୨ ଶିକ୍ଷକଙ୍କ ଘରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ଗହଣା, ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ
ପାଟଣା,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଦୁଇ ଜଣ ଶିକ୍ଷକଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଉକ୍ତ ଗ୍ରାମର ଶିକ୍ଷକ ଜଗବନ୍ଧୁ ନାଏକ ଓ ନିତ୍ୟାନନ୍ଦ ମହାନ୍ତଙ୍କ ଘର ଗ୍ରିଲ ଭାଙ୍ଗି ଦୁର୍ବୃତ୍ତ ଆଲମୀରାରୁ ଲକ୍ଷାଧିକ…
ଉଦ୍ଧବ ସରକାରଙ୍କ ଅଗ୍ନିପରୀକ୍ଷା ପୂର୍ବରୁ ଭାଜପା ସହ କଥା ହେଲେ ଅଜିତ
ମୁମ୍ବାଇ,୩୦।୧୧: ଶିବସେନା ନେତା ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ମହାରାଷ୍ଟ୍ରରେ ସରକାର ଗଠନ ହୋଇଛି। ମେଣ୍ଟ କରି ଶିବସେନା ସରକାର ଗଠନ କରିଥିବାରୁ ତା’ମନରେ ସବୁବେଳେ ଦ୍ୱନ୍ଦ୍ୱ ଲାଗି ରହିଛି। ଶନିବାର ମଧ୍ୟାହ୍ନରେ ସେ ବହୁମତ ସାବ୍ୟସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଅର୍ଥାତ୍…
ଭାଜପାରେ ଯୋଗଦେଲେ ତାମିଲ କଳାକାର
ଚେନ୍ନାଇ,୩୦।୧୧: ତାମିଲ ଫିଲ୍ମ ଓ ଟେଲିଭିଜନ ଜଗତର କଳାକାର ରାଧା ରବି ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଭାଜପା ସ୍ଥିତି…
ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ମିଳୁ: ମୋଦିଙ୍କୁ ଚିଠି ଲେଖିଲେ ପାମେଲା
ନୂଆଦିଲ୍ଲୀ: ବଓ୍ବୋଚ୍ ଆଇକନ୍ ତଥା ବିଗ୍ବସ୍ର ପୂର୍ବତନ ଗେଷ୍ଟ ପାମେଲା ଆଣ୍ଡରସନ୍ ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ସମସ୍ତ ସରକାରୀ ବୈଠକ ଓ କାର୍ଯ୍ୟକ୍ରମରେ ନିରାମିଷ ଖାଦ୍ୟ ପରିବେଷଣ…
ହେଲ୍ମେଟ ପିନ୍ଧି ପିଆଜ ବିକିଲେ ସମବାୟ ସମିତି କର୍ମଚାରୀ
ପାଟନା,୩୦।୧୧: ପିଆଜର ଦର ଏତେ ବଢି ଯାଇଛି ଯେ ଏହାକୁ କିଣିବାକୁ ଗ୍ରାହକ ଭୟ କରୁଥିବା ବେଳେ ଏହାକୁ ବିକ୍ରି କରିବାକୁ ମଧ୍ୟ ଲୋକେ ଡରୁଛନ୍ତି। ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବିହାରରେ। ମୋବାଇଲ ଭ୍ୟାନ ମାଧ୍ୟମରେ କେତେଜଣ…
ଗାଁ ଭୋଜିରେ ବଚସା: ଦମ୍ପତିଙ୍କୁ ଭୁଜାଲିରେ ହାଣି ଯୁବକ ଫେରାର; ମହିଳା ମୃତ, ସ୍ବାମୀ ଗୁରୁତର
ଓଡ଼ଗାଁ,୩୦।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ଫାଣ୍ଡି ଭାଟସାହି ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଭୋଜି ଚାଲିଥିବା ବେଳେ ସାମାନ୍ୟ କଥାରୁ ବଚସାକୁ ନେଇ ଜଣେ ଯୁବକ ଦମ୍ପତିଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଏଥିରେ ମହିଳାଙ୍କ ମୃତ୍ୟୁ…
ଟୁଇଟରରେ ଭୂମିଙ୍କୁ ବିବାହ ପ୍ରସ୍ତାବ
ମୁମ୍ବାଇ: ଭୂମି ପାଡନେକର ଆଜିକାଲି ଖୁବ୍ ଚର୍ଚ୍ଚାରେ। ତାଙ୍କ ଭର୍ସାଟାଇଲ ଆକ୍ଟିଂ ସାଙ୍ଗକୁ ସିମ୍ପଲ୍ ଆଉ ଷ୍ଟାଇଲିଶ୍ ଲୁକ୍ ଫ୍ୟାନ୍ମାନଙ୍କୁ ଆକର୍ଷିତ କରୁଛି। ତେବେ ଭୂମି ଏବେ ନିଜ ଅପ୍କମିଂ ଫିଲ୍ମ ‘ପତି, ପତ୍ନୀ ଔର ଓ୍ବ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି।…
ଜାମିନ ନ ଦେବାରୁ ମହିଳା ଜଜ୍ଙ୍କୁ ଧମକ
ଥିରୁଭାନନ୍ଥପୁରମ୍: ଜଣେ ମାଜିଷ୍ଟ୍ରେଟ୍ ଏକ ମାମଲାରେ ଅଭିଯୁକ୍ତଙ୍କୁ ଜାମିନ ଦେବାକୁ ମନା କରିବାରୁ ଓକିଲ ତାଙ୍କୁ ମାଡ଼ ମାରିବାର ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଜଜ୍ଙ୍କୁ ଧମକ ଦେବା ଅପରାଧରେ ୧୨ ଓକିଲଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।…
ଇଂରାଜୀର ଗୋଟିଏ ପାରାଗ୍ରାଫ ପଢିପାରିଲେନି ଶିକ୍ଷକ
ଲକ୍ଷ୍ନୌ,୩୦।୧୧: ଉତ୍ତର ପ୍ରଦେଶ ଶିକ୍ଷା ବ୍ୟବସ୍ଥାର ସ୍ଥିତି ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଉନ୍ନାଓ ଜିଲା ସିକନ୍ଦରପୁର ସରଉସିରେ ଥିବା ସରକାରୀ ବିଦ୍ୟାଳୟର ସ୍ଥିତିକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ଗତ ୨୮ ତାରିଖରେ ଜିଲାପାଳ ଦେବେନ୍ଦ୍ର…
ଛୁଟି ପାଇଁ ମିଛ
ନୂଆଦିଲ୍ଲୀ: କାର୍ଯ୍ୟକ୍ଷେତ୍ରରେ ଛୁଟି ପାଇଁ ଅନେକେ କରିଥାନ୍ତି ବାହାନା। ଏହା ଭାରତ ଭଳି ଦେଶରେ ସାଧାରଣ କଥା। ହେଲେ ଏକଥା ଜାଣି ଆଶ୍ଚର୍ଯ୍ୟ ହେବେ ବିଶ୍ୱର ଅନ୍ୟତମ ବିକାଶିତ ରାଷ୍ଟ୍ର ବ୍ରିଟେନ ମଧ୍ୟ ଏଥିରୁ ବାଦ୍ ପଡ଼ିନି। ଏଠାକାର କର୍ମଚାରୀମାନେ ମାଲିକ…
ଏମ୍ସ୍ ବ୍ୟାଙ୍କ ଖାତାରୁ ୧୨ କୋଟି ଚୋରି: ପୁଣି ୨୯ କୋଟି ଲୁଟ୍ ଉଦ୍ୟମ ବିଫଳ
ନୂଆଦିଲ୍ଲୀ,୩୦।୧୧: ଏମ୍ସ୍ର ବ୍ୟାଙ୍କ ଖାତାରୁ ୧୨ କୋଟିରୁ ଅଧିକ ଟଙ୍କା ଚୋରି ହୋଇଛି। ଅପରାଧୀମାନେ ପୁଣି ଥରେ ଏହି ଖାତାରୁ ୨୯ କୋଟି ଟଙ୍କା ଲୁଟିବାର ଯୋଜନା କରିଥିଲେ। ତେବେ ତାହା ବିଫଳ ହୋଇଥିବା କୁହାଯାଉଛି। ଗତ ଏକ ମାସ ମଧ୍ୟରେ…
୪୫ ଗହଣା ଦୋକାନରେ ଚଢ଼ାଉ
ଭୁବନେଶ୍ୱର, ୩୦ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ (ଓଜନ ଓ ମାପ) ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶମତେ ଚଳିତ ମାସ ୨୨ରୁ ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସୁନା ଦୋକାନରେ ଚଢାଉ କରାଯାଇଥିଲା।…
Archives


