Home Left

ପ୍ରଥମ ଟେଷ୍ଟ: ଓ୍ବାଟଲିଂଙ୍କ ଅପରାଜିତ ଶତକ, ନ୍ୟୁଜିଲାଣ୍ଡ ଅଗ୍ରଣୀ

ମାଉଣ୍ଟ ମାଉନଗାନୁଇ,୨୩।୧୧(ଏଏଫପି): ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଅଗ୍ରାଣୀ ହାସଲ କରିଛି। ଉଇକେଟକିପର ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟଲିଂଙ୍କ ଅପରାଜିତ ଶତକ ଓ ଟେଲ ଏଣ୍ଡରଙ୍କ ଦମ୍‌ଦାର ବ୍ୟାଟିଂ…

ବ୍ରିସ୍‌ବେନ୍‌ ଟେଷ୍ଟ: ଓ୍ବାର୍ନର, ଲାବୁସ୍କାନଙ୍କ ବୃହତ୍‌ ଶତକ; ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ବ୍ରିସ୍‌ବେନ,୨୩।୧୧(ଏଏଫ୍‌ପି): ଅଭିଜ୍ଞ ଓପନର ଡେଭିଡ ଓ୍ବାର୍ନର ଓ ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସ୍କାନଙ୍କ ବୃହତ ଶତକ ସହାୟତାରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ସ୍ଥିତି ଦୃଢ କରିଛି। ସ୍ଥାନୀୟ ଗାବା ଷ୍ଟାଡିୟମରେ ଚାଲିଥିବା ଏହି ମ୍ୟାଚ୍‌ରେ ଟସ୍‌…

ପୋଲିସ, ଅବକାରୀ ବିଭାଗ ଚଢାଉ: ଗଞ୍ଜେଇ ଗଛ ନଷ୍ଟ

ମୋହନା,୨୩ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ପକ୍ଷରୁ ଶନିବାର ଏସ୍‌ପି ସାରା ଶର୍ମା ଓ ଜିଲାପାଳ ଅନୁପମ ଶାହଙ୍କ ନିର୍ଦ୍ଦେଶକ୍ରମେ ମୋହନା ଥାନା ବାରିଆବନ୍ଧ ନିକଟସ୍ଥ ଜଙ୍ଗଲରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ କାଟି ପୋଡା ଯାଇଥିଲା। ମୋହନା ପୋଲିସ, ଅବକାରୀ…

ଜୟଲଳିଥାଙ୍କ ବାୟୋପିକ୍‌ର ପ୍ରଥମ ପୋଷ୍ଟର ରିଲିଜ୍‌, ଟ୍ରୋଲ୍‌ ହେଉଛି କଙ୍ଗନାଙ୍କ ଲୁକ୍‌

କଙ୍ଗନା ରଣାଓ୍ବତ୍‌ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅଭିନେତ୍ରୀ ଜୟଲଳିଥାଙ୍କ ବାୟୋପିକ୍‌ରେ ନଜର ଆସିବେ। ଶନିବାର ଏହାର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ପୋଷ୍ଟର ରିଲିଜ୍‌ ପରେ କଙ୍ଗନାଙ୍କ ଲୁକ୍‌କୁ ଟ୍ରୋଲ୍‌ କରାଯାଉଛି। ଏହା ସହିତ ଏକ ଟ୍ରିଜର ମଧ୍ୟ ଭାଇରାଲ…

ସଲ୍‌ମାନଙ୍କ ଦୁଇଟି ଫିଲ୍ମ ରିଜେକ୍ଟ କରିଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ର ଅଭିନେତ୍ରୀମାନେ ସଲମାନ ଖାଁଙ୍କ ଫିଲ୍ମରେ ଅଭିନୟ କରିବା ପାଇଁ ଚାହିଁ ରହୁଥିବାବେଳେ ଜଣେ ଅଭିନେତ୍ରୀ ତାଙ୍କର ଦୁଇ ଦୁଇଟି ଫିଲ୍ମ ଅଫର ରିଜେକ୍ଟ କରିସାରିଛନ୍ତି। ସେ ହେଉଛନ୍ତି ଅଭିନେତ୍ରୀ ଇଲିୟାନା ଡି’କ୍ରୁଜ୍‌। ସେ ନିଜେ ଏକଥା ଟୁଇଟ୍‌ କରି ତାଙ୍କ…

ସ୍ମାର୍ଟଫୋନ୍‌ରୁ ଦୂରେଇ ରହିବା ପାଇଁ ଇଣ୍ଡୋନେସିଆ ସରକାର ନେଇଛନ୍ତି ଏହି ନୂଆ ପଦକ୍ଷେପ

ସ୍ମାର୍ଟଫୋନ୍‌ ସମସ୍ତ ବର୍ଗଙ୍କ ପାଇଁ ଯେପରି ଅତ୍ୟାବଶ୍ୟକ ପାଲଟିଯାଇଛି। ଏଥିରୁ ବାଦ୍‌ ବି ପଡୁନାହାନ୍ତି କୁନିକୁନି ପିଲା। ଅଧିକାଂଶ ସମୟ ସେମାନେ ଟିଭି କିମ୍ବା ଫୋନ୍‌ରେ ବିତାଉଛନ୍ତି। ଏଣୁ ପାଠପଢ଼ା ବ୍ୟାହତ ହେବା ସହ ଆଖି, ମସ୍ତିଷ୍କ ରୋଗର ଶିକାର ହେଉଛନ୍ତି…

ସେଲିବ୍ରିଟିଙ୍କ ଟାଟୁ

* ବିଶ୍ୱ ସୁନ୍ଦରୀ ପ୍ରିୟଙ୍କା ଚୋପ୍ରା ନିଜ ହାତରେ ଟାଟୁ ବନେଇ ଲେଖିଛନ୍ତି ‘ଡାଡିସ୍‌ ଲିଲ୍‌ ଗର୍ଲ’। ନିଜ ବାପାଙ୍କ ଉଦ୍ଦେଶ୍ୟରେ ସେ ଏହି ଟାଟୁ ବନେଇଛନ୍ତି। * ସେହିଭଳି ଅଭିନେତ୍ରୀ ଆଲିଆ ଭଟ୍ଟ ନିଜ ବେକ ମୂଳରେ ହିନ୍ଦୀ ଅକ୍ଷରରେ…

ଫଡନବିସଙ୍କ ପାଇଁ ସମସ୍ୟା ଆଣିପାରେ ସଂଖ୍ୟା ଗରିଷ୍ଠତା

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନୂଆ ମୋଡ ନେଇଥିବା ବେଳେ ଏବେ ସମସ୍ତଙ୍କ ନଜର ଫଡନବିସ ସରକାରଙ୍କ ଉପରେ। ରାତାରାତି ମେଣ୍ଟ ଓ ପରେ ଦେବେନ୍ଦ୍ର ଫଡନବିସ ମୁଖ୍ୟମନ୍ତ୍ରୀ ଓ ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ସମସ୍ତଙ୍କୁ ଚକିତ କରିଛନ୍ତି…

ମେକ୍ସିକୋର ସୌଖୀନ ଜୀବ

ଈଶ୍ୱରଙ୍କ ସୃଷ୍ଟି ଅତି ବିଚିତ୍ର। ସାରା ବିଶ୍ୱରେ କେତେ ଯେ ପ୍ରାଣୀ ଅଛନ୍ତି ତା’ର କୌଣସି କଳନା ନାହିଁ। ପ୍ରତ୍ୟେକ ପୁଣି ଭିନ୍ନ ଭିନ୍ନ। ସେହିଭଳି ଏକ ସୌଖୀନ ପ୍ରାଣୀ ରହିଥାଏ ମେକ୍ସିକୋରେ । ଯାହାର ପ୍ରାଣୀବୈଜ୍ଞାନିକ ନାମ ହେଉଛି ‘ଆକ୍‌ଜୋଲୋଟ୍‌ଲ’।…

କ୍ରିକେଟ ଆଉ ରାଜନୀତିରେ କିଛି ବି ହୋଇପାରେ : ଗଡକରି

ନୂଆଦିଲ୍ଲୀ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ସୃଷ୍ଟି ହୋଇଥିବା ଇତିହାସକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ନୀତିନ ଗଡକରି କହିଛନ୍ତି, ମୁଁ ପୂର୍ବରୁ କହିଥିଲି କ୍ରିକେଟ ଓ ରାଜନୀତରେ କିଛିବି ହୋଇପାରେ। ଏବେ ଆପଣମାନେ…

ନୀଳ ନୟନା ନିଶାରେ ହୋଇଥିଲେ ଅନ୍ଧୁଣୀ

ମଣିଷକୁ ବିଭିନ୍ନ ପ୍ରକାରର ନିଶା ଘାରିଥଏ। ତା’ ଭିତରେ ସୁନ୍ଦର ଦେଖାଯିବାର ନିଶା ଅନ୍ୟତମ। ବେଳେ ବେଳେ ଏଇ ନିଶାରେ ମଣିଷ ନିଜ ଜୀବନକୁ ବିପଦରେ ପକାଇବାକୁ ବି ପଛାଇ ନ ଥାଏ। ଠିକ୍‌ ଯେମିତି ଅଷ୍ଟ୍ରେଲିଆ, ନ୍ୟୁ ସାଉଥଓ୍ବେଲ୍ସର ୨୪…

ଛତିଶଗଡ଼ର ଶିମ୍‌ଲା ମୈନପାଟ

ଛତିଶଗଡ଼ର ସୁର୍‌ଗୁଜା ଜିଲା ଅନ୍ତର୍ଗତ ମୈନପାଟରେ ଶିମ୍‌ଲା ଭଳି ପରିବେଶ ଓ ଜଳବାୟୁ ଅନୁଭୂତ ହେବା ସହିତ ବିଭିନ୍ନ ଆକର୍ଷଣୀୟ ଦର୍ଶନୀୟସ୍ଥାନ ସବୁ ଦେଖିବାକୁ ମିଳିଥାଏ। ଖାସ୍‌ ସେଥିପାଇଁ ମୈନପାଟକୁ ଅନେକେ ଛତିଶଗଡ଼ର ଶିମ୍‌ଲା ବୋଲି ବି ସମ୍ବୋଧନ କରିଥାନ୍ତି… ଭାରତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri