ଟ୍ରାକ୍ଟର ଓଲଟି ଜଣେ ମୃତ, ୩ ଗୁରୁତର
ଯୋଡ଼ା,୨୫।୧୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କନକନା ଗ୍ରାମରେ ରବିବାର ରାତିରେ ଏକ ଧାନ ବୋଝେଇ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ…
୧.୨୦ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ: ଅଭିଯୁକ୍ତ ଗିରଫ
ରୂପ୍ସା, ୨୫।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରାଯାଇ ଜଣେ ବ୍ରାଉନ୍ସୁଗାର ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ବ୍ୟବସାୟୀ ହେଲେ ନିଶାକର ପାତ୍ର। ତାଙ୍କଠାରୁ ୧୨ଗ୍ରାମ୍ ବ୍ରାଉନ୍ସୁଗାର ଜବତ କରାଯାଇଛି। ଏହାର ମୂଲ୍ୟ…
ବ୍ୟାଙ୍କରୁ ଲୁଟ୍ ଉଦ୍ୟମ ବିଫଳ: ତଦନ୍ତ ଆରମ୍ଭ କଲା ସାଇଣ୍ଟିଫିକ୍ ଟିମ୍
ରୂପ୍ସା, ୨୫।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଢ଼ିହା ଏଚ୍ଡିଏଫ୍ସି ବ୍ୟାଙ୍କର ଝରକା ଗ୍ରୀଲ୍ ଭାଙ୍ଗି ରବିବାର ରାତିରେ ଦୁର୍ବୃତ୍ତମାନେ ଲୁଟ୍ ଉଦ୍ୟମ କରିଥିବା ଜଣାପଡ଼ିଛି। ସୋମବାର ଏହି ଘଟଣା ଜଣାପଡ଼ିବା ପରେ ବସ୍ତା ଏସ୍ଡିପିଓ ଜଳନ୍ଧର ଜାଲି, ଆଇଆଇସି ଧନେଶ୍ୱର ସାହୁ, ଏଏସ୍ଆଇ…
ହାତୀପଲ ଭାଙ୍ଗିଲେ ୨ ଘର
ବଡ଼ସାହି,୨୫ା୧୧(ସ୍ବ.ପ୍ର.)-ନୀଳଗିରି ବନାଞ୍ଚଳକୁ ଯିବା ବାଟରେ ଝାଡଖଣ୍ଡ ହାତୀପଲ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲ୍ଳକ ଜଙ୍ଗଲତଳି ଇଲାକାରେ ଉପଦ୍ରବ ଚଳାଇଛନ୍ତି। ରବିବାର ବିଳମ୍ବିତ ରାତିରେ ସେମାନେ ଭୀମଦା ପଞ୍ଚାୟତ ଦାସୀପୁର ଗ୍ରାମରେ ପଶି ଦୁଇଟି ଘର ଭାଙ୍ଗି ଧାନଚାଉଳ ନଷ୍ଟ କରିଦେଇଛନ୍ତି। ଗ୍ରାମର…
ମୟୂରଭଞ୍ଜ ମହୋତ୍ସବ ପାଇଁ କାର୍ନିଭାଲ ଶୋ’
ବାରିପଦା ଅଫିସ,୨୫।୧୧- ମୟୂରଭଞ୍ଜ ଜିଲାର କଳା ଓ ସଂସ୍କୃତି ନିଆରା। ଏହାର ଏକ ସ୍ବତନ୍ତ୍ର ପରିଚୟ ରହିଛି । ଏହିି କଳା ଓ ସଂସ୍କୃତିର ପ୍ରଚାର ପ୍ରସାର ଲାଗି ଅଭିନବ ପ୍ରୟାସ ଭାବେ ଆୟୋଜିତ ହେଉଥିବା ମୟୂରଭଞ୍ଜ ମହୋତ୍ସବ ଜନମାନସରେ ଏକ…
ନକଲି ଜର୍ଦ୍ଦା କାରଖାନା ଠାବ: ଜଣେ ଗିରଫ
ଭଦ୍ରକ ଅଫିସ, ୨୫ା୧୧- ଭଦ୍ରକ ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ମିର୍ଜାପୁର ଚିଡ଼ିଆମାରପଦାରେ ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ସେଠାରୁ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ଜର୍ଦ୍ଦା ସମେତ ପ୍ରସ୍ତୁତ ସାମଗ୍ରୀ ଜବତ କରିଛି…
ଶୀତଦିନେ ରାତିରେ ଶୋଇବା ପୂର୍ବରୁ ଏହାକୁ ପାଦରେ କରନ୍ତୁ ମାଲିସ୍ …
ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ରାତିରେ ଶୋଇବା ପୂର୍ବରୁ ପାଦରେ ମଏଶ୍ଚର ମାଲିସ କଲେ ସୁଫଳ ମିଳିଥାଏ। ସୋରିଷ ତେଳରେ ଦୁଇ କୋଲା ରସୁଣ ଫୁଟାଇ ଏହାକୁ ଉଷୁମ ଥିବା ସମୟରେ ପାଦ ଏବଂ…
କାଳିଆ ଟଙ୍କା ପାଇ ନ ଥିବା ହିତାଧିକାରୀଙ୍କ ଗଣଧାରଣା
କେସିଙ୍ଗା,୨୫।୧୧: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ବହୁ ହିତାଧିକାରୀ କାଳିଆ ଯୋଜନା ଟଙ୍କା ପାଇ ନ ଥିବା ପ୍ରତିବାଦରେ ସୋମବାର ବ୍ଲକ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିରୁ ବହୁ ଯୋଗ୍ୟ ହିତାଧିକାରୀ ବାଦ୍ ପଡିଥିବା ନେଇ ଏହି…
୧୫ ସ୍ତ୍ରୀଙ୍କ ପାଇଁ ଶହେ କୋଟିର କାର୍ କିଣିଲେ ଗରିବ ଦେଶର ରାଜା
ବିଶ୍ୱର ଗରିବ ଦେଶ ଭାବେ ବେଶ୍ ଜଣାଶୁଣା ଆଫ୍ରିକାର ସ୍ବାଜିଲାଣ୍ଡ ବା ଏବେକାର ଇସ୍ବାତିନି। ଏଠାରେ ୬୦ ପ୍ରତିଶତ ଲୋକ ଗରିବ ସୀମାରେଖା ତଳେ ରୁହନ୍ତି ବୋଲି କୁହାଯାଏ। ହେଲେ ଏଠାକାର ରାଜା ମସ୍ବତି-୩ ଖୁବ୍ ବିଳାସ ବ୍ୟସନରେ ଦିନ କାଟନ୍ତି।…
ବେଲି ହେବେ ଅଷ୍ଟ୍ରେଲିଆ ଦଳର ଚୟନକର୍ତ୍ତା
ବେଲବୋର୍ନ,୨୫।୧୧(ପି.ଟି.)- ପୂର୍ବତନ ସୀମିତ ଓଭର କ୍ରିକେଟର ଅଧିନାୟକ ଜର୍ଜ ବେଲି ଅଷ୍ଟ୍ରେଲିଆର ନୂଆ ଜାତୀୟ ଚୟନକର୍ତ୍ତା ହେବାକୁ ଯାଉଛନ୍ତି। ତାଙ୍କ ସହ ଚୟନ କମିଟିରେ କୋଚ୍ ଜଷ୍ଟିନ ଲାଙ୍ଗର ଓ ସିଏ ଅଧ୍ୟକ୍ଷ ଟ୍ରେଭର ହୋନ୍ସ ରହିବେ। ୩୭ ବର୍ଷୀୟ ବେଲି…
୩୭ ବର୍ଷୀୟ ଏହି କ୍ରିକେଟରଙ୍କ ପାଇଁ ଯୁବତୀ ଖୋଜୁଛନ୍ତି ହରଭଜନ ସିଂ
ଭାରତୀୟ ଦଳର ପୂର୍ବତନ କ୍ରିକେଟର ହରଭଜନ ସିଂ ସାଥୀ ଖେଳାଳି ଅମିତ ମିଶ୍ରଙ୍କ ବିବାହ ପାଇଁ ଯୁବତୀ ଖୋଜୁଛନ୍ତି। ଟୁଇଟରରେ ଭଜ୍ଜି ଏହି ସୂଚନା ଦେଇଛନ୍ତି। ନଭେମ୍ବର ୨୪ରେ ଅମିତ ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ହରଭଜନ ତାଙ୍କୁ…
‘ପାଣିପିଆ ଘଣ୍ଟା’ ଅଭିଯାନ: ଭିଭିଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ବାଜିଲା ଘଣ୍ଟା
ବ୍ରହ୍ମପୁର ଅଫିସ,୨୫।୧୧: ଛାତ୍ରୀଛାତ୍ରଙ୍କ ପାଇଁ ଗଞ୍ଜାମ ଜିଲାରେ ଏକ ଅଭିନବ ଅଭିଯାନ ଆରମ୍ଭ ହୋଇଛି। ପାଣି ପିଇବା ପାଇଁ ପିଲାମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ସୋମବାରଠାରୁ ‘ପାଣିପିଆ ଘଣ୍ଟା’ ଅଭିଯାନ ଆରମ୍ଭ ହୋଇଛି। ବ୍ରହ୍ମପୁରସ୍ଥିତ ଭିଭିଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲାପାଳ…
Archives


