Home Left

୪୫ ଗହଣା ଦୋକାନରେ ଚଢ଼ାଉ

ଭୁବନେଶ୍ୱର, ୩୦ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ (ଓଜନ ଓ ମାପ) ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶମତେ ଚଳିତ ମାସ ୨୨ରୁ ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସୁନା ଦୋକାନରେ ଚଢାଉ କରାଯାଇଥିଲା।…

୧୪,୭୨୫ ଚାଷୀ ବିକିଲେଣି ୯,୮୨,୭୯୦ କୁଇଣ୍ଟାଲ ଧାନ

ଭୁବନେଶ୍ୱର,୩୦ା୧୧ (ବ୍ୟୁରୋ): ୨୦୧୯-୨୦ ବର୍ଷ ଲାଗି ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଯାଇଛି। ଚଳିତ ମାସରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଦ୍ୱାରା ଏଯାବତ୍‌ ୯,୮୨,୭୯୦ କୁଇଣ୍ଟାଲ୍‌ ଧାନ ସଂଗ୍ରହ କରାଯାଇଛି। ଏହି କାର୍ଯ୍ୟକୁ ସ୍ବଚ୍ଛ ଓ ବ୍ୟବସ୍ଥିତ କରିବା ପାଇଁ…

ସାଇକେଲ ସଜଡା ବିଳମ୍ବ ହେବାରୁ ପୋଲିସକୁ ପତ୍ର ଲେଖିଲେ ୧୦ ବର୍ଷର ବାଳକ

ଥିରୁଭାନନ୍ତପୁରମ,୩୦।୧୧: କେରଳର ୧୦ ବର୍ଷର ଜଣେ ବାଳକ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କୋଜିକୋଡେର ୫ମ ଶ୍ରେଣୀର ଛାତ୍ର ଅବିନ ନିଜର ଓ ତାଙ୍କ ଭାଇଙ୍କ ସାଇକେଲ କିଛିଦିନ ହେବ ସଜଡା ନ ହୋଇ ପାରିବାରୁ ପୋଲିସକୁ ଚିଠି ଲେଖି…

‘ବିଏସ୍‌କେୱାଇ’କୁ ସ୍କଚ୍‌ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର, ୩୦ା୧୧ (ବ୍ୟୁରୋ): ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)କୁ ସ୍କଚ୍‌ ସ୍ବାସ୍ଥ୍ୟ ଭାରତ ସ୍ବର୍ଣ୍ଣ ପୁରସ୍କାର ମିଳିଛି। ଶୁକ୍ରବାର ନୂଆଦିଲ୍ଲୀଠାରେ ଆୟୋଜିତ ଏକ ଉତ୍ସବରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ସଚିବ…

କମିବ ‘ମୋ ବସ୍‌’ ଭଡ଼ା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ‘ମୋ ବସ୍‌’ ପ୍ରତି ଯାତ୍ରୀଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ପଦକ୍ଷେପ ନେବାପରେ ଏବେ ବସ୍‌ ଭଡ଼ା କମାଇବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ। ବିଶେଷକରି ‘ମୋ ବସ୍‌’ର ଶୀତତାପ ନିୟନ୍ତ୍ରିତ (ଏସି-ବସ୍‌)ଗୁଡ଼ିକର ଭଡ଼ା କମାଇବାକୁ କ୍ୟାପିଟାଲ ରିଜିୟନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ(କ୍ରୁଟ୍‌) ସ୍ଥିର…

ମତଦାନକୁ ବିରୋଧ: ବିସ୍ଫୋରଣରେ ପୋଲ ଉଡ଼ାଇଲେ ମାଓବାଦୀ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ୬ଟି ଜିଲାରେ ପ୍ରଥମ ପ୍ରର୍ଯ୍ୟାୟରେ ୧୩ଟି ଆସନ ଲାଗି ମତଦାନ ଜାରି ରହିଛି। ତେବେ ମତଦାନକୁ ବିରୋଧ କରି ମାଓବାଦୀମାନେ ଗୁମଲା ଜିଲାରେ ବିସ୍ଫୋରଣ କରିଛନ୍ତି। ସ୍ଥାନୀୟ ବିଷ୍ଣୁପୁର ବିଧାନସଭା ଅଞ୍ଚଳରେ ମାଓବାଦୀମାନେ…

ଜେଇଇ ମେନ୍‌ରେ ଆସିବ ଓଡ଼ିଆ ପ୍ରଶ୍ନପତ୍ର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଏଣିକି ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ‘ଜେଇଇ ମେନ୍‌’ରେ ଓଡ଼ିଆ ଭାଷାରେ ପ୍ରଶ୍ନପତ୍ର ଆସିବ। ଓଡ଼ିଆ ସମେତ ମୋଟ ୧୧ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ। ୨୦୨୧ରୁ ଏହା ଲାଗୁ ହେବ। ବର୍ତ୍ତମାନ ଇଂଲିଶ, ହିନ୍ଦୀ…

ପର୍ଯ୍ୟଟନ ସ୍ଥଳର ବିକାଶ

ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ନାମରେ ପରିଚିତ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଏହି ଜିଲା। ଏଠାରେ ଅନେକ ଜଳପ୍ରପାତ ସହ ରହିଛି ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ପର୍ବତ। ଜିଲା ସଦର ପାରଳାଖେମୁଣ୍ଡିଠାରୁ ମାତ୍ର ୨୮କିମି ଦୂରରେ…

ଉପମୁଖ୍ୟମନ୍ତ୍ରୀ ପଦ ମାଗିଲା କଂଗ୍ରେସ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ରାଜନୀତି ପୁଣି ଚର୍ଚ୍ଚାରେ। ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ଶନିବାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ କହିଛନ୍ତି। ଇତିମଧ୍ୟରେ କିନ୍ତୁ କଂଗ୍ରେସ ପୁଣି ଥରେ ଅଡୁଆ ସୃଷ୍ଟି କରିଥିବା ଆଲୋଚନା ହେଲାଣି। ପୂର୍ବରୁ…

ଏ ବର୍ଷ ଶୀତ କମ୍‌

ଭୁବନେଶ୍ୱର, ୩୦ା୧୧ (ବ୍ୟୁରୋ): ବିଗତ ବର୍ଷଗୁଡ଼ିକ ତୁଳନାରେ ଚଳିତବର୍ଷ ଅଧିକ ଶୀତ ହେବ ନାହିଁ। ନଭେମ୍ବର ଶେଷ ହେବାକୁ ବସିଲାଣି ହେଲେ ଏ ପର୍ଯ୍ୟନ୍ତ ଭଲ ଭାବରେ ଶୀତ ପଡ଼ିନାହିଁ। ଆଗକୁ ମଧ୍ୟ ସେଭଳି ଶୀତ ହେବାର ସମ୍ଭାବନା ନାହିଁ ବୋଲି…

ଶୀତଦିନେ ପିଅନ୍ତୁ ଗୁଡ ମିଶ୍ରିତ କ୍ଷୀର

ଶୀତଦିନ ଆସିଲେ ଥଣ୍ଡା ସର୍ଦ୍ଦି ଏକ ସାଧାରଣ ସମସ୍ୟା ପାଲଟି ଯାଇଥାଏ। ହେଲେ ଘରୋଇ ଉପଚାର ମାଧ୍ୟମରେ ଆମେ ଏହାକୁ ସହଜରେ ଠିକ୍‌ କରିପାରିବା। ବିଶେଷ ଭାବେ ଯେଉଁମାନେ ନିୟମିତ କ୍ଷୀର ପିଉଛନ୍ତି ସେମାନେ ଏହାଦ୍ୱାରା ସହଜରେ ଛୋଟମୋଟ ଥଣ୍ଡା ସର୍ଦ୍ଦିକୁ…

ଡିସେମ୍ବର ଶେଷ ସୁଦ୍ଧା ସ୍ବର୍ଗଦ୍ୱାର ନବୀକରଣ କାମ

ପୁରୀ ଅଫିସ, ୩୦ା୧୧: ମହାପ୍ରସ୍ଥାନମ୍‌ କ୍ରିମେଟୋରିୟମ୍‌ ଢାଞ୍ଚାରେ ସ୍ବର୍ଗଦ୍ୱାର ପାଇବ ନୂଆରୂପ। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ଥାନ ପାଇଛି ସ୍ବର୍ଗଦ୍ୱାର। ଏହାର ପ୍ରକ୍ରିୟା ବି ତ୍ୱରାନ୍ବିତ ହୋଇଛି। ସ୍ବର୍ଗଦ୍ୱାର ପ୍ରତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri