Home Left

ଗୋଟିଏ ମଞ୍ଚରେ ୩ ମହାଶକ୍ତି: ରଣନୈତିକ ଯୋଗାଯୋଗକୁ ସୁଦୃଢ଼ କରି ପାରସ୍ପରିକ ଆସ୍ଥାକୁ…

ବେଜିଂ,୧ା୯: ଚାଇନାର ତିଆଞ୍ଜିନ୍‌ରେ SCO ସମ୍ମିଳନୀ ଆରମ୍ଭ ହୋଇଛି। ଏହି ମହାସମ୍ମିଳନୀରେ ଏକାଠି ହୋଇଛନ୍ତି ୩ ମହାଶକ୍ତି। ଗୋଟିଏ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଏକାଠି ହୋଇଛନ୍ତି।…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ ଅଙ୍ଗୁର

ଅଙ୍ଗୁରରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ଏହାକୁ ନିୟମିତ ଖାଇଲେ ତାହା କେତେକାଂଶରେ ସଂକ୍ରମଣ ଆଶଙ୍କା ଦୂର କରିଥାଏ। ଓ୍ବାଶିଂଟନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକଥା ପ୍ରକାଶ କରିଛନ୍ତି। ଏଭଳି ସିଦ୍ଧାନ୍ତରେ ଉପନୀତ…

ଶ୍ରୀମହାଭାସ୍କରଙ୍କ ପ୍ରତିଷ୍ଠା ପୂର୍ବରୁ ସାମନ୍ତରାପୁର ଗାଁ ଦାନ ଦେଇଥିଲେ ଶିବେଇ ସାମନ୍ତରା

ପୂର୍ବ ସଂଖ୍ୟାରେ ଆମେ ଅର୍କକ୍ଷେତ୍ରର ପଞ୍ଚତୀର୍ଥ ପ୍ରସଙ୍ଗ ଅବତାରଣା କରିଥିଲୁ। ପଞ୍ଚତୀର୍ଥର ମହତ୍ୱ ଶ୍ରୀସୂର୍ଯ୍ୟଙ୍କ ଉପାସନା କାଳରେ ଗୁରୁତ୍ୱପୂର୍ଣ୍ଣ ଥିଲା। ଐତିହ୍ୟର ଅବକ୍ଷୟ ପରେ ପୂଜା ବନ୍ଦ ହୋଇଯାଇଛି। ନା ଐତିହ୍ୟକୁ ଆମେ ସଜାଡ଼ିବାରେ ସକ୍ଷମ ହୋଇଛୁ ନା ସ୍ଥାନାନ୍ତରିତ ହୋଇଥିବା…

‘ଏଜୁକେଟ୍‌ ଗଲର୍‌ସ’କୁ ମାଗ୍‌ସେସେ ପୁରସ୍କାର

ମାନିଲା,୧।୯(ପି.ଟି.): ସ୍କୁଲ ବାହାରେ ଦୁର୍ଗମ ଗ୍ରାମାଞ୍ଚଳରେ ଝିଅମାନଙ୍କୁ ଶିକ୍ଷାଦାନ କରୁଥିବା ଭାରତୀୟ ଏନ୍‌ଜିଓ ‘ଏଜୁକେଟ୍‌ ଗଲର୍‌ସ’ ଚଳିତ ବର୍ଷର ରମୋନ ମାଗ୍‌ସେସେ ପୁରସ୍କାର ପାଇଁ ମନୋନୀତ ହୋଇଥିବା ରବିବାର ଫାଉଣ୍ଡେଶନ ପକ୍ଷରୁ ଘୋଷଣା କରାଯାଇଛି। ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାରେ ଏଜୁକେଟ୍‌ ଗଲର୍‌ସ…

ଭାରତୀୟ ଆପ୍ରବାସନ ବୃଦ୍ଧି ବିରୋଧରେ ଅଷ୍ଟ୍ରେଲିଆରେ ବିକ୍ଷୋଭ

କାନ୍‌ବେରା,୧।୯ପି.ଟି.): ଅଷ୍ଟ୍ରେଲିଆରେ ଭାରତୀୟଙ୍କ ଆପ୍ରବାସନ ବଢ଼ୁଥିବାରୁ ଏହା ବିରୋଧରେ ବିଭିନ୍ନ ସହରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେବେ ଅଷ୍ଟ୍ରେଲିଆ ସରକାର ଏଭଳି ବିକ୍ଷୋଭ ଅଭିଯାନକୁ ନିନ୍ଦା କରିଛନ୍ତି। ବର୍ଣ୍ଣବୈଷମ୍ୟ ଓ ଜାତୀୟତାବାଦ ଉପରେ ଆଧାରିତ ଅତି ଦକ୍ଷିଣପନ୍ଥୀ କାର୍ଯ୍ୟକଳାପର ଦେଶରେ କୌଣସି ସ୍ଥାନ…

ସୀମାରେ ଶାନ୍ତି ବୀମା ନୀତି ସଦୃଶ

ତିଆଞ୍ଜିନ୍‌,୧।୯: ଭାରତ ଓ ଚାଇନା ସୀମାରେ ଶାନ୍ତି ତଥା ସ୍ଥିରତା ବଜାୟ ରଖିବା ଦ୍ୱିପାକ୍ଷିକ ସମ୍ପର୍କ ପାଇଁ ଏକ ବୀମା ନୀତି ସଦୃଶ ବୋଲି ରବିବାର ନୂଆଦିଲ୍ଲୀ ପକ୍ଷରୁ ବେଜିଂକୁ କୁହାଯାଇଛି। ତିଆଞ୍ଜିନ୍‌ରେ ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ସମ୍ମିଳନୀ ପରିପ୍ରେକ୍ଷୀରେ…

‘କପି ପେଷ୍ଟ ଶାସନ ଧାରା ଜାରି ରଖିଛି ଭାଜପା’

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ସହରୀକରଣର ନୂଆ ଅଭିଯାନ ଅନ୍ତର୍ଗତ ଏନ୍‌ଏସି ଓ ମ୍ୟୁନିସିପାଲିଟି ଘୋଷଣା କଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହୁଥିବା ବେଳେ ବାସ୍ତବରେ ଏଥିରେ କୌଣସି ନୂତନତା ନାହିଁ ବୋଲି ବିଜେଡି କହିଛି। ଏଥିରୁ ଅଧିକାଂଶ ଘୋଷଣା ପୂର୍ବରୁ ନବୀନ…

କମିଲା ଗ୍ୟାସ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଟଙ୍କାରେ ମିଳିବ ସିଲିଣ୍ଡର

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ଆରମ୍ଭ ହୋଇଗଲାଣି ଏବଂ ଏହା ସହିତ ଦେଶରେ ଅନେକ ପରିବର୍ତ୍ତନ ଦେଖାଯାଇଛି। ଏଥିରେ ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଅନ୍ତର୍ଭୁକ୍ତ। ପ୍ରକୃତରେ, ସୋମବାର, ସେପ୍ଟେମ୍ବର ୧ ରେ, ସାରା ଦେଶରେ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଛି। ସୋମବାର…

୬୦% ଭାରତୀୟ କର୍ମଚାରୀଙ୍କୁ ଛଟେଇ କରିବ MPL

ନୂଆଦିଲ୍ଲୀ,୧ା୯: ଭାରତ ସରକାର ପେଡ୍‌ ଗେମ୍‌ଗୁଡ଼ିକୁ ନିଷିଦ୍ଧ କରିବା ପରେ ଇଣ୍ଡିଆନ୍‌ ଅନ୍‌ଲାଇନ ଗେମିଂ ଆପ୍‌ ମୋବାଇଲ୍‌ ପ୍ରିମିୟର ଲିଗ୍‌ (ଏମ୍‌ପିଏଲ୍‌) ଏହାର ୬୦ ପ୍ରତିଶତ ସ୍ଥାନୀୟ କର୍ମଚାରୀଙ୍କୁ ଛଟେଇ କରିବା ନିମନ୍ତେ ନିଷ୍ପତ୍ତି ନେଇଛି। ଅନ୍‌ଲାଇନ୍‌ ପେଡ୍‌ ଗେମିଂ ଆପ୍‌…

ଭୟଙ୍କର ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ୨୦ ମୃତ ଅନେକ ଆହତ

କାବୁଲ,୧।୯: ରବିବାର ରାତିରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ଆଫଗାନିସ୍ତାନରେ ଅନେକ କ୍ଷୟକ୍ଷତି ହୋଇଛି। ରାତି ୧୨:୪୭ ରେ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ମାପ କରାଯାଇଥିଲା। ଏହାର କେନ୍ଦ୍ରସ୍ଥଳ ଜଲାଲାବାଦ ସହରରୁ ପ୍ରାୟ ୨୭ କିଲୋମିଟର ଦୂରରେ,…

ଭଗବାନ୍‌ଙ୍କ ଉପରେ ପ୍ରତିଶୋଧ ପାଇଁ ଚୋରି

ଦୁର୍ଗ,୧ା୯: ପ୍ରାୟ ୧୨ ବର୍ଷ ଧରି ଛତିଶଗଡ଼ର ଦୁର୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ମନ୍ଦିରଗୁଡ଼ିକର ଦାନବାକ୍ସରୁ ଟଙ୍କା ଗାଏବ ହୋଇଯାଉଥିଲା। ତାଲା ଭାଙ୍ଗି ଦାନ ବାକ୍ସଗୁଡିକରୁ ଟଙ୍କା ଚୋରି ହେଉଥିଲା। ଶନିବାର ଦୁର୍ଗ ପୋଲିସ ୟଶଓ୍ବନ୍ତ ଉପାଧ୍ୟାୟ (୪୫)…

ଏଇ ଭାରତରେ

ଗୋଟିଏ ଟମାଟୋ ବି ଜଣଙ୍କ ପାଇଁ ମୃତ୍ୟୁର କାରଣ ହୋଇପାରେ! କଥାଟା ଶୁଣିଲେ ଅଜବ ଲାଗିପାରେ। ହେଲେ ଏଭଳି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶ ଅନୁପପୁର ଜିଲା ବିଜୁରୀ ଥାନା ଅଞ୍ଚଳରେ। ଏହି ଅଞ୍ଚଳରେ ଜଣେ ଯୁବକ ଗତ ସୋମବାର ରାତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri