Home Left

କେମିତି ହୋଇଥିଲା ଏୟାର ଇଣ୍ଡିଆ ପ୍ଲେନ କ୍ରାଶ୍‌, ଜଣାପଡିଲା ସବୁଠୁ ବଡ଼ କାରଣ!

ଅହମଦାବାଦ, ୨୦।୬: ଗୁଜରାଟର ଅହମଦାବାଦ ଆନ୍ତର୍ଜାତିକ ବିମାନବନ୍ଦରରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭-୮ ଡ୍ରିମଲାଇନର ବିମାନ (ଫ୍ଲାଇଟ AI-171) ଗତ ୧୨ ଜୁନ ୨୦୨୫ରେ ଟେକଅଫ ପରେ ମାତ୍ର ୩୦ ସେକେଣ୍ଡରେ ମେଘାନୀନଗର ଅଞ୍ଚଳରେ ଥିବା ବି.ଜେ.…

ବିଞ୍ଜିଗିରିକୁ ସ୍ମାରକୀ ଗ୍ରାମ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ଜନତା ମୈଦାନରୁ ଆଭାସୀ ମାଧ୍ୟମରେ ଘୁମୁସର ବୀର ଚକରା ବିଷୋୟୀଙ୍କ ଜନ୍ମସ୍ଥାନ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଗ୍ରାମକୁ ସ୍ମାରକୀ ଗ୍ରାମ ଭାବେ ଘୋଷଣା କରିଛନ୍ତି। ଏହାକୁ ନେଇ…

ଅଟା ମିଲ୍‌ରୁ କେମିତି କୋଟିପତି ହେଲେ ସୋନମଙ୍କ ବାପା? ଝିଅର ପ୍ରେମିକଙ୍କ ସହ ରହିଛି ଲିଙ୍କ୍‌…

ନୂଆଦିଲ୍ଲୀ,୨୦।୬: ଏକ ସାଧାରଣ ଅଟା ମିଲରେ ବ୍ୟବସାୟ ଆରମ୍ଭ କରିଥିବା ପରିବାର ଆଜି ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଏହା ଦେବୀ ସିଂହ ରଘୁବଂଶୀଙ୍କ କାହାଣୀ, ଯାହାଙ୍କ ଝିଅ ସୋନମ ରଘୁବଂଶୀ ବର୍ତ୍ତମାନ ସିଲଂ ପୋଲିସର ହେପାଜତରେ ଅଛନ୍ତି ଏବଂ ଯାହାଙ୍କ…

ଡିଭିଲିୟର୍ସଙ୍କ ଉପରେ ଚାଞ୍ଚଲ୍ୟକର ଅଭିଯୋଗ ଆଣିଲେ ନିଜ ଦଳର ଖେଳାଳି, ଦେଲେ ବଡ଼ ବୟାନ…

ନୂଆଦିଲ୍ଲୀ,୨୦।୬: ଦକ୍ଷିଣ ଆଫ୍ରିକାର ଅଭିଜ୍ଞ ଖେଳାଳି ଏବି ଡିଭିଲିୟର୍ସଙ୍କ ଉପରେ ଏକ ବଡ଼ ଅଭିଯୋଗ ଆସିଛି। ତାଙ୍କ ସାଥୀ ଖେଳାଳି ଥାମି ସୋଲେକିଲେ ତାଙ୍କ ଉପରେ ଏହି ଅଭିଯୋଗ ଆଣିଛନ୍ତି। ଏବି ଡିଭିଲିୟର୍ସଙ୍କ ବିଷୟରେ କହିବାକୁ ଗଲେ, ତାଙ୍କୁ ବିଶ୍ୱର ଜଣେ…

ହଠାତ୍‌ ଛିଡିଲା ୧୦ ବିଦ୍ୟୁତ୍‌ ପୋଲର ତାର : ଅଟକି ରହିଛି…

ନନ୍ଦପୁର,୨୦।୬ (ତୁଷାର କାନ୍ତ ମହାନ୍ତି ): ବିଦ୍ୟୁତ୍‌ ଚାଳିତ କୋତାବାଲସା-କିରାଣ୍ଡୁଳ ସଞ୍ଜୋଗୀ କେକେ ରେଳପଥରେ ଶୁକ୍ରବାର ବିଶାଖାପାଟଣା-କିରାଣ୍ଡୁଳ ପାସେଞ୍ଜର ଟ୍ରେନ (୫୮୫୩୮) ଏକ ବଡ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛି। ଭେଜା ଷ୍ଟେଶନରୁ ବାହାରି ମାତ୍ର ୨ କିମି ଦୂର ଥୁବା…

PM Awas Yojna: ଜାରି ହେଲା ପିଏମ୍‌ ଆବାସ ଯୋଜନାର ପ୍ରଥମ କିସ୍ତି; ଜାଣନ୍ତୁ ଯୋଗ୍ୟତା, ଆବେଦନ ପ୍ରକ୍ରିୟା, ଲାଭ…

ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୨୦ ତାରିଖରେ ବିହାରର ସିୱାନରୁ ୫୩,୬୦୦ ରୁ ଅଧିକ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହରାଞ୍ଚଳ (PMAY-U) ଅଧୀନରେ ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି। ଏହି ଅବସରରେ, ସେ କହିଥିଲେ ଯେ ସରକାରଙ୍କ ଲକ୍ଷ୍ୟ ହେଉଛି…

ସମ୍ପୂର୍ଣ୍ଣ ନୂଆ ମୋଡ଼ ନେଲା ସୋନମ-ରାଜା ହତ୍ୟା ମାମଲା! ଏଣ୍ଟ୍ରି ମାରିଲେଣି ମିଷ୍ଟ୍ରି ଗର୍ଲ ଅଳକା

ଇନ୍ଦୋର,୨୦।୬: ମେଘାଳୟରେ ରାଜା ରଘୁବଂଶୀଙ୍କ ହତ୍ୟା ମାମଲାରେ ଏକ ନଆ ମୋଡ଼ ଆସିଛି। ଏହି ଚାଞ୍ଚଲ୍ୟକର ମାମଲାରେ ଜଣେ ରହସ୍ୟମୟ ଯୁବତୀ ପ୍ରବେଶ କରିଛନ୍ତି, ଯାହାଙ୍କ ନାମ ‘ଅଳକା’ ବୋଲି କୁହାଯାଉଛି। ଅଳକା ମୁଖ୍ୟ ଅଭିଯୁକ୍ତ ସୋନମର ଜଣେ ଘନିଷ୍ଠ ବନ୍ଧୁ…

ଦେବାଳିଆ ସ୍ଥିତିକୁ ଯାଉଛିକି ଏୟାର ଇଣ୍ଡିଆ? ଅହମଦାବାଦ ବିମାନ ଦୁର୍ଘଟଣା ପରେ ରଦ୍ଦ ହେଉଛି ଅନେକ ଉଡାଣ

ନୂଆଦିଲ୍ଲୀ,୨୦।୬: ଶୁକ୍ରବାର (୨୦ ଜୁନ) ଏୟାର ଇଣ୍ଡିଆ ଏହାର ୮ ଟି ଉଡ଼ାଣ ବାତିଲ କରିଛି। ଏଥିରେ ୪ ଟି ଆନ୍ତର୍ଜାତୀୟ ଏବଂ ୪ ଟି ଘରୋଇ ଉଡ଼ାଣ ଅନ୍ତର୍ଭୁକ୍ତ। ସୂଚନାଯୋଗ୍ୟ, ଅହମଦାବାଦରେ ବିମାନ ଦୁର୍ଘଟଣା ହେବା ପରଠାରୁ, ପ୍ରତିଦିନ ଏୟାର…

India vs England Leeds Test: ହାତରେ କଳାପଟ୍ଟି ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଖେଳାଳି: ଜାଣନ୍ତୁ କାହିଁକି

ଲିଡ୍ସ,୨୦।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଲିଡ୍ସରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରୁଛି। ଏହି ମ୍ୟାଚ୍‌ରେ ଖେଳାଳିମାନେ ହାତରେ କଳା…

ଭାରତ ପାକିସ୍ତାନ ଯୁଦ୍ଧବିରତିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ପାକ୍‌, ବିଶ୍ୱରେ ଚହଳ

ଇସଲାମାବାଦ,୨୦।୬: ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଇଶାକ ଡାର୍‌ ଏକ ଟିଭି ସାକ୍ଷାତକାରରେ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ, ଭାରତର ‘ଅପରେଶନ ସିନ୍ଦୂର’ ଅଧୀନରେ ପାକିସ୍ତାନର ଦୁଇଟି ପ୍ରମୁଖ ବାୟୁସେନା ଘାଟି ନୁର ଖାନ (ରାୱଲପିଣ୍ଡି) ଓ ଶୋରକୋଟ (ପଞ୍ଜାବ) ଉପରେ…

କାହିଁକି ୭ ବର୍ଷ ପରେ ଚାଇନା ଯିବେ ପ୍ରତିରକ୍ଷା ମନ୍ତ୍ରୀ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୦।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଚାଇନା ଗସ୍ତରେ ଯାଉଛନ୍ତି। ସେ ୨୫ ରୁ ୨୭ ଜୁନ ପର୍ଯ୍ୟନ୍ତ ଚାଇନା ଗସ୍ତରେ ରହିବେ। ଏହି ସମୟରେ ରାଜନାଥ କ୍ୱିଂଡାଓ ସହରରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନର ପ୍ରତିରକ୍ଷା ମନ୍ତ୍ରୀଙ୍କ…

ବିଦ୍ୟାଳୟ ଖୋଲିବା ପ୍ରଥମ ଦିନରେ ଅଘଟଣ: ଛାତ୍ର କ୍ଲାସରୁମ୍‌କୁ ପଶୁପଶୁ…

କେନ୍ଦୁଝର,୨୦।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଦେଓବନ୍ଧ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ବିଦ୍ୟାଳୟ ଖୋଲିବାର ପ୍ରଥମ ଦିନରେ ଘଟିଛି ବଡ଼ ଅଘଟଣ। ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ର ଆହତ ହୋଇଥିବା ଜଣାପଡ଼ିଛି। ଫଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri