Home Left

ବ୍ୟାପମ୍‌ ଦୁର୍ନୀତି: ୩୧ ଜଣଙ୍କୁ ଜେଲ

ନୂଆଦିଲ୍ଲୀ,୨୬ା୧୧: ମଧ୍ୟପ୍ରଦେଶର ବହୁଚର୍ଚ୍ଚିତ ବ୍ୟାପମ୍‌ ନିଯୁକ୍ତି ଦୁର୍ନୀତି ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ୩୧ ଜଣଙ୍କୁ ଜେଲଦଣ୍ଡାଦେଶ ଦେଇଛନ୍ତି। ଗ୍ବାଲିୟରର ପ୍ରଦୀପ ତ୍ୟାଗୀଙ୍କୁୁ ୧୦ ବର୍ଷ ଜେଲ୍‌ ହୋଇଥିବାବେଳେ ଅନ୍ୟ ୩୦ ଜଣଙ୍କୁ ୭ ବର୍ଷ ଲେଖାଏ ଜେଲ୍‌ଦଣ୍ଡ ଭୋଗିବାକୁ ପଡିବ।…

ଆଜି ବିଧାନସଭାରେ ପାଳନ ହେବ ୭୦ତମ ସମ୍ବିଧାନ ଦିବସ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଭାରତର ୭୦ତମ ସମ୍ବିଧାନ ଦିବସ ମଙ୍ଗଳବାର ସାରା ଦେଶରେ ଅନୁଷ୍ଠିତ ହେବ। ସେହି ଅନୁଯାୟୀ ଏହି ଦିବସ ଓଡିଶା ବିଧାନସଭାରେ ମଧ୍ୟ ଅନୁଷ୍ଠିତ ହେବ। ଏହା ପାଳନ କରାଯିବା ଲାଗି ନୀତିଗତ ନିଷ୍ପତ୍ତି ନିଆଯାଇଛି। ଓଡିଶା ବିଧାନସଭାର କନ୍‌ଫରେନ୍ସିଂ ହଲ୍‌ରେ…

ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ ଜମି ହଡ଼ପ ଅଭିଯୋଗ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର…

ଭାଜପାକୁ ସହଯୋଗ: ମାମଲା ହଟିଲା

ମୁମ୍ବାଇ,୨୬ା୧୧(ପି.ଟି.): ମହାରାଷ୍ଟ୍ର ଜଳସେଚନ ପ୍ରକଳ୍ପ ଦୁର୍ନୀତିକୁ ନେଇ ୯ଟି ମାମଲାର ତଦନ୍ତକୁ ସୋମବାର ରାଜ୍ୟ ଦୁର୍ନୀତି ନିର୍ବାରଣ ବ୍ୟୁରୋ (ଏସିବି) ବନ୍ଦ କରିଦେଇଛି। କୌଣସି ଜଳସେଚନ ଦୁର୍ନୀତି ସହ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମ୍ପୃକ୍ତି ନ ଥିବା ଏସିବି ପକ୍ଷରୁ କୁହାଯାଇଛି।…

୮ ଜିଲାରୁ ୧,୭୫,୫୫୮ କୁଇଣ୍ଟାଲ ଧାନ ସଂଗୃହୀତ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ସାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଛି। ବରଗଡ, ସମ୍ବଲପୁର, କଳାହାଣ୍ଡି, ସୁବର୍ଣ୍ଣପୁର, ନୂଆପଡା, ବଲାଙ୍ଗୀର, ମାଲକାନଗିରି ଏବଂ କୋରାପୁଟ ଆଦି ଜିଲାରୁ ଧାନ କ୍ରୟ ଆରମ୍ଭ ହୋଇଛି। ଚଳିତ ମାସ ୨୫ ତାରିଖ ତଥା ସୋମବାର ସୁଦ୍ଧା…

ରାୟଗଡ଼ା ନିର୍ବାଚନ ମାମଲା: ୬ ସପ୍ତାହ ସମୟ ନେଲେ ବିଧାୟକ

କଟକ ଅଫିସ, ୨୬ା୧୧: ରାୟଗଡ଼ା ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ରୁଜୁ ମାମଲାରେ ବିଧାୟକ ମକରନ୍ଦ ମୁଦୁଲି ନିଜ ଓକିଲଙ୍କ ଜରିଆରେ ସୋମବାର ହାଜର ହୋଇଛନ୍ତି। ତେବେ ଜବାବ ରଖିବା ପାଇଁ ବିଧାୟକଙ୍କ ଓକିଲ ଗୋପାଳ ଅଗ୍ରୱାଲ ୬ ସପ୍ତାହ ସମୟ…

ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୧୯୮୮ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ୍‌ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମନୋଜ ବର୍ତ୍ତମାନ ଓଏସ୍‌ଏପିର ସ୍ବତନ୍ତ୍ର…

ଠିକାଦାର ମହାସଂଘର ଆମରଣ ଅନଶନ ଆରମ୍ଭ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ସୋମବାରଠାରୁ ଆମରଣ ଅନଶନ ଆରମ୍ଭ ହୋଇଛି। ରାଜ୍ୟର ୫ ହଜାରରୁ ଊର୍ଦ୍ଧ୍ୱ ଠିକାଦାର ବିଧାନସଭା ଘେରାଉ କରିବା ସହ ୧୦ ଦଫା ଦାବି ନେଇ ଧାରଣାରେ ବସିଛନ୍ତି। ବିଭାଗୀୟ କର୍ତ୍ତୃପକ୍ଷଙ୍କ…

୧୦ ସୁଦ୍ଧା କମିବ ପିଆଜ ଦର

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୧୦ରୁ ପିଆଜ ଦର କମିବା ସମ୍ଭାବନା ରହିଛି। କାରଣ ଇଜିପ୍ଟରୁ ସରକାର ପ୍ରାୟ ୧ ଲକ୍ଷ ୨୦ ହଜାର ଟନ୍‌ ପିଆଜ ଆମଦାନୀ କରିଛନ୍ତି। ଏହା ରବିବାର ଦେଶରେ ପହଞ୍ଚତ୍ ସାରିଛି। ଖୁବ୍‌ଶୀଘ୍ର ସାରା ଦେଶର…

ବଳାତ୍କାର ପ୍ରସଙ୍ଗରେ ଗୃହରେ ଝଡ଼

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅଧୀନ ତିରୁନା ଗ୍ରାମପଞ୍ଚାୟତର ତେନ୍ତୋଇ ଗ୍ରାମର ଜଣେ ଅନୁସୂଚିତ ଜାତି(ଏସ୍‌ସି) ଝିଅର ଆତ୍ମହତ୍ୟା ଘଟଣାକୁ ନେଇ ସୋମବାର ବିଧାନସଭାର ଶୂନ୍ୟକାଳରେ ହୋ ହଲ୍ଲା ଦେଖିବାକୁ ମିଳିଥିଲା। ନିକଟରେ ଇଂଲିଶ ଦୈନିକରେ ପ୍ରକାଶିତ ଏକ ଖବରକୁ…

ଛାତ୍ରୀ ବଳାତ୍କାର ମାମଲା ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୬ା୧୧-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ (ଏଡିଜେ) -୨ ଜଗଦୀଶ ପ୍ରସାଦ ମହାନ୍ତି ସୋମବାର ଏକ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଅଭିଯୁକ୍ତ ନରସିଂହ ଦାସଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ଜରିମାନା ବାବଦକୁ ୧୦…

ଇସ୍ତଫାପତ୍ର ଫେରାଇବାକୁ ଅଧ୍ୟକ୍ଷଙ୍କ ଦରଖାସ୍ତ ଧମକକୁ ଡରି ଦେଇଥିଲି ଇସ୍ତଫା: ସୂର୍ଯ୍ୟନାରାୟଣ

ପୁରୁଷୋତ୍ତମପୁର, ୨୬ା୧୧ (ଡି.ଏନ.ଏ.)-ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ବ୍ୟକ୍ତିଗତ କାରଣ ଦର୍ଶାଇ ଅକ୍ଟୋବର ୨୫ ତାରିଖରେ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ବିଡିଓଙ୍କ ସମେତ ଗଞ୍ଜାମ ଜିଲାପାଳ, ଛତ୍ରପୁର ଉପଜିଲାପାଳଙ୍କୁ ପ୍ରଦାନ କରିଥିଲେ। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri