କୋଣାର୍କ ମହୋତ୍ସବ ଆରମ୍ଭ: ରାଜ୍ୟପାଳ କଲେ ଉଦ୍ଘାଟନ
କୋଣାର୍କ, ୧।୧୨: ପ୍ରସିଦ୍ଧ କୋଣାର୍କ ମହୋତ୍ସବ ରବିବାରଠାରୁ ଆରମ୍ଭ ହୋଇଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଥିବା ୩୦ତମ କୋଣାର୍କ ମହୋତ୍ସବକୁ ଉଦ୍ଘାଟନ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଏହି ଅବସରରେ ଓଡ଼ିଶୀ ଓ କଥକର ଶିଳ୍ପୀମାନେ ଶାସ୍ତ୍ରୀୟ ନୃତ୍ୟକୁ…
ଭାଜପାରେ ଯୋଗଦେଲେ ଏହି ଅଭିନେତ୍ରୀ
ଚେନ୍ନାଇ,୧।୧୧: ରାଜନୀତିରେ ଧୀରେ ଧୀରେ ସିନେମା ଅଭିନେତା ଓ ଅଭିନେତ୍ରୀଙ୍କ ଚାହିଦା ବଢୁଛି। ପୁଣି ଜଣେ ଅଭିନେତ୍ରୀ ଭାଜପାରେ ଯୋଗଦେଇଛନ୍ତି। ଦକ୍ଷିଣ ଭାରତର ଲୋକପ୍ରିୟ ଅଭିନେତ୍ରୀ ନମିତା ଏବଂ ରାଧା ରବି ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ରାଧା ରବି ପୂର୍ବରୁ…
ଦେଶର ୨୪ତମ ମହାଲେଖାକାର ଭାବେ ଦାୟିତ୍ୱ ନେଲେ ସୋମା ରାୟ
ନୂଆଦିଲ୍ଲୀ,୧।୧୨: ଦେଶର ୨୪ତମ ମହାଲେଖାକାର ଭାବେ ଦାୟିତ୍ୱ ନେଇଛନ୍ତି ୧୯୮୬ ମସିହା ବ୍ୟାଚ୍ର ବରିଷ୍ଠ ପ୍ରଶାସନିକ ଅଧିକାରୀ ସୋମା ରାୟ। ଦେଶର ସପ୍ତମ ମହିଳା ଭାବରେ ସୋମା ରାୟ ଏହି ପଦବୀରେ ନିଯୁକ୍ତ ହୋଇଛନ୍ତି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏନେଇ…
ତୁର୍କୀରୁ ଆସିବ ୧୧ ହଜାର ଟନ ପିଆଜ
ନୂଆଦିଲ୍ଲୀ,୧।୧୨: ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି ୮୦ରୁ ୧୨୦ ଟଙ୍କାରେ ପହଞ୍ଚିଛି। ତେଣୁ ପିଆଜ ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ ସରକାର…
ଛାତ୍ରଙ୍କ ଧମକ: ହାଇଦ୍ରାବାଦ୍ ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଫାଶୀ ଦିଆ ନ ହେଲେ ଆତ୍ମହତ୍ୟା କରିବି
ହାଇଦ୍ରାବାଦ,୧।୧୨: ତେଲେଙ୍ଗାନାର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶକୁ ଦୋହଲାଇ ଦେଇଛି। ଏହି ଘଟଣାରେ ଦୋଷୀଙ୍କୁ ଫାଶୀ ଦେବା ପାଇଁ ସାରା ଦେଶରେ ଦାବି ଉଠିଛି। ଏସବୁ ଭିତରେ ରବିବାର ତେଲେଙ୍ଗାନାର ଖମ୍ମମରେ ଜଣେ ଗ୍ରାଜୁଏଟ୍ ଛାତ୍ର…
ଜ୍ୟୋତିଷ କଥାରେ ପଡି ୭ ଦିନର ନାତୁଣୀକୁ ମାରିଦେଲେ ଜେଜେମା’
ବେଙ୍ଗାଲୁରୁ, ୧।୧୨: ଉତ୍ତର ବେଙ୍ଗାଲୁରୁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୬୦ ବର୍ଷୀୟ ମହିଳା ମାତ୍ର ୭ ଦିନର ନାତୁଣୀକୁ ତଣ୍ଟି ଚିପି ହତ୍ୟା କରିଛନ୍ତି। ଜ୍ୟୋତିଷଙ୍କ କଥାରେ ପଡି ସେ ଏଭଳି କାଣ୍ଡ କରିଥିବା ପୋଲିସ ଆଗରେ…
ଥଣ୍ଡାରୁ ମୁକ୍ତି ଦିଏ ବିନା ବିଜୁଳିରେ ଚାଲୁଥିବା ହିଟର
କଶ୍ମୀରରେ ଶୀତଦିନେ ପ୍ରବଳ ଥଣ୍ଡାରୁ ରକ୍ଷା ପାଇବାକୁ ଲୋକେ ବିଭିନ୍ନ ଉପାୟ ଆଣାଇଥାଆନ୍ତି। ଏଠାରେ ବହୁଳ ମାତ୍ରାରେ ପ୍ରଚଳିତ ହୋଇଥାଏ ହାତ ତିଆରି ମାଟିର ହିଟର। ଏହାକୁ ସେଠାକାର ଆଞ୍ଚଳିକ ଭାଷାରେ କାଙ୍ଗରି ବା ଇଂରାଜୀରେ ଫାୟାର ପଟ୍ ବୋଲି କୁହାଯାଏ।…
ବିବାହର ୩୩ ବର୍ଷ ପରେ ସ୍ତ୍ରୀ-ସ୍ବାମୀ ଜାଣିଲେ ଏହି କଥା, ତା’ପରେ ପାଦତଳୁ ଖସିଗଲା ମାଟି
ଆମେରିକା: ବିବାହ ଏକ ପବିତ୍ର ବନ୍ଧନ। କୁହାଯାଏ, ଏହା ସ୍ବର୍ଗରେ ସ୍ଥିର ହୋଇଥାଏ। କିନ୍ତୁ ବିବାହ ପରେ ଯଦି ଜଣାପଡ଼େ ସେ ଆପଣଙ୍କ ରକ୍ତ ସମ୍ପର୍କୀୟ। ସେତେବେଳେ ପାଦତଳୁ ମାଟି ଖସିଗଲା ପରି ଲାଗେ। ଠିକ୍ ଏମିତି ଏକ ଘଟଣା ଘଟିଛି…
କାହିଁକି ଶାକାହାରୀ ହେଲେ କୋହଲି
କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟନେସ୍ ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ପାଇଁ ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। ନିଜକୁ ଫିଟ ରଖିବା ପାଇଁ ସେ…
ରୋମାଣ୍ଟିକ ଷ୍ଟାଇଲରେ ବିବାହ ବାର୍ଷିକ ଶୁଭେଚ୍ଛା ଜଣାଇଲେ ଯୁବି
ଚଣ୍ଡିଗଡ଼,୦୧।୧୨- ପୂର୍ବତନ କ୍ରିକେଟର ଯୁବରାଜ ସିଂ ଓ ହେଜଲ କିଚ ଶନିବାର ତୃତୀୟ ବିବାହ ବାର୍ଷିକ ପାଳନ କରିଛନ୍ତି। ଉଭୟ ରୋମାଣ୍ଟିକ ଷ୍ଟାଇଲରେ ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି। ଦୁହେଁ ଇନ୍ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରିଛନ୍ତି। ଯୁବି ଫଟୋର କ୍ୟାପଶନରେ ଲେଖିଛନ୍ତି,…
ଦେଇଥିବା କଥା ରଖିବ ଭାଜପା: ରାଜନାଥ
ବୋକାରୋ,୧।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ହେଉଥିବା ପ୍ରଚାର ଅଭିଯାନରେ ଏବେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ସାମିଲ ହୋଇଛନ୍ତି। ଦୁଇଦିନ ତଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଝାଡ଼ଖଣ୍ଡର ଚତରାରେ ଏକ ରାଲିରେ ଯୋଗ ଦେଇଥିବା ବେଳେ ରବିବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ…
ମେସି, ରାପିନୋଙ୍କୁ ମିଳିପାରେ ବାଲୋନ ଡି’ ଅର
ପ୍ୟାରିସ,୦୧।୧୨(ଏଏଫ୍ପି)- ଚଳିତବର୍ଷର ସମ୍ମାନଜନକ ବାଲୋନ ଡି’ଅର ପୁରସ୍କାର ପୁରୁଷ ବର୍ଗରେ ଆର୍ଜେଣ୍ଟିନାର ଲିଓନେଲ ମେସି ଓ ମହିଳା ବର୍ଗରେ ବିଶ୍ୱକପ୍ ଚାମ୍ପିୟନ ଆମେରିକା ଦଳର ଷ୍ଟାର ମେଗାନ ରାପିନୋଙ୍କୁ ମିଳିପାରେ ବୋଲି ଆଶା କରାଯାଉଛି। ଏହି ପୁରସ୍କାର ସୋମବାର ସ୍ଥାନୀୟ ଚାଟଲେଟ…
Archives


