୧୬ରୁ ଶ୍ରୀକ୍ଷେତ୍ର ମହୋତ୍ସବ
ପୁରୀ ଅଫିସ, ୨୭-୧୧:ଶ୍ରୀକ୍ଷେତ୍ର ମହୋତ୍ସବ ଆସନ୍ତା ମାସ ୧୬ରୁ ୨୦ତାରିଖ ପର୍ଯ୍ୟନ୍ତ ଶରଧାବାଲିରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୁଣ୍ଢେଇବେଣ୍ଟ ସାହି ଏହି ମହୋତ୍ସବ ପରିଚାଳନା ଦାୟିତ୍ୱରେ ରହିଛି। ଏ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ପଥର ଆଖଡ଼ା ପରିସରରେ…
‘ମୋ ସାଇକେଲ’କୁ ବର୍ଷେ ପୂରିଲା
ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):‘ମୋ ସାଇକେଲ’ ସେବାକୁ ବର୍ଷେ ପୂରିଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ମଙ୍ଗଳବାର କ୍ରୁଟ କାର୍ଯ୍ୟାଳୟରୁ ରୋଟାରୀ ଭବନ ଯାଏ ଏକ ସାଇକ୍ଲୋଥନ୍ କରାଯିବା ସହ ୬ଜଣ ମୋ ସାଇକେଲ ଚାଳକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।…
ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ ଛାତ୍ରୀଛାତ୍ରଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକ ସମ୍ମିଳନୀକୁ…
ଭୁବନେଶ୍ୱରରେ ଖୋଲିବ ସୋସିଆଲ ମିଡିଆ ମନିଟରିଂ ସେଲ୍
ଭୁବନେଶ୍ୱର,୨୭-୧୧(ବ୍ୟୁରୋ)/କଟକ(ଅଫିସ):ବଢ଼ି ଚାଲିଥିବା ସାଇବର ଅପରାଧ ଏବେ ପୋଲିସର ଚିନ୍ତା ବଢ଼ାଇଛି। ତେଣୁ ଖୁବ୍ଶୀଘ୍ର ଭୁବନେଶ୍ୱରରେ ସୋସିଆଲ ମିଡିଆ ମନିଂଟରିଂ ସେଲ୍ ଖୋଲିବାକୁ ଯାଉଛି। ସାରା ରାଜ୍ୟର ସୋସିଆଲ ମିଡିଆ ଉପରେ ଏହା ନଜର ରଖିବ। କୌଣସି ଗୁଜବ ଓ ଅନ୍ୟ ଆପରାଧିକ…
ଭିମ୍ସାରରେ ଉନ୍ନୟନ ସଚିବ ସୁରେଶ ମହାପାତ୍ର:ରୋଗୀସେବା ବ୍ୟାହତ ନ କରିବାକୁ ପରାମର୍ଶ
ସମ୍ବଲପୁର,୨୭-୧୧ (ବ୍ୟୁରୋ):ସମ୍ବଲପୁର ବୁର୍ଲା ସ୍ଥିତ ଭିମ୍ସାରକୁ ମଙ୍ଗଳବାର ଉନ୍ନୟନ ସଚିବ ସୁରେଶ ମହାପାତ୍ର ଦିନିକିଆ ଗସ୍ତ କରି ପରିଦର୍ଶନ କରିଛନ୍ତି। ଏହି ଅବସରରେ ଭିମ୍ସାର ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ସେ ସମୀକ୍ଷା କରିଛନ୍ତି। ନିରାମୟ କେନ୍ଦ୍ର ସଂଖ୍ୟା…
ଲାଞ୍ଚ: ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ
ନିଆଳି,୨୭-୧୧(ଡି.ଏନ୍.ଏ.):ନିଆଳି ବ୍ଲକରେ କାର୍ଯ୍ୟ କରୁଥିବା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ବିଦୁଲତା ରାଉତ ମଙ୍ଗଳବାର ୩୦ହଜାର ୧୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତିି। ସେ ଏହି ଟଙ୍କା ଝାଡ଼ଖଣ୍ଡର ଠିକାଦାର ମହମ୍ମଦ୍ ମୋଜାମିଲ୍ ଶେଖ୍ଙ୍କଠାରୁ…
ଦେବ ଦୀପାବଳି ଉତ୍ସବ: ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ
ପୁରୀ ଅଫିସ,୨୭-୧୧:ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ନୀତି ଭଳି ସମାନ ନୀତି ରହିଥିଲା।…
ସମ୍ବିଧାନ ପ୍ରଣୟନ ବିଶ୍ୱର ଏକ ପ୍ରମୁଖ ଘଟଣା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ବିଧାନସଭା ସମ୍ମିଳନୀ କକ୍ଷରେ ସମ୍ବିଧାନ ଦିବସ-୨୦୧୯ ମହାସମାରୋହରେ ପାଳନ କରାଯାଇଛି। ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ଏକ ଐତିହାସିକ ଦିବସ। ୧୯୪୯ ମସିହା ଆଜିର ଦିନରେ ଭାରତୀୟ ସମ୍ବିଧାନକୁ ସମ୍ବିଧାନ ସଭାଦ୍ବାରା ଗ୍ରହଣ କରାଯାଇଥିଲା। ଭାରତୀୟ…
ପ୍ରମୋଦ ସାହୁ ବରଖାସ୍ତ
ଭୁବନେଶ୍ୱର (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ, ୨୭-୧୧: କେନ୍ଦ୍ରାପଡ଼ା କ୍ରେଡିଟ୍ କୋ-ଅପରେଟିଭ ସୋସାଇଟି ଲିଃ ସଭାପତି ପଦରୁ ପ୍ରମୋଦ ସାହୁଙ୍କୁ ବରଖାସ୍ତ କରାଯାଇଛି। ଆଇଏଏସ୍ ଅଧିକାରୀ ତଥା ଆରସିଏସ୍ ବିଭୂତି ଭୂଷଣ ପଟ୍ଟନାୟକ ଓଡ଼ିଶା କୋ-ଅପରେଟିଭ ସୋସାଇଟି ଆକ୍ଟ-୧୯୬୨ ଅଧୀନ କ୍ଷମତା ବଳରେ…
ଆଧାରକରଣରେ ଓଡ଼ିଶା ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଚଳିତ ବର୍ଷ ୪.୫୮ କୋଟି ସାବାଳକଙ୍କ ମଧ୍ୟରୁ ପ୍ରାୟ ୯୩.୧ ଶତକଡା ଲୋକଙ୍କ ଆଧାର ପ୍ରସ୍ତୁତ କରାଯାଇଛି। ୦-୫ ବର୍ଷ ବୟସ ମଧ୍ୟରେ ୧୮,୨୬,୦୩୮ ଶିଶୁଙ୍କ ପଞ୍ଜୀକରଣ କରାଯାଇ ୪୬% ଲକ୍ଷ୍ୟ ହାସଲ କରାଯାଇଛି। ୫-୧୮ ବର୍ଷ ବୟସ ମଧ୍ୟରେ ୯୫,୮୭,୧୮୬…
ରାଜ୍ୟରେ ଜଙ୍ଗଲ ପରିମାଣ ୫୧, ୩୪୫ ବର୍ଗ କି.ମି.
ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଓଡ଼ିଶାରେ ସମ୍ପୂର୍ଣ୍ଣ ଜଙ୍ଗଲର ପରିସୀମା ୫୧ ହଜାର ୩୪୫ ବର୍ଗ କି.ମି. ରହିଛି। ୨୦୧୪ ମସିହା ପୂର୍ବରୁ ଏହା ୫୦ ହଜାର ୩୪୭ ବର୍ଗ କି.ମି. ରହିଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାରେ ଲିଖିତ…
ରାଷ୍ଟ୍ରପତିଙ୍କ ଗସ୍ତ ଚୂଡ଼ାନ୍ତ:୮ରେ ପାଇକ ସ୍ମାରକୀର ହେବ ଶିଳନ୍ୟାସ
ଖୋର୍ଦ୍ଧା ଅଫିସ,୨୭-୧୧:ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବାକୁ ଥିବା ପାଇକ ସ୍ମାରକୀର ଶିଳାନ୍ୟାସ ଡିସେମ୍ବର ୮ରେ ଅନୁଷ୍ଠିତ ହେବ। ଏହି ଶିଳାନ୍ୟାସ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କରିବେ। ଏଥିପାଇଁ ରାଷ୍ଟ୍ରପତିଙ୍କ ବରୁଣେଇ ଗସ୍ତ ଚୂଡାନ୍ତ ହୋଇଛି। ସୁରକ୍ଷା ଦୃଷ୍ଟିରୁ…
Archives


