Home Left

ବାଚସ୍ପତି ନିର୍ବାଚନରେ ଭାଗ ନେବନାହିଁ ଭାଜପା

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାରେ ଆସ୍ଥା ଭୋଟରେ ଉଦ୍ଧବ ଠାକରେ ବାଜି ମାରିଲେ ସତ। ହେଲେ ରବିବାର ପୁଣି ଏକ ପରୀକ୍ଷା ଦେବେ ଉଦ୍ଧବ। ରବିବାର ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ। ହେଲେ ଏଥିରେ ଭାରତୀୟ ଜନତା ପାର୍ଟି(ଭାଜପା)…

ଏକତରଫା ପ୍ରେମରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ମାରଣାସ୍ତ୍ରରେ ବାପା-ଝିଅଙ୍କୁ ଆକ୍ରମଣ

ଭଦ୍ରକ ଅଫିସ,୧।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା କେନ୍ଦୁଆପଦା ଡାଳିମ୍ବଗଡ଼ିଆ ଛକରେ ଶନିବାର ରାତିରେ ଜଣେ ବ୍ୟକ୍ତି ଏବଂ ତାଙ୍କ ଝିଅଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ଉଭୟ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସାଲାଗି କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।…

ଡିସେମ୍ବର ୭ରେ ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାର ଶୁଣାଣି

ଇସଲାମାବାଦ୍‌,୧।୧୨: ମୁମ୍ବାଇ ଆକ୍ରମଣ ଘଟଣାର ମାଷ୍ଟର ମାଇଣ୍ଡ୍‌ ହାଫିଜ୍‌ ସଇଦ୍‌ଙ୍କ ବିରୋଧ ଅଣାଯାଇଥିବା ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାର ଶୁଣାଣି ଡିସେମ୍ବର ୭ରେ ହେବ। ଏହାର ଶୁଣାଣି ଆତଙ୍କବାଦ ବିରୋଧୀ ଅଦାଲତରେ କରାଯିବ। ଏହି ମାମଲାର ପ୍ରତିଦିନ ଶୁଣାଣ କରିବାକୁ ସରକାରୀ…

ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟିଙ୍କ ପରଲୋକ

ମୁମ୍ବାଇ,୧।୧୨: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟି କାପାଡିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିବା ବେଳେ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିଛିଦିନ ପୂର୍ବରୁ ବିଟ୍ଟି, ଅକ୍ଷୟ କୁମାର,…

ଦକ୍ଷିଣ ଡାକୋଟାରେ ବିମାନ ଦୁର୍ଘଟଣା:୯ ମୃତ

ଓ୍ବାଶିଂଟନ,୧।୧୨: ଆମେରିକାର ଦକ୍ଷିଣ ଡାକୋଟାରେ ଶନିବାର ହୋଇଥିବା ଏକ ବିମାନ ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବାବଳେ ଅନ୍ୟ ୩ ଆହତ ହୋଇଛନ୍ତି। ଘନ କୁହୁଡି ଯୋଗୁ ଏହି ଦୁର୍ଘଟଣା ହୋଇଥିବା କୁହାଯାଉଛି।…

ଓଡ଼ିଶାର ହସ୍ତଶିଳ୍ପୀ, ବୁଣାକାରଙ୍କ ପାଇଁ କାର୍ଯ୍ୟ କରିବ ‘ଫ୍ଲିପ୍‌କାର୍ଟ ସମର୍ଥ’

ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ କମର୍ସ ମଞ୍ଚ ଫ୍ଲିପ୍‌କାର୍ଟ ମଧ୍ୟରେ ଶନିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପୀ କାରିଗରଙ୍କ ପାଇଁ ବ୍ୟବସାୟିକ ତଥା ବାଣିଜି୍ୟକ ସୁବିଧାର ପରିବୃଦ୍ଧି…

ମହିଳାଙ୍କ ସୁରକ୍ଷିତ ଯାତ୍ରା ପାଇଁ ଜାରିହେଲା ଆଡ୍‌ଭାଇଜରି: ତୁରନ୍ତ ଟୋଲ୍‌ ଫ୍ରି ନଂ.୧୦୦କୁ ଫୋନ୍‌ କରି ପୋଲିସକୁ ଜଣାନ୍ତୁ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଜଣେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ କରି ଗଣବଳାତ୍କାର ପରେ ହତ୍ୟା ଘଟଣା ଦେଶରେ ଆଲୋଡନ ସୃଷ୍ଟି କରିଛି। ଏଭଳି ସ୍ପର୍ଶକାତର ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିଲାଗି ଗୃହ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ…

ଓଡ଼ିଆ ମ୍ୟୁଜିକ୍‌ ଏକ୍ସିଲେନ୍ସି ଆୱାର୍ଡ-୨୦୧୯: ସମ୍ବର୍ଦ୍ଧିତ ହେଲେ ୨୫ ପ୍ରତିଭା

କଟକ ଅଫିସ,୧ା୧୨: ଶହୀଦ ଭବନଠାରେ ହ୍ବାଇଟ କାନଭାସ, ହେରାଲଡ ଓ ଦି ମେସେଞ୍ଜର୍ସର ମିଳିତ ଆନୁକୂଲ୍ୟରେ ରୁଚି ପ୍ରଥମ ଓଡ଼ିଆ ମ୍ୟୁଜିକ ଏକ୍ସିଲେନ୍ସି ଆୱାର୍ଡ-୧୯ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ମହମ୍ମଦ ମୋକିମ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ସଙ୍ଗୀତ…

୭୫% ଉପସ୍ଥାନ ନ ଥିଲେ ପରୀକ୍ଷା ମନା

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ଏଣିକି ୭୫ ପ୍ରତିଶତ ଉପସ୍ଥାନ ନ ଥିଲେ ପରୀକ୍ଷା ଦେଇପାରିବେନି କଲେଜ ଛାତ୍ରୀଛାତ୍ର। ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ ଥିବା ଛାତ୍ରୀଛାତ୍ର ହିଁ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ। ଏ ନେଇ…

ଗ୍ରାହକଙ୍କୁ ଠକୁଛନ୍ତି ସୁନା ଦୋକାନୀ: ସବୁ ସୁନାରେ ଏବେ ବିଆଇଏସ୍‌ କିମ୍ବା ହଲ୍‌ମାର୍କ ରହିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ସୁନା କିଣିବା ବେଳେ ଏହା ବିଆଇଏସ୍‌ କିମ୍ବା ହଲମାର୍କ କି ନୁହେଁ ତାହା ଉପରେ ଗ୍ରାହକଙ୍କର ନଜର ନ ଥାଏ। ପସନ୍ଦ ହୋଇଥିବା ସୁନା କେତେ ଶୁଦ୍ଧ ତାହା ମଧ୍ୟ ଗ୍ରାହକ ଜାଣିିବା କଷ୍ଟକର। ଏହାର ଫାଇଦା ଉଠାଇ ଗ୍ରାହକଙ୍କ…

୨୬ ଘଣ୍ଟାରେ ୧୬୦ ମଦ୍ୟପ ଡ୍ରାଇଭର ଗିରଫ

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଲାଗୁ ହେବାର ଗୋଟିଏ ଦିନ ପୂର୍ବରୁ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ୨୬ ଘଣ୍ଟା ଭିତରେ ମୋଟ୍‌ ୧୬୦ ଜଣ ମଦ୍ୟପ ଡ୍ରାଇଭରଙ୍କୁ ଗିରଫ କରାଯାଇଥିବା ନେଇ…

ଢେଙ୍କାନାଳ ଜିଲା ଚିଠି: ଟ୍ରାଫିକ୍‌ ଟେନ୍‌ସନ

ଢେଙ୍କାନାଳ ସମେତ ଜିଲାର ପ୍ରମୁଖ ସହରରେ ଟ୍ରାଫିକ୍‌ ସମସ୍ୟା ଚିନ୍ତାଜନକ ହୋଇଛି। ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ମୋଟରଯାନ ସଂଶୋଧିତ ଆଇନ ଲାଗୁ ହୋଇଛି ସତ, ହେଲେ ବାସ୍ତବ ସ୍ଥିତି ଦେଖିଲେ ଏଥିପ୍ରତି କାହାରି ଖାତିର ନ ଥିବା ଭଳି ମନେହେଉଛି। ଗାଡ଼ି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri