Home Left

‘ମୁନ୍ନା ବଦ୍‌ନାମ୍‌ ହୁଆ’ ଗୀତରେ ଏକାଠି ନାଚିବେ ସଲମାନ, ପ୍ରଭୁଦେବା

ଦବଙ୍ଗ-୩ର ଜବରଦସ୍ତ ଟ୍ରେଲର ରିଲିଜ ହେବା ପରେ ଏବେ ବ୍ୟାକ ଟୁ ବ୍ୟାକ ଗୀତଗୁଡିକ ମଧ୍ୟ ରିଲିଜ ହୋଇଛି। ଦବଙ୍ଗ ଫିଲ୍ମର ମୁନ୍ନି ବଦନାମ ହୁୟି..ଗୀତଟି ଦର୍ଶକଙ୍କଠାରେ ବେଶ ଲୋକପ୍ରିୟ ହୋଇଥିବାବେଳେ ଦବଙ୍ଗ-୩ରେ ମୁନ୍ନି ନୁହେଁ, ‘ମୁନ୍ନା ବମ୍‌ନାମ ହୁଆ’ ଗୀତ…

ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୁମ୍ବାଇ ପହଞ୍ଚିଲେ ଷ୍ଟାଲିନ

ମୁମ୍ବାଇ,୨୮।୧୧: ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନ ଗୁରୁବାର ସକାଳେ ମୁମ୍ବାଇ ପହଞ୍ଚିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକରେ ସନ୍ଧ୍ୟାରେ ଶପଥ ଗ୍ରହଣ କରିବା କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ସେ ମୁମ୍ବାଇ ପହଞ୍ଚିଥିବା ସୂଚନା ମିଳିଛି। ଏହି…

ଗୋଟିଏ ଗାଁରେ ୨୪ ଘଣ୍ଟା ମଧ୍ୟରେ ଡବଲ ମର୍ଡର

ମହାକାଳପଡ଼ା,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ୨୪ ଘଣ୍ଟା ମଧ୍ୟରେ ଡବଲ ମର୍ଡର ହୋଇଥିବାବେଳେ ପୃଥକ୍‌ ପୃଥକ୍‌ ଥାନାରେ ଲିଖିତ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ବୁଧବାର ପ୍ରଶାନ୍ତ ସାହୁ(୨୩)ଙ୍କ ମୃତଦେହ  ଝୁଲନ୍ତା ଅବସ୍ଥାରେ ମିଳିଥିବାବେଳେ ମୃତ ପ୍ରଶାନ୍ତଙ୍କ…

‘ହକ୍‌ ଆଇ’ ଆପ୍‌ ଦ୍ୱାରା ଚୋରି ମୋବାଇଲ୍‌ ଉଦ୍ଧାର

ହାଇଦ୍ରାବାଦ୍‌: ଏକ ମୋବାଇଲ୍‌ ଆପ୍‌ ଜରିଆରେ ହାଇଦ୍ରାବାଦ ପୋଲିସ ୬୭ଟି ଚୋରି ମୋବାଇଲ୍‌ ଉଦ୍ଧାର କରିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ଜନସାଧାରଣଙ୍କ ସହ ଯୋଡ଼ିହେବା ପାଇଁ ହାଇଦ୍ରାବାଦ ପୋଲିସ ପକ୍ଷରୁ ୨୦୧୫ରେ ‘ହକ୍‌ ଆଇ’ ନାମକ ଏହି ମୋବାଇଲ୍‌ ଆପ୍‌ ଜାରି…

୮ ହଜାର କୋଟିର ଅଳଙ୍କାର ଲୁଟ୍‌

ବର୍ଲିନ: ଜର୍ମାନୀର ରାଜକୀୟ ସଂଗ୍ରହାଳୟ ଗ୍ରୀନ୍‌ ବୋଲ୍ଟରେ ବଡ଼ ଧରଣର ଚୋରି ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏପରି ବଡ଼ ଧରଣର ଚୋରି ହୋଇ ନ ଥିବା କୁହାଯାଉଛି। ସଂଗ୍ରହାଳୟରୁ ଚୋରମାନେ ୮ ହଜାର କୋଟିର ଅଳଙ୍କାର ଏବଂ ବହୁମୂଲ୍ୟ ସାମଗ୍ରୀ…

ପ୍ରଜ୍ଞା ଠାକୁର ଜଣେ ଆତଙ୍କବାଦୀ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୮।୧୧: ନାଥୁରାମ ଗଡସେକୁ ଦେଶ ଭକ୍ତ କହି ପୁଣି ବିବାଦ ଘେରକୁ ଆସିଛନ୍ତି ଭାଜପା  ଏମ୍‌ପି ପ୍ରଜ୍ଞା ଠାକୁର। ଏଥିପାଇଁ ତାଙ୍କୁ ପଦ ହରାଇବାକୁ ପଡିଛି। ବୁଧବାର ଲୋକସଭାରେ ଏସପିଜି ସଂଶୋଧନ ବିଲ ଉପରେ ଚର୍ଚ୍ଚା ଚାଲିଥିବା ସମୟରେ ପ୍ରସଙ୍ଗ କ୍ରମେ…

ସଙ୍ଗୀତ ମାୟାରେ ରୁନୁ

ପିଲାଟି ଦିନରୁ ତାଙ୍କର ସଙ୍ଗୀତ ପ୍ରତି ରୁଚି ଥିଲା। ଏହା ଦେଖି ତାଙ୍କର ମା’ ରଶ୍ମିତା ପଣ୍ଡା ଏବଂ ବାପା ଚନ୍ଦ୍ରମଣି ପଣ୍ଡା ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ। ନିହାର ରଞ୍ଜନ ପତିଙ୍କ ନିକଟରୁ ସଙ୍ଗୀତ ଶିକ୍ଷା ଶେଷ ପରେ…

ହଳଦୀ ମିଶା କ୍ଷୀରପାନ ଅବସାଦ ଦୂରକରେ

ନୂଆଦିଲ୍ଲୀ: ରାତିରେ ଶୋଇବା ପୂର୍ବରୁ ଅଧାଗ୍ଲାସେ ହଳଦୀ ମିଶା କ୍ଷୀର ପିଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ସାରାଦିନର ଥକାପଣ ଦୂରହୋଇ ସୁଖନିଦ୍ରା ହୋଇଥାଏ। ଶରୀର ପୀଡ଼ାରୁ ମଧ୍ୟ ଏହା ମୁକ୍ତି ଦେଇଥାଏ। କ୍ଷୀରରେ ପ୍ରଚୁର ପରିମାଣରେ କ୍ୟାଲସିୟମ୍‌, ଆଇରନ୍‌, ପ୍ରୋଟିନ୍‌…

ରାଜ୍ୟପାଳ ହେଲେ ଏହି ପ୍ରସିଦ୍ଧ କ୍ରିକେଟର

କଲମ୍ବୋ,୨୮।୧୧: କ୍ରିକେଟରେ ରାଜ୍‌ କରିବା ପରେ ଏବେ ରାଜନୈତିକ ମୈଦାନରେ ଜଲଓ୍ବା ଦେଖାଇବାକୁ ଯାଉଛନ୍ତି ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମୂଥୟା ମୁରଲିଧରନ। ତାମିଲ ବହୁଳ ଉତ୍ତର ପ୍ରାନ୍ତରେ ତାଙ୍କୁ ରାଜ୍ୟପାଳ ନିଯୁକ୍ତ କରାଯାଇଛି। ମୁରଲିଧରନ ଭାରତୀୟ ମୂଳର ତାଲିମ ଅଟନ୍ତି। ସେ…

ମତାନ୍ତର ଭୁଲି ଏକତାସୂତ୍ରରେ ବାନ୍ଧି ହୁଅ: ନିରଞ୍ଜନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ତୃଣମୂଳସ୍ତରରେ କଂଗ୍ରେସ ସଙ୍ଗଠନକୁ ସୁଦୃଢ଼ କରିବା ପାଇଁ ଦଳର ୩୩ ସାଙ୍ଗଠନିକ ଜିଲାରୁ କ୍ୟାଡର ସୃଷ୍ଟି କରିବା ପାଇଁ କଂଗ୍ରେସ ଭବନଠାରେ ଦୁଇଦିନିଆ ଚୟନ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଏହି ଉପଲକ୍ଷେ ନିଖିଳ ଭାରତ କଂଗ୍ରେସ ପ୍ରଶିକ୍ଷଣ ଇନଚାର୍ଜ…

ଇକୋ-ଟୁରିଜମ ସ୍ଥଳୀ ଭାବେ ବିକଶିତ ହେବ ୭ ସ୍ଥାନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଚାନ୍ଦିପୁର, ଚିତ୍ରକୋଣ୍ଡା, ସତୀଗୁଡା, କୋରାପୁଟ, ଟେନ୍‌ସା, ନୂଆପଡ଼ାର ପାତ୍ରୋଡା ଡ୍ୟାମ୍‌ ଏବଂ ବରଗଡ଼ର ନୃସିଂହନାଥ ଆଦି ୭ଟି ସ୍ଥାନକୁ ନୂଆ ଇକୋ-ଟୁରିଜମ ସ୍ଥଳୀଭାବେ ବିକଶିତ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହିସବୁ ସ୍ଥାନକୁ ପ୍ଲାଷ୍ଟିକ ମୁକ୍ତ ରଖିବା ଏବଂ ସେଠାରେ…

ରାଜ୍ୟରେ ଅବକ୍ଷୟମୁଖୀ ଚିନିକଳ ଶିଳ୍ପ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟରେ ଚିନି କଳ ବ୍ୟବସାୟ ଲାଭଜନକ ନୁହେଁ। ଉତ୍ପାଦନ ଖର୍ଚ୍ଚର ଅହେତୁକ ବୃଦ୍ଧି ଘଟିଛି। ହେଲେ ସମାନୁପାତିକ ମୂଲ୍ୟରେ ବିକ୍ରି କରାଯାଉନାହିଁ। କେତେକ କାରଖାନା ପାଇଁ ଉପଯୁକ୍ତ ପରିମାଣର କଞ୍ଚାମାଲ ଅଭାବ ମଧ୍ୟ ରହୁଛି। ରାଜ୍ୟର ବିଭିନ୍ନ ଚିନି କାରଖାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri