Home Left

ବିଗ୍‌ବସ୍‌ର ନୂଆ ଲର୍ଭବାର୍ଡ ପାଲଟିଛନ୍ତି ଆସିମ୍‌-ହିମାଂଶୀ

ବମ୍ବେ: ଚଳିତ ଥର ଦର୍ଶକଙ୍କ ଖୁବ୍‌ ମନୋରଞ୍ଜନ କରୁଛି ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌। ଝଗଡା ହେଉ ଅଥବା ରୋମାନ୍ସ ସବୁର ଡୋଜ୍‌ ଦେଖିବାକୁ ମିଳୁଛି ଶୋ’ରେ। କିଛିଦିନ ତଳେ ପ୍ରତିଯୋଗୀ ସିଦ୍ଧାର୍ଥ ଶୁକ୍ଳା ଏବଂ ଆସିମ ରିଆଜଙ୍କ ମଧ୍ୟରେ ଝଗଡା…

ଧାଓ୍ବନ ଆହତ, ଫେରିଲେ ସାମସନ

ନୂଆଦିଲ୍ଲୀ,୨୭।୧୧(ପି.ଟି.)- ଭାରତୀୟ ଦଳର ନିୟମିତ ଓପନର ଶିଖର ଧାଓ୍ବନ ଓ୍ବଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ଆହତ ସମସ୍ୟା କାରଣରୁ ତାଙ୍କୁ ଏଭଳି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ମହାରାଷ୍ଟ୍ର ବିପକ୍ଷ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟବେଳେ…

ପ୍ରେମରେ ବିଫଳ ହେବା ପରେ ଲାଇଭ ଭିଡିଓ କରି ଛାତ୍ରଙ୍କ ଆତ୍ମହତ୍ୟା

ପୁରୀ ଅଫିସ,୨୭।୧୧: ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ (ଆରଏସ୍‌ଏସ୍‌)ର ପେଣ୍ଟକଟା ସ୍ଥିତ ବାଲ୍ମିକୀ ଛାତ୍ରାବାସରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ବୁଧବାର ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ ପାକଶାସ୍ତ୍ରୀ ପ୍ରଥମ ବର୍ଷ ଛାତ୍ର ଆଶିଷ କୁମାର ଷଡଙ୍ଗୀ(୧୬)। ତାଙ୍କ ଘର କଟକ…

ଧାରଣାରେ ବସିଥିବା ଆର୍‌ଏଲ୍‌ଏସ୍‌ପି ଅଧ୍ୟକ୍ଷଙ୍କ ବିଗଡ଼ିଲା ସ୍ବାସ୍ଥ୍ୟାବସ୍ଥା

ପାଟନା,୨୭।୧୧: ବିହାରରେ ଶିକ୍ଷା ବ୍ୟବସ୍ଥାର ଖରାପ୍‌ ସ୍ଥିତିକୁ ନେଇ ଆମରଣ ଅନଶନରେ ବସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଷ୍ଟ୍ରୀୟ ଲୋକ ସମତା ପାର୍ଟି(ଆର୍‌ଏଲ୍‌ଏସ୍‌ପି)ର ଅଧ୍ୟକ୍ଷ ଉପେନ୍ଦ୍ର କୁଶଓ୍ବାହା। ପାଟନାର ମିଲର ଉଚ୍ଚ ବିଦ୍ୟାଳୟ ପରିସରରେ ଉପେନ୍ଦ୍ରଙ୍କ ଅନଶନରେ ବସିଛନ୍ତି। ଏହି ଆନ୍ଦୋଳନରେ…

ବୟସ୍କ ତୀର୍ଥଯାତ୍ରୀଙ୍କ ସହାୟତା ପାଇଁ ପଶୁପତିନାଥ ମନ୍ଦିର ଟ୍ରଷ୍ଟକୁ ଭାରତ ଦେଲା ୨ ବିଦ୍ୟୁତ୍‌ ଚାଳିତ ଯାନ

କାଠମାଣ୍ଡୁ,୨୭।୧୧: ନେପାଳର ପଶୁପତିନାଥ ମନ୍ଦିରକୁ ଆସୁଥିବା ବୟସ୍କ ତୀର୍ଥଯାତ୍ରୀଙ୍କ ଯିବା ଆସିବାରେ ସୁବିଧା ପାଇଁ ଭାରତ ପକ୍ଷରୁ ୨ଟି ବିଦ୍ୟୁତ୍‌ ଚାଳିତ ଯାନ ଯୋଗାଇ ଦିଆଯାଇଛି। ଭାରତ ପକ୍ଷରୁ ଏହାକୁ ପଶୁପତିନାଥ ମନ୍ଦିର ଟ୍ରଷ୍ଟକୁ ବୁଧବାର ହସ୍ତାନ୍ତର କରାଯାଇଛି। ଏହି ଯାନକୁ…

ହାତୀ ଆକ୍ରମଣରେ ମହିଳାଙ୍କ ଜୀବନଗଲା

ବେତନଟୀ,୨୭।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧୀନ ମେରଦା ଜଙ୍ଗଲ ନିକଟ କୁସୁମପୁର ଗ୍ରାମର ଜଣେ ମହିଳାଙ୍କ ବୁଧବାର ସକାଳେ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତା ହେଲେ ସୀତା ମାରେଣ୍ଡି(୫୫)। ସୂଚନାନୁଯାୟୀ, ଆଜକୁ ୫ ଦିନ ହେବ ଉକ୍ତ ଅଞ୍ଚଳରେ…

ଦୁଇଟି କୁକୁରଙ୍କ ଯତ୍ନ ନେଲେ ମାସକୁ ମିଳିବ ଏତିକି ଲକ୍ଷ…

ଲଣ୍ଡନର ନାଇଟ୍ସବ୍ରିଜ୍‌ରେ ଜଣେ ଦମ୍ପତି ଏକ ବିଜ୍ଞାପନ ଦେଇଛନ୍ତି, ଯାହାକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଉକ୍ତ ଦମ୍ପତି ନିଜର ଦୁଇଟି କୁକୁରର ଯତ୍ନ ନେବା ପାଇଁ କେୟାର୍‌ ଟେକର ଆବଶ୍ୟକ ବୋଲି ଏକ ବିଜ୍ଞାପନ ଦେଇଛନ୍ତି। ଯୋଗ୍ୟ ବ୍ୟକ୍ତିଙ୍କୁ…

କରତାରପୁର ପରେ ଏବେ ଖୋଖରାପାର-ମୁନାବାଓ୍ବ ସୀମା ଖୋଲିବାକୁ ଦାବି

ଇସଲାମାବାଦ୍‌,୨୭।୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଶିଖ୍‌ ଶ୍ରଦ୍ଧାଳୁଙ୍କ ପାଇଁ କରତାରପୁର କରିଡୋର ଖୋଲିଛନ୍ତି। ଏବେ ଆମେରିକାର ଏକ ସଂସ୍ଥା ପକ୍ଷରୁ ଖୋଖରାପାର-ମୁନାବାଓ୍ବ ସୀମା ଖୋଲିବାକୁ ଇମ୍ରାନ୍‌ଙ୍କ ନିକଟରେ ଦାବି କରାଯାଇଛି। ଏହାଦ୍ୱାରା ମୁସଲମାନ୍‌ ଶ୍ରଦ୍ଧାଳୁ ଆଜମେରର ଖ୍ବାଜା ମଇନୁଦ୍ଦିନ୍‌ ଚିସ୍ତିଙ୍କ ଦରଘାକୁ…

ଢାକା କାଫେରେ ଆତଙ୍କବାଦୀ ଆକ୍ରମଣ ମାମଲା: ୭ଜଣଙ୍କୁ ଫାଶୀ ଦଣ୍ଡାଦେଶ

ଢାକା,୨୭।୧୧:  ବାଂଲାଦେଶ ରାଜଧାନୀ ଢାକା କାଫେରେ ୨୦୧୬ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାରେ ସ୍ଥାନୀୟ କୋର୍ଟ ବୁଧବାର ଶୁଣାଣି କରିଛନ୍ତି। ଏହି ଆକ୍ରମଣରେ ସଂମ୍ପୃକ୍ତ ଥିବା ୭ଜଣ ଆତଙ୍କବାଦୀଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ସୂଚନାଯୋଗ୍ୟ,୨୦୧୬ ଜୁଲାଇରେ ସହରର ଏକ କାଫେରେ…

ଅଳ୍ପସଂଖ୍ୟକଙ୍କ ଉପରେ ଅତ୍ୟାଚାର କରୁଛି ଚାଇନା: ଆମେରିକା

ଓ୍ବାଶିଂଟନ,୨୭।୧୧: ଚାଇନାରେ ଅଳ୍ପସଂଖ୍ୟକଙ୍କ ଉପରେ ଅତ୍ୟାଚାର କରାଯାଉଛି। ଏନେଇ ଆମେରିକା ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି। ଆମେରିକା ବହିର୍ବ୍ୟାପାର ବିଭାଗ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଚାଇନାରେ ମାନବାଧିକାରର ଉଲ୍ଲଂଘନ ହେଉଥିବା ଏଥିରେ ଦର୍ଶାଯାଇଛି। ଚାଇନାର ଶିନ୍‌ଜିୟାଙ୍ଗ୍‌ ପ୍ରଦେଶରେ ଅଳ୍ପସଂଖ୍ୟକ…

ସଂଖ୍ୟାକୁ ଦେଖିଲେ ଲାଗେ ଡର …

ପୃଥିବୀର ବିଭିନ୍ନ ଲୋକଙ୍କଠାରେ ନାନା ପ୍ରକାର ସମସ୍ୟା ଦେଖାଦେଇଥାଏ। ସେଥିମଧ୍ୟରୁ ଗୋଟିଏ ସମସ୍ୟା ହେଉଛି ସଂଖ୍ୟାକୁ ଦେଖିଲେ ଡର ଲାଗିବା। ଏହାକୁ ଡାକ୍ତରୀ ଭାଷାରେ ଆରିଥ୍‌ମୋଫୋବିଆ କୁହାଯାଇଥାଏ। କେତେକ ଏହାକୁ ନ୍ୟୁମେରୋଫୋବିଆ ମଧ୍ୟ କୁହନ୍ତି। ଏଭଳି ସମସ୍ୟା ଥିବା ଲୋକ ଅବା…

ଏସବୁ ଖାଦ୍ୟ ଆର୍ଥରାଇଟିସ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିିତ ଜୀବନ ଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଆଣ୍ଠୁଗଣ୍ଠି ବିନ୍ଧା ସମସ୍ୟା ଦେଖାଦେଇଥାଏ। ଏହାକୁ ଡାକ୍ତରମାନେ ଆର୍ଥରାଇଟିସ୍‌ କୁହାଯାଇଥାଏ। ଏହି ସମସ୍ୟାରେ ଗଣ୍ଠି ସ୍ଥାନରେ ଥିବା କୋମଳ ଲିଗାମେଣ୍ଟ୍‌ ଏବଂ କାର୍ଟିଲଜି ଟାଣ ହୋଇଯାଇଥାଏ। ଫଳରେ ଚାଲବୁଲ୍‌ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri