Home Left

ସଂସଦର ହୋ ହାଲ୍ଲା ଭିତରେ ପ୍ରେମୀକାଙ୍କୁ ପ୍ରପୋଜ୍‌ କଲେ ସାଂସଦ

ବହୁଥର ଦେଖିବାକୁ ମିଳେ ପ୍ରେମୀକାଙ୍କୁ ନିଜ ମନର କଥା କହିବା ପାଇଁ ପ୍ରେମୀକମାନେ ନିଆରା ଢ଼ଙ୍ଗ ଆପଣାଥାନ୍ତି। ହେଲେ କେବେ ଶୁଣିଛନ୍ତି କି, କେହି ଏମ୍‌ପି ସଂସଦ ଭିତରେ ନିଜ ପ୍ରେମୀକାଙ୍କୁ ପ୍ରେମ ନିବେଦନ କରିବା କଥା। ଆଶ୍ଚର୍ଯ୍ୟ ଲାଗୁଥିଲେ ବି…

ଅଜିତ୍‌ ପାଓ୍ବାର ହେବେ ଉପମୁଖ୍ୟମନ୍ତ୍ରୀ: ଡିସେମ୍ବର ୧୬ରୁ ଶୀତ ଅଧିବେଶନ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଶାସନ ଆରମ୍ଭ ହୋଇଛି। ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଖୁବ୍‌ ଶୀଘ୍ର ଅଜିତ୍‌ ପାଓ୍ବାର ଶପଥ ନେବାର ଚର୍ଚ୍ଚା ହେଉଛି। ସେହିପରି ନୂଆ ସରକାରଙ୍କୁ ନେଇ ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ୧୬ରୁ…

ଏୟାର ଲିପ୍ଟ ସମୟରେ ଘୁରିଲା ମହିଳାଙ୍କ ଷ୍ଟ୍ରେଚର: ଅବସ୍ଥା ଗୁରୁତର

ଓ୍ବାଶିଂଟନ,୩୦।୧୧: ସାଧାରଣତଃ ବିପଦରେ ପଡିଥିବା ବେଳେ ବା କୌଣସି ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ହେଲିକପ୍ଟର ମାଧ୍ୟମରେ ଏୟାର ଲିପ୍ଟ କରାଯାଏ। ଯେଉଁଥିରେ ପୀଡିତଙ୍କର ବଞ୍ଚିବାର ଆଶା ବଢି ଯାଇଥାଏ। ହେଲେ ନିକଟରେ ଆମେରିକାର ଏରିଜୋନାରେ ଜଣେ ମହିଳାଙ୍କୁ ଏମିତି…

କାର୍‌ ମାଲିକ ନାଁରେ କଟିଲା ସବୁଠାରୁ ଅଧିକ ଟଙ୍କାର ଚାଲାଣ

ଅହମ୍ମଦାବାଦ,୩୦।୧୧: ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଲାଗୁ ହେବା ପରେ ପୋଲିସ ଲୋକଙ୍କଠାରୁ ପୂର୍ବାପେକ୍ଷା ଅଧିକ ଚାଲାଣ କାଟିବା ଆରମ୍ଭ କରିଛି। ପ୍ରତିଦିନ ଅଧିକରୁ ଅଧିକ ଟଙ୍କାର ଚାଲାଣ ଆଦାୟ କରାଯାଉଥିବା ଖବର ସାମ୍ନାକୁ ଆସୁଛି। କିନ୍ତୁ ଗୁଜରାଟର…

ସ୍ବର୍ଣ୍ଣ ମନ୍ଦିର ଦର୍ଶନ କଲେ ଆମିର

ଅମୃତସର,୩୦।୧୧: ବଲିଉଡ୍‌ ଅଭିନେତା ଆମିର ଖାଁ ଶନିବାର ପଞ୍ଜାବର ଅମୃତସରଠାରେ ଥିବା ସ୍ବର୍ଣ୍ଣ ମନ୍ଦିର ଦର୍ଶନ କରିଛନ୍ତି। ସେ ତାଙ୍କର ଅପ୍‌ କମିଙ୍ଗ ଫିଲ୍ମ ‘ଲାଲ ସିଂ ଚଢା’ର ଶୁଟିଂ ପାଇଁ ପଞ୍ଜାବ ଯାଇଥିବା ବେଳେ ସ୍ବର୍ଣ୍ଣ ମନ୍ଦିର ପହଞ୍ଚିଛନ୍ତି। ସେଠାରେ…

ଆସାମ ଏନ୍‌ଆର୍‌ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ଦାଏର

ଗୁଆହାଟୀ,୩୦।୧୧: ଆସାମ ଏନ୍‌ଆର୍‌ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ରାଜ୍ୟର ପବ୍ଲିକ୍‌ ଓ୍ବାର୍କ୍ସ ନାମକ ଏକ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ହଜେଲାଙ୍କ ବିରୋଧରେ ବ୍ୟାପକ ଅର୍ଥ ହେରଫେର୍‌ ହୋଇଥିବା ଅଭିଯୋଗ କରାଯାଇଛି। ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ…

ମଦ ଦୋକାନ ଖୋଲିବା ନିଷ୍ପତ୍ତିକୁ ପ୍ରତିବାଦ କଲେ ମହିଳା

ଭଦ୍ରକ ଅଫିସ,୩୦।୧୧: ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ଭଦ୍ରକ ଜିଲା ଶାଖା ପକ୍ଷରୁ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି। ସରକାରଙ୍କ ବହୁଳ ମଦ ଦୋକାନ ଖୋଲାଯିବା ନିଷ୍ପତ୍ତିକୁ ବଦଳାଇବା ଦାବିରେ ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ଜିଲାପାଳଙ୍କୁ ଏକ…

ଅବକାରୀ, ବନ ବିଭାଗର ମିଳିତ ଚଢ଼ାଉ: ୧୫ଶହରୁ ଊର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ

ଛେଣ୍ଡିପଦା,୩୦।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଚାଙ୍ଗୁଡିଆ ପଞ୍ଚାୟତର କଙ୍କୁରପାଳ ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଅବକାରୀ ବିଭାଗ ଓ ବନ ବିଭାଗର ମିଳିତ ଚଢ଼ାଉରେ ଉକ୍ତ ଗ୍ରାମ ନିକଟସ୍ଥ ଓହ୍ଲାଣି ନାଳ…

ଏହି ଦେଶରେ ରହିଛି ଏପରି ଅଜବ ସ୍କୁଲ

ସାଧାରଣତଃ ଅନୁକୂଳ ପରିବେଶ ମଧ୍ୟରେ ସ୍କୁଲ ରହିଥାଏ। ଯେଉଁଠିକି ପିଲାମାନେ ସହଜ ଏବଂ ସୁବିଧାରେ ଯାଇଆସି ପାଠ ପଢ଼ିପାରିବେ। ମାତ୍ର ଆଜି ଏମିତି କିଛି ସ୍କୁଲ ବିଷୟରେ କହିବୁ, ଯେଉଁଠି ପାଠପଢ଼ା ଚାଲିଥାଏ ବିପଦପୂର୍ଣ୍ଣ ସ୍ଥାନରେ। ଜାଣନ୍ତୁ  ଏପରି ଅଜବ ସ୍କୁଲ…

ବିରକ୍ତ କଲା ଟ୍ରାଫିକ ଜାମ୍‌: ଘରେ ତିଆରି କଲେ ହେଲିକପ୍ଟର

ଜାକର୍ତ୍ତା: ବ୍ୟସ୍ତବହୁଳ ଜୀବନଶୈଳୀ ସାଙ୍ଗକୁ ଟ୍ରାଫିକ ସମସ୍ୟା ଲୋକଙ୍କୁ ଅଧିକ ବିରକ୍ତ କରିଥାଏ। କୌଣସି କାର୍ଯ୍ୟରେ ଘରୁ ବାହାରିଲେ ଅତି କମ୍‌ରେ ଅଧଘଣ୍ଟା ବା ଘଣ୍ଟାଏ ଅଧିକ ସମୟ ହାତରେ ରଖି ବାହାରିବାକୁ ପଡ଼େ। ଭାରତର ମୁମ୍ବାଇ, ଦିଲ୍ଲୀ ଓ ବାଙ୍ଗାଲୋର…

ହିମବାହ ତରଳାଇବ ଆମାଜନ ନିଆଁ

ରିଓ ଡି ଜେନିରୋ: ଚିରହରିତ୍‌ ଅରଣ୍ୟ ଆମାଜନରେ ଲାଗିଥିବା ନିଆଁ ଯୋଗୁ ହିମବାହ ତରଳିବା ବୃଦ୍ଧିପାଇବ ବୋଲି ଗବେଷକମାନେ ସତର୍କ କରାଇଦେଇଛନ୍ତି। ଦକ୍ଷିଣପଶ୍ଚିମ ଆମାଜନିଆ (ବ୍ରାଜିଲ, ପେରୁ ଓ ବଲିଭିଆରେ ଥିବା ଆମାଜନ)ରେ ଲାଗିଥିବା ନିଆଁ ଲିଭୁନାହିଁ। ଏଥିଯୋଗୁ ଆଣ୍ଡିଜ୍‌ ଓ…

ନନ୍ଦନକାନନରେ ୨ ଆନାକୋଣ୍ଡା ମୃତ, ୩ ଅସୁସ୍ଥ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ନନ୍ଦନକାନନ ଆସିଥିବା ହଳଦିଆ ଆନାକୋଣ୍ଡାଙ୍କ ମଧ୍ୟରୁ ୨ଟିର ମୃତ୍ୟୁ ଘଟିଛି। ଗୁରୁବାର ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ଘଟିଥିବା ବେଳେ ଶନିବାର ଆଉ ଏକ ଆଖି ବୁଜିଛି। ସେହିଭଳି ଆଉ ତିନୋଟି ଆନାକୋଣ୍ଡା ଅସୁସ୍ଥ ଅଛନ୍ତି। ତେବେ ସ୍ଥିତି ପରଖିବା ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri