ଟ୍ରକ୍ରୁ ୩୯ ବସ୍ତା ଗଞ୍ଜେଇ ଜବତ: ଡ୍ରାଇଭର ଗିରଫ
ନୟାଗଡ଼ ଅଫିସ,୧୫।୨: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣୀଗୋଛା ରାଜପୁତ ଢାବା ନିକଟରୁ ଶନିବାର ଏକ ଟ୍ରକ୍ରୁ ୩୯ ବସ୍ତା ଗଞ୍ଜେଇ ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ଭୁବନେଶ୍ୱର ପକ୍ଷରୁ ଚଢ଼ାଉ କରାଯାଇ ଏହି ଗଞ୍ଜେଇ ଜବତ କରାଯାଇଛି।…
କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ସୂଚନା ଦେଲେ ସିସୋଡିଆ
ନୂଆଦିଲ୍ଲୀ,୧୫।୨: ଆମ ଆଦମି ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ରବିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିରେ ବାହାର ରାଜ୍ୟର କୌଣସି ନେତା ବା ମନ୍ତ୍ରୀଙ୍କୁ ସାମିଲ କରାଯାଉ ନ ଥିବା ବେଳେ ଦିଲ୍ଲୀବାସୀଙ୍କୁ…
ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ସବ୍-ଇନସ୍ପେକ୍ଟରଙ୍କ ଚାକିରି ଗଲା: ଭିଡ଼ିଓ ଭାଇରାଲ
ପାଟନା,୧୫।୨: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସରକାରରେ ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ଜଣେ ସବ୍-ଇନସ୍ପେକ୍ଟରଙ୍କୁ ଚାକିିରିରୁ ନିଲମ୍ବିତ କରାଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଳ ପାଣ୍ଡେ ସ୍ଥାନୀୟ ସିଓ୍ବାନ ଅଞ୍ଚଳକୁ ଏକ ହସ୍ପିଟାଲର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ। ରାଜ୍ୟ ସରକାରଙ୍କ କେତେକ…
ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣା: ଅନୁପଙ୍କ ଡ୍ରାଇଭର ଗିରଫ
ଝାରସୁଗୁଡ଼ା ଅଫିସ,୧୫।୨: ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣାର ଅଭିଯୁକ୍ତ ଅନୁପ ସାଏଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଜପୁର ବଗରାଚକ ଗାଁ ଭଡାଘରେ ପୋଲିସ ଚଢ଼ାଉ କରି ବର୍ଦ୍ଧନଙ୍କୁ ଗିରଫ କରିଥିବା ଜଣାପଡ଼ିଛି।…
ବଦଳିଲେ ଭାଜପାର ରାଜ୍ୟ ଅଧ୍ୟକ୍ଷ
ଭୋପାଳ,୧୫।୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେ.ପି. ନଡ୍ଡା କେତେକ ରାଜ୍ୟର ଅଧ୍ୟକ୍ଷଙ୍କୁ ବଦଳାଇଥିବା ଜଣାପଡ଼ିଛି। ଶନିବାର ରାକେଶ ସିଂହଙ୍କ ସ୍ଥାନରେ ବିଷ୍ଣୁ ଦତ୍ତ ଶର୍ମାଙ୍କୁ ମଧ୍ୟପ୍ରଦେଶର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ବିଷ୍ଣୁ ଦତ୍ତ ଖଜୁରାହୋର ଏମ୍ପି ରହିଥିଲେ।…
ଏଫ୍ଏଟିଏଫ୍ ବୈଠକ ପରେ ମୁକୁଳି ପାରନ୍ତି ହାଫିଜ
ଇସ୍ଲାମାବାଦ,୧୫।୨: ଫାଇନାନସିୟାଲ ଆକ୍ସନ ଟାକ୍ସ ଫୋର୍ସ(ଏଫ୍ଏଟିଏଫ୍)ର ବୈଠକ ପରେ ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ହାଫିଜ ସଇଦ ମୁକୁଳି ପାରନ୍ତି ବୋଲି ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହାଫିଜଙ୍କୁ ଗିରଫ କରିବା ସମୟରେ ଏହି ଦିଗକୁ ଜାଣିଶୁଣି ଛାଡି…
କେଜରିଓ୍ବାଲ ନେବେ ଶପଥ: ରାମଲୀଳା ମଇଦାନରେ ୧୦ ଫୁଟ ଉଚ୍ଚ ମଞ୍ଚ
ନୂଆଦିଲ୍ଲୀ,୧୫।୨: ରବିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ଶପଥ ନେବେ। ଏଥିପାଇଁ ରାମଲୀଳା ମଇଦାନରେ ୨୦ ଫୁଟ ଲମ୍ବ,୧୦ ଫୁଟ ଉଚ୍ଚ ଏବଂ ୭୦ ଫୁଟ ଚୌଡ଼ାର ମଞ୍ଚ ନିର୍ମାଣ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ମଞ୍ଚ ନିକଟରେ ବହୁଗୁଡ଼ିଏ…
ନିୟମିତ ବ୍ରସ ନ କଲେ ବଢେ ଷ୍ଟ୍ରୋକ୍ ଆଶଙ୍କା
ଦାନ୍ତ ସମସ୍ୟାରେ ପୀଡିତ ଥିବା ବ୍ୟକ୍ତିଙ୍କୁ ଷ୍ଟ୍ରୋକ୍ ହେବାର ଆଶଙ୍କା ଅଧିକ ଥାଏ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। ବିଶେଷଜ୍ଞମାନେ କହିଛନ୍ତି ଯେଉଁମାନେ ନିୟମିତ ଭାବେ ବ୍ରସ ନ କରନ୍ତି ସେମାନଙ୍କ ମସ୍ତିଷ୍କରେ ଥିବା ଧମନିରେ ବ୍ଲକେଜ୍ ସମସ୍ୟା…
୨୦୨୪ ପୂର୍ବରୁ ପୁଣି ହେବ ପୁଲଓ୍ବାମା ଭଳି ଆତଙ୍କବାଦୀ ଆକ୍ରମଣ: ଉଦିତ୍ ରାଜ
ନୂଆଦିଲ୍ଲୀ,୧୫।୨: କଂଗ୍ରେସ ନେତା ଉଦିତ୍ ରାଜ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ୨୦୨୪ ପୂର୍ବରୁ ପୁଣି ପୁଲଓ୍ବାମା ଭଳି ଆତଙ୍କବାଦୀ ଆକ୍ରମଣ ଘଟଣା ହେବାର ଆଶଙ୍କା ରହିଛି। ଏହି ଘଟଣାରେ କେବଳ ଯବାନ କାହିଁକି…
ଆସନ୍ତାକାଲି ବାରଣାସୀ ଗସ୍ତ କରିବେ ମୋଦି
ନୂଆଦିଲ୍ଲୀ,୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃୟାରୀ ୧୬ରେ ନିଜ ନିର୍ବାଚନମଣ୍ଡଳୀ ବାରାଣସୀକୁ ଗସ୍ତ କରିବେ। ଚଳିତ ବର୍ଷ ମୋଦିଙ୍କର ଏହା ପ୍ରଥମ କାଶୀ ଗସ୍ତ। ରବିବାର କାଶୀରେ ମୋଦି ଦେଢ଼ ହଜାର କୋଟିର ଟଙ୍କାର ୪୮ଯୋଜନାର ଶିଳାନ୍ୟାସ ଓ ବିଭିନ୍ନ ପ୍ରକଳ୍ପର…
ପ୍ରେମରୁ ବିରହ: ପ୍ରେମ ସପ୍ତାହ ପରେ ପାଳିତ ହୋଇଥାଏ ଆଣ୍ଟି ଭାଲେଣ୍ଟାଇନ୍ ଓ୍ବିକ୍
ଦୁନିଆରେ କୌଣସି ଜିନିଷ ସ୍ଥାୟୀ ନୁହେଁ। ସଭିଙ୍କର ଶେଷ ବା ଅନ୍ତିମ ପର୍ଯ୍ୟାୟ ରହିଛି। ଏହା ପୃଥିବୀର ପ୍ରତିଟି ପ୍ରାକୃତିକ କାର୍ଯ୍ୟରେ ପରିଲକ୍ଷିତ ହୋଇଥାଏ। ଜୁଆର ପରେ ଭଟ୍ଟା ହିଁ ଆସିଥାଏ। ଏହାର ପ୍ରତିଫଳନ ଭାଲେଣ୍ଟାଇନ୍ ଓ୍ବିକ୍ରେ ମଧ୍ୟ ଦୃଷ୍ଟି ଗୋଚର…
୨୪ ଘଣ୍ଟା ପର୍ଯ୍ୟନ୍ତ ଶରୀର ବାହାରେ ସୁରକ୍ଷିତ ରହିପାରିବ ମାନବ ହୃଦୟ
ଲଣ୍ଡନ,୧୫।୨: ଏବେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ୍ କରିବା ସହଜ ହୋଇପାରିବ। ଶରୀର ବାହାରେ ନୂତନ ଜ୍ଞାନକୌଶଳ ଦ୍ୱାର ୨୪ ଘଣ୍ଟା ସୁରକ୍ଷିତ ରଖାଯାଇପାରିବ। କେତେକ କୃତ୍ରିମ ଉପକରଣ ସହାୟତାରେ ଏଭଳି କରାଯାଇପାରିବ। ପରୀକ୍ଷାମୂଳକ ଭାବେ ଘୁଷୁରିର ହୃଦୟକୁ ୨୪ ଘଣ୍ଟା ପର୍ଯ୍ୟନ୍ତ ସୁରକ୍ଷିତ…

