ପ୍ରେମିକଙ୍କ ବିବାହ ଅନ୍ୟତ୍ର ଠିକ ହେବାକୁ ନେଇ ପ୍ରେମିକାଙ୍କ ଷଡଯନ୍ତ୍ର: ଘର ନିକଟକୁ ଡାକି କଲେ ଏସିଡ୍ ମାଡ
କଟକ ଅଫିସ,୨୭।୧୧- ଜଗତପୁର ଥାନା ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମରେ ବିଫଳ ହେବା ପରେ ପ୍ରେମିକା ପ୍ରତିଶୋଧ ପରାୟଣ ହୋଇ ପ୍ରେମିକଙ୍କ ମୁହଁରେ ଏସିଡ୍ ପକାଇଛନ୍ତି । ଏଥିରେ ଯୁବକଜଣଙ୍କ ଗୁରୁତର ଆହତ…
ପିଆଜ ମାଳ ପିନ୍ଧି ବିଧାନସଭାରେ ପହଞ୍ଚିଲେ ବିଧାୟକ
ପାଟନା,୨୭।୧୧: ବିହାରରେ ଜଣେ ବିଧାୟକ ପିଆଜ ମାଳ ପିନ୍ଧି ବିଧାନସଭାରେ ପହଞ୍ଚିଛନ୍ତି। ଏହାକୁ ନେଇ ଏବେ ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବୁଧବାର ଆର୍ଜେଡି ବିଧାୟକ ଶିବଚନ୍ଦ୍ର ରାମ ଏଭଳି କରିଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପିଆଜ ଦାମ ବୃଦ୍ଧି…
ପଦାଧିକାରୀ ହେଲେ ହେଁ ଜୀବନଯାପନ ସାଧାରଣ: ପନିପରିବା ଚାଷ କରନ୍ତି ଛେଣ୍ଡିପଦା ବିଡିଓ
ଛେଣ୍ଡିପଦା,୨୭।୧୧(ସ୍ବ.ପ୍ର.): ଅଧିକାରୀମାନେ ପଦପଦବୀ ମଣ୍ଡନ କରିବା ପରେ ସେମାନଙ୍କର ପ୍ରାୟ ଅଧିକାଂଶ କାର୍ଯ୍ୟ ଅର୍ଡର୍ଲିମାନେ କରିଥାନ୍ତି। ଯେମିତିକି ବଜାରରୁ ପରିବା ଆଣିବା, ଗ୍ରୋସରି ଆଣିବା, ବଗିଚାରେ ପାଣି ଦେବା, ଫୁଲଗଛ ଲଗାଇବା, ବଗିଚାର ଯତ୍ନ ନେବା ଇତ୍ୟାଦି। ହେଲେ ଏହିଭଳି ଅର୍ଡର…
ସାବଧାନ! ଏମିତି ମାଛ, ଯାହାକୁ ଖାଇଲେ ଚାଲିଯିବ ଜୀବନ
ସାଧାରଣତଃ ମାଛ ଖାଇବାକୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। ମାତ୍ର ବିଶ୍ୱରେ ଏମିତି ଏକ ମାଛ ଅଛି, ଯାହାକୁ ଖାଇଲେ ଜୀବନ ଚାଲିଯିବ। ତେଣୁ ଏଥିପ୍ରତି ସାବଧାନ ରହିବା ଜରୁରୀ। ଏପରି ବିଷାକ୍ତ ମାଛର ନାଁ ହେଉଛି ପଫର। ଏଥିରେ ସାଇନାଇଡ୍ଠାରୁ…
ଠିକ୍ ସମୟରେ ଉଚିତ ଜବାବ ଦେବି: ଫଡନବିସ୍
ମୁମ୍ବାଇ,୨୭।୧୧: ନାଟକୀୟ ଢଙ୍ଗରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବାର ୩ ଦିନ ୮ ଘଣ୍ଟା ପରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ଦେବେନ୍ଦ୍ର ଫଡନବିସ୍। ଇସ୍ତଫା ଦେବା ପରେ ସେ ନିଜ ମନର କଥା କହିଛନ୍ତି। ଅଜିତ ପାଓ୍ବାରଙ୍କ ସହ ମିଶି ସରକାର…
କାର ସହ ୬୧କେଜି ଗଞ୍ଜେଇ ଜବତ: ୩ ଗିରଫ
ଖୋର୍ଦ୍ଧା ଅଫିସ,୨୭।୧୧: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ କୋଲକାତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥରୁ ଏକ ନୂଆ କାର ସହ ୬୧ କେଜି ଗଞ୍ଜେଇ ଅବକାରୀ ବିଭାଗ ଜବତ କରଛି। ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱର ସ୍ପେଶାଲ ସ୍କ୍ବାଡ ଓ ଖୋର୍ଦ୍ଧା ଅବକାରୀ…
ପ୍ରିୟଙ୍କା ଚୋପ୍ରାଙ୍କ ଘରକୁ ଆସିଲା ନୂଆ ମେମ୍ବର
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କ ଚୋପ୍ରା ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍। ନିକ୍ ଜୋନାସ୍ଙ୍କୁ ବିବାହ ପରେ ଉଭୟ ପ୍ରଥମ ବିବାହ ବାର୍ଷୀକି ପାଳନ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ପ୍ରିୟଙ୍କାଙ୍କ ଘରକୁ ଏକ ନୂଆ ମେମ୍ବର ଆସିଛି। ଯାହା ସହ ସେ…
ଏହି ରେଷ୍ଟୁରାଣ୍ଟରେ ୮ ଜଣ ଡିନର କରି ଭରିଲେ ୪୪ ଲକ୍ଷ ଟଙ୍କାର ବିଲ୍
ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ରେଷ୍ଟୁରାଣ୍ଟ ଚର୍ଚ୍ଚାରେ ରହୁଛି। କେଉଁଠି ଚା’ କପ୍ର ଦାମ୍ ଆକାଶଛୁଆଁ ତ ଆଉ କେଉଁଠି ଦୁଇଟି କଦଳୀର ଦାମ୍ ୧ ହଜାର ଟଙ୍କା। କିନ୍ତୁ ଆଜି ଏମିତି ଏକ ରେଷ୍ଟୁରାଣ୍ଟର ମିଲ୍ର ଦାମ୍ ବିଷୟରେ କହିବୁ,…
ତାମିଲ ଫିଲ୍ମ ଅଭିନେତା ବାଲା ସିଂଙ୍କ ପରଲୋକ
ଚେନ୍ନାଇ,୨୭।୧୧: ତାମିଲ ଫିଲ୍ମ ଅଭିନେତା ବାଲା ସିଂ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୭ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେବ ଜ୍ୱରରେ ପୀଡିତ ହୋଇ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବାଲାଙ୍କ ପରଲୋକରେ ତାମିଲ ଫିଲ୍ମ…
ସ୍ତ୍ରୀ ସାକ୍ଷୀଙ୍କ ସହ କେମିତି ଖୁସିରେ ଅଛନ୍ତି, ରାଜ୍ ଖୋଲିଲେ ଧୋନୀ
ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଗତ ପାଞ୍ଚମାସ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ଏଭଳି ସ୍ଥିତିରେ ଧୋନୀ ପୁଣିଥରେ ଅନ୍ତର୍ଜାତୀୟ କ୍ରିକେଟକୁ କେବେ ଫେରିବେ, ତାହା ବଡ ପ୍ରଶ୍ନ ହୋଇ ରହିଛି। କିନ୍ତୁ ଅବସରକୁ ନେଇ ଚିନ୍ତିତ…
ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର
ମହାକାଳପଡ଼ା,୨୭।୧୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ପ୍ରମୋଦ ସାହୁଙ୍କ ପୁଅ ପ୍ରଶାନ୍ତ (୨୨)। ସୂଚନାନୁଯାୟୀ, ପ୍ରଶାନ୍ତ ଓ ତାଙ୍କ ସାଙ୍ଗ ଉକ୍ତ…
ମହିଳାଙ୍କୁ ଗୁଳିକରି ହତ୍ୟା: ତଦନ୍ତ ଆରମ୍ଭ
ଝାରସୁଗୁଡ଼ା ଅଫିସ/ଲଖନପୁର,୨୭।୧୧(ଡି.ଏନ୍.ଏ.): ଝାରସୁଗୁଡ଼ା ଥାନା ଅଧୀନ ସାରସମାଲ ରୋହିଦାସ ପଡ଼ାରେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜଣେ ମହିଳାଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ କନକଲତା ରୋହିଦାସ(୩୫)। ଖବର ପାଇ ଝାରସୁଗୁଡା ଏସ୍ଡିପିଓ…
Archives


