ପରବର୍ତ୍ତୀ ଚ୍ୟାଲେଞ୍ଜ୍ ବାଚସ୍ପତି ନିର୍ବାଚନ
ମୁମ୍ବାଇ,୨୫ା୧୧: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଯୁଦ୍ଧ ପରିପ୍ରେକ୍ଷୀରେ ଭାଜପା, ଶିବସେନା, ଏନ୍ସିପି ଓ କଂଗ୍ରେସ ଆଗରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ହେଉଛି ବାଚସ୍ପତି ନିର୍ବାଚନ। ଆସନ୍ତା ସପ୍ତାହରେ ଆରମ୍ଭ ହେବାକୁ ଥିବା ବିଧାନସଭା ଅଧିବେଶନ ବେଳେ କେଉଁ ଦଳରୁ ବାଚସ୍ପତି ହେବେ…
ପାଓ୍ବାର, ଉଦ୍ଧବଙ୍କୁ ଜଣାଇଲେ ଏନ୍ସିପି ବିଧାୟକ: ମନ୍ତ୍ରୀପଦ ଯାଚୁଛନ୍ତି ଅଜିତ
ମୁମ୍ବାଇ,୨୫ା୧୧: ଏନ୍ସିପି ମୁଖ୍ୟ ଶରଦ ପାଓ୍ବାର ଓ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍ରେ ରବିବାର ଏନ୍ସିପି ବିଧାୟକମାନଙ୍କୁ ମୁମ୍ବାଇର ନେରେସାଁ ହୋଟେଲରେ ସାକ୍ଷାତ କରିଛନ୍ତି। ବର୍ତ୍ତମାନର ରାଜନୈତିକ ସ୍ଥିତିରେ ବିଧାୟକମାନେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି କି ବୋଲି ପାଓ୍ବାର…
ରାଣେଙ୍କୁ ସଂଖ୍ୟା ଯୋଗାଡ଼ ଦାୟିତ୍ୱ
ମୁମ୍ବାଇ,୨୫ା୧୧: ଦେବେନ୍ଦ୍ର ଫଡ୍ନବିସ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସତ, କିନ୍ତୁ ସରକାରକୁ ତିଷ୍ଠାଇ ରଖିବା ପାଇଁ ଆବଶ୍ୟକ ସଂଖ୍ୟାବଳ ଥିବା ଭଳି ମନେହେଉନାହିଁ। ଶିବସେନା-ଏନ୍ସିପି-କଂଗ୍ରେସ ପକ୍ଷରୁ ତୁରନ୍ତ ଆସ୍ଥାଭୋଟ ପାଇଁ ପିଟିଶନ ଦାଏର ହୋଇଥିବାରୁ ସୁପ୍ରିମକୋର୍ଟ ଫଡ୍ନବିସଙ୍କୁ କୌଣସି…
ପ୍ରାକୃତିକ ବିପତ୍ତି: ୪ ବର୍ଷରେ ଗଲାଣି ୬୨୨୮ ଜୀବନ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବିଭିନ୍ନ ସମୟରେ ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୪ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୬୨୨୮ ଜଣଙ୍କ ଜୀବନ…
ମୃତ୍ୟୁ ପ୍ରମାଣ ପତ୍ର ମାଗିବାରୁ ମୃତଦେହ ସହ ବୀମା କାର୍ଯ୍ୟାଳୟ ପହଞ୍ଚିଲେ ପରିଜନ
କୌଣସି ବ୍ୟକ୍ତିଙ୍କର ଯଦି ବୀମା କରାଯାଇଥିବା ତେବେ ମୃତ୍ୟୁ ପରେ ପରିଜନ ଏହାର ପ୍ରମାଣ ଦେଇ ଲାଭ ରାଶି ଉଠାଇ ପାରିବେ। ହେଲେ ଦକ୍ଷିଣ ଆଫ୍ରିକାରେ ଏମିତି ଏକ ଘଟଣା ଘଟିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏକ ବୀମା କମ୍ପାନୀ…
୨୦ ମିନିଟ୍ରେ ୨୦ ଟୁଇଟ୍
ମୁମ୍ବାଇ,୨୫ା୧୧: ଏନ୍ସିପି ବିଧାୟକ ଦଳ ନେତା ପଦରୁ ହଟିବା ପରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ରବିବାର ୨୦ ମିନିଟ୍ ମଧ୍ୟରେ ୨୦ଥର ଟୁଇଟ୍ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ମହାରାଷ୍ଟ୍ରରେ…
ଖାରଜ ହୋଇପାରେ ପିଟିଶନ୍
ନୂଆଦିଲ୍ଲୀ,୨୫ା୧୧ (ଆଇଏଏନ୍ଏସ୍): ମହାରାଷ୍ଟ୍ର ରାଜ୍ୟପାଳଙ୍କ ବିରୋଧରେ ତିନିଦଳର ରିଟ୍ ପିଟିଶନକୁ ସୁପ୍ରିମକୋର୍ଟ ଶୁଣାଣି ପାଇଁ ଗ୍ରହଣ କରିଥିଲେ ହେଁ ଏହାର କୌଣସି ସାମ୍ବିଧାନିକ ଭିତ୍ତି ନ ଥିବାରୁ ସ୍ବତନ୍ତ୍ର ଖଣ୍ଡପୀଠ ଏହାକୁ ଖାରଜ କରିଦେଇପାରନ୍ତି ବୋଲି ଆଇନଜୀବୀ ବିରାଗ ଗୁପ୍ତା କହିଛନ୍ତି।…
ବିଏସ୍ଏନ୍ଏଲ୍ କର୍ମଚାରୀ ସଂଘର ଆମରଣ ଅନଶନ ଆଜି
ନୂଆଦିଲ୍ଲୀ,୨୫-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍ଏନ୍ଏଲ୍) କର୍ମଚାରୀ ସଂଘ ଦେଶବ୍ୟାପୀ ନଭେମ୍ବର ୨୫(ସୋମବାର)ରେ ଆମରଣ ଅନଶନ କରିବେ। ସ୍ବେଚ୍ଛାକୃତ ଅବସର ଯୋଜନା(ଭିଆର୍ଏସ୍) ନେବାକୁ କମ୍ପାନୀ ପରିଚାଳନା କର୍ତ୍ତୃପକ୍ଷ କର୍ମଚାରିଙ୍କୁ ବାଧ୍ୟ କରାଉଥିବା ସଂଘ ପକ୍ଷରୁ କୁହାଯାଇଛି। ଭିଆର୍ଏସ୍ ନ ନେଲେ…
ପୂର୍ବ ଶତ୍ରୁତାରୁ ଗୁଳିମାଡ଼: ଜଣେ ଗୁରୁତର, ଦୁଇ ଅଟକ
ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଛି। ଗୁଳିମାଡରେ ପାତ୍ରପଡ଼ା ଗ୍ରାମର ଧରଣୀଧର ସାହୁ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ଦୁଇଟି ଗାଡ଼ିରେ କିଛି ଯୁବକ ଧରଣୀଧରଙ୍କ…
ମହାରାଷ୍ଟ୍ରରେ ହୋଟେଲ ରାଜନୀତି: କଂଗ୍ରେସର ଅଭିଯୋଗ; ଭାଜପା ଚଳାଇଛି ଘୋଡ଼ାବେପାର ଉଦ୍ୟମ
ମୁମ୍ବାଇ,୨୫ା୧୧: ମହାରାଷ୍ଟ୍ରର ଭାଜପା ନେତୃତ୍ୱାଧୀନ ସରକାରକୁ ଆସ୍ଥାଭୋଟର ସମ୍ମୁଖୀନ ହେବା ପାଇଁ ସୋମବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇପାରନ୍ତି। ଏଭଳି ସମୟରେ ଭାଜପା ପକ୍ଷରୁ ଘୋଡ଼ାବେପାର ଉଦ୍ୟମ ଚାଲିଥିବା କଂଗ୍ରେସ ଅଭିଯୋଗ ଆଣିଛି। ବରିଷ୍ଠ କଂଗ୍ରେସ ନେତା ଅଶୋକ ଚଭନ କହିଛନ୍ତି, ଭାଜପା…
ହୀରାକୁଦରେ ହେବ ନୂତନ ସ୍ପିଲଓ୍ବେ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ହୀରାକୁଦ ବନ୍ଧର ଦୀର୍ଘ ମିଆଦୀ ନିରାପତ୍ତା ପାଇଁ ରାଜ୍ୟ ସରକାର ସ୍ପିଲଓ୍ବେ ନିର୍ମାଣ କରୁଛନ୍ତି। ସମାନଭାବେ ଆଉ ଏକ ସ୍ପିଲଓ୍ବେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରି ହୀରାକୁଦ ବନ୍ଧର ନିରାପତ୍ତା ଉପରେ ଗୁରୁତ୍ୱ ଦେବାକୁ ବିଶ୍ୱ ବ୍ୟାଙ୍କ ରାଜ୍ୟ ସରକାରଙ୍କୁ…
ମୂଳା ସହ ଏସବୁ ଖାଦ୍ୟ ମନା
ଅଧିକାଂଶ ସମୟରେ ମୂଳାକୁ ସାଲାଡ ଭାବେ ଖିଆଯାଇଥାଏ। କିନ୍ତୁ ଏମିତି କିଛି ଖାଦ୍ୟ ଅଛି ଯାହାକୁ ଏକାଠି ଖାଇବା କ୍ଷତିକାରକ ବୋଲି କୁହାଯାଏ। ବିଶେଷ କରି ମୂଳାକୁ କେତେଗୁଡିଏ ଖାଦ୍ୟ ସହ ଖାଇବାକୁ ଆୟୁର୍ବେଦରେ ବାରଣ କରାଯାଇଛି। କ୍ଷୀର: ମୂଳା ବା…
Archives


