କେନ୍ଦ୍ରୀୟ ଯୋଜନା ଅର୍ଥ ଖର୍ଚ୍ଚ କରିପାରୁନି ପ୍ରାଣିସମ୍ପଦ ବିଭାଗ
ଭୁବନେଶ୍ୱର,୧୬।୧(ରବିନାରାୟଣ ଜେନା): କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍ଏସ୍) ହେଉ କିମ୍ବା କେନ୍ଦ୍ରୀୟ ସ୍ବତନ୍ତ୍ର ସହାୟତା(ସିଏସ୍ଏ)ଯୋଜନାରେ କିଭଳି ରାଜ୍ୟକୁ ଅଧିକରୁ ଅଧିକ ଅର୍ଥ ଆସିବ ତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟାନ୍ୟ ମନ୍ତ୍ରୀଗଣ ଗୁରୁତ୍ୱ ଦେଉଛନ୍ତି। ଏହାକୁ ନେଇ କେନ୍ଦ୍ର…
ଟେଣ୍ଟ୍, କ୍ୟାଟରିଂ ଓ ଇଭେଣ୍ଟ୍ ପରିଚାଳନା କରିବେ ମହିଳା, ୪ ହଜାର SHG ସଦସ୍ୟାଙ୍କୁ ମିଳିବ ତାଲିମ
ନୂଆଦିଲ୍ଲୀ,୧୬ା୧: ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG) ସଦସ୍ୟାମାନଙ୍କୁ ଏବେ ଇଭେଣ୍ଟ ମ୍ୟାନେଜମେଣ୍ଟ ଏବଂ କ୍ୟାଟରିଂ ସର୍ଭିସ କ୍ଷେତ୍ରରେ ବୃତ୍ତିଗତ ତାଲିମ ପ୍ରଦାନ କରାଯିବ।…
ଅସହାୟ ଭାଇ ଭଉଣୀଙ୍କୁ ସହଯୋଗର ହାତ ବଢ଼ାଇଲେ ବିଧାୟକ, ନିଜ ହାତରୁ….
ଭୁବନେଶ୍ୱର,୧୬ା୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତ ଝରାପଦାର ଗ୍ରାମର ବାପା ମା ଛେଉଣ୍ଡ ଅସହାୟ ଭାଇ ଭଉଣୀଙ୍କୁ ସାହାୟତାର ହାତ ବଢ଼ାଇଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ । ବିଧାୟକ ନିଜସ୍ୱ ପାଣ୍ଠିରୁ ୧୦ ହଜାର ଅର୍ରରାଶି…
ଅବଧିକୁ ୨ ବର୍ଷ ସରିଲାଣି, ବାଇପାସ୍ ରାସ୍ତା କାମ ସରୁନି
ପଟ୍ଟାମୁଣ୍ଡାଇ,୧୬ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବାଇପାସ୍ ରାସ୍ତା କାମର ଅବଧି ୨ ବର୍ଷ ହେବ ସରିଥିବା ବେଳେ ପ୍ର୍ରକଳ୍ପ ନିର୍ମାଣ କାର୍ଯ୍ୟ ଅଧା ହୋଇନାହିଁ। ଯେତିକି ବି ନିର୍ମାଣ ହୋଇଛି, ସେଥିରେ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହୋଇ ପଡୁଥିବା…
ଆଶାୟୀ ସରକାରୀ ଚାକିରିଆଙ୍କୁ ପରୀକ୍ଷା ପାଇଁ ଏନ୍ଓସି ବାଧ୍ୟତାମୂଳକ ନୁହେଁ
ଭୁବନେଶ୍ୱର,୧୬ା୧:(ସୁନିତ୍ ମିଶ୍ର): ସରକାରୀ ଚାକିରି କରିଥିବା କର୍ମଚାରୀ ବା ଅଧିକାରୀ ଯେଉଁମାନେ ୟୁପିଏସ୍ସି, ଓପିଏସ୍ସି, ଏସ୍ଏସ୍ବି, ଓଏସ୍ଏସ୍ସି, ଓଏସ୍ଏସ୍ଏସ୍ସି ଆଦି କରୁଥିବା ପରୀକ୍ଷା ଦେବାକୁ ଚାହୁଁଛନ୍ତି ସେମାନଙ୍କୁ ଆଉ ଏନ୍ଓସି(ନୋ ଅବ୍ଜେକ୍ଶନ ସାର୍ଟିଫିକେଟ) ଦରକାର ପଡିବ ନାହିଁ । ଆଗରୁ ସରକାରୀ…
ଏଇ ଭାରତରେ
ନାଗା ଯୋଦ୍ଧା ଛାକେସାଙ୍କ ଜନଜାତି ଲୋକେ ଶିକାର ଛାଡ଼ିଦେଇ ପରିବେଶ ଓ ପ୍ରାଣୀଙ୍କ ସୁରକ୍ଷା ପାଇଁ ଏବେ କାମ କରୁଛନ୍ତି। ସେମାନେ ଇଣ୍ଡୋ-ବର୍ମା ବାୟୋଡାଇଭର୍ସିଟି ହଟ୍ସ୍ପଟରେ ଥିବା ଜେସାମି ଗାଁରେ ରହୁଛନ୍ତି। ଏହି ଜନଜାତିର ଲୋକ ଶିକାର କୌଶଳ ପାଇଁ ଜଣାଶୁଣା।…
“ଭାରତ ବିଶ୍ୱ ଅଭିବୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ”: IMF
ନୂଆଦିଲ୍ଲୀ,୧୬ା୧: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ଭାରତର ଅର୍ଥନୈତିକ ଅଭିବୃଦ୍ଧିକୁ ନେଇ ଏକ ବଡ଼ ଘୋଷଣା କରିଛି। IMF ର ଯୋଗାଯୋଗ ବିଭାଗ ନିର୍ଦ୍ଦେଶିକା ଜୁଲି କୋଜାକ୍ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଭାରତକୁ ବିଶ୍ୱର “ପ୍ରମୁଖ ଅଭିବୃଦ୍ଧି ଇଞ୍ଜିନ” ଭାବେ…
ଗଣତନ୍ତ୍ରରେ ନୈତିକ ମୂଲ୍ୟବୋଧ
ଗଣତନ୍ତ୍ର ଗଣଙ୍କର ଶାସନ। ଗଣତନ୍ତ୍ରରେ ସତ୍ତାଧାରୀଙ୍କର କାର୍ଯ୍ୟାବଳୀର ମୂଲ୍ୟାୟନ ଜନତାଙ୍କ ମାଧ୍ୟମରେ ପ୍ରତି ପାଞ୍ଚବର୍ଷରେ ଥରେ ହୁଏ। ତେଣୁ ଚଷା ହୁଡ଼ିଲେ ବରଷେ ପରି ଭୋଟର ହୁଡ଼ିଲେ ପାଞ୍ଚ ବରଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼େ। ସତ୍ତା ଦେଶାନୁକୂଳ ଥିଲେ ଗଣ…
ପଣକିଆ ପାଠକର
ପିଲାମାନେ ଏବେ ନିଜ ଆଙ୍ଗୁଠି ସ୍ପର୍ଶରେ ପର୍ବତ, ସମୁଦ୍ର, ଯୁଦ୍ଧ, ମହାମାରୀ, ପର୍ବପର୍ବାଣି ଏବଂ ଯାନିଯାତ୍ରା ସବୁକିଛି ଦେଖିପାରୁଛନ୍ତି। କିନ୍ତୁ ପ୍ରଶ୍ନ ହେଉଛି, ସେମାନେ କ’ଣ ପ୍ରକୃତରେ ଏହି ଦୁନିଆକୁ ବୁଝିପାରୁଛନ୍ତି ନା କେବଳ ଅବଲୋକନ କରୁଛନ୍ତି? ଏହି ପ୍ରଶ୍ନ ମଧ୍ୟରେ…
ଶୁକ୍ରବାର ଏହି ରାଶି ଉପରେ ରହିବ ହନୁମାନଙ୍କ କୃପା, ମିଳିବ ଧନ…
ମେଷ ରାଶି- ଆଜିର ଦିନ ଆପଣଙ୍କୁ ଶୀଘ୍ର ଫଳାଫଳ ବ୍ୟତୀତ ଚିନ୍ତା କରିବାକୁ ଶିଖାଇବ । ଚନ୍ଦ୍ର ଧନୁ ରାଶିରେ ଗତି କରୁଛି, ଯାହା ଆପଣଙ୍କ ଚିନ୍ତାଧାରା ବଡ଼ ଲକ୍ଷ୍ୟ, ଶିକ୍ଷା ଏବଂ ଭବିଷ୍ୟତ ଆଡ଼କୁ ନେଇପାରେ। ନୂତନ ଚିନ୍ତାଧାରା ଏବଂ…
ଆମେରିକାର ସାମ୍ରାଜ୍ୟବାଦ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କଠାରେ ଏବେ ବ୍ୟବସାୟିକ, ଭୂରାଜନୈତିକ ତଥା ବୈଶ୍ୱିକ ଅର୍ଥ ବ୍ୟବସ୍ଥାରେ ପ୍ରଭୁତ୍ୱ ବିସ୍ତାର କରିବାର ପାଗଳାମି ପ୍ରକାଶ ପାଇଛି ଏବଂ ଏହା ପଛରେ ଏକ ରଣନୀତି ରହିଛି। ତାଙ୍କ ପ୍ରଶାସନ ଭେନେଜୁଆଲା ରାଷ୍ଟ୍ରପତି ନିକୋଲାସ୍ ମାଦୁରୋଙ୍କୁ ଅପହରଣ…
ଗାଁରେ ପହଞ୍ଚି ପାରୁନାହିଁ ଆମ୍ବୁଲାନ୍ସ ,ଡାକ୍ତରଖାନା ନେବା ପାଇଁ ରୋଗୀଙ୍କୁ…
ମହାକାଳପଡ଼ା,୧୬ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ରାସ୍ତାଘାଟ ଓ ପୋଲ ନିର୍ମାଣ ପାଇଁ ଅର୍ଥ ଖର୍ଚ୍ଚ ହେଉଛି। ହେଲେ ଆଜି ବି ପକ୍କା ରାସ୍ତା ଖଣ୍ଡେ ଅଭାବରୁ ଆମ୍ବୁଲାନ୍ସ ଗାଁରେ ପହଞ୍ଚି ପାରୁନାହିଁ। କେଉଁଠି ଡାକ୍ତରଖାନା ଯିବାକୁ ରୋଗୀଟିକୁ ଅଧାରାସ୍ତା ଖଟିଆ…
Archives


