Home Left

ଟି-ଶାର୍ଟକୁ ନେଇ ଚର୍ଚ୍ଚାରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ବ୍ୟସ୍ତ ଷ୍ଟାର୍‌ ଭାବେ ସୁପର୍‌ଷ୍ଟାର୍‌ ଅକ୍ଷୟ କୁମାର ପରିଚିତ। ତାଙ୍କର ଗୋଟିଏ ପରେ ଗୋଟିଏ ଫିଲ୍ମ ରିଲିଜ୍‌ ହେଉଥିବାବେଳେ ଏଥିପାଇଁ ସେ ଲଗାତର ଶୁଟିଂରେ ବ୍ୟସ୍ତ ମଧ୍ୟ ରୁହନ୍ତି। ଏକାସମୟରେ ସେ ୨-୩ଟି ଫିଲ୍ମ ଶୁଟିଂ କରିଥାନ୍ତି।…

ଡିସେମ୍ବର ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ: ବିଧାନସଭାରେ କୋହଳ ଅବଧିକୁ ଆଉ ତିନି ମାସ ବଢ଼ାଇବାକୁ ଦାବି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସମଗ୍ର ଦେଶରେ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ହୋଇଛି। ସେପ୍ଟେମ୍ବର ପହିଲାରୁ ଏହି ଆଇନ ରାଜ୍ୟରେ ଲାଗୁ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରାଯାଇନାହିଁ। ଡ୍ରାଇଭିଂ ଲାଇସେନ୍ସ , ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ(ପିୟୁସି) ଏବଂ ଅନ୍ୟାନ୍ୟ…

କଲରାଡୋରେ ପ୍ରବଳ ବରଫପାତ: ୫୦ ଲକ୍ଷ ଲୋକ ପ୍ରଭାବିତ

ଡେନଭର,୨୮।୧୧: ଆମେରିକାର ପଶ୍ଚିମଭାଗ କଲରାଡୋର ରାଜଧାନୀ ଡେନଭର ଓ ଏହାର ଆଖପାଖ ଅଞ୍ଚଳରେ ହୋଇଥିବା ବରଫପାତ ଓ ବରଫଝଡ଼ରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେଠାରେ ଆୟୋଜିତ ଥାଙ୍କସ୍‌ ଗିଭିଙ୍ଗ ଡେ ଅବସରରେ ଅନେକ ଲୋକ ଲଙ୍ଗ୍‌ ଡ୍ରାଇଭରେ ଯିବା ଅବା…

ବ ଲି ଉ ଡ୍‌ ହା ଲ ଚା ଲ

*ନୂଆ ସିନେମା ‘ସତ୍ତେ ପେ ସତ୍ତା’ରେ ଅନୁଷ୍କା ଶର୍ମା ଜଣେ ଶିକ୍ଷୟିତ୍ରୀ ଭୂମିକାରେ ଅଭିନୟ କରିବେ। *‘ବଣ୍ଟି ଔର ବବଲି’ ସିକୁଏଲ୍‌ କାଷ୍ଟିଂରୁ ଅଭିଷେକ ବଚ୍ଚନ ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ସୈଫ ଅଲ୍ଲୀ ଖଁାଙ୍କୁ ସାଇନ୍‌ କରାଯାଇଛି। ପ୍ରଥମେ ଏହି…

ବୁଲବୁଲ ଉଜାଡିଦେଲା ୪ ଏକର ଫସଲ: ନୂରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୂରୁଗାଁ ଗ୍ରାମର ଜଣେ ଚାଷୀ ବିଷପିଇ ଆତ୍ମହତ୍ୟା କରିଥିବା ଗୁରୁବାର ପରିବାରଲୋକେ ଅଭିଯୋଗ କରିଛନ୍ତି। ସେ ହେଲେ ରାମଚନ୍ଦ୍ର ବାରିକ(୮୦)। ରାମଚନ୍ଦ୍ର ୪ ଏକର ଜମିରେ ଭାଗ ଚାଷ କରିବା ସହ ଋଣ କରିଥିଲେ।…

ଜ୍ୟାକ୍‌ କାଲିସ୍‌ ଗୋଟିଏ ପାର୍ଶ୍ୱ ନିଶ କାଟି ଛାଡିଲେ ଫଟୋ, କାରଣ ଜାଣିଲେ କରିବେ ସଲାମ୍‌

ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲରାଉଣ୍ଡର ଜ୍ୟାକ୍‌ କାଲିଲ ନିଜ ସୋସିଆଲ ଆକାଉଣ୍ଟରେ ଏକ ଫଟୋ ଛାଡିଛନ୍ତି। ଯାହାକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି। ଏହି ଫଟୋରେ ସେ ଗୋଟିଏ ପାର୍ଶ୍ୱ ନିଶ କାଟିଥିବା ଦେଖାଯାଉଛି। କିନ୍ତୁ ଏହା ପଛରେ ଏକ…

ଦୁଇ ଛାତ୍ରୀଙ୍କୁ ଏସିଡ୍‌ ମାଡ଼: ଯୁବକ ଅଟକ

ଭଦ୍ରକ ଅଫିସ,୨୮।୧୧: ଭଦ୍ରକ ଜିଲା ବନ୍ତ ଥାନା ଅଧିନସ୍ଥ କଣ୍ଟାପଡ଼ା ଗ୍ରାମର ଜଣେ ଯୁବକ ବାଙ୍ଗୁରପଦି ଗ୍ରାମର ଦୁଇ ଛାତ୍ରୀଙ୍କ ଉପରକୁ ଏସିଡ୍‌ ମାଡ଼ କରିଛନ୍ତି। ଆହତ ଛାତ୍ରୀ ଦୁଇଜଣଙ୍କ ମଧ୍ୟରୁ ଜଣେ ନବମ ଶ୍ରେଣୀର ହୋଇଥିବାବେଳେ ଆଉ ଜଣେ ୧୦ମ…

ଆଶାରେ ଶିବ୍‌

ସଦାଶିବ ନାୟକ ଓରଫ ଶିବ୍‌। ନିଜର ବଡ଼ ପରଦା କ୍ୟାରିୟରକୁ ନେଇ ସେ ବେଶ୍‌ ସଚେତନ। ଆସନ୍ତା ମାସରେ ରିଲିଜ ହେବାକୁ ଯାଉଥିବା ଓଡ଼ିଆ ସିନେମା ‘ବିଶ୍ୱରୂପ-ବର୍ନ ଟୁ ଫାଇଟ୍‌’ରେ ତାଙ୍କୁ ଜଣେ ବକ୍ସର ଭୂମିକା (ମ୍ୟାକ୍‌)ରେ ଦର୍ଶକ ଦେଖିବାକୁ ପାଇବେ।…

ହୋଟେଲ ଭିତରେ ପଶିଲା ଯାତ୍ରୀବାହୀ ବସ୍‌: ଘଟଣାସ୍ଥଳରେ ଉତ୍ତେଜନା, ଚାଳକ ଅଟକ

ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଛକଠାରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଏକ ହୋଟେଲ ଭିତରେ ଗୁରୁବାର ପୂର୍ବାହ୍ନରେ ପଶିଯିବାରୁ ୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଅଡାଗାଡ଼ୁ ଗ୍ରାମର ଦୀପା ପ୍ରଧାନ, ପ୍ରମିଳା ପ୍ରଧାନ,…

ସଫେଇ ଦେଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮।୧୧: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କ ଅଡୁଆ ବଢିବାରେ ଲାଗିଛି। ଗୁରୁବାର ଦଳ ପକ୍ଷରୁ ତାଙ୍କୁ ତାଙ୍କ ପଦବୀରୁ ବାହାର କରାଯିବାକୁ ନେଇ ସେ ପ୍ରତିକ୍ରିୟା ରଖିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ‘ବେଳେ ବେଳେ ମିଥ୍ୟାର…

୫୯ ନୂଆ ଜିଲା ଅଧ୍ୟକ୍ଷ ନିଯୁକ୍ତ କଲା ଭାଜପା

ଲକ୍ଷ୍ନୌ,୨୮।୧୧: ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ୫୯ ନୂଆ ଜିଲା ଅଧ୍ୟକ୍ଷଙ୍କୁ ନିଯୁକ୍ତ କରିଥିବା ସୂଚନା ମିଳିଛି। ଏଥିରେ ନୂଆ ତଥା ଯୁବ ଚେହେରାଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଦଳର ପ୍ରଦେଶ ପ୍ରଭାରୀ ତଥା ନଗର ଉନ୍ନୟନ ମନ୍ତ୍ରୀ ଆଶୁତୋଷ…

ଅଭିନେତ୍ରୀ ହୋଇ ନ ଥିଲେ..

ବଲିଉଡ୍‌ରେ ପ୍ରିୟଙ୍କା ଚୋପ୍ରା ଜଣେ ପରିଚିତା ଅଭିନେତ୍ରୀ। ବେଶ୍‌ କେତୋଟି ହିନ୍ଦୀ ସିନେମାରେ ଅଭିନୟ କରି ସେ ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହୋଇଛନ୍ତି। ବର୍ତ୍ତମାନ ସେ ହଲିଉଡ୍‌ରେ ନିଜ କ୍ୟାରିୟରକୁ ନେଇ ବ୍ୟସ୍ତ। ହେଲେ ଜାଣିଛନ୍ତି, ଯଦି ପ୍ରିୟଙ୍କା ଅଭିନେତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri