Home Left

ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ: ୩ ଦିନିଆ ବନ୍ଦ ପାଳନ ଆରମ୍ଭ

ସମ୍ବଲପୁର,୨୮।୧୧(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ଜାରି ରହିଥିବାବେଳେ ଗୁରୁବାର ଠାରୁ ୩ ଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ଓ କାର୍ଯ୍ୟାଳୟ, ସେହିପରି ବେସରକାରୀ…

ପାକିସ୍ତାନ ଲିଙ୍କ୍‌ ଅଭିଯୋଗ: ବିଧାନସଭାରେ କେୟାର ହସ୍ପିଟାଲ ପ୍ରସଙ୍ଗ ଉଠାଇଲେ ବିରୋଧୀ

ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲର ପାକିସ୍ତାନ ସହ ଲିଙ୍କ୍‌ ଥିବାନେଇ ବିଧାନସଭାରେ ବିରୋଧୀ ଆପତ୍ତି ଉଠାଇଛନ୍ତି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଥିଲେ। ବୁଧବାର…

ମାହାଙ୍ଗା ରାସ୍ତା ନିର୍ମାଣରେ ଦୁର୍ନୀତି ଅଭିଯୋଗ: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କଟକ ପୂର୍ତ୍ତ ଡିଭିଜନ-୨ ଅନ୍ତର୍ଗତ ସାଲେପୁର ସବ୍‌ଡିଭିଜନର ମାହାଙ୍ଗା ସେକ୍ସନରେ ହୋଇଥିବା ରାସ୍ତା ନିର୍ମାଣ ଟେଣ୍ଡର ଦୁର୍ନୀତିର ତଦନ୍ତ କରିବାକୁ ଲୋକାୟୁକ୍ତ ବୁଧବାର ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ…

ପଦ ହରାଇଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮।୧୧: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହି ବିବାଦ ଘେରକୁ ଚାଲି ଯାଇଥିଲେ। ଏବେ ଏହା ତାଙ୍କୁ ମହଙ୍ଗା ପଡିଛି। ଏନେଇ ଗୁରୁବାର ତାଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା କମିଟିରୁ…

ବିଶ୍ୱ ଦେଖିବ ପରାକ୍ରମ: ନୌସେନାର ପ୍ରଥମ ମହିଳା ପାଇଲଟ ଶିବାଙ୍ଗୀ

ମୁଜାଫରପୁର: ଆକାଶ ପରେ ସମୁଦ୍ରର ଅଥଳ ଜଳରାଶିରେ ପରାକାଷ୍ଠା ଦେଖାଇବେ ଭାରତୀୟ ମହିଳା। ବାୟୁସେନା ପରେ ଏବେ ନୌସେନାକୁ ମିଳିବାକୁ ଯାଉଛି ଦେଶର ପ୍ରଥମ ମହିଳା ପାଇଲଟ । ବିହାରର ଶିବାଙ୍ଗୀ ସ୍ବରୂପଙ୍କୁ ଜୁଟିଛି ଏହି ସୌଭାଗ୍ୟ। ସେ ଏବେ କେରଳର…

ଦ୍ୱିତୀୟ ଶ୍ରୀକ୍ଷେତ୍ରକୁ ଅଣଦେଖା

ସରକାରୀ ମାନ୍ୟତା ମିଳି ନ ଥିଲେ ମଧ୍ୟ ଉତ୍ତର ଓଡିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ଭାବେ ପରିଚିତ ବାରିପଦା ସହରକୁ ଲୋକେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କୁହନ୍ତି। ହରିବଳଦେବ ଜୀଉ ମନ୍ଦିରରେ ପୂଜା ପାଉଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପୁରୀ ଶ୍ରୀମନ୍ଦିର ରୀତିନୀତିରେ ପୂଜାର୍ଚ୍ଚନା କରାଯାଉଛି।…

ଶିବସେନା ପାଇଁ ନୂଆ ସୂର୍ଯ୍ୟୋଦୟ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ପ୍ରଥମଥର ଲାଗି ଶିବସେନା ନେତା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାକୁ ନେଇ କେବଳ ଶିବସେନା ଶିବିରରେ କାହିଁକି ସାରା ଦେଶରେ ଅଗଷ୍ଟ ୧୫ ଭଳି ଉତ୍ସବ ପାଳନ କରାଯାଉଛି ବୋଲି ଶିବସେନା କହିଛି। ଏହା ଦଳ ପାଇଁ ନୂଆ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ: ନର୍ସିଂହୋମ୍‌ରେ ଉତ୍ତେଜନା, ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୨୮।୧୧: ବୁଧବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କ ଅସ୍ତ୍ରୋପଚାର ପରେ ମୃତ୍ୟୁକୁ ନେଇ ସହରର ଏକ ଘରୋଇ ନର୍ସିଂହୋମରେ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ଭଦ୍ରକ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଭଣ୍ଡାରିପୋଖରୀ…

ପୁଣି କ୍ରିକେଟକୁ ଫେରିବା ନେଇ କ’ଣ କହିଲେ ଧୋନୀ

ମୁମ୍ବାଇ,୨୮।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ କ୍ରିକେଟକୁ କେବେ ଫେରିବା ସେନେଇ କୌଣସି ସୂଚନା ନ ଥିବାବେଳେ ଏହା ଉପରୁ ନିଜେ ପରଦା ଉଠାଇଛନ୍ତି ଧୋନୀ। ସେ କହିଛନ୍ତି, ଜାନୁଆରୀ ମାସ ପର୍ଯ୍ୟନ୍ତ ଏନେଇ ମୋତେ କିଛି…

କାହା ନାଁ ଆଲୁ ତ ଆଉ କିଏ ଚିରକୁଟ୍‌, ବଲିଉଡ୍‌ ଅଭିନେତ୍ରୀଙ୍କୁ ଏହି ନାମରେ ଡାକନ୍ତି ସାଙ୍ଗସାଥୀ

ବଲିଉଡ୍‌ ଅଭିନେତ୍ରୀମାନଙ୍କ ପ୍ରକୃତ ନାଁ ତ ଆପଣ ଜାଣିଥିବେ କିନ୍ତୁ କିଛି ଅଭିନେତ୍ରୀଙ୍କ ଡାକ ନାଁ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ରଣବୀର କପୁରଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିବା ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ତାଙ୍କ ସାଙ୍ଗମାନେ ଆଲୁ…

ଏମ୍‌ପି ଅନୁଭବ-ମନୋଜିତ କଳି: ଏସ୍‌ଡିଜେଏମ୍‌ କୋର୍ଟରେ ବୟାନ ରେକର୍ଡ

କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍‌ଡିଜେଏମ୍‌ କୋର୍ଟରେ ଏକ କମ୍ପ୍ଲେନ କେସ୍‌ ଦାଏର କରିଥିଲେ। ଉକ୍ତ ମାମଲାରେ ବୁଧବାର ମନୋଜିତ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ଉପସ୍ଥିତ ହୋଇ ତାଙ୍କ ବୟାନ…

ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା: ଦଳମତ ନିର୍ବିଶେଷରେ ବିଧାୟକଙ୍କ ଅଭିଯୋଗ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟର ଜମି, ଜଳ, ଜଙ୍ଗଲକୁ ବ୍ୟବହାର କରି ସଂଖ୍ୟାଧିକ କମ୍ପାନୀ ଶିଳ୍ପ ସମୃଦ୍ଧ ହୋଇଛନ୍ତି। ହେଲେ ସେହି ପରିମାଣରେ ରାଜ୍ୟର ମାନବ ସମ୍ବଳକୁ ନିଯୁକ୍ତି ଦେବାରେ ବିଫଳ ହୋଇଛନ୍ତି। ଦଳମତ ନିର୍ବିଶେଷରେ ବିଧାୟକମାନେ ଶୂନ୍ୟକାଳରେ ବୁଧବାର ବିଧାନସଭାରେ ଏହି ପ୍ରସଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri