Home Left

ହରିୟାଣାରେ ୫ ହଜାର କୋଟିର ଖଣି ଦୁର୍ନୀତି ଅଭିଯୋଗ

ଚଣ୍ଡିଗଡ଼, ୧ା୧୨(ପି.ଟି.) : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟରଙ୍କ ପୂର୍ବପାଳି ସରକାରରେ ୫ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରାଯିବାକୁ ପ୍ରଦେଶ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏହାର…

ସୁରିନାମ୍‌ ରାଷ୍ଟ୍ରପତିଙ୍କୁ ୨୦ ବର୍ଷ ଜେଲ୍‌

ପାରାମାରିବୋ,୧ା୧୨(ଏଏଫ୍‌ପି): ସୁରିନାମ୍‌ର ଏକ ସାମରିକ ଅଦାଲତ ରାଷ୍ଟ୍ରପତି ଡେସି ବୌଟେର୍ସେଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଶୀ ଦଶକରେ ବୌଟେର୍ସେ ଦକ୍ଷିଣ ଆମେରିକୀୟ ଦେଶର ଏକଚ୍ଛତ୍ରବାଦୀ ଶାସକ ଥିବାବେଳେ ରାଜନୈତିକ ବିରୋଧୀମାନଙ୍କୁ ମୃତ୍ୟୁଦଣ୍ଡ ଦେଇଥିଲେ। ସମ୍ପ୍ରତି ଚାଇନା ଗସ୍ତରେ ଥିବା…

ଇରାକରେ ସରକାର ବିରୋଧୀ ବିକ୍ଷୋଭ ଜୋରଦାର: ଇସ୍ତଫା ଦେବେ ପ୍ରଧାନମନ୍ତ୍ରୀ ମେହଦି

ବାଗଦାଦ୍‌,୧ା୧୨: ଇରାକ୍‌ରେ ଅକ୍ଟୋବରରୁ ଲାଗିରହିଥିବା ସରକାର ବିରୋଧୀ ବିକ୍ଷୋଭ କ୍ରମେ ଅଧିକ ସହରକୁ ବ୍ୟାପିଚାଲିଛି। ବିକ୍ଷୋଭ ହିଂସାରେ ୩୫୪ ଲୋକଙ୍କ ଜୀବନ ଗଲାଣି ଓ ୮୦୦୦ରୁ ଊର୍ଦ୍ଧ୍ୱ ଆହତ ହେଲେଣି। ଚାପରେ ପଡ଼ି ପ୍ରଧାନମନ୍ତ୍ରୀ ଆଦେଲ ଅବଦୁଲ ମେହଦି ଇସ୍ତଫା ଦେବେ…

ଲଣ୍ଡନ ବ୍ରିଜ୍‌ ଆକ୍ରମଣରେ ୨ ମୃତ

ଲଣ୍ଡନ,୧ା୧୨(ପି.ଟି.): ଲଣ୍ଡନ ବ୍ରିଜ୍‌ରେ ଶୁକ୍ରବାର ଜଣେ ଆତଙ୍କବାଦୀଙ୍କ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୩ ଆହତ ହୋଇଥିଲେ। ପୋଲିସ ଗୁଳିରେ ଆକ୍ରମଣକାରୀ ନିହତ ହୋଇଛନ୍ତି। ଲଣ୍ଡନ ଷ୍ଟକ୍‌ ଏକ୍ସଚେଞ୍ଜ ବିସ୍ଫୋରଣ ଘଟଣାରେ ସେ ଦୋଷୀସାବ୍ୟସ୍ତ ହୋଇ ୭ ବର୍ଷ…

ସିଆଚେନରେ ହିମସ୍ଖଳନ : ୨ ଯବାନ ଶହୀଦ

ଶ୍ରୀନଗର, ୧ା୧୨(ପି.ଟି.): କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍‌ ଗ୍ଲାସିୟର୍‌ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍‌ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ପ୍ରାୟ ୧୮ ହଜାର ଫୁଟ ଉପରେ ସେମାନେ ପାଟ୍ରୋଲିଂ କରୁଥିଲେ…

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା: ୩ ପୋଲିସ ନିଲମ୍ବିତ

ହାଇଦ୍ରାବାଦ, ୧ା୧୨ (ଆଇଏଏନ୍‌ଏସ୍‌): ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ଶନିବାର ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମାମଲା ରୁଜୁ କରିବାରେ ବିଳମ୍ବ କରିଥିବା ୩ ପୋଲିସ…

କିଡ୍‌ନୀ ଷ୍ଟୋନ ଦୂରକରିବାକୁ ଚାହୁଁଛନ୍ତି, ଆପଣାନ୍ତୁ ଏହି ଉପାୟ..

ସପୁରୀ, ଏକ ସ୍ବାଦିଷ୍ଟ ଫଳ। ଏଥିରେ ଭିଟାମିନ୍‌ ଏ, ଭିଟାମିନ୍‌ ସି, ପୋଟାସିୟମ, ଫାଇବର, ଆଣ୍ଟିଅକ୍ସିଡାଣ୍ଟ ଓ ଫସଫରସ୍‌ ଭରପୂର ମାତ୍ରାରେ ରହିଥାଏ। ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦିଅନ୍ତି। -ଆଥର୍‌ରାଇଟିସ୍‌ ସମସ୍ୟା ଥିଲେ…

୨୯ରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ବାର୍ଷିକ ଅଧିବେଶନ: ଯୋଗଦେବେ ସୁପ୍ରିମକୋର୍ଟ ବିଚାରପତି

ଅନୁଗୋଳ ଅଫିସ, ୧।୧୨ – ରାଜ୍ୟ ଆଇନଜୀବୀମାନଙ୍କ ସର୍ବପୁରାତନ ସଙ୍ଗଠନ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ଉତ୍ସବ ଅନୁଗୋଳ ଷ୍ଟାଡ଼ିୟମଠାରେ ଆସନ୍ତା ଡିସେମ୍ବର ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ଅନୁଗୋଳ ଓକିଲ ସଂଘ…

ଆଜିଠୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ : ଜଗିବ ସିସି କ୍ୟାମେରା

ଛତ୍ରପୁର,୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ରବିବାରରୁ ଟ୍ରାଫିକ୍‌ ନିୟମ କଡାକଡି ପାଳନ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିଶନରଙ୍କଠାରୁ ଏକ ଚିଠି ଗଞ୍ଜାମ ଜିଲାପାଳଙ୍କ ପାଖକୁ ଆସିଛି। ଏହିପରିପ୍ରେକ୍ଷୀରେ ସ୍ପିଡ୍‌ ଗାଡି ଚଳାଇବା, ରେଡ୍‌ ଲାଇଟ୍‌ ଜମ୍ପିଂ, ମଦ୍ୟ…

ବିଭିନ୍ନ ଯୋଜନାର ସମୀକ୍ଷା କଲେ ଏମ୍‌ପି

ଜଟଣୀ, ୧ା୧୨(ଡି.ଏନ୍‌.ଏ.) ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଜଟଣୀ ବ୍ଲକ ସଭାଗୃହରେ ଶନିବାର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରକୃତ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା, ବାତ୍ୟା ଫନୀରେ ଘର…

ବିଶ୍ୱ ଏଡ୍‌ସ ଦିବସ ଆଜି: ଏବର୍ଷ ୮୦ ରୋଗୀ ଚିହ୍ନଟ, ୧୮ ମୃତ

ବାରିପଦା ଅଫିସ,୧।୧୨- ଏଡସ ନିରାକରଣ ଲାଗି ସଚେତନତା ଆଦି କାର୍ଯ୍ୟକ୍ରମ କରାଯାଉ ଥିଲେ ବି ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ରୋଗୀ ସଂଖ୍ୟା ବଢିବାରେ ଲାଗିଛି। ଏହି ଜିଲାରେ ୨୦୦୬ ରୁ ୨୦୧୯ ଅକ୍ଟୋବର ମଧ୍ୟରେ ୧୧୨୯ ଏଡସ ରୋଗୀ ଚିହ୍ନଟ…

ଗରା, ବାଲ୍‌ଟି ଧରି ରାସ୍ତା ଅବରୋଧ

ଉଦଳା, ୧।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସିର ୯ନଂ ୱାର୍ଡର ବାସିନ୍ଦା ଜଳକଷ୍ଟର ଶିକାର ହେଉଛନ୍ତି। ପାନୀୟ ଜଳ ଯୋଗାଣ ଲାଗି ଦୀର୍ଘବର୍ଷ ହେଲା ପାଇପ୍‌ ବିଛା ଯାଇଥିଲେ ବି ଲୋକଙ୍କୁ ଜଳ ଯୋଗାଇ ଦିଆଯାଉନାହିଁ ା ପ୍ରଶାସନ ଏହାର କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri