Home Left

ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

ବାରାଣସୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ନିର୍ବାଚନ ମଣ୍ଡଳୀ ବାରାଣସୀ ଗସ୍ତ କରିଛନ୍ତି। ସେଠାରେ ସେ ଭାରତୀୟ ଜନ ସଂଘର ମୁଖ୍ୟ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ୬୩ ଫୁଟ ଉଚ୍ଚତାର ଏକ ବ୍ରୋଞ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଗସ୍ତ…

ବିଧାୟକ ପ୍ରତିନିଧିଙ୍କ ଭାଇଙ୍କୁ ଅପହରଣ: ବ୍ୟବହୃତ ଗାଡି ଜବତ

ବାସୁଦେବପୁର,୧୬।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାଶଙ୍କ ବଡ଼ ଭାଇ ଅଶୋକ କୁମାରଙ୍କୁ ଶନିବାର ରାତିରେ ଅପହରଣ କରାଯାଇଥିବା ବାସୁଦେବପୁର ଥାନାରେ ଅଭିଯୋଗ ହୋଇଛି। ଖବରପାଇ ପୋଲିସ ତନାଘନା ଆରମ୍ଭ କରିବା ପରେ ସୋର ପୋଲିସ ସହାୟତାରେ…

ଦେହରେ କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ମହାକାଳପଡ଼ା,୧୬।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବରକନ୍ଧା ପଞ୍ଚାୟତ ଛେଡାକଣି ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ବିପିନ ସାହୁଙ୍କ ସ୍ତ୍ରୀ ଊର୍ମିଳା ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ…

କେଜରିଓ୍ବାଲଙ୍କ କ୍ୟାବିନେଟରେ ନାହାନ୍ତି କେହି ମହିଳା

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ଚଳିତ ୨୦୨୦ ଦିଲ୍ଲୀ ବିଧାନସଭା ନିର୍ବାଚନରେ କ୍ଲିନ ସୁଇପ କରିଥିବା ବେଳେ ମୋଟ ୭୦ ଆସନରୁ ଏଏପିକୁ ମିଳିଛି ୬୨। ରବିବାର ଦଳ ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ…

ମୋଦିଙ୍କ ଆଶୀର୍ବାଦ ଭିକ୍ଷା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୨: ଐତିହାସିକ ରାମଲୀଳା ମଇଦାନରେ ତୃତୀୟଥର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଶପଥ ଗ୍ରହଣ କରରିଛନ୍ତି। ଏହି ଶପଥଗ୍ରହଣ ଉତ୍ସବରେ ହଜାର ହଜାର ସଂଖ୍ୟାରେ ସାଧାରଣ ଜନତା ଯୋଗ ଦେଇଥିବା ବେଳେ ସେ…

ହ୍ୟାକ୍‌ ହେଲା ଅଲିମ୍ପିକ୍ସ, ଆଇଓସି ଆକାଉଣ୍ଟ

ଟୋକିଓ,୧୬।୨- ଅଲିମ୍ପିକ୍ସ ଓ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି)ର ଅଫିସିଆଲ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଯାଇଛି। ଏଥିଯୋଗୁ ଆକାଉଣ୍ଟକୁ ସାମୟିକ ଭାବେ ଲକ୍‌ କରିଦିଆଯାଇଛି। ଏ ନେଇ ଟୁଇଟର ପକ୍ଷରୁ ସ୍ପଷ୍ଟ କରାଯାଇଛି। ତୃତୀୟ ପ୍ଲାଟଫର୍ମ ଦ୍ୱାରା ହ୍ୟାକ ହୋଇଥିବା ସୋସିଆଲ…

ଫ୍ରିରେ ମିଳିବ କେଜରିଓ୍ବାଲଙ୍କ ଭଲପାଇବା

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାମଲୀଳା ମଇଦାନରେ ଆୟୋଜିତ ଏହି ଶପଥ ଗ୍ରହଣ ସମାରୋହରେ ହଜାର ହଜାର ଜନତା ରୁଣ୍ଡ ହୋଇଥିବା ଦେଖାଯାଇଥିଲା। ଶପଥ ନେବା ପରେ…

କାମ ପଡ଼ିଲେ ଆସନ୍ତୁ ମୋ ପାଖକୁ, ଧର୍ମ-ପାର୍ଟିର ନାହିଁ ବାରଣ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୨: ଅରବିନ୍ଦ କେଜରିଓ୍ବାଲ ନିଜର ତୃତୀୟ ଇନିଂସ୍‌ ରବିବାର ଆରମ୍ଭ କରିଛନ୍ତି। ରାମଲୀଳା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାପରେ ସେ କହିଛନ୍ତି ଯେ, କାମ ପଡ଼ିଲେ ଆପଣମାନେ ମୋ ପାଖକୁ ଆସିପାରିବେ। ଏଥି ପାଇଁ ଧର୍ମ ଅବା ପାର୍ଟିର କୌଣସି…

ଅଧ୍ୟାପିକାଙ୍କୁ ବଞ୍ଚାଇଦେଲେ ଆର୍‌ପିଏଫ୍‌ କନ୍‌ଷ୍ଟେବଳ: ଖସି ପଡି ଟ୍ରେନ ତଳକୁ ଯିବା ପୂର୍ବରୁ ଉଦ୍ଧାର କଲେ ସୁବ୍ରତ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଜଣେ ଅଧ୍ୟାପିକା ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଟ୍ରେନ୍‌ ତଳକୁ ଖସିଯିବାବେଳେ ଦେବଦୂତ ସାଜି ତାଙ୍କ ଜୀବନ ବଞ୍ଚାଇଛନ୍ତି ଜଣେ ଆର୍‌ପିଏଫ୍‌ କନ୍‌ଷ୍ଟେବଳ। ଶନିବାର ଅପରାହ୍ନ ୩ଟା ୨୦ରେ ଘଟିଛି ଏହି ଘଟଣା। ଅଧ୍ୟାପିକା ଜଣକ ହେଲେ…

ପାହାଡ଼ ଉପରେ ଗଡ଼ିବ ଟ୍ରେନ୍‌

ଉତ୍ତରାଖଣ୍ଡ: ପାହାଡ଼ ଉପରେ ନ୍ୟାରୋଗେଜ୍‌ ହେଉ କି ମିଟରଗେଜ୍‌ ପ୍ରଥମ ଥର ପାଇଁ ଟ୍ରେନ୍‌ ଗଡ଼ିବ। ଘଣ୍ଟାପ୍ରତି ଏହା୧୦୦ କିଲୋମିଟର ବେଗରେ ଗତିକରିବ। ପ୍ରଥମେ ବ୍ରଡ୍‌ଗେଜ୍‌ ରେଲ୍‌ଓ୍ବେ ଟ୍ରାକ୍‌ ୬୩ କିଲୋମିଟର ଲମ୍ବ ପଞ୍ଜାବର ଭାନୁପଲ୍ଲୀରୁ ହିମାଚଳର ବିଳାସପୁର ପର୍ଯ୍ୟନ୍ତ ଏହା…

ମାର୍ଚ୍ଚ ୧ରୁ ଚେପକରେ ଧୋନୀ

ଚେନ୍ନାଇ,୧୬।୨- ଆଇସିସି ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରକୁ ନେଇ ଅନିଶ୍ଚିତତା ଲାଗି ରହିଛି। ତାଙ୍କ ଅବସର ନେଇ କିଛି ସ୍ପଷ୍ଟ ନ ଥିବାବେଳେ ସେ ଚେନ୍ନାଇ ସୁପର କିଙ୍ଗ୍ସ…

କରୋନା ସଂକ୍ରମଣ ଭୟ: ଚାଇନା ନୋଟ୍‌, କଏନ୍‌କୁ ଗୋଦାମରେ ଅଲଗା ରଖାଯାଉଛି

ବେଜିଂ,୧୬।୨: ଚାଇନାରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ପୃଥିବୀର ୨୭ରୁ ଅଧିକ ଦେଶରେ ଏହା ସଂକ୍ରମିତ ହୋଇଛି। ତେବେ ଏବେ ଚାଇନା ନୋଟ୍‌ ଓ କଏନ୍‌କୁ ନେଇ ସତର୍କ ରହିବାକୁ କୁହାଯାଉଛି। ଏହା ଦ୍ୱାରା କରୋନା ସଂକ୍ରମଣ ହେବାର ଆଶଙ୍କା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?