Home Left

ଚମକିଲା ସୋନଭଦ୍ର ଭାଗ୍ୟ: ସୁନା ପରେ ଏବେ ମାଟି ତଳେ ୟୁରାନିୟମ୍‌ ଭଣ୍ଡାର ଥିବାର ମିଳିଲା ସୂଚନା

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ସୋନଭଦ୍ର ଅଞ୍ଚଳ ଭାଗ୍ୟ ଚମକିବାରେ ଲାଗିଛି। ଦୁଇଦିନ ତଳେ ଏହି ଅଞ୍ଚଳର ମାଟି ତଳେ ହଜାର ହଜାର ଟନ୍‌ ସୁନା ପଥର ଥିବା ଜିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ କୁହାଯାଇଥିଲା। ଏବେ ସ୍ଥାନୀୟ ମୋୟରପୁର ବ୍ଲକ୍‌ର କୁଦରି…

ବେନାମୀ ରେଳଷ୍ଟେଶନ

ଭାରତୀୟ ରେଳ ଏସିଆ ମହାଦେଶର ଦ୍ୱିତୀୟ ନେଟ୍‌ଓ୍ବାର୍କ ହୋଇଥିବା ବେଳେ ଏଠାରେ ପ୍ରାୟ ୮୦୦୦ ରେଳଷ୍ଟେଶନ ରହିଛି। କେତେକ ରେଳଷ୍ଟେଶନ ସ୍ବତନ୍ତ୍ରତା ଦୃଷ୍ଟିରୁ ବେଶ୍‌ ଜଣାଶୁଣା। ପ୍ରାୟ ସମସ୍ତ ରେଳଷ୍ଟେଶନର ନାଁ ରହିଥିବାରୁ ଯାତ୍ରୀମାନେ ନିଜ ନିଜର ଗନ୍ତବ୍ୟସ୍ଥଳରେ ଓହ୍ଲାଇବା ସହଜ…

ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପାର ଶଙ୍ଖନାଦ: ମାସ ବି ଘୋଷଣା କଲେ ନଡ୍ଡା

ପାଟନା,୨୨।୨: ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଶନିବାର ଶଙ୍ଖନାଦ କରାଯାଇଛି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଆୟୋଜିତ ଏକ ସଭାରେ ଏନେଇ ସୂଚନା ଦେଇଛନ୍ତି। ସେ ନିର୍ବାଚନ ମାସ ସମ୍ପର୍କରେ ମଧ୍ୟ ଘୋଷଣା କରିଛନ୍ତି। ନଡ୍ଡା କହିଛନ୍ତି ଆସନ୍ତା…

ମଧ୍ୟପ୍ରଦେଶ କଂଗ୍ରେସରେ ବଢୁଛି ଫାଟ: ଜ୍ୟୋତିରାଦିତ୍ୟ ଗଢ଼ିବେ କି ନୂଆ ଦଳ !

ଭୋପାଳ,୨୨।୨: ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ ବଢିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ କମଳନାଥ, ଦିଗବିଜୟ ସିଂ ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମଧ୍ୟରେ ସହମତି ପ୍ରକାଶ ନ ପାଇବାରୁ ଏଭଳି ହେଉଥିବା କୁହାଯାଉଛି। କ୍ଷମତାକୁ ନେଇ ଜ୍ୟୋତିରାଦିତ୍ୟ ହାଇକମାଣ୍ଡଙ୍କ ଉପରେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି।…

ପୁଷ୍ପେନ୍ଦ୍ର କଳାହାଣ୍ଡି ଜିଲା ବିଜେଡି ସଭାପତି

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ବିଜେଡି ସଭାପତି ପଦ ପାଇଁ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ନାମ ଘୋଷଣା ହୋଇଛି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପେନ୍ଦ୍ର ସିଂଦେଓଙ୍କ ଉପରେ ପୁନର୍ବାର ଆସ୍ଥାଭାଜନ କରି ଦ୍ୱିତୀୟଥର ପାଇଁ ଜିଲା…

ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ କଳାହାଣ୍ଡି ଜିଲା ଗସ୍ତ: ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ସମୀକ୍ଷା ବୈଠକ

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତ କରିଛନ୍ତି। ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସମୀକ୍ଷା ବୈଠକରେ ସେ ଯୋଗ ଦେଇଥିଲେ। ପରେ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା…

କର୍ତ୍ତବ୍ୟରେ ଅବହେଳା: ୨ ଶିକ୍ଷକଙ୍କ ଦରମା ବନ୍ଦ ଲାଗି ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଆକ୍ସନ ମୁଡ୍‌ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରହିଆସୁଛନ୍ତି। କେତେବେଳେ ଅଚାନକ ସ୍କୁଲ ଗସ୍ତ କରିବା ହେଉ ଅଥବା କେବେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଏହି କ୍ରମରେ…

ଲହଣ୍ଡାବୁଡ଼ ଗ୍ରାମରେ ଟିଭି ବିସ୍ଫୋରଣ: ମହିଳା ମୃତ, ସ୍ବାମୀ ଓ ଶିଶୁକନ୍ୟା ଗୁରୁତର

ସୁନ୍ଦରଗଡ଼,୨୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଧୁରୁଆଡିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଟିଭି ବିସ୍ଫୋରଣ ହେବା ଯୋଗୁ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ବବି…

ମଦ୍ରାସାରେ ବିବାହ କଲେ ୭୬ ମୁସଲମାନ, ୨୫ ହିନ୍ଦୁ ଯୋଡି

ବେଲାଗଭି,୨୨।୨: ସାମ୍ପ୍ରଦାୟିକ ସଦ୍‌ଭାବର ଏକ ବଡ ଉଦାହରଣ ଦେଖିବାକୁ ମିଳିଛି କର୍ନାଟକ ବେଲାଗଭିରେ ଥିବା ଏକ ମଦ୍ରାସାରେ। ଶୁକ୍ରବାର ଏହି ମଦ୍ରାସା ପରିସରରେ ଏକ ସାମୁହିକ ବିବାହ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ୭୬ ମୁସଲମାନ ଓ ୨୫ ହିନ୍ଦୁ ଯୋଡି ବିବାହ…

ଭୁବନେଶ୍ୱର ଏମ୍ସରେ ହିନ୍ଦୀ ଭାଷାର ଗୁରୁତ୍ୱକୁ ସବୁ ମହଲରେ ବିରୋଧ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ହିନ୍ଦୀ ଭାଷାରେ ଦସ୍ତଖତ କରିବା ସହ ରେକର୍ଡ ପ୍ରସ୍ତୁତ କରିବେ। ଏହି ମର୍ମରେ ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କୌଣସି କାରଣ ନ ଥାଇ ହିନ୍ଦୀଭାଷାକୁ ଓଡ଼ିଶାରେ…

ଆଷ୍ଟୋନ ଆଗରଙ୍କ ହ୍ୟାଟ୍ରିକ; ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ଜୋହାନ୍ସବର୍ଗ,୨୨।୨- ସ୍ଥାନୀୟ ଓ୍ବାଣ୍ଡର୍ସ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ଆଷ୍ଟୋନ ଆଗର ହ୍ୟାଟ୍ରିକ ଉଇକେଟ ନେଇଛନ୍ତି। ଏଥିଯୋଗୁ ଅଷ୍ଟ୍ରେଲିଆ ୧୦୭ ରନ୍‌ର ବୃହତ୍‌ ବ୍ୟବଧାନରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ୫ ଉଇକେଟ ସଫଳତା ପାଇଥିବା…

ସରକାରର ଶହେ ଦିନ ପୂରଣ ପରେ ଅଯୋଧ୍ୟା ଯିବେ ଉଦ୍ଧବ ଠାକରେ!

ମୁମ୍ବାଇ,୨୨।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସରକାରଙ୍କୁ ଶହେ ଦିନ ପୂରଣ ପରେ ସେ ଅଯୋଧ୍ୟା ଗସ୍ତ କରିବେ ବୋଲି କୁହାଯାଉଛି। ତେବେ ଆସନ୍ତା ମାର୍ଚ୍ଚ ୭ରେ ଶହେ ଦିନ ପୂରଣ ହେଉଥିବାରୁ ସେହିଦିନ ଉଦ୍ଧବ ଅଯୋଧ୍ୟା ଗସ୍ତ କରି ରାମଲାଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?