ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ:୧୬ ବିଭାଗରେ ନିଯୁକ୍ତ ହେବେ ୨୮୯ ଅଧ୍ୟାପକ
ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟଗୁଡ଼ିକରେ ଖାଲିଥିବା ଅଧ୍ୟାପକ ପଦବୀ ପୂରଣ ଦିଗରେ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବିଭାଗ ଦ୍ୱାରା ରାଜ୍ୟ ସିଲେକ୍ଶନ୍ ବୋର୍ଡକୁ ୮୩୩ ଅଧ୍ୟାପକ ପଦବୀ ପୂରଣ ନିମନ୍ତେ ପଦକ୍ଷେପ ନେବାକୁ ଅନୁରୋଧ…
ଅକାମୀ ହେବନି ୧୫ ବର୍ଷର ପୁରୁଣା ଗାଡ଼ି
ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):୧୫ ବର୍ଷିଆ ପୁରୁଣା ଗାଡି ଅକାମୀ ହୋଇଯିବ। ସେସବୁ ଗାଡିକୁ ରାସ୍ତାରୁ ହଟାଇ ଦିଆଯିବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ବିରାମ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏ ନେଇ କୌଣସି ନିୟମ ହୋଇ ନାହିଁ। ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ)ଙ୍କ…
ମୁଦ୍ରା ଋଣରେ ବଢୁଛି ଏନ୍ପିଏ
ନୂଆଦିଲ୍ଲୀ,୨୭-୧୧: ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ପ୍ରଦାନ କରାଯାଉଥିବା ଋଣ ଉପରେ ଏବେ ଅନାଦାୟ ଋଣ (ଏନ୍ପିଏ) ବଢୁଛି। ମଙ୍ଗଳବାର ଏହାକୁ ନେଇ ରିଜର୍ଭ ବ୍ୟାଙ୍କ ଡେପୁଟି ଗଭର୍ନର ଏମ୍.କେ.ଜୈନ ବ୍ୟାଙ୍କଗୁଡିକୁ ସତର୍କ କରାଇଛନ୍ତି। ମୁଦ୍ରାରେ ବର୍ତ୍ତମାନ ସୁଦ୍ଧା ୩.୨୧ ଲକ୍ଷ କୋଟି…
ରକ୍ତଚାପ ନିୟନ୍ତ୍ରଣ କରେ ଅଳେଇଚ
ବଡ ଅଳେଇଚ ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ,…
ଧୋନୀଙ୍କ ଅବସର ପରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ହୋଇପାରନ୍ତି ଏହି ୨ ଖେଳାଳି
୨୦୧୯ ବିଶ୍ୱକପ୍ ପରେ କ୍ରିକେଟରୁ ଦୂରେଇ ଅଛନ୍ତି ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ କେବେ ପୁଣି କ୍ରିକେଟକୁ ଫେରିବେ କି ଅବସର ନେବେ ସେନେଇ ଚର୍ଚ୍ଚା ଲାଗି ରହିଛି। ଏସବୁ ଭିତରେ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ…
ଅସହ୍ୟ ହେଲା ଅତ୍ୟାଚାର: ସ୍ବାମୀଙ୍କ ଉପରେ ଗରମ ପାଣି ଢ଼ାଳିଦେଲେ ସ୍ତ୍ରୀ
ଦିଗପହଣ୍ଡି/ପାଟପୁର,୨୬ା୧୧(ଡି.ଏନ୍.ଏ.)- ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଅତ୍ୟାଚାର ସହି ନ ପାରି ସ୍ବାମୀଙ୍କ ଉପରେ ସ୍ତ୍ରୀ ଗରମ ପାଣି ଢ଼ାଳି ଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଆହତ ସ୍ବାମୀଙ୍କୁ ପଡୋଶୀ ଉଦ୍ଧାର କରି ଦିଗପହଣ୍ଡି…
ବାୟୁ ପ୍ରଦୂଷଣ: ୧୭ ସହର ସ୍ଥିତି ନିୟନ୍ତ୍ରଣାଧୀନ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ)- ରାଜ୍ୟ ପ୍ରଦୂଷଣ ବୋର୍ଡ ପକ୍ଷରୁ ୧୭ ସହର ବାୟୁର ମାନ ପରୀକ୍ଷଣ କରାଯାଇଥାଏ। ଚଳିତ ଅକ୍ଟୋବର ଶେଷ ସୁଦ୍ଧା ମାନ ପରୀକ୍ଷା ସମ୍ବଦ୍ଧିତ ତଥ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାରେ ଏହି ତଥ୍ୟ…
ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରସ୍ତାବ ନାହିଁ: ଆଇନ ମନ୍ତ୍ରୀ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ)- ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଶେଷ ଥର ପାଇଁ ୧୯୮୫ ଜୁଲାଇ ୧୪ ତାରିଖରେ ଗଣାହୋଇଥିଲା। ସେହି ସମୟର ଗଣନାନୁଯାୟୀ, ଭଣ୍ଡାର ଘରେ ୪୫୪ ଗୋଟି ସୁନା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ୧୨,୮୩୪ ଭରି ୧୩/୪ ଅଣା(ମୂଲ୍ୟବାନ ପଥର ସହିତ)…
କାମ୍ପା ଫଣ୍ଡରେ ଓଡ଼ିଶାକୁ ମିଳିଲା ୫୯୩୩ କୋଟି
ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା କର୍ତ୍ତୃପକ୍ଷ(କାମ୍ପା)ରେ ୨୦୦୬-୦୭ରୁ ୨୦୧୯ ଫେବୃୟାରୀ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କଠାରୁ ୫୯୩୩ କୋଟି ୯୮ ଲକ୍ଷ ଟଙ୍କା ପାଇଛନ୍ତି। ଯୋଜନା କାର୍ଯ୍ୟକାରୀ ହେବାଠାରୁ ୨୦୦୯-୧୦ରୁ ୨୦୧୭-୧୮ ମଧ୍ୟରେ କେନ୍ଦ୍ର…
ଶରତ ଘାଟିରେ ଗାଡ଼ି ଓଲଟିଲା: ୩ ଗୁରୁତର, ୧୧ ଆହତ
ଠାକୁରମୁଣ୍ଡା,୨୬ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାଠାରୁ ୨୦ କିମି ଦୂର ଶରତ ଘାଟିରେ ମଙ୍ଗଳବାର ଏକ ସଫାରୀ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୩ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ…
ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର
ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ଅଧ୍ୟୟନ କରଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ଦ୍ୱିତୀୟ ପରୀକ୍ଷା ଦେବା…
ଏସବୁ ଲକ୍ଷଣ ଥିଲେ ହୋଇପାରେ ବ୍ରେନ ଟ୍ୟୁମର
ରୋଗ ଯେତେ ବଡ଼ ହେଉନା କାହିଁକି, ଠିକ୍ ସମୟରେ ଉପଯୁକ୍ତ ଚିକିତ୍ସା କଲେ ଉପଶମ ମିଳିବାର ସମ୍ଭାବନା ବେଶ୍ ଅଧିକ ରହିଥାଏ। ତେଣୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଠିକ୍ ସମୟରେ ରୋଗ ନିରୂପଣ କରିବା। ରୋଗ ନିରୂପଣ କରିବାକୁ ହେଲେ…
Archives


