ଆଫଗାନିସ୍ତାନରେ ୨୪ ଆତଙ୍କବାଦୀ ମୃତ
କାବୁଲ,୨୪।୧୧: ଆଫଗାନିସ୍ତାନର ଉତ୍ତରରେ ଥିବା ଯୋଜଜାନ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଅତି କମ୍ରେ ୨ ଜଣ ଯବାନ ଓ ୨୪ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଦାରଜାବ ଜିଲାରେ ଏକ କ୍ଲିନଅପ୍…
କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା
ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ୍ ମନୋରମ। ବିଶେଷ କରି ଶୀତ ରୁତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଗୁଡ଼ିକରେ ପ୍ରକୃତିରାଣୀର ଅପୂର୍ବ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ। ଏଭଳି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ବା ଏଠାକାର କଶ୍ମୀର…
ପାଓ୍ବାରଙ୍କ ଘରେ ଭାଜପା ସାଂସଦ
ମୁମ୍ବାଇ,୨୪।୧୧: ରବିବାର ସକାଳୁ ଏନ୍ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ଘରେ ପହଞ୍ଚିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସଞ୍ଜୟ କାକଡେ। ସେ କ’ଣ ପାଇଁ ପାଓ୍ବାରଙ୍କ ଘରେ ପହଞ୍ଚିଛନ୍ତି ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଆଲୋଚନା ହେଉଛି କି…
ବିଧାନସଭା ଶୀତ ଅଧିବେଶନ: ବିରୋଧୀଙ୍କ ରହୁନି ତାଳମେଳ
ଭୁବନେଶ୍ୱର,୨୪।୧୧: ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ଶୀତ ଅଧିବେଶନ। ଦୀର୍ଘ ଏକ ମାସ ଧରି ଚାଲିବାକୁ ଥିବା ଏହି ଅଧିବେଶନ ଆରମ୍ଭରୁ ହୋଇଛି ବେଶ୍ ସରଗରମ। ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ସମ୍ପ୍ରସାରଣ…
ରାଜ୍ୟରୁ ନିଶା ବନ୍ଦ ଦାବିରେ ନବୀନ ନିବାସ ଘେରାଉ ଉଦ୍ୟମ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି, ୩୦ ଗିରଫ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟରେ ନିଶା ବନ୍ଦ ଦାବିରେ ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ତା’ର ଆନ୍ଦୋଳନକୁ ଜୋର୍ଦାର କରିଛି। ସଙ୍ଗଠନ ପକ୍ଷରୁ ଲୋୟର ପିଏମ୍ଜିଠାରେ ଧାରଣା ଚାଲିଥିବାବେଳେ ଶନିବାର ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ସଭାପତି ପଦ୍ମଚରଣ ନାୟକଙ୍କ…
ଆରମ୍ଭ ହେଲା ଇ-ବସ୍ ‘ଡେମୋ ରନ୍’
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଭୁବନେଶ୍ୱରରେ ଶନିବାରଠାରୁ ଇ-ବସ୍ର ଡେମୋ ରନ୍ ଆରମ୍ଭ ହୋଇଛି। କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ) ଏହି ବସ୍ ସେବା ଯୋଗାଇବାକୁ ଥିବାବେଳେ ଏହା ପୂର୍ବରୁ ହାଇଦ୍ରାବାଦର ଜଣେ ବିଡ଼ର ଦ୍ୱାରା ପ୍ରଥମେ ଆସିଥିବା ଇ-ବସ୍ ଡେମୋ…
ଡିସେମ୍ବର ପହିଲାରୁ ସାରା ଦେଶରେ ଏକକ ଟୋଲ ଦେୟ ବ୍ୟବସ୍ଥା: ସାମିଲ ହେବ ଓଡ଼ିଶାର ୧୨ ଜାତୀୟ ରାଜପଥ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଡିସେମ୍ବର ପହିଲାରୁ ସାରା ଦେଶରେ ଲାଗୁ ହେବ ଏକକ ଟୋଲ ଦେୟ ବ୍ୟବସ୍ଥା। ଓଡ଼ିଶାର ବିଭିନ୍ନ ଜାତୀୟ ରାଜପଥରେ ମଧ୍ୟ ଜାତୀୟ ଇଲେକ୍ଟ୍ରୋନିକ ଟୋଲ କଲେକ୍ସନ(ଏନ୍ଇଟିସି) ବ୍ୟବସ୍ଥାକୁ ଲାଗୁ କରାଯିବ। ରେଡିଓ ଫ୍ରିକ୍ୱେନ୍ସି ଆଇଡେଣ୍ଟିଫିକେଶନ (ଆର୍ଏଫ୍ଆଇଡି) ଜରିଆରେ ଫାଷ୍ଟଟ୍ୟାଗ୍…
ବିଧାୟକଙ୍କୁ ଭୋପାଳ ନେଲା କଂଗ୍ରେସ
ମୁମ୍ବାଇ,୨୪ା୧୧: ମହାରାଷ୍ଟ୍ରରେ ଆସ୍ଥାଭୋଟ ପୂର୍ବରୁ ସମ୍ଭାବ୍ୟ ଘୋଡାବେପାର ରୋକିବା ପାଇଁ କଂଗ୍ରେସ ତାର ସବୁ ବିଧାୟକମାନଙ୍କୁ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳକୁ ନେଇଯାଇଛି। ଏହି ବିଧାୟକମାନଙ୍କୁ ଏକାଠି ରଖିବା ଦାୟିତ୍ୱ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ଦିଗ୍ବିଜୟ ସିଂଙ୍କୁ ଦିଆଯାଇଛି।…
ଦିଲ୍ଲୀ ଗଲେ ୯ ଏନ୍ସିପି ବିଧାୟକ
ମୁମ୍ବାଇ,୨୪ା୧୧: ଏନ୍ସିପି ନେତା ଅଜିତ ପାଓ୍ବାରଙ୍କୁ ସମର୍ଥନ ଦେଉଥିବା ଦଳୀୟ ବିଧାୟକମାନଙ୍କ ମଧ୍ୟରୁ ୯ ଜଣ ଏକ ଘରୋଇ ଚାର୍ଟାର୍ଡ ବିମାନରେ ଦିଲ୍ଲୀ ଯାଇଛନ୍ତି। ସେମାନେ ହେଲେ ଦୌଲତ ଦରୋଡା, ନରହରି ଜିର୍ଓ୍ବାର, ସୁନିଲ ଭୁସରା, ଦିଲୀପ ବାଙ୍କର, ଅନିଲ ପାଟିଲ,…
ଏଚ୍ସିଏରେ ଦୁର୍ନୀତି ଅଭିଯୋଗ; ତେଲେଙ୍ଗାନା ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ରାୟୁଡୁ
ହାଇଦ୍ରାବାଦ,୨୪।୧୧(ପି.ଟି.)- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍ସିଏ)ରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ। ଏଥିସହିତ ରାଜ୍ୟର ନଗରପାଳିକା ପ୍ରଶାସନିକ ମନ୍ତ୍ରୀ କେ.ଟି. ରାମାରାଓଙ୍କ ହସ୍ତକ୍ଷେପ ମଧ୍ୟ ଲୋଡ଼ିଛନ୍ତି। ଶନିବାର ଏକ ଟୁଇଟ୍ କରି ରାୟୁଡୁ ଲେଖିଛନ୍ତି, ସାର କେ.ଟି.ଙ୍କୁ…
ଦଳ ଓ ପରିବାରରେ ବିଭାଜନ ଦେଖାଦେଇଛି: ସୁଲେ
ମୁମ୍ବାଇ, ୨୪ା୧୧(ପି.ଟି.) : ମହାରାଷ୍ଟ୍ରରେ ରାତାରାତି ରାଜନୀତି ବଦଳିବା ଓ ଅଜିତ୍ ପାଓ୍ବାରଙ୍କ ସହଯୋଗରେ ଭାଜପା ନେତା ଦେବେନ୍ଦ୍ର ଫଡ୍ନବିସ୍ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଘଟଣାକୁ ଏନ୍ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ଝିଅ ସୁପ୍ରିୟା ସୁଲେ ସମାଲୋଚନା କରିଛନ୍ତି। ଅଜିତଙ୍କ…
ରାଜକୋଷ ପାଇଁ ରହିତାଦେଶ ଅଡୁଆ: କୋର୍ଟରେ ଗଡୁଛି ୧୦ ହଜାର ୪୧୮ କୋଟିର ରାଜସ୍ବ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): କୋର୍ଟ କଚେରି ରହିତାଦେଶ ରାଜ୍ୟ ରାଜକୋଷ ପାଇଁ ବଡ଼ ସମସ୍ୟା ସୃଷ୍ଟି କରୁଛି। ବିଭିନ୍ନ କ୍ଷେତ୍ରରୁ ଆଦାୟ ହେବାକୁ ଥିବା ଟିକସ ଅଦାଲତ ରହିତାଦେଶ ଯୋଗୁ ଦୀର୍ଘ ବର୍ଷ ହେବ ପଡ଼ି ରହିଛି। ବିଭିନ୍ନ ଶିଳ୍ପ ସଂସ୍ଥା, ସରକାରୀ…
Archives


