୮ ହଜାର କୋଟିର ଅଳଙ୍କାର ଲୁଟି ନେଲେ ଚୋର
ବର୍ଲିନ,୨୬।୧୧: ଜର୍ମାନର ରାଜକୀୟ ସଂଗ୍ରହାଳୟ ଗ୍ରୀନ୍ ବୋଲ୍ଟରେ ବଡ଼ ଧରଣର ଚୋରି ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏପରି ବଡ଼ ଧରଣର ଚୋରି ହୋଇ ନ ଥିବା କୁହାଯାଉଛି। ସଂଗ୍ରହାଳୟରୁ ଚୋରମାନେ ୮ ହଜାର କୋଟିର ଅଳଙ୍କାର ଏବଂ ବହୁମୂଲ୍ୟ ସାମଗ୍ରୀ…
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ
ପୁରୀ ଅଫିସ, ୨୬ା୧୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିରର ବିଭିନ୍ନ ସ୍ଥାନରେ ସେଲ୍ଫି ନେଇ ଓ ଫଟୋ ଉଠାଇ ଏହାକୁ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି। ବେଳେ ବେଳେ ଏଥିରୁ…
ମାହାଙ୍ଗାରେ ଫନୀ କେଳେଙ୍କାରୀ ଜଣଙ୍କ ଆକାଉଣ୍ଟକୁ ଦୁଇଥର ୯୫ହଜାର
କଟକ ଅଫିସ/ମାହାଙ୍ଗା(ସ୍ବପ୍ର), ୨୬ା୧୧: କଟକ ଜିଲାରେ ଆବାସ ଦୁର୍ନୀତିକୁ ନେଇ ହୋହଲ୍ଲା ଚାଲିଥିବାବେଳେ ଏବେ ଫନୀ ସହାୟତାକୁ ନେଇ ବଡ଼ଧରଣର ଦୁର୍ନୀତି ମାହାଙ୍ଗା ତହସିଲରେ ଘଟିଛି। ଜଣେ ହିତାଧିକାରୀଙ୍କ ଆକାଉଣ୍ଟକୁ ଫନୀ ଘରଭଙ୍ଗା ସହାୟତା ବାବଦରେ ଦୁଇଥର ୯୫ହଜାର ଲେଖାଏ ଟଙ୍କା ତହସିଲ…
ଦାବି ପୂରଣ ପାଇଁ ଭିନ୍ନ ପନ୍ଥା ଆପଣାଇଲେ:ଗଛରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଗାଁସାଥୀ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ଉତ୍କଳ ବିଶ୍ୱଦ୍ୟାଳୟର ପରିଜା ଲାଇବ୍ରେରୀ ଛାତ ଉପରୁ ଜଣେ ଯୁବକ ଆତ୍ମହତ୍ୟା ଧମକ ଦେବା ଘଟଣା ମନରୁ ନ ଲିଭୁଣୁ ସୋମବାର ଆଉଏକ ଘଟଣା ଲୋୟର ପିଏମ୍ଜିରେ ଦେଖିବାକୁ ମିଳିଥିଲା। ଆନ୍ଦୋଳନରେ ସାମିଲ୍ ହୋଇଥିବା ଜଣେ ଗାଁସାଥୀ ଦାବି…
ବଡ ଭାଇ ପରେ ସାନ ଭାଇଙ୍କ ଜଲଓ୍ବା, ୪ ଓଭରରେ ୫ ରନ ଦେଇ ନେଲେ ୩ଟି ଉଇକେଟ୍
ସୁରତ,୨୬।୧୧: କିଛି ଦିନ ପୂର୍ବରୁ ବାଂଲାଦେଶ ବିପକ୍ଷ ଟି-୨୦ରେ ହ୍ୟାଟ୍ରିକ୍ ନେଇ ଚର୍ଚ୍ଚାର ପରିସରକୁ ଆସିଥିଲେ ଦୀପକ ଚହର। ଦୀପକଙ୍କ ପରେ ଏବେ ତାଙ୍କ ସାନ ଭାଇ ରାହୁଲ ଚହର ମଧ୍ୟ ବୋଲିଂରେ ଜଲଓ୍ବା ଦେଖାଇଛନ୍ତି। ସୟଦ ମୁସ୍ତାକ ଅଲୀ ଟୁର୍ନାମେଣ୍ଟରେ…
ଦୀପଦାନ କଲେ ମହାପ୍ରଭୁ
ପୁରୀ ଅଫିସ, ୨୬ା୧୧: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଦେବ ଦୀପାବଳି ଉତ୍ସବ। ସୋମବାର ମାର୍ଗଶିର କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସତ୍ୟଯୁଗୀୟ ମାତାପିତା ଅଦିତୀ ଓ କଶ୍ୟପଙ୍କୁ ଦୀପଦାନ କରିଛନ୍ତି। ସନ୍ଧ୍ୟାଧୂପ ନୀତି ପରେ ଭଣ୍ଡାର ମେକାପ ସିଂହାସନ ତଳେ…
ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବିଲି ସମାରୋହ:ଏକତ୍ର ହେଲେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବିଲି ସମାରୋହର ସୋମବାର ଥିଲା ତୃତୀୟ ଦିବସ। ରବିବାର ଆଲୁମ୍ନି ମିଟ୍ ପରେ ସୋମବାର ଏକ ଅଦ୍ଭୂତପୂର୍ବ ପରିବେଶ ଦେଖିବାକୁ ମିଳିଥିଲା। ଏକତ୍ର ହୋଇଥିଲେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ। କାରଣ ତୃତୀୟ…
ଖର୍ଚ୍ଚ ପରିମାଣ ପ୍ରକାଶ କଲେ ଅର୍ଥମନ୍ତ୍ରୀ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା କେଉଁ ବିଭାଗ କେତେ ଖର୍ଚ୍ଚ କରିଛି, ସେ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ବିଧାନସଭାରେ ତଥ୍ୟ ରଖିଛନ୍ତି। ବିଜେଡି ବିଧାୟକ ଭୂପିନ୍ଦର ସିଂଙ୍କ ଏକ ତାରକା ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ ପୂଜାରୀ…
ଜଟଣୀ କୋର୍ଟରେ ପ୍ରଥମ ଦଣ୍ଡାଦେଶ
ଜଟଣୀ, ୨୬ା୧୧(ଡି.ଏନ.ଏ.): ଜଟଣୀ ଜେଏମ୍ଏଫ୍ସିରେ ଏକ ମାମଲାର ବିଚାର କରି ମାଜିଷ୍ଟ୍ରେଟ୍ ଧ୍ରୁବି ସୋଲାଙ୍କିରାୟ ରାୟ ପ୍ରକାଶ କରି ଜଣେ ବିଚାରାଧୀନ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ ଦେଇଛନ୍ତି। ଟ୍ରେନ୍ ଯାତ୍ରୀଙ୍କଠାରୁ ଚୋରି କରିବା ଘଟଣାରେ ବିଚାର ବିଭାଗୀୟ ହାଜତରେ ଥିବା କୃଷ୍ଣଚନ୍ଦ୍ର ରାଉତଙ୍କୁ…
ଖୋର୍ଦ୍ଧାରୋଡ଼ ଷ୍ଟେଶନରେ ମେମୁର ଗୋଟିଏ ବଗି ଲାଇନଚ୍ୟୁତ
ଜଟଣୀ,୨୬ା୧୧(ଡି.ଏନ.ଏ): ଖୋର୍ଦ୍ଧାରୋଡ଼ ରେଳ ଷ୍ଟେଶନରେ ସୋମବାର ସନ୍ଧ୍ୟାରେ ମେମୁ ଟ୍ରେନ୍ର ଏକ ବଗି ଲାଇନଚ୍ୟୁତ ହୋଇଥିଲା। ସନ୍ଧ୍ୟା ପ୍ରାୟ ୭ଟାରେ ଏହା ଘଟିଛି। ଷ୍ଟେଶନର ସିକ୍ ଲାଇନ୍ରେ ଏହା ହୋଇଛି। କେହି ଯାତ୍ରୀ ନ ଥିବା ଏହି ଟ୍ରେନ୍ର ବଗିଗୁଡ଼ିକ ଲାଇନ…
୨୦୧୯ ବିଶ୍ୱକପ୍ ସେମିଫାଇନାଲ ପରାଜୟକୁ ନେଇ କୋହଲି କହିଲେ, ମୁଁ ଅହଂକାରୀ ଥିଲି
ନୂଆଦିଲ୍ଲୀ, ୨୬।୧୨: ୨୦୧୯ରେ ଭାରତ ସବୁଫର୍ମାଟରେ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଇଂଲଣ୍ଡରେ ଆୟୋଜିତ ବିଶ୍ୱକପରେ ଖରାପ ପ୍ରଦର୍ଶନକୁ କେବେ ଭୁଲି ହେବ ନାହିଁ। ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ଏପର୍ଯ୍ୟନ୍ତ ଭୁଲିପାରି ନାହାନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏହି ପରାଜୟକୁ…
ମା’ ହେଲେ ରାଲି
ଢେଙ୍କାନାଳ: ଓଲିଉଡ ଅଭିନେତ୍ରୀ ରାଲି ନନ୍ଦ ସୋମବାର ମା’ ହୋଇଛନ୍ତି। ତାଙ୍କ କୋଳମଣ୍ଡନ କରିଛି ଏକ କନ୍ୟାସନ୍ତାନ। ଏହାପରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ‘କଳିଙ୍ଗପୁତ୍ର’ ସିନେମାରୁ ଚଳଚ୍ଚିତ୍ର ଜଗତରେ ପାଦ ଦେଇଥିବା ରାଲି ୨୦୧୪ ଜୁଲାଇ ୨ରେ ବ୍ୟାଙ୍କ…
Archives


