Home Left

ଫାଇଲେରିଆର ପ୍ରାଦୁର୍ଭାବ

”ଫାଇଲେରିଆ ଗୋଟିଏ ମଶା ବାହକ ରୋଗ। ଅସ୍ବାସ୍ଥ୍ୟକର ପରିବେଶ ଓ ଢାଙ୍କୁଣି ନ ଥିବା ନର୍ଦ୍ଦମା ପାଣିରେ ମଶାମାନେ ଅଣ୍ଡା ଦେଇ ବଂଶ ବିସ୍ତାର କରନ୍ତି। ଏହି ରୋଗରେ ମୃତ୍ୟୁହାର ନଗଣ୍ୟ ହୋଇଥିବାରୁ ପ୍ରଶାସନ ଉଦାସୀନ। ରୋଗୀ ସାରା ଜୀବନ ଜ୍ୱର…

ଏହି ଅଭିନେତ୍ରୀଙ୍କୁ ବିବାହ କରିବେ କ୍ରିକେଟର ମନୀଷ ପାଣ୍ଡେ

ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ତଥା କର୍ନାଟକ ରଣଜୀ ଦଳର ଅଧିନାୟକ ମନୀଷ ପାଣ୍ଡେ ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିବାକୁ ଯାଉଛନ୍ତି। ମୁମ୍ବାଇରେ ଆଡମ୍ବରର ସହ ବିବାହ ଆୟୋଜନ…

‘ହଜାରେ ଜରିମାନା ଦେଇଛି, ହେଲମେଟ୍‌ ନ ପିନ୍ଧି ବୁଲିବି’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଯାଞ୍ଚବେଳେ କଟକ ଭଳି ଭୁବନେଶ୍ୱରରେ ମଧ୍ୟ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ସହ ଅଜବ ଯୁକ୍ତି କରିଥିଲେ। ରାଜମହଲ ଛକରେ ଫୋର୍ସ ଉପସ୍ଥିତିରେ ପୋଲିସ ଯାଞ୍ଚବେଳେ ହେଲ୍‌ମେଟ୍‌ ନ ପିନ୍ଧି ବାଇକ୍‌ ଚଳାଇ ଯାଉଥିବା ଜଣେ ଯୁବକ ଧରାପଡିଥିଲେ। ପୋଲିସ…

ସାଢ଼େ ୫ବର୍ଷରେ ସରକାର ଋଣ ନେଇଛନ୍ତି ୬୧୨୨୯.୫୮ କୋଟି ଟଙ୍କା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ୨୦୧୯ ସେପ୍ଟେମ୍ବର ସୁଦ୍ଧା ରାଜ୍ୟ ସରକାର ମୋଟ ୮୩,୩୦୭.୧୯କୋଟି ଟଙ୍କା ଋଣ ନେଇଛନ୍ତି। ୨୦୧୪-୧୫ ଆର୍ଥିକ ବର୍ଷରୁ ୨୦୧୯-୨୦ ସେପ୍ଟେମ୍ବର ଶେଷସୁଦ୍ଧା ନେଇଥିବା ଋଣ ପରିଶୋଧ ପାଇଁ ବିଭିନ୍ନ ପଦକ୍ଷେପ ନେଉଥିବା ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି। ବିଜେଡି ସଦସ୍ୟ…

ସୁନ୍ଦରମ୍‌ ଫାଇନାନ୍ସରୁ ୧.୪୩ କୋଟି ଋଣ ଠକେଇ: ସଂସ୍ଥାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ, ସାନଭାଇ ଗିରଫ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜାଲ କାଗଜପତ୍ରରେ ସୁନ୍ଦରମ ଫାଇନାନ୍ସ ଲିମିଟେଡ୍‌ରୁ ୧ କୋଟି ୪୩ ଲକ୍ଷ ଟଙ୍କା ଋଣ ଠକେଇରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶନିବାର ଗିରଫ କରିଛି। ସେମାନେ ହେଲେ ଉକ୍ତ ସଂସ୍ଥାର ବାଲେଶ୍ୱର ଶାଖାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ଟ୍ରାଫିକ ନିୟମ ଭାଙ୍ଗିଲେ ନାବାଳକ: ୬ହଜାର ଜରିମାନା ଦେଲେ ବାପା

କଟକ ଅଫିସ,୨।୧୨:  ପୁଣି ଥରେ ଆରମ୍ଭ ହୋଇଛି ସଂଶୋଧିତ ମୋଟର ଯାନ ଆଇନର ୧୦ଟି ନିୟମ। ଏ ନେଇ କଟକରେ ଜୋରଦାର ଧରପଗଡ ଆରମ୍ଭ ହୋଇଛି। ତେବେ ମଧୁପାଟଣା ନିକଟରେ ରବିବାର ଗାଡିମୋଟର ଯାଞ୍ଚବେଳେ ଜଣେ ନାବାଳକ ବାଇକ ଚଳାଇ ଧରାପଡିଥିବା…

ଆରମ୍ଭ ହେଲା ଧରପଗଡ଼: ଯାଞ୍ଚବେଳେ ପୋଲିସ-ଜନତା ମୁହାଁମୁହିଁ

କଟକ ଅଫିସ,୨।୧୨: ଡିସେମ୍ବର ପହିଲାରୁ ଟ୍ରାଫିକ ଚେକିଂ ଜୋର୍‌ଦାର ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ସରକାର ଗାଡ଼ି କାଗଜପତ୍ର ଯାଞ୍ଚ ଉପରେ ୩ମାସ କୋହଳ ଘୋଷଣା କରିଥିଲେ ସୁଦ୍ଧା ୧୦ଟି ନିର୍ଦ୍ଦିଷ୍ଟ ନିୟମ ଉପରେ କଟକଣା ବଳବତ୍ତର ରଖିଛନ୍ତି। ଏହି…

ବସଷ୍ଟାଣ୍ଡ୍‌ରେ ଜଳିଗଲା ୨ ବସ୍‌

ଯାଜପୁର ରୋଡ୍‌,୨।୧୨(ନି.ପ୍ର.): ଯାଜପୁର ରୋଡ୍‌ ବସଷ୍ଟାଣ୍ଡରେ ରବିବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରୀଙ୍କୁ ଛାଡ଼ି ଷ୍ଟାଣ୍ଡରେ ଛିଡ଼ା ହୋଇଥିବାବେଳେ ନିଆଁ ଲାଗି ୨ଟି ଘରୋଇ ବସ ଜଳିପୋଡ଼ି ଛାର୍‌ଖାର ହୋଇଯାଇଛି। ଏଥିରେ କାହାରି କୌଣସି କ୍ଷତି ହୋଇ…

ଝି’ର ଚିକିଛା ଲାଗି ଟଁକା ଅଭାବ୍‌: ସରକାରୀ ସାହାଯ୍‌ ଆଶ୍‌ରେ ଗରିବ୍‌ ମା’ବାପ୍‌

ପର୍ଲା,୨।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ଗାଁର ତରୁଣି ବିଷି(୫)। ଦିନୁଦିନ୍‌କେ ତାକର ମୁଡ଼ର ଆକର ସଂଗେ ଉଜନ ବଢ଼ବାରେ ଲାଗିଛେ। ଏନ୍‌ତାଥି ସେ ବଡ଼ାଦୁଖ୍‌ ପାଉଛନ୍‌। ଇଆଡ଼େ ଗରିବ୍‌ ମା’ବାପ୍‌ ଟଁକା ପଏସା ଅଭାବୁ ଝି’ର…

୨୦ ମିନିଟ ବନ୍ଦ ରହିଲା ବାଲାଜୀ ମନ୍ଦିର

ହାଇଦ୍ରାବାଦ,୨ା୧୨: ତେଲଙ୍ଗାନାର ୨୬ ବର୍ଷୀୟା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ଘଟଣାର ଶାନ୍ତିପୂର୍ଣ୍ଣ ପ୍ରତିବାଦ ସ୍ବରୂପ ଚିଲ୍‌କୁର ବାଲାଜୀ ମନ୍ଦିରର ପୂଜକମାନେ ଭକ୍ତମାନଙ୍କ ଲାଗି ଦର୍ଶନ ୨୦ ମିନିଟ ବନ୍ଦ କରିଦେଇଥିଲେ। ସମସ୍ତ ଶ୍ରଦ୍ଧାଳୁ ଓ ପୂଜକ ମନ୍ଦିର ବାହାରେ…

ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ଶୁଣାଣି

ହାଇଦ୍ରାବାଦ,୨ା୧୨(ପି.ଟି.): ତେଲଙ୍ଗାନାର ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାର ବିଚାର ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ବୋଲି ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ରବିବାର କହିଛନ୍ତି। ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦାବିରେ ସାରା ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ…

ବିସିସିଆଇ ଏଜିଏମ୍‌: ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ବଢ଼ାଇବାକୁ ନିଷ୍ପତ୍ତି; ଆଇସିସି ସିଇସିରେ ଜୟ ଶାହା ପ୍ରତିନିଧିତ୍ୱ କରିବେ

ମୁମ୍ବାଇ,୨।୧୨(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ରବିବାର ମୁମ୍ବାଇରେ ଅନୁଷ୍ଠିତ ହୋଇଛି। ବିସିସିଆଇ ନବ ନିର୍ବାଚିତ ସଭାପତି ସୌରଭ ଗାଙ୍ଗୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କେତୋଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବହୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri