୪୮ ଘଣ୍ଟାରେ ୨ ବୋମାମାଡ଼
କଟକ ଅଫିସ, ୨୩ା୧୧: ଗତ ୪୮ଘଣ୍ଟା ମଧ୍ୟରେ କଟକ କମିଶନରେଟ୍ ପୋଲିସ ଅଧୀନ ଦୁଇଟି ସ୍ଥାନରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ସହରବାସୀ ଆତଙ୍କିତ ହୋଇପଡ଼ିଥିବାବେଳେ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ପୂର୍ବ…
ଇ-ସିଗାରେଟ ନିଷିଦ୍ଧ ବିଲ୍ ଲୋକ ସଭାରେ ଆଗତ
ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଇ-ସିଗାରେଟ ଏବଂ ଅନୁରୂପ ସାମଗ୍ରୀ ଉତ୍ପାଦନ, ବିକ୍ରି ଓ ଆମଦାନୀ ବନ୍ଦ କରିବା ଲାଗି ଶୁକ୍ରବାର ଲୋକ ସଭାରେ ବିଲ୍ ଆଗତ ହୋଇଛି। ଇଲେକ୍ଟ୍ରୋନିକ୍ ସିଗାରେଟ ନିଷିଦ୍ଧ କରିବା ଲାଗି ସରକାର ନିକଟରେ ଅଧ୍ୟାଦେଶ ଜାରି କରିଥିଲେ। ଲୋକ ସଭାରେ…
ଖବରଦାତାଙ୍କୁ ୨ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଶୁକ୍ରବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜ ବିଭାଗର କାର୍ଯ୍ୟାଳୟଠାରେ ଢେଙ୍କାନାଳ ଜିଲାର ଜଣେ କାର୍ଯ୍ୟରତ ଖବରଦାତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ୩୦ ବର୍ଷୀୟ ଖବରଦାତାଙ୍କ ଦୁଇଟି…
ଆଇନଶୃଙ୍ଖଳା ସ୍ଥିତି ନେଇ ବର୍ଷିଲେ ବିରୋଧୀ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଚଳିତ ଆର୍ଥିକବର୍ଷ ପାଇଁ ଗୃହ ବିଭାଗ ପକ୍ଷରୁ ଆଗତ ଅତିରିକ୍ତ ଖର୍ଚ୍ଚଦାବି ଶୁକ୍ରବାର ବିଧାନସଭାରେ ଗୃହୀତ ହୋଇଛି। ପ୍ରଶ୍ନୋତ୍ତର ପରେ ଶୂନ୍ୟକାଳ ହୋଇଥିଲା। ପରେ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖର୍ଚ୍ଚଦାବି ସମ୍ପର୍କିତ ଆଲୋଚନା ଓ…
୫ ବର୍ଷରେ ଉପସାଗରୀୟ ଅଞ୍ଚଳରେ : ଗଲାଣି ୩୪ ହଜାର ଭାରତୀୟଙ୍କ ଜୀବନ
ହାଇଦ୍ରାବାଦ,୨୩ା୧୧: ଉପସାଗରୀୟ ରାଷ୍ଟ୍ର କୁଏଟ୍, ସୌଦି ଆରବ, ବାହାରିନ୍, କାତାର, ଓମାନ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଦିନକୁ ହାରାହାରି ୧୫ ଭାରତୀୟ ପ୍ରାଣ ହରାଉଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୨୦୧୪ରୁ ଇତିମଧ୍ୟରେ ଅର୍ଥାତ୍ ୫ ବର୍ଷ ମଧ୍ୟରେ…
ସାଲିଆ ସାହି ବସ୍ତି ଉଚ୍ଛେଦ ବନ୍ଦ ଦାବିରେ ବିକ୍ଷୋଭ
ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ସାଲିଆସାହି ବସ୍ତି ଉଚ୍ଛେଦ ସମ୍ପୂୂର୍ଣ୍ଣ ବନ୍ଦ କରାଯିବା ସହ ସମସ୍ତ ପରିବାରକୁ ୨୦ଫୁଟ୍ରେ ୩୦ ଫୁଟ୍ ଜମି ଯୋଗାଇବା ଦାବିରେ ଶୁକ୍ରବାର ଲୋୟର ପିଏମ୍ଜିରେ ଗର୍ଜିଛନ୍ତି ସାଲିଆସାହି ବସ୍ତି ବାସିନ୍ଦା। ଏ ନେଇ ସାଲିଆ ସାହିରୁ ବିଧାନସଭା ଅଭିମୁଖେ…
ଚାଇନା ପ୍ରକଳ୍ପକୁ ନେଇ ପାକିସ୍ତାନକୁ ସତର୍କ କରାଇଲା ଆମେରିକା
ଓ୍ବାଶିଂଟନ,୨୩ା୧୧: ଚାଇନା ଭିତ୍ତିଭୂମି ପ୍ରକଳ୍ପ ସହ ପାକିସ୍ତାନ ଯଦି ଦୀର୍ଘଦିନ ଜଡିତ ରହେ ତେବେ ଏହା ଆର୍ଥିକ କ୍ଷତିର ସମ୍ମୁଖୀନ ହେବ ବୋଲି ଆମେରିକା ଚେତାଇ ଦେଇଛି। ଏହା ବଦଳରେ ଆମେରିକା ସହ ବ୍ୟବସାୟ କରିବା ଲାଗି ଡୋନାଲ୍ଡ ଟ୍ରମ୍ପ୍ ପ୍ରଶାସନ…
ବାତ୍ୟା ଆଶ୍ରୟସ୍ଥଳ ମରାମତିକୁ ନେଇ ବିଧାନସଭାରେ ଉଦ୍ବେଗ: ମରାମତି ପାଇଁ ଅଡିଟ୍ ହେଉଛି: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ଉପକୂଳବର୍ତ୍ତୀ ଜିଲାଗୁଡିକରେ ନିର୍ମାଣ ହୋଇଥିବା ବାତ୍ୟା ଆଶ୍ରୟସ୍ଥଳ ଜରାଜୀର୍ଣ୍ଣ ଅବସ୍ଥାକୁ ଚାଲି ଗଲାଣି। ସେଥିରୁ କେତେକ ବିପଦସଙ୍କୁଳ ଅବସ୍ଥାରେ ରହିଛି। ମରାମତି ଅଭାବରୁ ଆଶ୍ରୟସ୍ଥଳଗୁଡିକ କେତେବେଳେ ଭୁଶୁଡି ପଡିବ। ଯେଉଁ କେତେକ ଆଶ୍ରୟ ସ୍ଥଳ ରହିଛି ସେଠାକୁ ରାସ୍ତା…
ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ: ମିଳିଲା ୨୬ ଲକ୍ଷର ଅଚଳ ନୋଟ
ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂଙ୍କର ତିନୋଟି ସହରର ୯ଟି ସ୍ଥାନରେ ଥିବା ଘର ଉପରେ ସିବିଆଇ ଚଢ଼ାଉ କରି ନଗଦ ୧୧.୪୭ ଲକ୍ଷ ଟଙ୍କା ସହିତ ୨୬.୪୯ ଲକ୍ଷ ଟଙ୍କାର ଅଚଳ ନୋଟ ଜବତ କରିଛି। ଅଚଳ…
ଆଧାର ଆଇନରେ ସଂଶୋଧନ ବିରୋଧରେ ପିଟିଶନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଆଧାର ଆଇନରେ ସଂଶୋଧନର ବୈଧତାକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପରିଚୟ ପ୍ରମାଣ ଲାଗି ଜନସାଧାରଣ ସ୍ବେଚ୍ଛାକୃତ ଭାବେ ଯୋଗାଇଦେଉଥିବା ଆଧାର ତଥ୍ୟ ବ୍ୟବହାର ଲାଗି ଘରୋଇ ସଂସ୍ଥାଗୁଡିକୁ ଅନୁମତି ଦେବା ନିମନ୍ତେ କେନ୍ଦ୍ର ସରକାର…
ଶିଶୁ କନ୍ୟାକୁ ବିକି ଫୋନ କିଣିଲେ ବାପା
ଚେନ୍ନାଇ, ୨୩ା୧୧(ପି.ଟି.): ତାମିଲନାଡ଼ୁରେ ନିଜ ନବଜାତ ଶିଶୁକନ୍ୟାକୁ ଦଲାଲ୍ଙ୍କ ସହଯୋଗରେ ଜଣେ ବ୍ୟକ୍ତି ବିକ୍ରିକରି ସେହି ଟଙ୍କାରେ ଫୋନ୍ କିଣିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଘଟଣାର ଖୋଳତାଡ୍ ପରେ ଅଭିଯୁକ୍ତ ବାପାଙ୍କୁ ଗିରଫ କରାଯାଇଛି। ତଥ୍ୟ ଅନୁଯାୟୀ, ୟେସୁରୁଧୟରାଜ୍ଙ୍କ ପୂର୍ବରୁ…
ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ
ଭୁବନେଶ୍ୱର (ବ୍ୟୁରୋ)/ପାତ୍ରପଡା, ୨୩ା୧୧(ଡି.ଏନ.ଏ): ଅନିଲ ଜେନା ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି ନେଇ ବାହାଦଳପୁର ଅଞ୍ଚଳର ଶତାଧିକ ଲୋକେ ଶୁକ୍ରବାର ରାତିରେ ଖଣ୍ଡଗିରି ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ଆଇଗିଣିଆ ଆଳୁଗଦିଠାରେ ରାସ୍ତାରୋକୋ କରିଥିଲେ। ଖବର ପାଇ ଜୋନ୍…
Archives


