Home Left

ଆତ୍ମସମର୍ପଣ କଲେ ୩୧ ଆଇଏସ୍‌ ଆତଙ୍କବାଦୀ

କାବୁଲ,୧।୧୨: ପୂର୍ବ ନଙ୍ଗାହାରରେ ଆଫଗାନ ସୁରକ୍ଷାକର୍ମୀଙ୍କ ସାମ୍ନାରେ ୩୧ ଇସଲାମିକ ଷ୍ଟେଟ ଆତଙ୍କବାଦୀ ୬୨ ମହିଳା ଓ ଶିଶୁଙ୍କ ସହ ଆତ୍ମସମର୍ପଣ କରିଛନ୍ତି ବୋଲି ଆଫଗାନିସ୍ତାନ ସରକାର ଶନିବାର ସୂଚନା ଦେଇଛନ୍ତି। ଏମାନେ ନିଜେ ନିଜେ ଅଚିନ ଜିଲାରେ ଆସି ସୁରକ୍ଷାକର୍ମୀଙ୍କ…

ଫ୍ୟାଶନ ଟ୍ରେଣ୍ଡରେ ମଲ୍ଟି କଲର ଜୁଏଲେରୀ: ଜାଣନ୍ତୁ କ’ଣ ରହିଛି ଲାଟେଷ୍ଟ ଡିଜାଇନ

ନାରୀଙ୍କ ଗହଣରେ ଜୁଏଲେରୀର ଚାହିଦା ସବୁବେଳେ ରହିଆସିଛି। ଆଉ ସେହି ଚାହିଦାକୁ ଦେଖି ମାର୍କେଟ୍‌କୁ ଜୁଏଲେରୀର କେତେ ନୂଆ ନୂଆ କଲେକ୍‌ଶନ୍‌ ବି ଆସୁଛି। ଏଇ ଯେମିତି ବର୍ତ୍ତମାନର ଫ୍ୟାଶନ ଟ୍ରେଣ୍ଡରେ ମଲ୍ଟି କଲର ଜୁଏଲେରୀର ଡିମାଣ୍ଡ ଖୁବ୍‌ ଥିବା ଦେଖିବାକୁ…

ପ୍ରଥମ ବିବାହ ବାର୍ଷିକୀ ପାଳିଲେ ପ୍ରିୟଙ୍କା-ନିକ୍‌

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଓ ତାଙ୍କ ସ୍ବାମୀ ନିକ୍‌ ଜୋନସ୍‌ ରବିବାର ପ୍ରଥମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ସେମାନଙ୍କର କିଛି ପୁରୁଣା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ବିବାହ ପୂର୍ବରୁ ବେଶ୍‌…

କଂଗ୍ରେସର ମଙ୍ଗ ଧରିପାରନ୍ତି ରାହୁଲ

ନୂଆଦିଲ୍ଲୀ,୧।୧୨: ମହାରାଷ୍ଟ୍ରରେ ଶିବସେନା, କଂଗ୍ରେସ ଓ ଏନ୍‌ସିପି ମେଣ୍ଟର ମହାବିକାଶ ଅଘାଡି ସରକାର ଉପରେ ଏବେ ସମସ୍ତଙ୍କ ନଜର। ଏଥିରେ ଏବେ ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ବେଳେ ବାଚସ୍ପତି ଆସନ ମିଳିଛି କଂଗ୍ରେସକୁ। ଏହାପରେ କଂଗ୍ରେସ…

ହୋଟେଲ ଛାଡିବେ ବିଧାୟକ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାରେ ଉଦ୍ଧବ ଠାକରେଙ୍କ ସରକାର ଆସ୍ଥା ଭୋଟରେ ଜିତିବା ପରେ ରବିବାର ମଧ୍ୟ ବାଚସ୍ପତି ନିର୍ବାଚନ ସରିଛି। ଏଥିରେ କଂଗ୍ରେସ ନେତା ନାନା ପାଟୋଲେ ନିର୍ବିରୋଧରେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଏବେ କୁହାଯାଉଛି କି ଶିବସେନା, କଂଗ୍ରେସ…

ପାଇକମାଳ ଅଞ୍ଚଳରେ ମାଓବାଦୀ ପୋଷ୍ଟର

ବରଗଡ଼ ଅଫିସ,୧।୧୨: ବରଗଡ଼ ଜିଲା ପାଇକମାଳ ଅଞ୍ଚଳରେ ଦୀର୍ଘଦିନ ବ୍ୟବଧାନ ପରେ ପୁଣି ମାଓବାଦୀ ଗତିବିଧି ପରିଲକ୍ଷିତ ହୋଇଛି। ରବିବାର ପାଇକମାଳ-ନୂଆପଡ଼ା ରାସ୍ତା ପାଶର୍‌ବରେ ରହିଥିବା ଚେରେଙ୍ଗାଝଞ୍ଜ ବସଷ୍ଟାଣ୍ଡ ପାଖରେ ମାଓବାଦୀ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ…

ଧାନ ଅମଳ ସମୟରେ ହାତୀ ଉପଦ୍ରବ: ରାତି ଉଜାଗର ହେଉଛନ୍ତି ଚାଷୀ

କେନ୍ଦୁଝର,୧।୧୨(ସ୍ବ.ପ୍ର.) : ଜିଲାରେ ବର୍ତ୍ତମାନ ବିଲରୁ ଧାନ ଫସଲ ଅମଳ କରିବାର ସମୟ ହୋଇଛି। ଏହି ସମୟରେ ହାତୀ ଉପଦ୍ରବ ଚାଷୀଙ୍କୁ ଚିନ୍ତାରେ ପକାଇଛି। ସ୍ଥାନୀୟ ସଦର ରେଞ୍ଜ ଉକୁଚାବେଡ଼ା ଗ୍ରାମ ନିକଟରେ ୫ଟି ହାତୀ ରହି ଯାଇଥିବାରୁ ଲୋକମାନେ ଭୟଭୀତ…

ସକାଳୁ ଚା’ ନ ପିଇଲେ କାମ କରୁନି ଘୋଡ଼ା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ !

ଲଣ୍ଡନ,୧।୧୨: କେତେକ ଲୋକ ସକାଳୁ ଚା’ ନ ପିଇଲେ କୌଣସି କାମ କରି ନ ଥାନ୍ତି। ଏଭଳି ଅଭ୍ୟାସ ଲଣ୍ଡନର ମର୍ସିସାଇଡ୍‌ ପୋଲିସ ବିଭାଗରେ ଥିବା ଘୋଡ଼ା ଜ୍ୟାକ୍‌ର ରହିଛି। ସକାଳୁ କପେ ଚା’ ନ ପିିଇଲେ ସେ କାମ କରିବାକୁ…

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌

ନୂଆଗାଁ,୧।୧୨(ଡି.ଏନ୍‌.ଏ.): ନୟାଗଡ ଜିଲା ନୂଆଗାଁ ଥାନା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ପଞ୍ଚୁପାଣ୍ଡବ ନିକଟସ୍ଥ ଜଙ୍ଗଲ ମଧ୍ୟରେ ରବିବାର ସକାଳେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟିପଡ଼ିଛି। ଏଥିରେ ବହୁ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି।…

ସୁନାମୀରେ ନଷ୍ଟ ହୋଇଥିବା ଜଙ୍ଗଲ କାଠରେ ନିର୍ମିତ ହେଲା ୨୦୨୦ ଟୋକିଓ ଅଲମ୍ପିକ୍‌ ମୁଖ୍ୟ ଷ୍ଟାଡ଼ିୟମ୍‌: ଏକକାଳୀନ ବସି ପାରିବେ ୬୦ ହଜାର ଦର୍ଶକ

ଟୋକିଓ,୧।୧୨: ଜାପାନରେ ୨୦୨୦ ଟୋକିଓ ଅଲମ୍ପିକ୍‌ ହେବ। ଏଥିପାଇଁ ମୁଖ୍ୟ ଷ୍ଟାଡ଼ିୟମ୍‌ ନିର୍ମାଣ କାର୍ଯ୍ୟ ଏବେ ଶେଷ ହୋଇଛି। ଷ୍ଟାଡ଼ିୟମ୍‌ ନିର୍ମାଣରେ ୮୭ ପ୍ରତିଶତ କାଠର ବ୍ୟବହାର ହୋଇଛି। ଏସବୁ ୨୦୧୧ ସୁନାମୀରେ ନଷ୍ଟ ହୋଇଥିବା ଜାପାନର ୪୭ ପ୍ରତିଶତ ଜଙ୍ଗଲରୁ…

ପୁଅ ବାହାଘରରେ ଉଡ଼ାଗଲା ୯୦ ଲକ୍ଷ ଟଙ୍କାର ନୋଟ୍‌

ଜାମନଗର,୧।୧୨: ଗୁଜରାଟ ଜାମନଗରରେ ପୁଅ ବାହାଘରରେ ୯୦ ଲକ୍ଷ ଟଙ୍କାର ନୋଟ୍‌ ଉଡ଼ାଯାଇଛି। ସ୍ଥାନୀୟ କୁନଡ ଗାଁରେ ଜାଡ଼େଜା ପରିବାର ପକ୍ଷରୁ ଏଭଳି କରାଯାଇଛି। ବର ବେଶରେ ଋଷିରାଜ ଜାଡ଼େଜା ହେଲକପ୍ଟରରେ ଚେଲା ଗଁାରେ କନ୍ୟା ଘରେ ପହଞ୍ଚିଥିଲେ। ଉଡ଼ାଯାଇଥିବା ନୋଟ୍‌କୁ…

ଆଜିଠୁ ୩୦ତମ କୋଣାର୍କ ଉତ୍ସବ: ନୂପୁରର ରୁଣୁଝୁଣୁ ଶବ୍ଦ ଅପେକ୍ଷାରେ ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୧ା୧୨(ଡି.ଏନ୍‌.ଏ.): କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ରବିବାରଠାରୁ ଆରମ୍ଭ ହେବ ୩୦ତମ କୋଣାର୍କ ଉତ୍ସବ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ରଙ୍ଗବେରଙ୍ଗର ପଟ୍ଟଚିତ୍ର, ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା, ସୁନ୍ଦର ସାଜସଜ୍ଜା ସହିତ ପର୍ଯ୍ୟଟକଙ୍କ ବସିବା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri