନିଜକୁ…

ଟି-୨୦ ବିଶ୍ୱକପ ପୂର୍ବରୁ ଫୁଟିଲା ମ୍ୟାଚ ଫିକ୍ସିଂ ବୋମା: ଏହି କ୍ରିକେଟର୍‌ ସସ୍‌ପେଣ୍ଡ୍‌

ନୂଆଦିଲ୍ଲୀ,୨୯।୧: ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଆମେରିକା କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଛି। ଆଇସିସି ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଆରୋନ ଜୋନ୍ସଙ୍କୁ ନିଲମ୍ବିତ କରିଛି। ମ୍ୟାଚ ଫିକ୍ସିଂ ଏବଂ ଦୁର୍ନୀତିର ଗମ୍ଭୀର ଅଭିଯୋଗ ପରେ ଏହି କଠୋର କାର୍ଯ୍ୟାନୁଷ୍ଠାନ…

ଫେବୃଆରୀରୁ ଏସବୁ ନିୟମରେ ହେବ ବଡ଼ ପରିବର୍ତ୍ତନ, ତୁରନ୍ତ କରିନିଅନ୍ତୁ ସବୁକିଛି, ନଚେତ୍‌…

ନୂଆ ମାସ ଆରମ୍ଭ ହେବ। ଏହା ସହିତ ଦୈନନ୍ଦିନ ଜୀବନ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଫେବୃଆରୀ ୧ରୁ FASTag, ଜମି ପଞ୍ଜୀକରଣ, ବ୍ୟାଙ୍କିଂ ଏବଂ ଯାଞ୍ଚ ସହିତ ଜଡ଼ିତ ସିଷ୍ଟମରେ ବଡ଼ ପରିବର୍ତ୍ତନ ହେବ।…

ମା’ଙ୍କୁ ହତ୍ୟା କଲେ ଜନ୍ମ କଲା ପୁଅ, ଟଙ୍କା ଦେବାକୁ ମନା କରିବାରୁ…

ମୋରଡା,୨୯।୧(ସ୍ମାରକ ମାଜୀ): ମା’ର ହତ୍ୟାକାରୀ ସାଜିଲା ପୁଅ। ଯେଉଁ ପୁଅକୁ ନିଜ ହାତରେ ଖୁଆଇ ପିଆଇ ବଡ଼ କରିଥିଲେ ସେହି ପୁଅ ମା’ର କାଳ ସାଜିଲା। ଏଭଳି ଘଟଣା ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ତଥା ବେତନଟୀ ଥାନା ଅଞ୍ଚଳରେ ଘଟିଛି…

ସରକାରୀ ବିଭାଗରେ ୩କୋଟିରୁ ଉର୍ଦ୍ଧ୍ବ ବିଦ୍ୟୁତ ବିଲ୍ ବକେୟା, ପଦକ୍ଷେପ…

ରାୟଗଡ଼ା,୨୯।୧:(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ମଧ୍ୟବିତ ଲୋକ ଘରେ ସ୍ମାର୍ଟ ମିଟର ଲଗାଇ ଦୁଇରୁ ତିନି ମାସ ଅଧିକା ସମୟ ବିଲ୍ ବକେୟା ରହିଲେ ବିଦ୍ୟୁତ ବିଭାଗ ପକ୍ଷରୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିବାର ଧମକ ଦିଆଯାଉଛି ନଚେତ୍ ବିଦ୍ୟୁତ ସଂଯୋଗ…

ସୁନା ଦରରେ ରେକର୍ଡ ସ୍ତରରେ ବୃଦ୍ଧି: ଏକାଥରକେ ବଢିଲା ୧୧ ହଜାର ଟଙ୍କା

ଭୁବନେଶ୍ୱର,୨୯।୧: ସୁନା ଦରରେ ରେକର୍ଡ ସ୍ତରରେ ବୃଦ୍ଧି । ଆଉ ଛୁଇଁହେବନି। ଏକାଥରକେ ୨୪ କ୍ୟାରେଟ ସୁନା ୧୧ ହଜାର ୭୭୦ ଟଙ୍କା ବୃଦ୍ଧି ପାଇଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନା ଦର ୧ ଲକ୍ଷ ୭୮ ହଜାର ୮୫୦…

ହସ୍ପିଟାଲ୍‌ରେ ଭୟାବହ ଅଗିକାଣ୍ଡ, ସବୁକିଛି ଜଳିପୋଡ଼ି ଛାରଖାର

ଝାରସୁଗୁଡ଼ା,୨୯।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେହେରମାଲସ୍ଥିତ ତ୍ରିଲୋଚନ ନେତ୍ରାଳୟରେ ସଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରୋଗୀଙ୍କ କୌଣସି କ୍ଷୟକ୍ଷତି ହୋଇ ନ ଥିବାବେଳେ ଲ୍ୟାବର ବହୁ ଯନ୍ତ୍ରପାତି ପୋଡ଼ି ଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ…

କଳିକେଶଙ୍କ ହାତରେ ଦିଆଯାଉ ବିଜେଡି ନେତୃତ୍ୱ: ଜୋର୍‌ ଧରିଲା ଦାବି

ଭୁବନେଶ୍ୱର,୨୯।୧: ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ ଲଗାତାର ୨୦୨୪ ମସିହା ପର୍ଯ୍ୟନ୍ତ ସରକାରରେ ରହି ଆସିଥିଲା। ହେଲେ ୨୪ ବର୍ଷର ସରକାର ଗତ ସାଧାରଣ ନିର୍ବାଚନରେ ଲୋକଙ୍କ ଦ୍ୱାରା ପ୍ରତ୍ୟାଖିତ ହୋଇ କ୍ଷମତାରୁ ହଟିଛି। କ୍ଷମତା ହରାଇବା ପରେ ବିଜେଡିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?