ଜିଲା ପାଠାଗାରରେ ଅବ୍ୟବସ୍ଥା: ଆସୁଛନ୍ତି ହାତଗଣତି ପାଠକ
ନୟାଗଡ଼ ଅଫିସ,୨୮ା୧୧: ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଥିବା ଜିଲା ପାଠାଗାର ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଭିତ୍ତିଭୂମି ସୁଦୃଢ଼ ଥିବା ସତ୍ତ୍ୱେ ଆଶାତୀତ ପାଠକ ଆସୁନାହାନ୍ତି। ପ୍ରତିଦିନ ହାତଗଣତି ୭ରୁ ୧୦ ଜଣ ପାଠକ ଆସୁଥିବା ଦେଖିବାକୁ…
ପେସାଦାର ମତ୍ସ୍ୟଜୀବୀଙ୍କ ବିକ୍ଷୋଭ : ୨ଦିନ ହେଲା ଚିଲିକାରୁ ଘେରି ଉଚ୍ଛେଦ ବନ୍ଦ
କୃଷ୍ଣପ୍ରସାଦ,୨୮ା୧୧(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରେ ସୋମବାରଠାରୁ ଘେରି ଉଚ୍ଛେଦ ଆରମ୍ଭ ହୋଇଥିଲା। ପ୍ରଥମ ଦିନରେ ମାଲୁଦ ଅଞ୍ଚଳରୁ ଘେରି କଟାଯାଉଥିବା ବେଳେ ଚିଲିକା ଉପରେ ନିର୍ଭର କରି ଚଳୁଥିବା ଅଧିବାସୀ ଏହାକୁ ବିରୋଧ କରିଥିଲେ। ମଙ୍ଗଳବାର ଏହି…
ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି ପ୍ରାଣୀ ସହାୟକ କେନ୍ଦ୍ର :୪ ବର୍ଷ ଧରି ତାଲା ପଡିଛି କାର୍ଯ୍ୟାଳୟ
ଗଣିଆ,୨୮ା୧୧(ଡି.ଏନ.ଏ.): ଗଣିଆ ବ୍ଲକ ଛାମୁଣ୍ଡିଆଠାରେ ଥିବା ପ୍ରାଣୀ ସହାୟକ କେନ୍ଦ୍ରରେ ଗତ ୪ବର୍ଷ ଧରି କୌଣସି କର୍ମଚାରୀ ରହୁ ନ ଥିବା ଦେଖାଯାଇଛି। ପ୍ରାଣୀ ସହାୟକ କେନ୍ଦ୍ର ସହ ଏଠାରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କ ରହଣି ପାଇଁ ବାସଭବନ ନିର୍ମାଣ କରାଯାଇଛି।…
ଜାଣନ୍ତୁ ନଡ଼ିଆତେଲର ଉପକାରୀ ଗୁଣ ସମ୍ପର୍କରେ
ନଡ଼ିଆ ଖାଇବାକୁ ଯେତିକି ଭଲ ଲାଗିଥାଏ ତା’ର ତେଲ ମଧ୍ୟ ସେତିକି ସ୍ବାସ୍ଥ୍ୟ ଉପକାରୀ। ଏହାକୁ ନିୟମିତ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଫଳରେ ହାର୍ଟଠାରୁ ଆରମ୍ଭ କରି ପାଚନ ତନ୍ତ୍ରରେ କୌଣସି ସମସ୍ୟା ହୋଇ ନ ଥାଏ। ତେବେ ଜାଣନ୍ତୁ…
ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବ ଆଇଏସ୍ଓ ସାର୍ଟିଫିକେଟ୍
ଭୁବନେଶ୍ୱର, ୨୭ା୧୧(ବ୍ୟୁରୋ): ବିଶାଖାପାଟଣା ପରେ ଏବେ ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବାକୁ ଯାଉଛି ଇଣ୍ଟରନ୍ୟାଶନାଲ ଅର୍ଗାନାଇଜେଶନ ଫର୍ ଷ୍ଟାଣ୍ଡାର୍ଡାଇଜେଶନ(ଆଇଏସ୍ଓ) ସାର୍ଟିଫିକେଟ୍। ସେହିଭଳି କଟକ ଷ୍ଟେଶନ ମଧ୍ୟ ଏହି ଦୌଡ଼ରେ ରହିଛି। ଏଥିପାଇଁ ମଙ୍ଗଳବାର ଭୁବନେଶ୍ୱର ଓ କଟକ ରେଳ ଷ୍ଟେଶନରେ ଆଇଏସ୍ଓ…
ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ
ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚାଙ୍କୁ ଦୀପଦାନ କରିଛନ୍ତି ମହାପ୍ରଭୁ। ସନ୍ଧ୍ୟାଧୂପ ସରିବା ପରେ ଦେବ…
କର୍ନଓ୍ବାଲଙ୍କୁ ୭ ଉଇକେଟ: ଆଫଗାନିସ୍ତାନ ୧୮୭ରେ ଅଲଆଉଟ୍
ଲକ୍ଷ୍ନୌ, ୨୭।୧୧(ପି.ଟି.): ଅଫ୍ ସ୍ପିନର ରାଖିମ୍ କର୍ନଓ୍ବାଲଙ୍କ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ (୭/୭୫) ବଳରେ ଓ୍ବେଷ୍ଟଇଣ୍ଡିଜ୍ ଏଠାରେ ଆରମ୍ଭ ହୋଇଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍ରେ ଆଫଗାନିସ୍ତାନକୁ ବଡ଼ ସ୍କୋର ହାସଲ କରିବାର ସୁଯୋଗ ଦେଇନାହିଁ। ସ୍ଥାନୀୟ ଭାରତ ରତ୍ନ ଶ୍ରୀ ଅଟଳ…
ବେଲି ଅଷ୍ଟ୍ରେଲିଆ କ୍ରିକେଟ ଚୟନକାର୍ତ୍ତା
ସିଡ୍ନୀ,୨୭।୧୧(ଏଏଫ୍ପି): ପୂର୍ବତନ ଟି୨୦ ଦଳର ଅଧିନାୟକ ଜର୍ଜ ବେଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଚୟନକର୍ତ୍ତା ପଦରେ ବୁଧବାର ନିଯୁକ୍ତ ହୋଇଛନ୍ତି। ସେ ୩ ଜଣିଆ ଜାତୀୟ ଚୟନ କମିଟିରେ ଅବସରପ୍ରାପ୍ତ ଗ୍ରେଗ ଚାପେଲଙ୍କ ସ୍ଥାନ ନେଇଛନ୍ତି। ଟ୍ରେଭର ହୋନ୍ସଙ୍କ ଅଧ୍ୟକ୍ଷତାରେ ଚୟନ…
ଥମୁନି ଚାଷୀ ଅସନ୍ତୋଷ: ମଣ୍ଡିରେ ତାଲା ପକାଇଲେ ଚାଷୀ
ବରଗଡ଼ ଅଫିସ୍,୨୭।୧୧: ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୨ଦିନ ବିତି ଯାଇଛି । ତଥାପି ଧାନ କିଣାବିକା ସ୍ବାଭାବିକ ହୋଇପାରିନାହିଁ । ରାଜ୍ୟ ସରକାରଙ୍କ ଟୋକନ ବ୍ୟବସ୍ଥା ଚାଷୀଙ୍କ ପାଇଁ ଅଡ଼ୁଆ ସାଜିଛି । ଟୋକନ ପ୍ରଚଳନକୁ ବାଧ୍ୟତାମୂଳକ କରାଯାଇ…
ପାଣି ଓ ପାଇଖାନା ନ ଥାଇ ଚାଲିଛି ଅଙ୍ଗନୱାଡି: ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ
ଚମ୍ପୁଆ, ୨୭ା୧୧(ଡି.ଏନ.ଏ.): ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଅଙ୍ଗନୱାଡି ଗୁଡିକରେ ସରକାରଙ୍କ ପକ୍ଷରୁ ସମସ୍ତ ମୌଳିକ ସୁବିଧା କରାଯାଇ ପିଲାମାନଙ୍କର ଭବିଷ୍ୟତ ଗଢାଯାଉଥିବା ବେଳେ ଚମ୍ପୁଆ ଏନଏସି ଅନ୍ତର୍ଗତ ଧଳାଡିହି ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ନଂ୧ ରେ ଏହାର ବିପରୀତ ବ୍ୟବସ୍ଥା…
ଥ୍ରେସର ମେଶିନ୍ରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
ଯୋଡ଼ା ୨୭।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବ୍ରାହ୍ମଣିଡିହା ଗ୍ରାମରେ ମଙ୍ଗଳବାର ଧାନ ଅମଳ କରାଯାଉଥିବା ଥ୍ରେସର ମେସିନ୍ରେ ଚାପି ହୋଇ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ଭୋର ସମୟରେ ଉକ୍ତ ଗ୍ରାମର ଶ୍ରମିକ ଚନ୍ଦ୍ର ମୁଣ୍ଡା (୪୦)…
ବାଇକ୍ ଡିକି ଭାଙ୍ଗି ୬୯ ହଜାର ଲୁଟ୍
ଯୋଡ଼ା, ୨୭।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରରେ ଥିବା ସୁଜୁକି ବାଇକ୍ ସୋରୁମ୍ ସମୁଖରୁ ଜଣେ ବ୍ୟକ୍ତିଙ୍କ ବାଇକ୍ ଡିକି ଭାଙ୍ଗି ୬୯ ହଜାର ଟଙ୍କା ଲୁଟ୍ କରିନେଇଥିବା ଥାନାରେ ଅଭିଯୋଗ ହୋଇଛି। ମଙ୍ଗଳବାର ରାତି ୮ଟାରେ ବଡବିଲ ଅଞ୍ଚଳର ଦ୍ୱାରିକା…
Archives


