Home Left

ଡେଭିଡ ୱାର୍ଣ୍ଣରଙ୍କ ପାଳି ଦେଖି କାନ୍ଦିଲେ ସ୍ତ୍ରୀ, ଜାଣନ୍ତୁ କାହିଁକି

ଆଡିଲେଡ,୧।୧୨: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ପାକିସ୍ତାନ ବିପକ୍ଷରେ ଚାଲିଥିବା ପିଙ୍କ ବଲ ଟେଷ୍ଟରେ ୱାର୍ଣ୍ଣର ଅପରାଜିତ ୩୩୫ ରନ୍‌ର ଇନିଂସ ଖେଳି ତାଙ୍କ ସମାଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି। ତାଙ୍କ ଟ୍ରିପଲ ଟନ ପାଳି ହେଖି ଷ୍ଟାଡିୟମରେ ଉପସ୍ଥିତ ଥିବା…

ଫଡନବିସଙ୍କୁ ବିରୋଧୀ ଦଳ ନେତା ବୋଲି ସମ୍ବୋଧନ କରିବେ ନାହିଁ ଉଦ୍ଧବ

ମୁମ୍ବାଇ,୧।୧୨: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ମେଣ୍ଟ ସରକାର ଗଠନ କରାଯାଇଛି। ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଆଉ ବିରୋଧୀ ଆସନରେ ବସିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ। ହେଲେ ଉଦ୍ଧବ, ଫଡନବିସଙ୍କୁ ବିରୋଧି ଦଳ ନେତା ବୋଲି…

ଦୀପିକାଙ୍କୁ ‘ଧୀମେ ଧୀମେ’ ଗୀତର ଷ୍ଟେପ୍‌ ଶିଖାଇଲେ କାର୍ତ୍ତିକ

କାର୍ତ୍ତିକ ଆର୍ୟନଙ୍କ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’୬ ଡିସେମ୍ବରରେ ରିଲିଜ୍‌ ହେବ। ଏହା ସହିତ ଫିଲ୍ମର ଗୀତ ‘ଧୀମେ ଧୀମେ’ ଲୋକପ୍ରିୟ ହେବାରେ ଲାଗିଛି। ଏହି ଚ୍ୟାଲେଞ୍ଜକୁ ନେଇ ଉତ୍ସାହିତ ଦୀପିକା ପାଦୁକୋନ୍‌ ଦୁଇଦିନ ପୂର୍ବେ କାର୍ତ୍ତିକଙ୍କ ଇନ୍‌ଷ୍ଟାଗ୍ରାମରେ ଡ୍ୟାନ୍ସ…

ଏକାଠି ହୋଇ କାର୍ଯ୍ୟକଲେ ତୃଣମୂଳସ୍ତରରେ ଏଡ୍‌ସ ଦୂରୀକରଣ ସମ୍ଭବ: ଜିଲାପାଳ

ରାୟଗଡ଼ା ଅଫିସ,୧।୧୨: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ତତ୍ୱାବଧାନରେ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ସକାଳେ ରାୟଗଡ଼ା କଲେଜଠାରୁ ଏକ ଶୋଭାଯାତ୍ରା ବାହାରି ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲା। ପରେ ଚିକିତ୍ସାଳୟରେ ଏକ ବୈଠକ…

ଲକ୍ଷାଧିକ ଟଙ୍କାର ଧାନ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତ ଗିରଫ, କ୍ଷତିପୂରଣ ଦାବି

ଭବାନୀପାଟଣା,୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଲ ପଞ୍ଚାୟତ ଅଜରାଇ ଗାଁର ଚାଷୀମାନେ ଖଳାରେ ଧାନ ରଖିଥିବା ବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେବାରୁ ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ଅଜରାଇ ଗାଁର ଚାଷୀ ଫଟୁ…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହି ଶାଗ…

ଶୀତଦିନେ ପରିବେଶ ଥଣ୍ଡା ରହିଥାଏ। ଏହାର ପ୍ରଭାବ ରକ୍ତ ସଞ୍ଚାଳନ ପ୍ରକ୍ରିୟା ଉପରେ ପଡ଼ିଥାଏ। ଥଣ୍ଡାରୁ ରକ୍ଷା ପାଇବା ଲାଗି ଲୋକେ ଅଧିକ ଚର୍ବି ଜାତୀୟ ଖାଦ୍ୟ ଖାଇଥାନ୍ତି। ଏହା ଯୋଗୁ କୋଲେଷ୍ଟରଲ ବଢ଼ିବାର ଆଶଙ୍କା ରହିଥାଏ। ଫଳରେ ହାର୍ଟଆଟାକ୍‌ ସମସ୍ୟା…

ପ୍ରସୂତିଙ୍କ ପାଇଁ ଉପଯୋଗୀ ଏହି ଡାଲି…

ପ୍ରସବ ପରେ ପ୍ରସୂତିଙ୍କୁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବାକୁ ପଡ଼ିଥାଏ। କାରଣ ଖାଦ୍ୟପେୟରେ ଅନିୟମିତତାର ପ୍ରଭାବ ନବଜାତ ଶିଶୁ ଉପରେ ହିଁ ପଡ଼ିଥାଏ। ପ୍ରସବ ପରେ ପ୍ରସୂତିଙ୍କଠାରେ ଆରଇନର ଅଭାବ ଦେଖାଦେଇଥାଏ। ସେଥିପାଇଁ ଏହି ସମୟରେ କୋଳଥ ଡାଲି ଖାଇବାକୁ ଚିକିତ୍ସକ…

ହୋଟେଲରୁ ସେକ୍ସ ର଼୍ୟାକେଟ ଠାବ: ୨ ଦଲାଲ ସହ ହୋଟେଲ ମ୍ୟାନେଜର ଗିରଫ, ଅନଲାଇନରେ ହେଉଥିଲା ବୁକିଂ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଖଣ୍ଡଗିରି ଥାନା ଏମ୍‌ସ ନଗରରେ ଥିବା ସନସିପ୍‌ ହୋଟେଲରେ ପୋଲିସ ଚଢାଉ କରି ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ଚଢାଉ ସମୟରେ ପୋଲିସ ଉକ୍ତ ହୋଟେଲରୁ ୬ ଜଣ ବଙ୍ଗୀୟ ଯୁବତୀଙ୍କୁ ଅସଞ୍ଜତ ଅବସ୍ଥାେରେ ଉଦ୍ଧାର କରିବା ସହ…

ଉତ୍ତରପ୍ରଦେଶରେ ହେବ ଗାଈ ସଫାରି: ରହିବେ ବୁଲା ଗାଈ

ଲକ୍ଷ୍ନୌ,୧।୧୨: ଉତ୍ତରପ୍ରଦେଶରେ ଗାଈ ସଫାରି କରାଯିବା। ଏନେଇ ରାଜ୍ୟ ଦୁଗ୍ଧ ବିକାଶ ମନ୍ତ୍ରୀ ଚୌଧୁରୀ ଲକ୍ଷ୍ମୀ ନାରାୟଣ ସିଂ ରାଜ୍ୟ ସରକାରଙ୍କୁ ଏଭଳି ପ୍ରସ୍ତାବ ଦେଇଛନ୍ତି। ଏଠାରେ ବୁଲା ଗାଈଗୋରୁଙ୍କୁ ରଖାଯିବ। ଏଥିପାଇଁ ଜମି ଚିହ୍ନଟ କରିବାକୁ ମନ୍ତ୍ରୀ ନିଜ ବିଭାଗର…

ଶୁଟିଂ ସେଟ୍‌ରେ ଅସୁସ୍ଥ ଅନୁଭବ କଲେ ଶିଳ୍ପା

ମୁମ୍ବାଇ: ନିଜର ଫିଟ୍‌ନେସ୍‌ ପାଇଁ ଚର୍ଚ୍ଚାରେ ରହୁଥିବା ବଲିଉଡ୍‌ ନାୟିକା ଶିଳ୍ପା ସେଟ୍ଟି ହଠାତ୍‌ ଶୁଟିଂ ସେଟ୍‌ରେ ଅସୁସ୍ଥ ହୋଇଥିବା ଜଣାପଡିଛି। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ଅଭିନେତ୍ରୀ ନିକଟରେ ତାଙ୍କର ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ…

ଅନୁଷ୍କାଙ୍କ ନାଁ ନେବାରୁ ରାଗିଲେ ବିରାଟ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ନାଁରେ ଅନେକ ବଡ ରେକର୍ଡ ରହିଛି। କୋହଲିଙ୍କ ବ୍ୟାଟିଂକୁ ଯେତେ ପ୍ରଶଂସା କରାଯାଏ, ଫ୍ଲପ୍‌ ହେଲେ ସେତିକି ତାଙ୍କୁ ଗାଳି ଶୁଣିବାକୁ ପଡିଥାଏ। ସେ ଖରାପ୍‌ ଫର୍ମ ଦେଇ ଗତି କଲେ…

ମହାରାଷ୍ଟ୍ର ଭାଜପାରେ ଫାଟ ଆଶଙ୍କା: ପଙ୍କଜା ମୁଣ୍ଡେ ସୋସିଆଲ୍‌ ମିଡ଼ିଆରେ ଶକ୍ତି ପ୍ରଦର୍ଶନର ଦେଲେ ସଙ୍କେତ

ମୁମ୍ବାଇ,୧।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଶାସନ ଆରମ୍ଭ ହୋଇଛି। ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ କରିଛନ୍ତି। ତେବେ ଏହାକୁ ନେଇ ରାଜ୍ୟ ଭାଜପାରେ ଆଗାମୀ ଦିନରେ ଫାଟ ସୃଷ୍ଟି ହେବାର ଆଶଙ୍କା ଥିବା ଚର୍ଚ୍ଚା ହେଉଛି। ଗୋପିନାଥ ମୁଣ୍ଡେଙ୍କ ଝିଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri