Home Left

ମାଟ୍ରିକ ପରୀକ୍ଷା ଆରମ୍ଭ: ରାଜନଗରରେ ୨,୪୭୯ ପରୀକ୍ଷାର୍ଥୀ ଦେଉଛନ୍ତି ପରୀକ୍ଷା

ରାଜନଗର, ୧୯।୨(ଡି.ଏନ୍‌.ଏ.): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାର ସକାଳ ୧୦ଟାରୁ ଆରମ୍ଭ ହୋଇଛି। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ୧୪ଟି ସେଣ୍ଟରରେ ୨,୪୭୯ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଏଥିମଧ୍ୟରୁ ୬ଟି ସେଣ୍ଟରରେ ସିସିଟିଭି ଲଗାଯାଇଛି।…

କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତ କଲା ପୁଣେର କମ୍ପାନୀ

ପୁଣେ,୧୯।୨: କରୋନା ସଂକ୍ରମଣ ଯୋଗୁ ଚାଇନାରେ ସଙ୍କଟ ସୃଷ୍ଟି ହୋଇଛି। ସମ୍ପ୍ରତି ପୁଣେର ଏକ କମ୍ପାନୀ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତ କରିଛି। ସ୍ଥାନୀୟ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଆମେରିକାନ୍‌ ବାୟୋଟେକ୍ନୋଲୋଜି ଫାର୍ମ କୋଡ଼ାଜେନିକ୍ସ୍‌ ସହାୟତାରେ ଏହି ପ୍ରତିଷେଧକ…

୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେରୁ ଦିଲ୍ଲୀ ହସ୍ପିଟାଲରେ ପ୍ରତିରୋପଣ ପାଇଁ ପହଞ୍ଚିଲା ହୃଦୟ: ମହିଳାଙ୍କୁ ମିଳିଲା ନୂଆ ଜୀବନ

ନୂଆଦିଲ୍ଲୀ,୧୯।୨: ମାତ୍ର ୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେର ରୁବି ହଲ୍‌ କ୍ଲିନିକ୍‌ରୁ ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲରେ ପ୍ରତିରୋପଣ ପାଇଁ ହୃଦୟ ପହଞ୍ଚିଛି। ଏହାପରେ ଡାକ୍ତରୀ ଦଳଙ୍କ ଦ୍ୱାରା ଏହାକୁ ୩୪ ବର୍ଷ ବୟସ୍କା ଜଣେ ମହିଳାଙ୍କଠାରେ ସଫଳତାର…

ଓଡ଼ିଆ ଚଳଚ୍ଚିତ୍ର ପତ୍ରିକାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଓଡ଼ିଶାରେ ଆରମ୍ଭରୁ ଏ ପର୍ଯ୍ୟନ୍ତ ପ୍ରକାଶିତ ହୋଇଥିବା ଚଳଚ୍ଚିତ୍ର ପତ୍ରିକାଗୁଡ଼ିକର ପ୍ରଚ୍ଛଦ ପ୍ରଦର୍ଶନୀ ପ୍ରଥମ ଥର ପାଇଁ ରାଜ୍ୟ ଅଭିଲେଖାଗାର ଦ୍ୱାରା ଆୟୋଜିତ ହୋଇଛି। ପୁରୁଣା ଚଳଚ୍ଚିତ୍ର ଏବଂ ସେତେବେଳେ ପ୍ରକାଶିତ ହେଉଥିବା ପତ୍ରିକା ସମ୍ପର୍କରେ ଆଗାମୀ ପିଢ଼ିଙ୍କୁ ସୂଚନା ଦେବାରେ…

ସୁନନ୍ଦାଙ୍କ ବାସଭବନ ହେବ ସ୍ମୃତି ସଦନ: ପୁରୀ ଘର ଦେଖିଲେ ସଂସ୍କୃତି ବିଭାଗ ଅଧିକାରୀ

ପୁରୀ ଅଫିସ,୧୯ା୨:ଓଡ଼ିଶାର ପ୍ରଥିତଯଶା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ଭାରତୀୟ ସଙ୍ଗୀତ ଦୁନିଆର ମହାନ୍‌ ପ୍ରତିଭା ଡ. ସୁନନ୍ଦା ପଟ୍ଟନାୟକଙ୍କ ବଳିଆପଣ୍ଡା ଦାମୋଦର ରୋଡ଼ସ୍ଥିତ ବାସଭବନକୁ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ତାଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀକୁ…

ବ୍ରହ୍ମପୁରରେ ଖୋଲିବ ‘ନେକ୍‌’ ଓଡ଼ିଶା ଜୋନ୍‌ ଚାପ୍ଟର

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଓଡ଼ିଶାରେ ଖୋଲିବ ନ୍ୟାଶନାଲ ଏଗ୍‌ କୋର୍ଡିନେଶନ କମିଟି(ଏନ୍‌ଇସିସି ବା ନେକ୍‌)ର ଓଡ଼ିଶା ଜୋନ୍‌ ଚାପ୍ଟର। ବ୍ରହ୍ମପୁରରେ ଏହି ଚାପ୍ଟର ଖୋଲିବ। ଏହା ପୂର୍ବରୁ ଓଡ଼ିଶାର ଚାଷୀମାନେ ନେକ୍‌ ବିଜୟଓ୍ବାଡ଼ା ଜୋନ୍‌ ଦ୍ୱାରା ଧାର୍ଯ୍ୟ ମୂଲ୍ୟକୁ ଗ୍ରହଣ କରିବାକୁ ବାଧ୍ୟ ହେଉଥିଲେ।…

୪୦ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ ପୋଷାକ ତିଆରି କଲେ ବୌଦ୍ଧଭିକ୍ଷୁ

ବ୍ୟାଙ୍କକ,୧୯।୨: ପ୍ଲାଷ୍ଟିକ୍‌ ବର୍ଜ୍ୟ ଯୋଗୁ ପୃଥିବୀରେ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏନେଇ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ସିଙ୍ଗଲ୍‌ ୟୁଜଡ୍‌ ପ୍ଲାଷ୍ଟିକ୍‌ର ବ୍ୟବହାର ଉପରେ କଟକଣା ଜାରି ହୋଇଛି। ଏପରିସ୍ଥଳେ ଥାଇଲାଣ୍ଡର ବ୍ୟାଙ୍କକରେ ଥିବା ଏକ ବୌଦ୍ଧ ବିହାରରେ ବାସ କରୁଥିବା କେତେକ…

ପାଠପଢ଼ା ନିଶା: ୯୩ ବର୍ଷରେ ମାଷ୍ଟର ଡିଗ୍ରୀ

ନୂଆଦିଲ୍ଲୀ, ୧୯।୨: ପାଠ ପାଇଁ ଯେ କୌଣସି ନିର୍ଦ୍ଦିଷ୍ଟ ବୟସ ନାହିଁ ତାହା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ଇନ୍ଦିରା ଗାନ୍ଧି ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ)ରୁ ସି.ଆଇ. ସିବାସୁବ୍ରମଣ୍ୟନ୍‌ ନାମକ ଏହି ବୃଦ୍ଧ ଜଣକ ପବ୍ଲିକ୍‌…

୧୫ ମହଲାରୁ ଡେଇଁ ହୀରା ବ୍ୟବସାୟୀଙ୍କ ଆତ୍ମହତ୍ୟା

ମୁମ୍ବାଇ,୧୯ା୨(ପି.ଟି.): ଦକ୍ଷିଣ ମୁମ୍ବାଇର ଅପେରା ହାଉସ୍‌ଠାରେ ଜଣେ ୬୧ ବର୍ଷୀୟ ହୀରା ବ୍ୟବସାୟୀ ମଙ୍ଗଳବାର ସକାଳେ ୧୫ ମହଲା କୋଠାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଧୀରେନଭାଇ ଚନ୍ଦ୍ରକାନ୍ତ ଶାହା ନାମକ ଏହି ବ୍ୟବସାୟୀ ପ୍ରସାଦ ଚାମ୍ବର୍ସ ଛାତରୁ ଡେଇଁପଡ଼ିଥିଲେ। ତାଙ୍କୁ ତୁରନ୍ତ…

ଗଡ୍‌ସେ ନା ଗାନ୍ଧିଜୀଙ୍କ ପକ୍ଷରେ: ନୀତୀଶଙ୍କୁ ପ୍ରଶାନ୍ତ କିଶୋରଙ୍କ ପ୍ରଶ୍ନ

ପାଟନା,୧୯ା୨(ପି.ଟି.): କ୍ଷମତା ପାଇଁ ଭାଜପା ସହ ମେଣ୍ଟ କରିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ରାଜନୈତିକ ରଣନୀତିକାର ତଥା ରାଜନେତା ପ୍ରଶାନ୍ତ କିଶୋର କଡ଼ା ସମାଲୋଚନା କରିଛନ୍ତି। ଜେଡିୟୁ ନେତା ଭାବରେ ସେ ନାଥୁରାମ ଗଡ଼୍‌ସେ ନା ମହାତ୍ମା ଗାନ୍ଧୀଙ୍କ ପକ୍ଷରେ…

ହିନ୍ଦୁ ଆତଙ୍କବାଦ ରୂପ ଦେବାକୁ ହୋଇଥିଲା ଚକ୍ରାନ୍ତ

ମୁମ୍ବାଇ,୧୯ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣକୁ ହିନ୍ଦୁ ଆତଙ୍କବାଦ ରୂପ ଦେବା ଲାଗି ଲଶ୍କର-ଇ-ତୋଇବା ଯୋଜନା ପ୍ରସ୍ତୁତ କରିଥିଲା ବୋଲି ପୂର୍ବତନ ମୁମ୍ବାଇ ପୋଲିସ କମିଶନର ରାକେଶ ମାରିଆ କହିଛନ୍ତି। ପାକିସ୍ତାନୀ ଆତଙ୍କବାଦୀ ମହମ୍ମଦ ଅଜମଲ କସବଙ୍କୁ ବେଙ୍ଗାଲୁରୁର ସମୀର ଚୌଧ୍‌ରୀ ପରିଚୟରେ…

ସେନାରେ ଯୋଗଦେବେ ପୁଲ୍‌ଓ୍ବାମା ଶହୀଦଙ୍କ ସ୍ତ୍ରୀ

ଡେରାଡୁନ୍‌,୧୯ା୨: ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ଗତବର୍ଷ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ସହ ଗୁଳିବିନିମୟ ବେଳେ ଶହୀଦ ହୋଇଥିବା ମେଜର ବିଭୂତି ଶଙ୍କର ଧୌଣ୍ଡିୟାଙ୍କ ସ୍ତ୍ରୀ ନିକିତା କୌଲ୍‌ ଖୁବ୍‌ଶୀଘ୍ର ସେନାରେ ଯୋଗଦେବାକୁ ଯାଉଛନ୍ତି। ସେ ସେନାରେ ଭର୍ତ୍ତି ହେବା ପାଇଁ ସର୍ଟ ସର୍ଭିସ୍‌ କମିଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?