ହୃଦଘାତ ଆଶଙ୍କା କମ କରେ କଞ୍ଚା କଦଳୀ
କଞ୍ଚା କଦଳୀରେ ଭରପୂର ମାତ୍ରାରେ ଭିଟାମିନ ଏବଂ ଖଣିଜ ଲବଣ ଥାଏ। ଯାହା ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ପ୍ରତିଦିନ ଖାଦ୍ୟରେ କଞ୍ଚା କଦଳୀ ପ୍ରୟୋଗ କରିବା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟା ସମସ୍ୟା ଦୂର ହୁଏ। କଞ୍ଚା କଦଳୀରେ…
ସରକାରୀ କାର୍ଯ୍ୟାଳୟରେ ଗଡୁଛି ବିଦ୍ୟୁତ୍ ବିଲ୍: ୩୯ ବିଭାଗର ବକେୟା ପଡ଼ିଛି ୨ କୋଟି ୭୭ ଲକ୍ଷ
ନୟାଗଡ଼ ଅଫିସ,୩୦।୧୧-ଘରୋଇ ହେଉ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନରେ ଗୋଟିଏ ମାସରୁ ଅଧିକ ଦିନ ବିଲ୍ ପୈଠ ନ ହେଲେ ପର ଦିନ ବିଦ୍ୟୁତ୍ ବିଭାଗ ସଂଯୋଗ କାଟି ଦେଇଥାଏ। ଫଳରେ ବିଦ୍ୟୁତ୍ ଉପଭୋକ୍ତା ବିନା ବିଦ୍ୟୁତ୍ରେ ହନ୍ତସନ୍ତ ହୁଅନ୍ତି। ହେଲେ ଜିଲାର…
ଦିବ୍ୟାଙ୍ଗ ଶିଶୁ ଖୋଜୁଛି ସହାୟତାର ହାତ
ଖପ୍ରାଖୋଲ, ୩୦ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ଗାଁର ଗୋକୁଳ ନାୟକ ଓ ଭାରତୀଙ୍କ ୪ବର୍ଷର ଝିଅ ଅର୍ଚ୍ଚନା। ଜନ୍ମର କେଇଟା ଦିନ ପରଠୁ ଖଟିଆରେ ପଡି ରହିଛି ସେ । ଉଠିବା କି ବସିବା କିଛି ନାହିଁ…
୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍ ‘ହକି ଭଳି ଫିଫା ବିଶ୍ୱକପ୍ ବୃହତ୍ ସଫଳତା ପାଇବ’
ଭୁବନେଶ୍ୱର, ୩୦।୧୧ (ସ୍ପୋଟର୍ସ ବ୍ୟୁରୋ)- ଆସନ୍ତା ବର୍ଷ ଭାରତରେ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍ ଅନୁଷ୍ଠିତ ହେବ। ବିଶ୍ୱସ୍ତରୀୟ ଏହି ସମ୍ମାନଜନକ ଟୁର୍ନାମେଣ୍ଟ ଆୟୋଜନ ଲାଗି ଫୁଟ୍ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ପୂର୍ବରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ…
ଟେଷ୍ଟ: ଓ୍ବେଷ୍ଟଇଣ୍ଡିଜ୍ ୯ ଉଇକେଟରେ ବିଜୟୀ
ଲକ୍ଷ୍ନୌ,୩୦।୧୧(ପି.ଟି.)- ଏଠାରେ ଖେଳାଯାଇଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ୍ ଶୁକ୍ରବାର ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ ଅଫ୍ ସ୍ପିନର ରାଖିମ କର୍ନଓ୍ବାଲ କ୍ୟାରିୟର ଶ୍ରେଷ୍ଠ ୧୦ ଉଇକେଟ ଅକ୍ତିଆର କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ…
ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ
ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ କରାଯିବ। ଏଥିପାଇଁ ବଗଲା ଧର୍ମଶାଳାର ଖାଲି ଜମିରେ ପ୍ଲଟିଂ କରାଯାଇଛି। ୨.୬୯ ଏକର ଜମିରେ…
ଦ୍ୱିତୀୟ ଟେଷ୍ଟ: ଓ୍ବାର୍ନର, ଲାବୁସ୍କାନଙ୍କ ଶତକ
ଆଡିଲେଡ, ୨୯।୧୧(ଏଏଫ୍ପି)- ସ୍ଥାନୀୟ ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ପାକିସ୍ତାନ ମଧ୍ୟରେ ଶୁକ୍ରବାର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହୋଇଛି। ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୫ ରନରେ ବିଜୟ ହାସଲ କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ମ୍ୟାଚ୍ରେ…
ଖରିଫ ଧାନ ସଂଗ୍ରହ ପାଇଁ ପ୍ରଚାର ରଥ
ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଖରିଫ ଧାନ ସଂଗ୍ରହ ପାଇଁ ଏକ ସଚେତନତା ରଥ ବୁଲିବା ଆରମ୍ଭ କରିଛି। ଉପଜିଲାପାଳ ପ୍ରତାପ ପ୍ରୀତିିମୟ ନିଜ କାର୍ଯ୍ୟାଳୟ ଠାରେ ପତାକା ହଲାଇ ରଥର ଶୁଭାରମ୍ଭ କରିଥିଲେ।…
ବ୍ୟାଙ୍କରେ ତାଲା ପକାଇଲେ ଗ୍ରାହକ
ସଜନାଗଡ଼, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖାରେ ଗ୍ରାହକଙ୍କୁ ଠିକ୍ ଭାବେ ବ୍ୟବହାର କରାଯାଉ ନ ଥିବା ଅଭିଯୋଗ ହେଉଛି। ଶୁକ୍ରବାର ବ୍ୟାଙ୍କ ଖୋଲିବା ପୂର୍ବରୁ ଶତାଧିକ ଗ୍ରାହକ ମୁଖ୍ୟ ଗେଟ୍ରେ ତାଲା ପକାଇ ଧାରଣାରେ ବସିରହିଥିଲେ। ନୀଳଗିରି…
ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ ପ୍ରଦର୍ଶନ: ନ୍ୟାୟ ନ ମିଳିଲେ ଶ୍ରମ ଅଫିସ୍ରେ ପଡ଼ିବ ତାଲା
ବାଲେଶ୍ୱର ଅଫିସ, ୨୯।୧୧-ବିଭିନ୍ନ ଶ୍ରମିକ ସଙ୍ଗଠନର ଆହ୍ବାନକ୍ରମେ ଶୁକ୍ରବାର ପୂର୍ବାହ୍ନରେ ଶତାଧିକ ନିର୍ମାଣ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକମାନେ ରେଳଷ୍ଟେଶନରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲାପାଳଙ୍କ ଫାଟକ ନିକଟରେ ପହଞ୍ଚତ୍ଥିଲେ।…
ମ୍ୟୁଜିକ୍ ଶୋ’ ପୃଥିବୀ ପାଇଁ କ୍ଷତିକାରକ
ଲାଇଭ୍ ମ୍ୟୁଜିକ୍ ଶୋ’ ପୃଥିବୀ ପାଇଁ କ୍ଷତିକାରକ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। କାରଣ ଏହି ଲାଇଭ୍ ମ୍ୟୁଜିକ ଶୋ’ରୁ କେବଳ ବ୍ରିଟେନରେ ପ୍ରତିବର୍ଷ ୪.୦୫ ଟନ୍ ଗ୍ରୀନ୍ ହାଉସ୍ ଗ୍ୟାସ ନିର୍ଗତ ହେଉଛି। ଏହି ଗ୍ୟାସ୍ ପୃଥିବୀର…
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ୧୦୧ ବର୍ଷ ବୟସରେ ପରଲୋକ
ଟୋକିଓ,୨୯।୧୧: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟାସୁହିରୋ ନାକାସୋନେଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୧ ବର୍ଷ ବୟସ ହୋଇଥିଲା। ଶୁକ୍ରବାର ସକାଳେ ଟୋକିଓର ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ସେ ୧୯୮୨-୧୯୮୭ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।…
Archives


