Home Left

ଫିଞ୍ଚଙ୍କ ମୁଣ୍ଡରେ ବାଜିଲ ବଲ

ମେଲବୋର୍ନ,୩୦।୧୧(ଏଏଫ୍‌ପି)- ଅଷ୍ଟ୍ରେଲିଆର ଦିନିକିଆ ଓ ଟି୨୦ ଦଳର ଅଧିନାୟକ ଆରୋନ ଫିଞ୍ଚ ଶନିବାର ଶେଫିଲ୍ଡ ଶିଲ୍ଡ ଟୁର୍ନାମେଣ୍ଟରେ ଆହତ ହୋଇଛନ୍ତି। ଭିକ୍ଟୋରିଆ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଫିଞ୍ଚଙ୍କ ହେଲମେଟରେ ବଲ ବାଜିଛି। ଏଥିଯୋଗୁ କନକୁଶନ ନିୟମ ଯୋଗୁ ତାଙ୍କ ବଦଳରେ ଟ୍ରାଭିସ…

ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ। ଶନିବାର ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କାହା ସ୍ବାର୍ଥରେ ସରକାର ଖୋଲା ବଜାରରୁ ୧୨,୧୩୦ କୋଟି ଟଙ୍କାର ଋଣ ଆଣିଛନ୍ତି ବୋଲି…

କୋହଲିଙ୍କୁ ପଛରେ ପକାଇଲେ ସ୍ମିଥ

ଆଡିଲେଡ୍‌,୩୦।୧୧(ଏଏଫ୍‌ପି)- ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଟେଷ୍ଟ କ୍ରିକେଟରେ ୭ ହଜାର ରନ୍‌ କରିବାରେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ହୋଇଯାଇଛନ୍ତି। ୧୯୪୬ଠାରୁ ତିଷ୍ଠି ରହିଥିବା ୭୩ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିବା ସହ ଭାରତୀୟ ବ୍ୟାଟିଂ ସେନସେଶନ ବିରାଟ କୋହଲିଙ୍କୁ ବହୁତ…

ବୁଥ୍‌ ବାହାରେ କଂଗ୍ରେସ ପ୍ରାର୍ଥୀଙ୍କ ଦାଦାଗିରି

ରାଞ୍ଚି,୩୦।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟର ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଏଠାରେ ୧୩ଟି ଆସନ ପାଇଁ ପ୍ରାୟ ୪,୮୯୨ଟି କେନ୍ଦ୍ରରେ ମତଦାନ ଚାଲିଛି। ଏହାରି ଭିତରେ ପଲାମୁ ଜିଲାର କୋସିୟାରା ଗାଁର ଏକ ମତଦାନକେନ୍ଦ୍ର ବାହାରେ କଂଗ୍ରେସ ଓ…

ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ର : ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଯୋଡ଼ା,୩୦।୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ଛାତ୍ରୀଛାତ୍ର ବଞ୍ଚିତ ହୋଇଥିବାରୁ ଅଭିଭାବକମାନେ ଶନିବାର ସ୍କୁଲରେ ତାଲା ପକାଇ ଦେଇଛନ୍ତି। ଏ ସମ୍ପର୍କରେ ଅଭିଭାବକ ବସନ୍ତ ମୁଣ୍ଡା, ଲକ୍ଷ୍ମଣ ନାଏକ, ଇନ୍ଦୁମତୀ ନାଏକ, ଦମୟନ୍ତୀ…

ବ୍ରାଡମ୍ୟାନ, ଆଝାର ଅଲିଙ୍କ ରେକର୍ଡ ଭାଙ୍ଗିଲେ ଓ୍ବାର୍ନର

ଆଡିଲେଡ୍‌,୩୦।୧୧- ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର ପାକିସ୍ତାନ ବିପକ୍ଷ ଦିବାରାତ୍ର ତଥା ଦ୍ୱିତୀୟ ଟେଷ୍ଟରେ ୩୩୫ ରନ୍‌ର ତ୍ରିଶତକ ହାସଲ କରିଛନ୍ତି। ଏଥିସହ ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ସର୍ବାଧିକ ବ୍ୟକ୍ତିଗତ ରନ୍‌ କରିବାରେ ସାର ଡନ ବ୍ରାଡମ୍ୟାନ ରେକର୍ଡ ଭାଙ୍ଗିଛନ୍ତି। ବ୍ରାଡମ୍ୟାନ…

ବୋମା ବିସ୍ଫୋରଣରେ କମାଣ୍ଡରଙ୍କ ମୃତ୍ୟୁ

କାବୁଲ,୩୦।୧୧: ଆଫଗାନୀସ୍ତାନରେ ଏକ ବୋମା ବିସ୍ଫୋରଣରେ ଜଣେ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ରାସ୍ତା କଡ଼ରେ ଥିବା ଏକ ବୋମାରେ ସୈନ୍ୟ ବାହିନୀ ଗାଡ଼ି ଧକ୍କା ହେବାରୁ ଏଭଳି ଘଟିଥିବା କୁହାଯାଉଛି। ହେଲମାଣ୍ଡ୍‌ ପ୍ରଦେଶର ମାର୍ଜହା ଜିଲାରେ ଏହା ଘଟିଛି। ମୃତକଙ୍କୁ ବ୍ରିଗେଡ଼ିୟର…

ଫିଲ୍ମରେ କଳାକାରମାନେ ପିନ୍ଧୁଥିବା ପୋଷାକ କ’ଣ ହୁଏ

ମୁମ୍ବାଇ: ବଲିଲଡ୍‌ ମୁଭି ନିର୍ମାଣ କରିବାରେ ପ୍ରଯୋଜକ ନିର୍ଦ୍ଦେଶକ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥାଆନ୍ତି। ଫିଲ୍ମ ହିଟ୍‌ ହେଉ ଅବା ଫ୍ଲପ୍‌ ଟଙ୍କା ଖର୍ଚ୍ଚ କରିବାରେ ସାଧାରଣତଃ କେହି କଞ୍ଜୁସି କରନ୍ତି ନାହିଁ। ବେଳେ ବେଳେ ଦେଖାଯାଏ ଫିଲ୍ମରେ ବିଶେଷ…

ରୁଷ ସେନାର କ୍ୟାଡେଟ ଗାଇଲେ ‘ଏ ଓ୍ବତନ.. ତେରୀ କସମ୍‌’

ମସ୍କୋ,୩୦।୧୧: ଭାରତର ଦେଶଭକ୍ତି ଗୀତକୁ ଗାଇ ଝୁମିଲେ ରୁଷ ସେନା। ମସ୍କୋରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରୁଷ ସେନାର କ୍ୟାଡେଟମାନେ ଭାରତର ଦେଶଭକ୍ତି ସଙ୍ଗୀତ ‘ଏ ଓ୍ବତନ.. ଏ ଓ୍ବତନ, ହମକୋ ତେରି କସମ୍‌ ଗୀତ ଗାଇଛନ୍ତି। ଏହି ଗୀତ ବଲିଉଡ୍‌…

ଶୀତଦିନେ କାହିଁକି ବଢ଼େ ମାନସିକ ଅବସାଦ…

ଶୀତଦିନେ କେତେକଙ୍କଠାରେ ମାନସିକ ଅବସାଦ ବୃଦ୍ଧି ପାଉଥିବାର ଦେଖିବାକୁ ମିଳିଥାଏ। ଏହି ସମୟରେ ପରିବେଶ ଥଣ୍ଡା ରହିବା ଯୋଗୁ ଶରୀରରେ କ୍ଷରଣ ହେଉଥିବା କେତେକ ହରମୋନ୍‌ ସ୍ବାଭାବିକ ଭାବେ କାର୍ଯ୍ୟ କରି ନ ଥାଏ। ମେଟାବୋଲିଜିମ୍‌ ପ୍ରକିୟା ଧିମା ହେବା ଯୋଗୁ…

ହଙ୍ଗାମା ସିକ୍ୱିଏଲରେ ନଜର ଆସିବେ ଶିଳ୍ପା

ମୁମ୍ବାଇ: ବଲିଉଡ୍‌ ନାୟିକା ଶିଳ୍ପା ସେଟ୍ଟୀ ହଙ୍ଗାମା ସିକ୍ୱିଏଲରେ ପରେଶ ରାଓ୍ବଲଙ୍କ ସହ ନଜର ଆସିବେ ବୋଲି ଜଣାପଡିଛି। ଏଥିରେ ଶିଳ୍ପା ଏକ ମେଜର ରୋଲ୍‌ରେ ଆସିବେ। ମିଜାନ ଜାଫରି ଓ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ପ୍ରଣିତା ସୁଭାଷଙ୍କୁ ମଧ୍ୟ ଏହି…

ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର

କୋକସରା,୩୦।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ବିଜମରା ଗ୍ରାମରେ ଶନିବାର ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri