Home Left

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ମିରାଣ୍ଡ ହାଉସ୍‌ ମହାବିଦ୍ୟାଳୟ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ଦିଲ୍ଲୀର ମିରାଣ୍ଡ ହାଉସ୍‌ ମହାବିଦ୍ୟାଳୟ ମଧ୍ୟରେ ଶୁକ୍ରବାର ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ପ୍ରଥମ ବିଧାୟିକା, ପ୍ରଥମ ବାଚସ୍ପତି, ଜେଲ ଯାଇଥିବା ପ୍ରଥମ ମହିଳା ସ୍ବାଧୀନତା ସଂଗ୍ରାମୀ ସରଳା…

କନ୍ୟାକୁମାରୀରୁ କଟକ: ଏକତାର ମନ୍ତ୍ର ନେଇ ଥଙ୍ଗାରାଜାଙ୍କ ଦେଶ ପରିକ୍ରମା

କଟକ ଅଫିସ, ୩୦ା୧୧: ପଙ୍ଗୁ ଲଙ୍ଘୟତେ ଗିରି। ସଂସ୍କୃତରେ ଥିବା ଏହି ଶ୍ଳୋକକୁ ପ୍ରମାଣିତ କରିଛନ୍ତି କନ୍ୟାକୁମାରୀର ଆର୍‌. ଥଙ୍ଗାରାଜା(୪୦)। ଦୁଇଟି ଗୋଡ଼ ଅକର୍ମଣ୍ୟ ହୋଇଥିଲେ ମଧ୍ୟ ଏକ ସ୍ବତନ୍ତ୍ର ସ୍କୁଟରରେ ଦେଶ ପରିକ୍ରମାରେ ସେ ବାହାରିଛନ୍ତି। ରାଜଧାନୀ ଦିଲ୍ଲୀ ହେଉକି…

ଭଦ୍ରକ ଜିଲା ଚିକିତ୍ସାଳୟର ଏମ୍‌ସିଏଚ୍‌ ସମ୍ପ୍ରସାରଣ ହେବ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଭଦ୍ରକ ଜିଲା ଚିକିତ୍ସାଳୟରେ ଥିବା ଏମ୍‌ସିଏଚ୍‌କୁ ସମ୍ପ୍ରସାରଣ କରାଯାଇ ୧୦୦ ଶଯ୍ୟାବିଶିଷ୍ଟରେ ପରିଣତ କରାଯିବ। ହସ୍ପିଟାଲ୍‌ର ଚାରିପାଖେ ପାଚେରି ଓ ରାସ୍ତା ନିର୍ମାଣ ଲାଗି ୬ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…

ପ୍ରଶଂସା ସାଉଣ୍ଟୁଛି ଆସାଦ୍‌ଙ୍କ ‘ଆଫିୟାନ୍ସ’

କଟକ ଅଫିସ,୩୦ା୧୧: ଆଜି କଟକ ସହରକୁ ଓଡ଼ିଆ ସଙ୍ଗୀତର ଅନ୍ତୁଡ଼ିଶାଳ ବୋଲି କୁହାଯାଉଛି। ହେଲେ ୮୦ ଦଶକ ପୂର୍ବରୁ ଏଭଳି ଚିତ୍ର ନ ଥିଲା। ସେତେବେଳେ କୋଲକାତା, ମାଡ୍ରାସ ଓ ବମ୍ବେ ସହର ଉପରେ ଓଡ଼ିଶା ସଙ୍ଗୀତ ଜଗତ ଭରସା କରୁଥିଲା।…

ସ୍ପନ୍ଦନ ଷ୍ଟାର ଓଲିଉଡ୍‌ ଆୱାର୍ଡ ୨୦୧୯: ମିହିର ଦାସ ‘ଏଭରଗ୍ରୀନ୍‌ ଅଭିନେତା’

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରଙ୍ଗିଲା ଡ୍ୟାନ୍ସ ଇଣ୍ଟରନ୍ୟାଶନାଲ ସହଯୋଗରେ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ ପକ୍ଷରୁ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ-୨୦୧୯ ଶୁକ୍ରବାର ସୂଚନା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ ପ୍ରଦାନ କରାଯାଇଥିବାବେଳେ…

ବରଡ଼ା ଛପର ତଳେ ବିଦ୍ୟାଳୟ

ଆଠମଲ୍ଲିକ, ୩୦ା୧୧(ଡି.ଏନ.ଏ.) – ପତ୍ରଫଡିରୁ ଆରମ୍ଭ ହୋଇ ଗ୍ରାମବାସୀଙ୍କ ଉଦ୍ୟମରେ ବରଡା ଛପର ଘରେ ପହଞ୍ଚିଥିବା ବିଦ୍ୟାଳୟର ବିକାଶ ଭୁଲିଯାଇଛି ପ୍ରଶାସନ। ଫଳରେ ବିନା ଶ୍ରେଣୀଗୃହରେ ଖୋଲାମେଲାରେ ବିପଦସଙ୍କୁଳ ଭାବେ ପାଠ ପଢୁଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମା ୩…

ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ବିରୋଧ: ମରିଯିବୁ ପଛେ ଜାଗା ଦେବୁନି

ବଇଣ୍ଡା,୩୦।୧୧(ଡି.ଏନ୍‌.ଏ.) – ସଂସାରକୁ ଚଳାଉଥିବା ଭିଟାମାଟିକୁ ଛଡ଼ାଇ ନେଇ ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଯୋଜନା କରାଯାଉଛି। ହେଲେ ଦାନା ଦେଉଥିବା ଜମିରୁ ଇଞ୍ଚେ ବି ପ୍ରକଳ୍ପ ପାଇଁ ଛଡାଯିବନି ବୋଲି ଜିଦ୍‌ ଧରିବା ସହ ଶୁକ୍ରବାର ଆଠମଲ୍ଲିକ ବ୍ଲକ…

ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା

ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁମହାପାତ୍ର, ଇମାମୀନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ତଥା ଇମାମୀ…

ଏପରି ବ୍ୟବହାର କରନ୍ତୁ ଅଦା ତେଲ: ରୁପି, କେଶ ଝଡିବା ସମସ୍ୟାରୁ ମିଳିବ ମୁକ୍ତି

ଶୀତଦିନେ ଅଧିକାଂଶ ଲୋକଙ୍କଠାରେ କେଶ ଝଡିବା ସହ ରୁପି ସମସ୍ୟା ଦେଖା ଯାଇଥାଏ। ଏହି ସମସ୍ୟାକୁ ନେଇ ସେମାନେ ଚିନ୍ତାରେ ପଡ଼ିଯାନ୍ତି। ଏପରିକି ସେମାନେ ମୁକ୍ତି ପାଇବା ଲାଗି ବିଭିନ୍ନ ରାସାୟନିକ ପଦାର୍ଥକୁ ମଧ୍ୟ ବ୍ୟବହାର କରିଥାନ୍ତି। ମାତ୍ର ଏଥିଲାଗି ଅଦା…

ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ

ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ ଶୀତଋତୁ ଆରମ୍ଭରୁ ବେଳାଭୂମିରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି । ସୁବର୍ଣ୍ଣରେଖା ମୁହାଣ,…

ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍‌ ସାର୍ଟିଫିକେଟ୍‌ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ ମାତ୍ର।…

ବ୍ରାଣ୍ଡ ଫ୍ୟାକ୍ଟ୍ରି କଟକ ଷ୍ଟୋରରେ ଫ୍ରି ସପିଙ୍ଗ ଓ୍ବିକେଣ୍ଡ

ଭୁବନେଶ୍ୱର,୩୦-୧୧: ବ୍ରାଣ୍ଡ ଫ୍ୟାକ୍ଟି କଟକ ଷ୍ଟୋର ପକ୍ଷରୁ ପ୍ରଥମଥର ଲାଗି ଫ୍ରି ସପିଙ୍ଗ ଓ୍ବିକେଣ୍ଡ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଡିସେମ୍ବର ୪ରୁ ୮ ତାରିଖ ଯାଏ ଚାଲିବ। କଟକ ଷ୍ଟୋରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କ୍ଲଷ୍ଟର ମ୍ୟାନେଜର ମାନସ ମହାନ୍ତି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri