ଫେକ୍ ଆଇଡିରୁ ଶୁଭ୍ରାଂଶୁଙ୍କ ନିକଟକୁ ଆସିଥିଲା ଚିଠି; ନାସା ନାଁରେ ଭୁଆଁ ବୁଲାଇଥିଲେ ନାବାଳକ
ଅନୁଗୋଳ ଅଫିସ,୨।୧୨: ମାତ୍ର ୬୫ ହଜାର ଟଙ୍କାରେ ଅନୁଗୋଳ ଗାନ୍ଧୀମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ଶ୍ରେଣୀ ଛାତ୍ର ଶୁଭ୍ରାଂଶୁ ନାୟକ ପ୍ରସ୍ତୁତ କରିଥିବା ‘ମାଭିକ୍’ ଡ୍ରୋନ୍କୁ ମିରାକିଲ୍ କହି ତାଙ୍କୁ ଆମେରିକା ଆମନ୍ତ୍ରଣ ପାଇଁ ପଠାଯାଇଥିବା ଚିଠି ସମ୍ପୂର୍ଣ୍ଣ…
ତାମିଲନାଡୁରେ ପ୍ରବଳ ବର୍ଷା: ୫ ମୃତ
ଚେନ୍ନାଇ,୨ା୧୨: ତାମିଲନାଡୁରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ଦୁଇଦିନ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହିତ ୬ଟି ଜିଲା ଥିରୁଭାଲୁର, ଭେଲୋର, ଥିରୁଭନମାଲାଇ, ଥୁଥୁକ୍କୁଡି,…
ଆବୁଧାବି ଗ୍ରାଁ ପ୍ରି: ହାମିଲଟନ ଚାମ୍ପିୟନ
ଆବୁଧାବି, ୨।୧୨ (ଏଏଫିପି)- ମର୍ସିଡିଜ ଡ୍ରାଇଭର ବ୍ରିଟେନର ଲୁଇସ୍ ହାମିଲଟନ ଏଠାରେ ଅନୁଷ୍ଠିତ ଆବୁଧାବି ଗ୍ରାଁ ପ୍ରି ଫର୍ମୁଲା-୧ ରେସ୍ରେ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ବର୍ଷର ଶେଷ ଗ୍ରାଁ ପ୍ରିର ଫାଇନାଲ ରେସ୍ରେ ସେ ୧:୩୪:୦୫.୭୧୫ ମିନିଟ ସମୟ ନେଇ…
ସୀମାରେ ବଢ଼ୁଛି ଅନୁପ୍ରବେଶ ଉଦ୍ୟମ: ବିଏସ୍ଏଫ୍ ଡିଜି
ନୂଆଦିଲ୍ଲୀ,୨ା୧୨(ପି.ଟି.): ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ-ପାକ୍ ସୀମାନ୍ତ ଅଧିକ ସମ୍ବେଦନଶୀଳ ହୋଇଥିବା ସୀମା ସୁରକ୍ଷା ବଳ (ବିଏସ୍ଏଫ୍) ମହାନିର୍ଦ୍ଦେଶକ କହିଛନ୍ତି। କଶ୍ମୀର ସଂଲଗ୍ନ ନିୟନ୍ତ୍ରଣ ରେଖା ଏବଂ…
ତିତ୍ଲିରେ ଧୋଇଯାଇଛି କଳିଙ୍ଗକୁ ରାସ୍ତା: ବର୍ଷକ ପରେ ବି ପଦକ୍ଷେପ ଶୂନ
ପାରଳାଖେମୁଣ୍ଡି,୨ା୧୨(ସ୍ବ.ପ୍ର.)- ୨୦୧୮ ତିତ୍ଲି ବାତ୍ୟାରେ ଗଜପତି ଜିଲା ପ୍ରଭାବିତ ହେବା ସହ ରାୟଗଡ଼ ବ୍ଲକ୍ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟା ପରବର୍ତ୍ତୀ ବର୍ଷାରେ ସମସ୍ତ ନଦୀ ନାଳ ଭର୍ତ୍ତି ହୋଇ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିଥିଲା। ପ୍ରବଳ ବର୍ଷା ଯୋଗୁ ରାୟଗଡ଼…
ହାଇଦ୍ରାବାଦ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା ଘଟଣା: ଅଭିଯୁକ୍ତଙ୍କ ମା’ କହିଲେ ବଳାତ୍କାରୀ ପୁଅକୁ ଜାଳିଦିଅ
ହାଇଦ୍ରାବାଦ,୨ା୧୨: ମୋ ପୁଅ ଯଦି ଅପରାଧ ଘଟାଇଛି, ସେ ମୋ ପାଇଁ କେହି ନୁହେଁ। ସେ ଯଦି ବଳାତ୍କାର ଓ ହତ୍ୟା କରିଛି ତାକୁ ବି ଜାଳିଦିଅ। କାରଣ ଭୁଲକୁ କେବେ ଠିକ୍ ବୋଲି କୁହାଯାଇ ପାରିବ ନାହିଁ। ଦୋଷୀକୁ ଦଣ୍ଡ…
ତୁଟୁନି ଧାନ କିଣାବିକା ସମସ୍ୟା
ବରଗଡ଼ ଅଫିସ୍, ୨।୧୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୫ଦିନ ବିତିଯାଇଛି । ଧାନ କିଣାବିକା ଚାଲିଥିଲେ ସୁଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ଏହାକୁ ନେଇ ଦେଖାଯାଇଥିବା ସମସ୍ୟା ଅସମାହିତ ହୋଇ ରହିଛି । ଟୋକନ ପାଇବାରୁ ବଞ୍ଚିତ…
ସୁନା ଦୋକାନୀଙ୍କୁ ଭୁଜାଲିରେ ଆକ୍ରମଣ: ୨ ଗୁରୁତର ସୁନା, ରୁପା ଗହଣା ଓ ଟଙ୍କା ଲୁଟ୍
ପଟ୍ଟାମୁଣ୍ଡାଇ, ୨।୧୨ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଗହଣା ଓ ନଗଦ ଟଙ୍କା ଲୁଟି ଦେଇଛନ୍ତି। ଏଥିସହ ଏହି ଘଟଣାରେ ୨ଜଣ ଗୁରୁତର ହୋଇ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ…
ପ୍ରେମରେ ପଡ଼ିଛନ୍ତି କି..ଏହି ୩ଟି ଜିନିଷ ଉପରେ ଧ୍ୟାନ ଦେଲେ ହେବନାହିଁ ବ୍ରେକ୍ଅପ୍
ସବୁଠୁ ମଧୁର ସମ୍ପର୍କ ହେଉଛି ପ୍ରେମ। ପ୍ରେମ କାହା ସହ କେଉଁ ମୂହୁର୍ତ୍ତରେ ହୋଇଯାଏ ଜଣାପଡେନା। ହେଲେ ସମ୍ପର୍କରେ ବାନ୍ଧିହେବା ଯେତିକି ସହଜ ସମ୍ପର୍କକୁ ଅତୁଟ ରଖିବା ସେତିକି କଷ୍ଟକର ହୋଇଥାଏ। ଏଣୁ ଯଦି ଆପଣ ପ୍ରେମରେ ପଡ଼ିଛନ୍ତି ତେବେ ଏହି…
ଅନିଦ୍ରା ଦୂର କରେ ମହୁ
ଶରୀର ପକ୍ଷେ ଅତ୍ୟନ୍ତ ଲାଭଦାୟକ ହୋଇଥିବାରୁ ବିଭିନ୍ନ ଘରୋଇ ଉପଚାରରେ ମହୁ ବ୍ୟବହାର ହୋଇଥାଏ। ତଣ୍ଟି ଖରାପ, ଗଳାବ୍ୟଥାକୁ ଦୂର କରିବା ସହ ଏହା ତ୍ୱଚା ପାଇଁ ମଧ୍ୟ ଲାଭଦାୟକ ହୋଇଥାଏ। ମହୁରେ ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟସେପ୍ଟିକ ଗୁଣ, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଗ୍ଲୁକୋଜ…
ଦିବରାତ୍ର ଟେଷ୍ଟ: ଇନିଂସ ପରାଜୟ ଏଡାଇବା ଲାଗି ପାକିସ୍ତାନର ସଂଘର୍ଷ
ଆଡିଲେଡ, ୧।୧୨(ଏଏଫ୍ପି)- ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଦିବାରାତ୍ର ଭିତ୍ତିକ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ପାକିସ୍ତାନ ଇନିଂସ ପରାଜୟ ଏଡାଇବା ପାଇଁ ସଂଘର୍ଷ ଜାରି ରଖିଛି। ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୨୭ ଓଭରରେ ୩…
ହାମିଲଟନ ଟେଷ୍ଟ : ବନର୍ସ, ରୁଟ୍ଙ୍କ ଶତକ
ହାମିଲଟନ,୧।୧୨- ସ୍ଥାନୀୟ ସେଡନ ପାର୍କରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ଇଂଲଣ୍ଡ ଓପନର ରୋରି ବନର୍ସ ଓ ଅଧିନାୟକ ଜୋ ରୁଟଙ୍କ ଶତକ ସହୟତାରେ ଦୃଢ଼ ଜବାବ ଦେଇଛି। ତେବେ ଶସ୍ତାରେ କେତୋଟି ଉଇକେଟ ହରାଇବା ଫଳରେ…
Archives


