Home Left

‘କମାଣ୍ଡୋ-୩’କୁ ନେଇ ଉଠିଲା ବିବାଦ

ମୁମ୍ବାଇ: ବଲିଉଡ୍‌ ମୁଭି ‘କମାଣ୍ଡୋ-୩’ର ଏଣ୍ଟ୍ରି ସିନ୍‌କୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏଥିରେ ବିଦ୍ୟୁତ ଭାମଓ୍ବାଲ ନଜର ଆସିଛନ୍ତି। ତେବେ ଏହି ସିନ୍‌ରେ କେତେଜଣ ମଲ୍ଲଯୋଦ୍ଧା ଆଖଡାରେ ଅଭ୍ୟାସ କରୁଥିବା ବେଳେ ସେହିବାଟ ଦେଇ ଯାଉଥିବା କେନ୍ଦ୍ରୀୟ ବିଦ୍ୟାଳୟର…

ନୂତନ ବର୍ଷ ଆରମ୍ଭ ନ ହେଉଣୁ ଅକ୍ଷୟ-ଜାହ୍ନବୀଙ୍କ ହାତରେ ଗୋଟିଏରୁ ବଳି ଗୋଟିଏ ଫିଲ୍ମ

ବମ୍ବେ: ବର୍ଷ ଆରମ୍ଭ ନ ହେଉଣୁ ବଲିଉଡ୍‌ ଅଭିନେତା ତଥା ଅଭିନେତ୍ରୀମାନେ ଗୋଟିଏ ପରେ ଗୋଟିଏ ଫିଲ୍ମ ସାଇନ୍‌ କରିଚାଲିଛନ୍ତି। ଫଳରେ ଏବେ ସେମାନଙ୍କ ହାତରେ ଫିଲ୍ମର ଏକ ଲମ୍ବା ତାଲିକା। ସେହିଭଳି ଦୁଇଜଣ ହେଲେ ଶ୍ରୀଦେବୀ ଲଳନା ଜାହ୍ନବୀ କପୁର…

ଭାଇରାଲ ହେଉଛି ଦିଶାଙ୍କ ବୋଲ୍ଡ ଲୁକ୍‌

ବମ୍ବେ: ଅଭିନୟ ସାଙ୍ଗକୁ ନିଜର ଗ୍ଲାମରସ୍‌ ଲୁକ୍‌କୁ ନେଇ ଚର୍ଚ୍ଚାରେ ରହିବାକୁ ପସନ୍ଦ କରନ୍ତି ବଲିଉଡ୍‌ ଅଭିନେତ୍ରୀ ଦିଶା ପଟାନୀ। ସେଥିପାଇଁ ତ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଗୋଟିଏ ପରେ ଗୋଟିଏ ହଟ୍‌ ଫଟୋକୁ ଶେୟାର କରିବାକୁ କୁଣ୍ଠାବୋଧ କରନ୍ତି ନାହିଁ। ଏବେ…

ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ଗ୍ରାହକ ଆହତ, ବାମ ପାଦରେ ବାଜିଛି ଗୁଳି

ପୁରୀ ଅଫିସ,୨୯।୧୧: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ପୁରୁଣା ସଦର ଥାନାସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ ନିୟୋଜିତ ସୁରକ୍ଷାକର୍ମୀ ଏ.କେ ମହାରଣାଙ୍କ ବନ୍ଧୁକରୁ ଗୁଳି ଫୁଟି ଜଣେ ଗ୍ରାହକ ଆହତ ହୋଇଛନ୍ତି।…

ବାଇକ୍‌ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌: ଜଣେ ଗୁରତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଆଠଗଡ଼,୨୯।୧୧(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ଥାନା ଅଧୀନ ପୁରୁଣା କଟକ- ସମ୍ବଲପୁର ରାସ୍ତାରେ ଶୁକ୍ରବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରାପାର୍ଟି ଟ୍ରକ୍‌ ସମ୍ମୁଖକୁ ବାଇକ୍‌ ଚାଲିଆସିବାରୁ ଭାରସାମ୍ୟ ହରାଇ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଫଳରେ ବାଇକ୍‌ ଚାଳକଙ୍କ ସହ…

ପ୍ରଥମ ଦିନରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ ଡାକିଲେ ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକରେ ଶୁକ୍ରବାର କାର୍ଯ୍ୟଭାର ସମ୍ଭାଳିଛନ୍ତି। ଆଉ ଏହା ପରେପରେ ସେ ତୁରନ୍ତ ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ବୈଠକରେ ଯୋଗ ଦେଇଛନ୍ତି। ଏହି ବୈଠକରେ ସେ ବିକାଶ ମୂଳକ କାର୍ଯ୍ୟକୁ ଶୀଘ୍ର…

୯ଘଣ୍ଟା ଶୋଇବାକୁ ଏହି କମ୍ପାନୀ ଦେଉଛି ଲକ୍ଷେ ଟଙ୍କା ଦରମା

ବେଙ୍ଗାଲୁରୁ: କର୍ମଚାରୀଙ୍କ କାର୍ଯ୍ୟରେ ଖୁସି ହୋଇ କମ୍ପାନୀ କର୍ତ୍ତୃପକ୍ଷ ଦରମା ବଢ଼ାଇବା ସହ ଇନ୍‌ସେଟିଭ୍‌ ଦେଉଥିବା କଥା ବହୁ ଥର ଶୁଣିଥିବେ ବା ଜାଣିଥିବେ। ହେଲେ କେବେ ଶୁଣିଛନ୍ତି କି, ଶୋଇବା ପାଇଁ କର୍ମଚାରୀଙ୍କୁ ଦିଆଯାଉଛି ଲକ୍ଷେ ଟଙ୍କା। କିନ୍ତୁ ଏଥିପାଇଁ…

ଗୋଟିଏ ଓଭରରେ ୫ ଉଇକେଟ ନେଲେ ଭାରତୀୟ ପେସର

ନୂଆଦିଲ୍ଲୀ,୨୯।୧୧- ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ପ୍ରଥମ ସେମିଫାଇନାଲ ହରିୟାଣା ଓ କର୍ନାଟକ ମଧ୍ୟରେ ସୁରଟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍‌ରେ ପୂର୍ବତନ ଭରତୀୟ ତଥା କର୍ନାଟକର ଅଭିଜ୍ଞ ପେସର ଅଭିମନ୍ୟୁ ମିଥୁନ ହ୍ୟାଟ୍ରିକ ସହ ଗୋଟିଏ ଓଭରରେ…

ବନ୍ଦ ହେବ ୨ହଜାର ଟଙ୍କିଆ ନୋଟ୍‌ !

ନୂଆଦିଲ୍ଲୀ,୨୯।୧୧: ବିମୁଦ୍ରିକରଣ ପରେ ବଜାରକୁ ଆସିଥିବା ୨ହଜାର ଟଙ୍କିଆକୁ ନେଇ ଏବେ ଲୋକଙ୍କ ମନରେ ପୁଣି ଛନକା ପଶିଲାଣି। କାରଣ ଶୁକ୍ରବାର ପୂର୍ବତନ ଅର୍ଥ ସଚିବ ଏସ୍‌ସି ଗର୍ଗ ଏହାକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ଏହା…

କଳଙ୍କ ଲାଗିଯିବା ଭୟରେ ବିଧାନସଭା ବନ୍ଦ କରି ଦିଆଗଲା: କଂଗ୍ରେସ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ସରକାରଙ୍କ ପକ୍ଷରୁ କ୍ଲିନ୍‌ ଚିଟ୍‌ ଦିଆଯିବା ପ୍ରସଙ୍ଗ ସହ ୧୭ ଦିନ ପୂର୍ବରୁ ବିଧାନସଭା ଶୀତ ଅଧିବେଶନକୁ ବନ୍ଦ କରାଯିବାକୁ ନେଇ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ଉଭୟ…

ପବ୍‌ଜୀ ମୋବାଇଲ କପ୍‌ ଓପନ: ବିଜେତାଙ୍କୁ ମିଳିବ ୧.୨୮ କୋଟି

କୁଆଲଲାମ୍ପୁର,୨୯।୧୧- ଯୋଗ୍ୟତା ପର୍ଯ୍ୟାୟ ଶେଷ ହେବା ପରେ ପବଜୀ ମୋବାଇଲ କ୍ଲବ ଓପନ ଫଲ ସ୍ପିଲ୍ଟର ଫାଇନାଲ ଆରମ୍ଭ ହେବାକୁ ଯାଉଛି। ଏବେ ୧.୨୮ କୋଟି ଟଙ୍କାର ପୁରସ୍କାର ରାଶି ଓ ଟ୍ରଫି ହାତେଇବା ପାଇଁ ଟପ ୧୬ ଦଳ ପ୍ରତିଦ୍ୱନ୍ଦ୍ୱିତା…

ଦିଲୀପ ଓ୍ବାଲସେ ହେଲେ ପ୍ରୋଟେମ ସ୍ପିକର

ମୁମ୍ବାଇ,୨୯।୧୧: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଦିଲୀପ ଓ୍ବାଲସେ ପାଟିଲ ମହାରାଷ୍ଟ୍ର ବିଧାନସଭାର ପ୍ରୋଟେମ ସ୍ପିକର ଭାବେ ଶୁକ୍ରବାର ନିଯୁକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଦିଲୀପଙ୍କୁ ପ୍ରୋଟେମ ସ୍ପିକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri