ଗଛରେ ଫଳୁଛି ୪୦ ପ୍ରକାର ଫଳ
ନ୍ୟୁୟର୍କ: ଆଜିର ବିଜ୍ଞାନ ଯୁଗରେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଦ୍ୱାରା ଅନେକ ଅସମ୍ଭବକୁ ସମ୍ଭବ କରିହେଉଛି। ବୈଜ୍ଞାନିକମାନେ ରିସର୍ଚ୍ଚ କରିବା ସହ ବିଭିନ୍ନ ଟେକ୍ନିକ୍ ପ୍ରୟୋଗ କରି ବହୁ ଅବିଶ୍ୱସନୀୟ ଜିନିଷ ଖୋଜି ବାହାର କରିଛନ୍ତି। ଏହି କ୍ରମରେ ନ୍ୟୁୟର୍କ ସେରାକୁଜ୍…
ସୋନିଆ, ଉଦ୍ଧବଙ୍କ ସହ ବୈଠକ କଲେ ଶରଦ: ସରକାର ଗଢିଲେ ଅଜିତ
ମୁମ୍ବାଇ,୨୩।୧୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏମିତି ପରିବର୍ତ୍ତନ ହୋଇଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାତାରାତି ଓଲଟି ଯାଇଛି ସବୁକିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା ମୁଖ୍ୟମନ୍ତ୍ରୀ ଆସନରେ ବସିବ ବୋଲି ଆଲୋଚନା ହେଉଥିବା ବେଳେ ଶନିବାର ସକାଳୁ କିନ୍ତୁ ମ୍ୟୁଜିକ…
‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍ ର଼୍ୟାଙ୍କିଙ୍ଗ୍ରେ ସୋଆ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ) : ‘ଟାଇମ୍ସ’ ହାୟର ଏଜୁକେଶନ ୱାର୍ଲଡ୍ ର଼୍ୟାଙ୍କିଙ୍ଗ୍ରେ ପୁଣି ସ୍ଥାନ ପାଇଛି ସୋଆ ବିଶ୍ୱବିଦ୍ୟାଳୟ। ପୂର୍ବ ଭାରତରେ ସୁଖ୍ୟାତି ଅର୍ଜନ କରିଥିବା ସୋଆ ବିଶ୍ୱବିଦ୍ୟାଳୟ ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଟାଇମ୍ସ ହାୟର ଏଜୁକେଶନ ୱାର୍ଲଡ୍ ରାଙ୍କିଙ୍ଗ୍ରେ ଭାରତରୁ ମନୋନୀତ…
ଚାଉଳ ଦୁର୍ନୀତି
ରାଉରକେଲାସ୍ଥିତ ଏଫ୍ସିଆଇ ଚାଉଳ ଗୋଦାମରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଯୋଗାଣ ବିଭାଗ ଓ ଏଫ୍ସିଆଇର କେତେଜଣ ଅସାଧୁ କର୍ମଚାରୀଙ୍କ ଭିତିରି ସମ୍ପର୍କ ଯୋଗୁ ଏହାର ଚେର ବଢ଼ିଥିଲା । ଏ କଥା ପଦାକୁ ଆସିବା ପରେ ନାନା ଚର୍ଚ୍ଚା ସାମନାକୁ…
ଧୁଷୂରୀ ଏରିଆ ହସ୍ପିଟାଲରେ ତାଲା ପକାଇଲେ ଲୋକେ: ରୋଗୀ ହନ୍ତସନ୍ତ
ଧାମନଗର,୨୩।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୁଷୂରୀ ଏରିଆ ହସ୍ପିଟାଲରେ ଶନିବାର ସ୍ଥାନୀୟ ଲୋକେ ତାଲା ପକାଇଛନ୍ତି। ତେବେ ଡାକ୍ତର ସମସ୍ୟା ନେଇ ସେମାନେ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ଏହାର ସ୍ଥାୟୀ ସମାଧାନ ପାଇଁ ସେମାନେ ଦାବି କରିଛନ୍ତି। ଏ…
ପିଆଜ ଦରରେ ନିଆଁ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ପିଆଜ ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ବଜାରରେ ପିଆଜ ମୂଲ୍ୟ କିଲୋ ପିଛା ୮୦ରୁ ୯୦ ଟଙ୍କାରେ ବିକ୍ରି ହୋଇଥିଲା। ପ୍ରାୟ ଦେଢ଼ମାସ ଧରି ପିଆଜର ବର୍ଦ୍ଧିତ ମୂଲ୍ୟ ଯୋଗୁ ସାଧାରଣ ଲୋକେ ଅତିଷ୍ଠ…
ଜାନୁୟାରୀ ୨୦ରୁ ଭୁବନେଶ୍ୱର-ସୁରଟ ବିମାନ ସେବା
ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ଆସନ୍ତା ବର୍ଷ ଜାନୁଆରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଏୟାର ଇଣ୍ଡିଆ ନୂଆ ବିମାନ ଚଳାଚଳ କରିବ। ଏ ନେଇ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଟୁଇଟ କରି ସୂଚନା ଦେଇଛନ୍ତି। ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ତାଙ୍କୁ ସୂଚନା ଦେଇଥିବା…
ଓଡ଼ିଶାକୁ ସ୍ବଚ୍ଛ ରାଜ୍ୟ ପୁରସ୍କାର
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ସ୍ବଚ୍ଛତା ଲାଗି ଓଡିଶାକୁ ‘ଇଣ୍ଡିଆ ଟୁଡେ’ ଗ୍ରୁପ ପକ୍ଷରୁ ସର୍ବାଧିକ ସ୍ବଚ୍ଛ ରାଜ୍ୟ ଭାବେ ପୁରସ୍କୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ପଞ୍ଚାୟତିରାଜ, ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ନୂଆଦିଲ୍ଲୀଠାରେ…
ଉତ୍ସବ ପାଳନ କଲା ଭାଜପା
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନେଇଛି ନୂଆମୋଡ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା , ଏନ୍ସିପି ଓ କଂଗ୍ରେସ ମେଣ୍ଟ ସରକାର ଗଢିବାକୁ ଚାହିଁ ବସିଥିବା ବେଳେ ଶନିବାର କିନ୍ତୁ ଏହାର ଓଲଟା ପରିଣତି ଦେଖାଯାଇଛି। ଶନିବାର ମହାରାଷ୍ଟ୍ର ଭାରତୀୟ ଜନତା ପାର୍ଟି(ଭାଜପା)…
ସିଂହଦ୍ୱାର ସମ୍ମୁଖ ଭିଡିଓ ଭାଇରାଲ: ମହିଳା ଭକ୍ତ-ପୋଲିସ ଧସ୍ତାଧସ୍ତି
ପୁରୀ ଅଫିସ, ୨୩ା୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଘଟିଛି ଏକ ଅଭାବନୀୟ ଘଟଣା। ଆଉ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛିି। କେତେଜଣ ମହିଳା ଭକ୍ତ ଶ୍ରୀମନ୍ଦିର ଭିତରକୁ ବ୍ୟାରିକେଡ ଡେଇଁ ପଶିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ସହ ସେମାନଙ୍କ…
ୱାଲର୍ଡ ପାନୋରମା ଏସିଆ ପ୍ରିମିୟରରେ ନୀଳମାଧବଙ୍କ ଫିଲ୍ମ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ୧୧ ଦେଶର ୧୧ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଚଳଚ୍ଚିତ୍ର ‘ଇଣ୍ଟରଡିପେଣ୍ଡେନ୍ସ’ ଗୋଆଠାରେ ଅନୁଷ୍ଠିତ ୱାଲର୍ଡ ପାନୋରମା ଏସିଆ ପ୍ରିମିୟରରେ ପ୍ରଦର୍ଶିତ ହୋଇଯାଇଛି। ଏହି…
ଲାଞ୍ଚ: ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ ଗିରଫ
କଟକ ଅଫିସ, ୨୩ା୧୧: ୧୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ବିଦ୍ୟୁତ୍ ବିଭାଗର କନିଷ୍ଠ ଯନ୍ତ୍ରୀ ଭବାନୀ ଶଙ୍କର ମହାନ୍ତ। ସେ ଭୁବନେଶ୍ୱର ସିଟି ଡିଷ୍ଟ୍ରିବ୍ୟୁଶନ ଡିଭିଜନ-୨ ଅଧୀନରେ ଥିବା ଗୋଡ଼ିସାହି ସେକ୍ସନରେ କାର୍ଯ୍ୟରତ। ଶୁକ୍ରବାର ସେ…
Archives


