Home Left

୧୪୨ ବର୍ଷ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ

କୋଲକାତା,୨୫।୧୧: ଇଡେନ ଗାର୍ଡେନ୍ସରେ ଟିମ ଇଣ୍ଡିଆ ତା’ର ପ୍ରଥମ ଦିବାରାତ୍ର ଟେଷ୍ଟରେ ବାଂଲାଦେଶକୁ ଇନିଂସ ଓ ୪୬ ରନରେ ଜିତି ଇତିହାସ ରଚିଛି। ଏହି ବିଜୟ ସହ ଭାରତ ଦୁଇମ୍ୟାଚ ବିଶିଷ୍ଟ ସିରିଜକୁ ୨-୦ରେ ପୋଛି ନେଇଛି। ଏହା ପୂର୍ବରୁ ଭାରତ…

ବାଚସ୍ପତିଙ୍କ ରୁଲିଂ ଦାବି କଲେ ବିରୋଧୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଜଗତସିଂହପୁର ଜିଲା ନୂଆଗାଁ ଅଞ୍ଚଳର ଏକ ଗ୍ରାମରେ ଜଣେ ଅନୁସୂଚିତ ଜାତି ଝିଅକୁ ଗଣବଳାତ୍କାର ହୋଇଥିବା ଖବର ଚର୍ଚ୍ଚାର କାରଣ ହୋଇଛି। ସୋମବାର ଏହାକୁ ନେଇ ବିରୋଧୀ ବିଧାନସଭାରେ ହଙ୍ଗାମା କରିଛନ୍ତି। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ…

ପ୍ରଥମଥର ଲାଗି ସଂସଦରେ ପ୍ରଶ୍ନ କଲେ ନାହିଁ ରାହୁଲ

ନୂଆଦିଲ୍ଲୀ,୨୫।୧୧: ସଂସଦର ଶୀତକାଳିନ ଅଧିବେଶନ ଚାଲିଥିବା ବେଳେ ମହାରାଷ୍ଟ୍ର ରାଜନୀତିକୁ ନେଇ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇ ଯାଇଛି। ସୋମବାର ଅଧିବେଶନ ଆରମ୍ଭ ହେବା ପରେ କଂଗ୍ରେସ ମହାରାଷ୍ଟ୍ର ରାଜନୀତିକୁ ନେଇ ବିରୋଧ ପ୍ରଦର୍ଶନ କରିଥିଲା। ଏହାପରେ ଲୋକସଭା ଅଧ୍ୟକ୍ଷ ଓମ୍‌…

ଓଜନ କମାଇବାର ସହଜ ଉପାୟ

ଓଜନ କମାଇବାର ଏକ ସହଜ ତଥା ସରଳ ଉପାୟ ରହିଛି। ପୁଣି ଏଥିପାଇଁ ଅଧିକ ପରିଶ୍ରମ ମଧ୍ୟ କରିବାକୁ ପଡ଼ିବ ନାହିଁ। ବାସ୍‌, ପ୍ରତିଦିନ ଗୋଟିଏ କାମ ହିଁ କରିବାକୁ ପଡ଼ିବ। ତାହା କ’ଣ ଜାଣନ୍ତି ? ତଳେ ବସି ଖାଇବା।…

ଉପକାରୀ ପାଚିଲା କଦଳୀ

କେବଳ କଞ୍ଚା ନୁହେଁ, ପାଚିଲା କଦଳୀରେ ମଧ୍ୟ ସ୍ବାସ୍ଥ୍ୟୋପକାରୀଗୁଣ ଭରି ରହିଛି। ସେ ସମ୍ପର୍କରେ ଟିପ୍ସ.. ପ୍ରମୁଖ ଉତ୍ସ ହେଉଛି ପାଚିଲା କଦଳୀ। ଆପଣଙ୍କର ଭୋକଜନିତ ସମସ୍ୟା ରହିଛି କି ? ଯଦି ହଁ, ତେବେ ପାଚିଲା କଦଳୀକୁ ଖାଦ୍ୟ ତାଲିକାରେ…

ବ୍ଲଡ୍‌ କ୍ୟାନ୍‌ସର

‘କ୍ୟାନ୍‌ସର : ନୋ ଆନ୍‌ସର’ ବୋଲି ଅନେକଙ୍କ ମନରେ ଧାରଣା ରହିଛି। ହେଲେ ପ୍ରାରମ୍ଭିକ ସ୍ତରରେ ଏହା ଚିହ୍ନଟ ହୋଇ ଉପଯୁକ୍ତ ଚିକିତ୍ସା କରାଯାଇପାରିଲେ କେତେକ କ୍ଷେତ୍ରରେ କ୍ୟାନ୍‌ସରରୁ ଆରୋଗ୍ୟ ମିଳିବାର ଉଦାହରଣ ରହିଛି। ହେଲେ ଏହା ଯଦି ଗୁରୁତର ଅବସ୍ଥାରେ…

ସ୍ବାସ୍ଥ୍ୟସେବାର ପରିପ୍ରକାଶ

‘ସ୍ବାସ୍ଥ୍ୟ ସାଧାରଣତଃ ଶାରୀରିକ, ମାନସିକ ଓ ସାମାଜିକ ସ୍ତରର ସୁସ୍ଥତାକୁ ବୁଝାଇଥାଏ। ଏହା ସହ ମଧ୍ୟ ‘ଆଧ୍ୟାତ୍ମିକ’ ସ୍ବାସ୍ଥ୍ୟକୁ ଅଣାଯାଇପାରିବ। ସୁସ୍ଥ ନାଗରିକମାନେ ଦେଶର ମୂଳଧନ ଓ ସମ୍ବଳ। ସେମାନେ କାର୍ଯ୍ୟକ୍ଷମ ହେଲେ ଦେଶର ଆର୍ଥିକ ମାନଦଣ୍ଡ ମଜଭୁତ ହେବ। କୃଷି,…

ନୀଳଗିରିକୁ ପଶିଲେ ୪୫ରୁ ଊର୍ଦ୍ଧ୍ୱ ହାତୀ, ଲୋକେ ଆତଙ୍କିତ

ସଜନାଗଡ଼,୨୫।୧୧(ଡି.ଏନ୍‌.ଏ.): ଝାଡ଼ଖଣ୍ଡ ଜଙ୍ଗଲରୁ ନିୟମିତ ଭାବେ ୨୦୧୦ ମସିହାରୁ ହାତୀପଲ ବାଲେଶ୍ୱର ଜିଲା ନୀଳଗିରି ବନାଞ୍ଚଳକୁ ଚାଲିଆସୁଛନ୍ତି। ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ହାତୀପଲ ଆସି ଓଡ଼ିଶା ସୀମା ପାର ହୋଇ ମୟୂରଭଞ୍ଜରେ ଥିବାବେଳେ ସୋମବାର ଭୋରରେ ହାତୀପଲ ନୀଳଗିରି ରେଞ୍ଜ ଅଧୀନ…

ସବୁ ଫର୍ମାଟରେ ବିରାଟ ଶ୍ରେଷ୍ଠ: ମାଇକେଲ ଭନ

ଲଣ୍ଡନ,୨୫।୧୧: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଜୀବନର ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ବାଂଲାଦେଶ ବିପକ୍ଷ ପିଙ୍କ୍‌ ବଲ ଟେଷ୍ଟର ଦ୍ୱିତୀୟ ଦିନରେ ନିଜ ଟେଷ୍ଟ କ୍ୟାରିୟରର ୨୭ତମ ଟେଷ୍ଟ ଶତକ ହାସଲ କରିଛନ୍ତି। ବିରାଟଙ୍କ ଫର୍ମ ଦେଖି…

ତେଲର ବିଜ୍ଞାପନ ପାଇଁ ବଲିଉଡ୍‌ ଅଭିନେତାଙ୍କ ଉପରେ ୨୦ ହଜାର ଟଙ୍କା ଜରିମାନା

ମୁମ୍ବାଇ,୨୫।୧୧: ବଲିଉଡ୍‌ ଅଭିନେତା ଗୋବିନ୍ଦା ଓ ଜ୍ୟାକି ଶ୍ରଫ ଦରଜ ଭଲ ହେବା ତେଲର ଏକ ବିଜ୍ଞାପନରେ କାମ କରିଥିଲେ। ହେଲେ ଏବେ ଏହା ତାଙ୍କୁ ଅଡୁଆରେ ପକାଇ ଦେଇଛି। ଜଣେ ଉପଭୋକ୍ତା ଉକ୍ତ ତେଲ ବ୍ୟବହାର କରି ଦରଜ ଭଲ…

ବିନା ବର୍ଷାରେ ବେଙ୍ଗାଲୁରୁରେ ବନ୍ୟା: ୨୫୦ରୁ ଅଧିକ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୨୫।୧୧: ବିନା ବର୍ଷାରେ ବେଙ୍ଗାଲୁରୁରେ ବନ୍ୟା ଦେଖାଦେଇଛି। ଏଠାରେ ଥିବା ହୁଲିମାଓ୍ବୁ ହ୍ରଦର ବନ୍ଧ ଭାଙ୍ଗିଯିବାରୁ ପ୍ରବଳବେଗରେ ପାଣି ସହର ମଧ୍ୟରେ ପ୍ରବେଶ କରିଥିଲା। ତଳିଆ ଅଞ୍ଚଳରେ ଥିବା ୨୫୦ରୁ ଅଧିକ ଲୋକଙ୍କ ଘରେ ପାଣି ପଶିଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।…

ଦୁର୍ଦ୍ଦାନ୍ତ ଅପରାଧୀ ଶିବା ଏନକାଉଣ୍ଟରରେ ଆହତ

ରାୟଗଡ଼ା ଅଫିସ, ୨୫।୧୧: ହାଡ଼ପା ଶିବା ନାମକ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାୟଗଡ଼ା ପୋଲିସ ରବିବାର ରାତିରେ ଏନକାଉଣ୍ଟର କରିଛି। ଶିବାଙ୍କ ନାମରେ ୫୦ରୁ ଅଧିକ ମାମଲା ରହିଛି। ଗତ ୧୯ ତାରିଖରେ ସୁବର୍ଣ୍ଣପୁରର ଯୁବକ ବିଭୁତି ପୁଜାରୀ (୧୯) ଧାନବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri