Home Left

ଫଡ୍‌ନବିସଙ୍କ ନାଁରେ ସମନ ଜାରି କଲେ ନାଗପୁର କୋର୍ଟ

ନାଗପୁର,୨୯।୧୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ନାଁରେ ନାଗପୁରର ଏକ କୋର୍ଟ ଦ୍ୱାରା ସମନ ଜାରି କରାଯାଇଥିବା ସୂଚନା ମିଳିଛି। ନିର୍ବାଚନ ସମୟରେ ସେ ଯେଉଁ ଶପଥପତ୍ର ଦାଖଲ କରିଥିଲେ ସେଥିରେ ସେ ୨ଟି ଆପରାଧିକ ମାମଲାର ସୂଚନା ଦେଇ…

ଗୃହରେ କ୍ଷମା ମାଗିଲେ ପ୍ରଜ୍ଞା ଠାକୁର

ନୂଆଦିଲ୍ଲୀ,୨୯।୧୧: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେକୁ ଦେଶ ଭକ୍ତ କହି ବିବାଦ ଘେରକୁ ଆସିଥିବା ଏମ୍‌ପି ପ୍ରଜ୍ଞା ଠାକୁର ଶୁକ୍ରବାର ଲୋକ ସଭାରେ କ୍ଷମା ମାଗିଛନ୍ତି। ମୋ ମନ୍ତବ୍ୟକୁ ବିରୋଧୀମାନେ ଅତିରଞ୍ଜିତ କରୁଛନ୍ତି ବୋଲି ପ୍ରଜ୍ଞା କହିଛନ୍ତି। ସେ କ୍ଷମା…

ପୋଲିସ ନେଲାନି ପଦକ୍ଷେପ: ଥାନା ସମ୍ମୁଖରେ ଧାରଣା ଦେଲେ ଦିବ୍ୟାଙ୍ଗ

ତିହିଡ଼ି,୨୯।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ସମ୍ମୁଖରେ ଶୁକ୍ରବାର ଜଣେ ଦିବ୍ୟାଙ୍ଗ ଧାରଣା ଦେଇଛନ୍ତି। ସେ ହେଲେ ବାରୋ ପଞ୍ଚାୟତ ଅଧୀନ ରାଧାନଗର ଗ୍ରାମର ଅଜୟ କୁମାର ଦାସ। ଗତ ୧୪ ତାରିଖରେ ଅଜୟଙ୍କୁ ଗ୍ରାମର କେତେକ ବ୍ୟକ୍ତି ଗାଳିଗୁଲଜ କରିବା…

ଭୁଲ୍‌ ଇଞ୍ଜେକ୍‌ସନ୍‌ ନେଲା ଛାତ୍ରଙ୍କ ଜୀବନ: ପରିବାର ଲୋକେ ଆଣିଲେ ଅଭିଯୋଗ

ଭଦ୍ରକ ଅଫିସ,୨୯।୧୧: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧିନସ୍ଥ ଘଣ୍ଟେଶ୍ୱରୀ ଗାଁର ସପ୍ତମ ଶ୍ରେଣୀ ଛାତ୍ର ସୁରେଶ କୁମାର ବାରିକଙ୍କ ଗୁରୁବାର ଅପରାହ୍ନରେ ଭଦ୍ରକ ମେଡିକାଲରେ ମୃତ୍ୟୁ ଘଟିଥିଲା। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଭୁଲ…

ଗୁଜୁରାତିରେ ରହିଛି ଅନେକ ଔଷଧୀୟ ଗୁଣ

ଗୁଜୁରାତି ଖାଲି ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ। ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ଜାଣନ୍ତୁ  ଏ ସମ୍ପର୍କରେ… – ଗୁଜୁରାତି ଖାଇବା ଦ୍ୱାରା ପାଚନକ୍ରିୟା ସହଜ ହୋଇଥାଏ। ପ୍ରତିଦିନ ସକାଳେ ୪/୫ଟି ଗୁଜୁରାତି ପାଣିରେ ଭିଜାଇ ଏହାର…

ମହିଳା ଡାକ୍ତରଙ୍କୁ ଜାଳିଦେଲେ, ନ୍ୟାୟ ପାଇଁ ସୋସିଆଲ ମିଡିଆରେ କ୍ୟାମ୍ପେନ୍‌ ଆରମ୍ଭ

ହାଇଦ୍ରାବାଦ,୨୯।୧୧: ହାଇଦ୍ରାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଦନଗର ଅଞ୍ଚଳରୁ ଜଣେ ମହିଳା ଡାକ୍ତରଙ୍କ ଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ସୋସିଆଲ ମିଡିଆରେ ଏକ କ୍ୟାମ୍ପେନ୍‌ ଆରମ୍ଭ କରାଯାଇଛି। ପୋଲିସ୍‌ ମାମଲାର ଯାଞ୍ଚ୍‌ ପାଇଁ…

ମଧ୍ୟାହ୍ନ ଭୋଜନ କ୍ଷୀରରେ ପାଣି ମିଶାଇବା ଘଟଣା: ୨ ନିଲମ୍ବିତ

ଲକ୍ଷ୍ନୌ,୨୯।୧୧: କେନ୍ଦ୍ର ସରକାର ସ୍କୁଲ ପିଲାଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ହେଲେ ସେ ସବୁ ଯୋଜନା କାର୍ଯ୍ୟକାରୀ ନ ହୋଇ ବାଟବଣା ହେବାରେ ଲାଗିଛି। ସେଥି ମଧ୍ୟରୁ ମଧ୍ୟାହ୍ନ ଭୋଜନ ଅନ୍ୟତମ। ପ୍ରତିଦିନ ଭ୍ରଷ୍ଟାଚାର ଓ ଦୁର୍ନୀତି ବିରୋଧରେ…

ମହାରାଷ୍ଟ୍ର ପରେ ଗୋଆରେ ବି ଭାଜପାକୁ ଝଟ୍‌କା ଦେବ ଶିବସେନା

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ସରକାର ଗଠନ ହେବା ପରେ ପୁରୁଣା ବନ୍ଧୁ ଭାଜପାକୁ ଆଉ ଏକ ଝଟ୍‌କା ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛି ଶିବସେନା। ଦଳର ପ୍ରବକ୍ତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଓ୍ବତ ଏନେଇ ଇସାରା ଦେଇଛନ୍ତି।…

ବାରବାଟୀ ଉତ୍ସାହ

ଆସନ୍ତା ୨୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ୍‌ ଆୟୋଜନ ହେବ। ଦୀର୍ଘ ଦିନପରେ ଏହି ଗ୍ରାଉଣ୍ଡରେ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଥିବାରୁ କ୍ରିକେଟ ପ୍ରଶଂସକଙ୍କ ମଧ୍ୟ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଏହି ମ୍ୟାଚ୍‌ର…

ଅଚାନକ ଆଫଗାନିସ୍ତାନରେ ପହଞ୍ଚିଲେ ଡୋନାଲ୍ଡ ଟ୍ରମ୍ପ

କାବୁଲ,୨୯।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଚାନକ ଆଫଗାନିସ୍ତାନରେ ପହଞ୍ଚିଛନ୍ତି। ଟ୍ରମ୍ପ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଫ୍ଲୋରିଡା ଯାଉଥିବାବେଳେ ହଠାତ୍‌ ନିଜ କାର୍ଯ୍ୟକ୍ରମ ବଦଳାଇ ଆଫଗାନିସ୍ତାନରେ ପହଞ୍ଚିଥିଲେ। ସେଠାରେ ସେ ଆମେରିକା ସୈନ୍ୟଙ୍କୁ ଭେଟିଥିଲେ। ଏହାସହ ସେଠାରେ ତାଲିବାନଙ୍କ…

ହାତରୁ ଗଲା ମୁଖ୍ୟମନ୍ତ୍ରୀ ପଦ, ଏବେ ଘର ଛାଡିଲେ ଦେବେନ୍ଦ୍ର-ଅମୃତା

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ଶେଷରେ ଶିବସେନା, ଏନସିପି ମିଳିତ ଭାବେ ସରକାର ଗଢିଛନ୍ତି। ଉଦ୍ଧବ ଠାକ୍‌ରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ନାଟକୀୟ ଢଙ୍ଗରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବାର ୩ ଦିନ ୮ ଘଣ୍ଟା ପରେ ନିଜ ପଦରୁ ଇସ୍ତଫା ଦେଇଥିବା…

ମୋଦିଙ୍କୁ ପ୍ରଶଂସା କଲା ଶିବସେନା: ଏବେ ଠାକ୍‌ରେ-ମୋଦି ଭାଇଭାଇ

ମୁମ୍ବାଇ,୨୯।୧୧: ଶେଷରେ ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱରେ ସରକାର ଗଠନ ହୋଇଛି। ଶିବସେନା-ଏନସିପି ଏବଂ କଂଗ୍ରେସ ମିଶି ରାଜ୍ୟକୁ ଏକ ମଜଭୁତ ସରକାର ଦେବା ପାଇଁ ଶପଥ ନେଇଛନ୍ତି। ଗତ କିଛିଦିନ ହେବ ଶିବସେନା ମୁଖପତ୍ର ‘ସାମ୍‌ନା’ରେ ପ୍ରତିଦିନ ମୋଦି ସରକାରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri