ଓଡ଼ିଶାରେ ହ୍ରାସ ପାଉଛି ଦୁର୍ନୀତି
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଏକଦା ଦେଶର ଭୋକର ଭୂଗୋଳ ଥିବା ଓଡ଼ିଶା ଅନ୍ୟତମ ପ୍ରମୁଖ ଧାନ ଉତ୍ପାଦନକାରୀ ରାଜ୍ୟ ଭାବେ ଉଭା ହୋଇଛି। ସାରା ଭାରତବର୍ଷରେ ପୁଞ୍ଜିନିବେଶ ପାଇଁ ନିବେଶକମାନେ ଏତେଟା ଇଚ୍ଛା ପ୍ରକାଶ କରୁନାହାନ୍ତି। ଅପରପକ୍ଷରେ ସମାନ ସମୟରେ ସଂଖ୍ୟାଧିକ ନୂଆ ପୁଞ୍ଜି…
ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ବିରୋଧୀ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ବ୍ୟାପକ ଅନିୟମିତତା ଅଭିଯୋଗ ନେଇ ବୁଧବାର ବିଧାନସଭାରେ ସରଗରମ ଆଲୋଚନା ହୋଇଥିଲା। ଏହି ପ୍ରସଙ୍ଗରେ ସରକାରଙ୍କୁ ଅକଳରେ ପକାଇବା ପାଇଁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, ସନାତନ ବିଜୁଳି, ମୁକେଶ ମହାଲିଙ୍ଗ ଏବଂ…
ବଦଳିପାରେ ମଧ୍ୟ ପ୍ରଦେଶ ରାଜନୈତିକ ପାଣିପାଗ, ନୂଆ ଦଳ ଗଠନ କରିପାରନ୍ତି ସିନ୍ଧିଆ
ଭୋପାଳ, ୨୮।୧୧: ମଧ୍ୟ ପ୍ରଦେଶରେ ନୂଆ ରାଜନୈତିକ ସମୀକରଣ ହେବାକୁ ଯାଉଛି। କଂଗ୍ରେସର ବରିଷ୍ଠ ନେତା ଜ୍ୟୋର୍ତିଆଦିତ୍ୟ ସିନ୍ଧିିଆ ନୂଆ ଦଳ ଗଠନ କରିବାକୁ ଯାଉଛନ୍ତି। ସିନ୍ଧିଆଙ୍କ ସମର୍ଥକ ବିଧାୟକ ସୁରେଶ ରଥଖେଡା ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମହାରାଜା…
ଇ-ସିଗାରେଟ୍ ନିଷିଦ୍ଧ ବିଲ୍କୁ ମଞ୍ଜୁରୀ
ନୂଆଦିଲ୍ଲୀ,୨୮ା୧୧(ପି.ଟି.): ଇ-ସିଗାରେଟ୍ ନିଷିଦ୍ଧ ବିଲ୍ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଫେଶନ ନାଁରେ କମ୍ପାନୀଗୁଡ଼ିକ ପ୍ରୋତ୍ସାହିତ କରୁଥିବା ନୂଆ ନିଶାଠାରୁ ଯୁବପିଢ଼ିଙ୍କୁ ସୁରକ୍ଷା ପାଇଁ ଏଭଳି ଆଇନର ଜରୁରୀ ଆବଶ୍ୟକତା ଥିବା ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି। ଇ-ସିଗାରେଟ (ଉତ୍ପାଦନ, ଆମଦାନୀ,…
କଶ୍ମୀର ରାୟ ସଂରକ୍ଷିତ
ନୂଆଦିଲ୍ଲୀ,୨୮ା୧୧(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣାକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି ଶେଷ କରି ବୁଧବାର ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ୍ ଏନ୍.ଭି. ରମାନ୍ନା, ଆର୍. ସୁଭାଷ ରେଡ୍ଡୀ ଏବଂ ବି.ଆର୍.…
ନାଥୁରାମଙ୍କୁ ‘ଦେଶଭକ୍ତ’ କହିଲେ ପ୍ରଜ୍ଞା
ନୂଆଦିଲ୍ଲୀ,୨୮ା୧୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍ସେଙ୍କୁ ଭାଜପା ଏମ୍ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହିଛନ୍ତି। ଲୋକ ସଭାରେ ତାଙ୍କର ଏଭଳି ମନ୍ତବ୍ୟକୁ ବିରୋଧୀ ସଦସ୍ୟମାନେ ଜୋରଦାର ବିରୋଧ କରିଥିଲେ। ଏସ୍ପିଜି ସଂଶୋଧନ ବିଲ୍ ଉପରେ ଆଲୋଚନା ବେଳେ ମହାତ୍ମା…
ଶିବାଜୀ ପାର୍କ ସୁରକ୍ଷା ନେଇ ଚିନ୍ତାବ୍ୟକ୍ତ କଲେ ହାଇକୋର୍ଟ
ମୁମ୍ବାଇ,୨୮ା୧୧(ପି.ଟି.): ଉଦ୍ଧବ ଠାକ୍ରେ ଶପଥ ନେବାକୁ ଯାଉଥିବା ଶିବାଜୀ ପାର୍କର ସୁରକ୍ଷାକୁ ନେଇ ବୁଧବାର ବମ୍ବେ ହାଇକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ସର୍ବସାଧାରଣ ପଡ଼ିଆରେ ଏପରି ଏକ କାର୍ଯ୍ୟକ୍ରମ ନିୟମିତ ସୁବିଧା ହେବା ଅନୁଚିତ। କାରଣ ଏହି ପଡ଼ିଆକୁ ଏପରି ଉତ୍ସବ ପାଇଁ…
ଏସ୍ପିଜି ବିଲ୍ ଲୋକ ସଭାରେ ଗୃହୀତ
ନୂଆଦିଲ୍ଲୀ,୨୮ା୧୧(ପି.ଟି.): ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍ (ଏସ୍ପିଜି) ସଂଶୋଧନ ବିଲ୍ ଲୋକ ସଭାରେ ବୁଧବାର ଗୃହୀତ ହୋଇଯାଇଛି। ବିଲ୍କୁ ବିରୋଧ କରି କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ। ପ୍ରସ୍ତାବିତ ବିଲ୍ ଅନୁଯାୟୀ କେବଳ ପ୍ରଧାନମନ୍ତୀ ଓ ତାଙ୍କ ସରକାରୀ ବାସଭବନରେ ରହୁଥିବା ପରିବାର…
ନିଆରା ବାଲିଠାକୁରାଣୀ ପୂଜା: ଦେଉଛି ସଦ୍ଭାବନା ଓ ସହଯୋଗର ବାର୍ତ୍ତା
ହାଟଡିହୀ, ୨୮ା୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅନ୍ତର୍ଗତ ସୁଲଣ ଓ ଜଳସରପୁର ଗ୍ରାମରେ ୫ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ମା’ ବାଲିଠାକୁରାଣୀଙ୍କ ପୂଜା ଅଞ୍ଚଳବାସୀଙ୍କ ମନରେ ନିଆରା ସାଂସ୍କୃତିକ ଚେତନା ସୃଷ୍ଟି କରିଆସିଛି। ଚଳିତବର୍ଷ ୯ ଦିନ ଧରି ଆୟାଜିତ…
କେବଳ ପ୍ରଚାରରେ ସଫଳତା
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ କେନ୍ଦ୍ରର ଏନ୍ଡିଏ ସରକାର ୨୦୧୬ ମେ ୧ ତାରିଖରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମ୍ୟୁଓ୍ବାଇ)ର ଶୁଭାରମ୍ଭ କରିଥିଲେ। ଏହା ପରଠାରୁ ଦେଶର ସବୁଆଡ଼େ ଏହି ଯୋଜନାର ବ୍ୟାପକ ପ୍ରଚାର ଚାଲିଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା କେନ୍ଦ୍ରର ସବୁଠାରୁ…
କ୍ୟାବିନେଟ୍ ନିଷ୍ପତ୍ତି: ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳ ୧୧ ମାସ ବଢ଼ିଲା
ନୂଆଦିଲ୍ଲୀ,୨୮ା୧୧(ପି.ଟି.): ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଆଉ ୧୧ ମାସ ବୃଦ୍ଧି କରିଛନ୍ତି। ଫଳରେ ଏହି କମିଶନ ଆସନ୍ତାବର୍ଷ ଅକ୍ଟୋବର ୩୦ ପର୍ଯ୍ୟନ୍ତ କାର୍ଯ୍ୟ କରିବ। ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କମିଶନ ଶନିବାର…
ଶୀତରେ ବି ପିଇବା ପାଣି ଚିନ୍ତା
ଦଶମନ୍ତପୁର,୨୮।୧୧(ଡି.ଏନ୍.ଏ.) ଦଶମନ୍ତପୁର ବ୍ଲକ ଲୁଲ୍ଲା ପଞ୍ଚାୟତ ଦୋଲଦୋଲା ଗ୍ରାମରେ ୨ ମାସ ହେବ ଗାଁ ଲୋକେ ବୁନ୍ଦାଏ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ଗାଁରେ ୫୦ ଘର ରହୁଥିବା ବେଳେ ଜନସଂଖ୍ୟା ୨୦୦ରୁ ଅଧିକ। ଗାଁରେ ୩ଟି ନଳକୂପ ଥିବାବେଳେ ସେଥିରୁ…
Archives


