ମୋଦିଙ୍କୁ ଧନ୍ୟବାଦ ଦେଲେ ଅଜିତ
ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ରବିବାର ଅଜିତ୍ ପାଓ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି ମହାରାଷ୍ଟ୍ରରେ ଏକ ସ୍ଥାୟୀ ସରକାର ଗଠନ ହୋଇଛି। ଆଉ ମହାରାଷ୍ଟ୍ରବାସୀଙ୍କ କଲ୍ୟାଣ ପାଇଁ ଏହା…
ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କୋହଲି
କୋଲକାତା,୨୪।୧୧- ଦେଶର ପ୍ରଥମ ଭାରତୀୟ ଅଧିନାୟକ ଭାବେ ବିରାଟ କୋହଲି ରବିବାର କ୍ରମାଗତ ୭ ଟେଷ୍ଟ ଜିତି ରେକର୍ଡ କରିଛନ୍ତି। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଦିବାରାତ୍ର ଟେଷ୍ଟକୁ ଭାରତ ଏକ ଇନିଂସ ଓ ୪୬ ରନ୍ରେ ମ୍ୟାଚ୍ ଜିତି ନେଇଛି।…
ମହାରାଷ୍ଟ୍ର ରାଜନୀତିକୁ ନେଇ ଭାଇରାଲ ହେଉଛି ରାକ୍ଷୀ ସାଓ୍ବନ୍ତଙ୍କ ଭିଡିଓ
ମୁମ୍ବାଇ: ବଲିଉଡ୍ ଡ୍ରାମା କୁଇନ୍ ରାକ୍ଷୀ ସାଓ୍ବନ୍ତ ଏମିତି ଜଣେ ଅଭିନେତ୍ରୀ ଯେ ସବୁବେଳେ ପ୍ରତିଦିନର ଘଟଣା ଉପରେ ନଜର ରଖିଥାଆନ୍ତି। କେବଳ ସେତିକି ନୁହେଁ ଅଧିକାଂଶ ଘଟଣାକୁ ନେଇ ସେ ନିଜର ମତ ମଧ୍ୟ ଦେଇଥାଆନ୍ତି। ଏବେ ମହାରାଷ୍ଟ୍ର ରାଜନୀତି…
ଇରାନ ସୌଦି ଉପରେ ବଡ଼ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି: ଆମେରିକା
ଓ୍ବାଶିଂଟନ,୨୪।୧୧: ଇରାନ ସୌଦି ଉପରେ ବଡ଼ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି। ଏନେଇ ଆମେରିକା ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଇରାନ ସୌଦିର ବୃହତ୍ ତୈଳ କମ୍ପାନୀ ସୌଦି ଆର୍ମାକୋ ଉପରେ ଆକ୍ରମଣ କରିପାରେ ବୋଲି ଜେନେରାଲ କେନ୍ନିଥ୍ ଏଫ୍.…
ନିକ୍ଙ୍କ ସହ କେବେବି ଗୀତ ଗାଇବାକୁ ଚାହାଁନ୍ତି ନାହିଁ ପ୍ରିୟଙ୍କା
ମୁମ୍ବାଇ: ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ନିଜ ଅଭିନୟକୁ ନେଇ ବେଶ୍ ଚର୍ଚ୍ଚିତ। କେବଳ ଅଭିନୟ ନୁହେଁ ସେ ଫିଲ୍ମରେ କେତୋଟି ଗୀତ ମଧ୍ୟ ଗାଇଛନ୍ତି। ଯାହା ଶ୍ରୋତା ତଥା ଦର୍ଶକଙ୍କୁ ପସନ୍ଦ ଆସିଛି। ଏବେ ତାଙ୍କ ପ୍ରଶଂସକମାନେ ଅପେକ୍ଷା…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଝିଅ ମୃତ, ମା’ ଗୁରୁତର, ହସ୍ପିଟାଲରେ ଛାଡ଼ି କାର୍ ସହ ଚାଳକ ଫେରାର
ପାଟଣା,୨୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ବାଉଁଶୁଳିଛକ ନିକଟରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ୮ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ…
ରାତାରାତି ବାଜି ଓଲଟ ପାଲଟରେ ଓସ୍ତାଦ ମୋଦି-ଶାହ
ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ପ୍ରତିଦିନ ଟୁଇଷ୍ଟ ଦେଖିବାକୁ ମିଳୁଥିଲା। ହେଲେ ରାତାରାତି ସବୁକିଛି ହୋଇଗଲା ଓଲଟ ପାଲଟ। ନଭେମ୍ବର ୨୩ ସକାଳେ ଏମିତି ଖବର ଆସିଲା ଯାହା ସମସ୍ତଙ୍କୁ ଚମକାଇ ଦେଲା। ସଂଖ୍ୟା ଗରିଷ୍ଠତା ନ ଥାଇ ମଧ୍ୟ…
ଦାରିଙ୍ଗବାଡ଼ି ଥାନା ଏଏସ୍ଆଇଙ୍କ ଦେହାନ୍ତ: ବିଭିନ୍ନ ମହଲରେ ଶୋକ
ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାର କାର୍ଯ୍ୟରତ ଏଏସ୍ଆଇ ଆର୍. ଭୀମ୍ମାରାଓ ରେଡ୍ଡୀଙ୍କ ଶନିବାର ସନ୍ଧ୍ୟା ସମୟରେ ବ୍ରହ୍ମପୁରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଭୀମ୍ମାରାଓ ଶୁକ୍ରବାର ହଠାତ୍ ଅସୁସ୍ଥ ହୋଇ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…
ଏନ୍ଆର୍ସି ଭୟ: ବାଂଲାଦେଶ ସୀମାରେ ୩ ସପ୍ତାହରେ ୩ ଶହରୁ ଅଧିକ ଅବୈଧ ପ୍ରବାସୀ ଅଟକ
ଢ଼ାକା,୨୪।୧୧: ଭାରତ ସରକାରଙ୍କ ପକ୍ଷରୁ ସାରା ଦେଶରେ ଏନ୍ଆର୍ସି ଲାଗୁ କରାଯିବା ନେଇ ଘୋଷଣା ହେବା ପରେ ଭାରତରେ ଅବୈଧ ଭାବେ ରହିଥିବା ୩ ଶହରୁ ଅଧିକ ପ୍ରବାସୀ ବାଂଲାଦେଶ ମୁହାଁ ହୋଇଛନ୍ତି। ଭୟରେ ସେମାନେ ଭାରତ ଛାଡୁଛନ୍ତି। ସେମାନଙ୍କୁ ବାଂଲାଦେଶ…
ସୁରକ୍ଷିତ ଅଛନ୍ତି ଏନ୍ସିପିର ନିଖୋଜ ବିଧାୟକ
ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ମହାଭାରତକୁ ନେଇ ସୁପ୍ରିମକୋର୍ଟରେ ରବିବାର ଶୁଣାଣି ଥିବା ସମୟରେ ଏନ୍ସିପି ବିଧାୟକ ଦୌଲତ ଦରୋଦା ସକାଳେ ନିଖୋଜ ହୋଇଯାଇଥିବା ଜଣାପଡିଲା। ହେଲେ ଏହାର କିଛି ଘଣ୍ଟା ପରେ ଦରୋଦା ଗଣମାଧ୍ୟମକୁ ସୂଚନାଦେଇ କହିଛନ୍ତି କି ସେ ଏବେ ସମ୍ପୂର୍ଣ୍ଣ…
ଯୁବକଙ୍କ ହାତ ଓ ପାଦର ଆଙ୍ଗୁଳି ସଂଖ୍ୟା ୨୮…
ସାଧାରଣତଃ ମଣିଷଙ୍କ ଦୁଇ ହାତ ଏବଂ ପାଦରେ ୧୦ ଲେଖାଏଁ ଆଙ୍ଗୁଳି ରହିଥାଏ। ତେବେ ଗୁଜରାଟରେ ବାସ କରୁଥିବା ଦେବେନ୍ଦ୍ର ସୁଥରଙ୍କ ପ୍ରତି ହାତ ଏବଂ ପାଦରେ ୭ ଲେଖାଏଁ ଆଙ୍ଗୁଳି ରହିଛି। ତାଙ୍କର ଆଙ୍ଗୁଳି ସଂଖ୍ୟା ୨୮। ସେହିପରି ଓଡ଼ିଶାର…
କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ବଢ଼ିଯାଏ ୭୪ ସପ୍ତାହ…
କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ୭୪ ସପ୍ତାହ ବଢ଼ିଯାଇଥାଏ। ଏନେଇ ପୋଲାଣ୍ଡର ଜେଗିଲୋନିୟନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ମୋଟ ୪୩୧୦ ଲୋକଙ୍କ ଉପରେ ହୋଇଥିବା ଅଧ୍ୟୟନରୁ ଏହା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ୨୧୪୭…
Archives


