Home Left

ଦଳିତ ପରିବାରଙ୍କୁ ଗାଁ ରୁ ତଡ଼ିବା ଘଟଣା  ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ ନ ମାନିବାରୁ ପୁରୀ ଜିଲାପାଳଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ପୁରୀ ଜିଲା ବ୍ରହ୍ମଗିରି ନୂଆ ଗାଁର ୪ ଦଳିତ ପରିବାରକୁ ଗ୍ରାମର କେତେଜଣ ଲୋକ ମାଡ଼ ମାରି ତଡ଼ିବା ମାମଲାରେ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପୁରୀ ଜିଲାପାଳ ନିର୍ଦ୍ଦେଶ ମାନି ନ ଥିବାରୁ…

ଝିଅକୁ ଜିଦିଆ କହିଲେ ଗାଙ୍ଗୁଲି, ମିଳିଲା ଏମିତି ଉତ୍ତର

କୋଲକାତା, ୨୫।୧୧: ବିସିସିଆଇ ଅଧ୍ୟକ୍ଷ ହେବା ପରେ ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟରେ ନୂଆ ପରିବର୍ତ୍ତନ ଆଣୁଛନ୍ତି। ଏବେ ପ୍ରଥମଥର ଥର ପାଇଁ ଭାରତରେ ପିଙ୍କ୍‌ ବଲ୍‌ ଟେଷ୍ଟ ସଫଳତାର ସହ ଆୟୋଜନ କରାଯାଇଥିଲା। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚ୍‌କୁ…

ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିଲେ ସାନଭାଇ

କଟକ ଅଫିସ,୨୬ା୧୧: ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିବା ଅଭିଯୋଗରେ ଲାଲବାଗ ପୋଲିସ ଅଭିଯୁକ୍ତ ସାନଭାଇ ସୁକାନ୍ତ ସାମଲଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୋଗ ଅନୁଯାୟୀ, ଗତ ୨୧ ତାରିଖରେ ଉମାକାନ୍ତ ସାମଲଙ୍କ ସହ ସାନଭାଇ ସୁକାନ୍ତଙ୍କର କୌଣସି କାରଣକୁ ନେଇ…

ଭାଜପାକୁ ଝଟ୍‌କା ଦେବେକି ଅଜିତ !

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମହାଭାରତର ମଙ୍ଗଳବାର ଅନ୍ତ ଘଟିବ ବୋଲି ଆଲୋଚନା ହେଉଛି। କାରଣ ଏହାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ଦେବାର ଅଛି। ହେଲେ ଅନ୍ୟପଟେ ଅଜିତ୍‌ ପାଓ୍ବାର ଭାରତୀୟ ଜନତା ପାର୍ଟି(ଭାଜପା)କୁ ଝଟ୍‌କା ଦେଇପାରନ୍ତି ବୋଲି ମଧ୍ୟ ଆଲୋଚନା ହେଲାଣି।…

ଡକାୟତ ଗ୍ୟାଙ୍ଗ୍‌ ଠାବ, ୩ ଗିରଫ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ)/ ପାତ୍ରପଡ଼ା (ଡି.ଏନ୍‌.ଏ.):  କମିଶନରେଟ ପୋଲିସ ଆଖିରୁ ନିଦ ହଜାଇ ଦେଇଥିବା ଏକ ଡକାୟତ ଗ୍ୟାଙ୍ଗ୍‌କୁ ସ୍ପେଶାଲ ସ୍କ୍ବାଡ୍‌ ଠାବ କରିଛି। ଗ୍ୟାଙ୍ଗ୍‌ର ଦୁଇ ମୁଖ୍ୟଙ୍କ ସହ ଚୋରି ସାମଗ୍ରୀ କିଣିଥିବା ଜଣେ ରିସିଭରଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ…

ନକଲି କମର୍ସିଆଲ ଟ୍ୟାକ୍ସ ଅଫିସର ଗିରଫ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ନିଜକୁ ଜଣେ କମର୍ସିଆଲ ଟ୍ୟାକ୍ସ ଅଫିସର ଭାବେ ପରିଚୟ ଦେଉଥିଲେ। ମୋବାଇଲ୍‌ ନମ୍ବର ଟ୍ରୁ-କଲରରେ ନିଜର ଭିନ୍ନ ଭିନ୍ନ ନାମ ସହ କେତେବେଳେ ସରକାରୀ ଅଫିସର ତ ପୁଣି ଗୁଗୁଲ୍‌ର ସର୍କଲ ରିଜିଓନାଲ ମ୍ୟାନେଜର ବୋଲି ରଖୁଥିଲେ। ବଡ଼ ବଡ଼ ବ୍ୟବସାୟୀ…

ଜିଲା ଚିଠି : ଅସଜଡ଼ା ସ୍ବାସ୍ଥ୍ୟସେବା

ରାଜ୍ୟ ସରକାରଙ୍କ ପକ୍ଷରୁ ‘ମୋ ସରକାର’ ଯୋଜନା ଜିଲାର ପ୍ରତି ଡାକ୍ତରଖାନାରେ ଲାଗୁ କରାଯାଇଛି। ଏଥିପାଇଁ ସବୁଠି ତତ୍ପରତା ପ୍ରକାଶ ପାଇଛି। ତଥାପି ଜିଲାବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ମିଳୁ ନାହିଁ। କେଉଁଠି ଭିତ୍ତିଭୂମି ଅସଜଡ଼ା ଅବସ୍ଥାରେ ରହିଛି ତ ଆଉ କେଉଁଠି…

ସଦସ୍ୟତା ଅଭିଯାନର ସମୀକ୍ଷା କଲେ ନବୀନ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୂର୍ବାହ୍ନରେ ଦଳର ସଦସ୍ୟତା ସମ୍ପର୍କିତ ସମୀକ୍ଷା କରିଛନ୍ତି। ବୈଠକ ସମ୍ପର୍କରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ କହିଛନ୍ତି ଯେ, ପ୍ରତିଦିନ ତୃଣମୂଳସ୍ତରୀୟ ଲୋକଙ୍କ ସହ ଆହୁରି ଜଡିତ ହେବା ପାଇଁ…

ଓଡ଼ିଶାର ଅର୍ଥନୀତି ସ୍ଥିତି ଭଲ ଅଛି: ୮ହଜାର ୧୨୬ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌ ଅନୁମୋଦିତ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଧାନସଭାରେ ସୋମବାର ୮ ହଜାର ୧୨୬ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌କୁ ଅନୁମୋଦନ ମିଳିଛି। ଏହାକୁ ଆଗତ କରି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ, ଏହି ବିଲ୍‌କୁ ମଞ୍ଜୁର କରାଗଲେ ବିଭିନ୍ନ ଜନକଲ୍ୟାଣ ଓ ଉନ୍ନୟନମୂଳକ…

ପାର୍ଲାମେଣ୍ଟରେ ମହାରାଷ୍ଟ୍ର ତାତି: ହଟ୍ଟଗୋଳ ଯୋଗୁ ଉଭୟ ଗୃହ ମୁଲତବୀ

ନୂଆଦିଲ୍ଲୀ,୨୬ା୧୧(ପି.ଟି.): ମହାରାଷ୍ଟ୍ର ରାଜନୀତିକୁ ନେଇ ସୋମବାର ପାର୍ଲାମେଣ୍ଟରେ ଜୋରଦାର ହଟ୍ଟଗୋଳ ହେବା ପରେ ଉଭୟ ଗୃହକୁ ଦିନକ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଲୋକ ସଭାରେ କଂଗ୍ରେସ ପକ୍ଷରୁ ମହାରାଷ୍ଟ୍ର ଘଟଣାର ପ୍ରତିବାଦ କରାଯାଇଥିଲା। କଂଗ୍ରେସ ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଚାଲିଆସି…

୩ ଆଇଏସ୍‌ ସହଯୋଗୀ ଗିରଫ

ନୂଆଦିଲ୍ଲୀ,୨୬ା୧୧: ଆଇଏସ୍‌ ଆତଙ୍କବାଦୀଙ୍କ ସହ ସମ୍ପର୍କ ରଖିଥିବା ୩ ଆତଙ୍କବାଦୀଙ୍କୁ ବିସ୍ଫୋରକ ସହ ଦିଲ୍ଲୀ ପୋଲିସ ଆସାମ୍‌ର ଗୋଲ୍‌ପାରାରୁ ଗିରଫ କରିଛି। ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ କରିବା ଲାଗି ଏମାନେ ଯୋଜନା କରୁଥିଲେ ବୋଲି ଜଣାପଡ଼ିଛି। ଗିରଫ ରଣଜୀତ ଅଲି, ମୁକଦର…

ଆସିଗଲେ ଶୃଙ୍ଖଳିତ ସଦସ୍ୟ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଧାନସଭା ଗୃହ କାର୍ଯ୍ୟ ସୋମବାର ୩ଟାରେ ଆରମ୍ଭ ହେବା କ୍ଷଣି କଂଗ୍ରେସ ସଦସ୍ୟମାନେ ଜଗତ୍‌ସିଂହପୁର ବଳାତ୍କାର ଘଟଣାରେ ରୁଲିଂ ଦାବି କରି ଗୃହ ମଝିକୁ ଚାଲି ଆସିଥିଲେ। ବାଚସ୍ପତି କଂଗ୍ରେସର ୪ଜଣ ସଦସ୍ୟଙ୍କୁ ନିଜ ଆସନକୁ ଫେରିଯିବା ଲାଗି କହିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri