Home Left

ମୁମ୍ବାଇ, ଠାଣେରେ ଶିବସେନା ମେୟର

ମୁମ୍ବାଇ, ୨୩ା୧୧(ପି.ଟି.): ମହାରାଷ୍ଟ୍ର ରାଜନୀତି କଡ଼ ଲେଉଟାଇବାରେ ଲାଗିଛି। ଶିବସେନା, ଏନ୍‌ସି ଓ କଂଗ୍ରେସ ଏକାଠି ହେବାକୁ ଉଦ୍ୟମ ଜାରି ରଖିଥିବାବେଳେ ଭାଜପାକୁ ଝଟକା ଲାଗିଛି। ମେୟର ପଦ ମଧ୍ୟ ଆଶାନୁରୂପ ଭାବେ ଭାଜପା ଦଖଲ କରିପାରି ନାହିଁ। ମୁମ୍ବାଇ, ଠାଣେରେ…

୬ ଦୋକାନରୁ ସିରିଜ ଚୋରି

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ୬ଟି ଦୋକାନରେ ଚୋରି ହୋଇଛି। ଚକେଇଶିଆଣୀ ଅଞ୍ଚଳରେ ୩ଟି ଦୋକାନ ଏବଂ ଇଡ୍‌କୋ ମାର୍କେଟରେ ଥିବା ୩ଟି ଦୋକାନରେ ଚୋରି ନେଇ ଥାନାରେ ଅଭିଯୋଗ ପରେ ପୋଲିସ ସିସିଟିଭି ଫୁଟେଜ…

ମେଣ୍ଟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ଗଠନ ହେବା ପୂର୍ବରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରାଯାଇଛି। ଭାଜପା କର୍ମୀ ସୁରେନ୍ଦ୍ର ବାହାଦୁର ସିଂଙ୍କ ପକ୍ଷରୁ ଦାଏର ପିଟିଶନରେ ଉଲ୍ଲେଖ କରାଯାଇଛି ଯେ, ବିଧାନସଭା ନିର୍ବାଚନରେ ଭାଜପା-ଶିବସେନା ମେଣ୍ଟକୁ ଜନାଦେଶ ମିଳିଛି। କିନ୍ତୁ ରାଜ୍ୟବାସୀଙ୍କ…

‘୬ ମାସ ତିଷ୍ଠିବନି ସୁବିଧାବାଦୀ ମେଣ୍ଟ’

ରାଞ୍ଚି,୨୩ା୧୧(ପି.ଟି.): ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ ମଧ୍ୟରେ ସୁବିଧାବାଦୀ ମେଣ୍ଟ ହୋଇଛି। ଏହା ୬ରୁ ୮ ମାସ ତିଷ୍ଠିବ ନାହିଁ ବୋଲି ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ସମାଲୋଚନା କରିଛନ୍ତି। ଝାଡ଼ଖଣ୍ଡରେ ନିର୍ବାଚନ ପ୍ରଚାର ବେଳେ ଏକ…

ମିଲରଙ୍କଠାରୁ ଚାଉଳ ସଂଗ୍ରହରେ ମୁନମୁଖି କାର୍ଯ୍ୟ: ତଦନ୍ତ ନିର୍ଦ୍ଦେଶ ଦେଲେ ସିସିଆଇ

କଟକ ଅଫିସ, ୨୩ା୧୧: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ମନମୁଖି କାର୍ଯ୍ୟର ତଦନ୍ତ ପାଇଁ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ଏହାର ଡାଇରେକ୍ଟର ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ କମିଶନ…

କାର୍‌ ରାଇଡ୍‌ରୁ ବଦଳିଥିଲା ସମୀକରଣ

ମୁମ୍ବାଇ/ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ତିନୋଟି ଭିନ୍ନ ବିଚାରଧାରାର ଦଳର ମେଣ୍ଟକୁ ନେଇ ସରକାର ଗଢ଼ାଯିବା ପାଇଁ ସ୍ଥିର ହୋଇଛି। ଏହି ଅପ୍ରତ୍ୟାଶିତ ପଦକ୍ଷେପ ରାଜନୈତିକ ପର୍ଯ୍ୟବେକ୍ଷକ ଓ ଦିଲ୍ଲୀର ନେତାମାନଙ୍କୁ ବିସ୍ମିତ କରିଛି। ତେବେ ଏହି ବଡ଼ ରାଜନୈତିକ ଘଟଣାକ୍ରମ ପଛରେ ଦୁଇ…

ବିଧାନସଭା ଆଗରେ ଶିଳ୍ପୀ, କାରିଗରଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପାଇଁ କଞ୍ଚାମାଲ ଅଭାବ ଏକ ଗୁରୁତର ସମସ୍ୟା ହୋଇ ରହିଛି। ଜାତୀୟ ହସ୍ତତନ୍ତ ଉନ୍ନୟନ ନିଗମ ବା ଏନ୍‌ଏଚ୍‌ଡିସିରୁ ସୂତା କିଣିବାକୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବାଧ୍ୟ କରୁଥିବାବେଳେ ଠିକଣା…

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳିକାଙ୍କ ମୃତ୍ୟୁ

ଯାଜପୁର ଟାଉନ, ୨୩।୧୧ (ଡିଏନଏ): ଯାଜପୁର ସହର କୁସୁମା ନିକଟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣାପଡିଛି। ମୃତ ନାବାଳିକା ଦେବୀଦ୍ୱାର ଅଞ୍ଚଳର ନକୁଳ ଚମ୍ପିଆଙ୍କ ଝିଅ ତୁଳସୀ (୧୧) ବୋଲି…

ଗୁଞ୍ଜନ ଡ୍ୟାନ୍ସ ଏକାଡେମୀର ନୃତ୍ୟ, ସଙ୍ଗୀତ ଉତ୍ସବ ଉଦ୍‌ଘାଟିତ: ଜଗନ୍ନାଥ ମଙ୍ଗଳମ୍‌ରେ ମୁଗ୍ଧ ହେଲେ ଦର୍ଶକ

କଟକ ଅଫିସ,୨୩ା୧୧: ମଞ୍ଚରେ ହେଲା ପହଣ୍ଡି ବିଜେ ଆଉ ରଥଟଣା। ବାଜିଲା ‘ଚତର୍ଭୁଜ ଜଗନ୍ନାଥ କଣ୍ଠ ଶୋଭିତ କୌସ୍ତୁଭ’ ଗୀତ। ଜଗନ୍ନାଥ ମଙ୍ଗଳମ୍‌ ନୃତ୍ୟରେ ସୃଷ୍ଟି ହେଲା ଅପୂର୍ବ ପରିବେଶ। ଗୀତରେ ପ୍ରତି ପଦରେ ଓ ସଙ୍ଗୀତର ତାଳେତାଳେ ଜଗନ୍ନାଥ ସଂସ୍କୃତିକୁ…

ଇତିହାସ ରଚିଲା ଓଲିଉଡ୍‌: ଆମେରିକାରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ‘ଛବିରାଣୀ’

କଟକ ଅଫିସ,୨୩ା୧୧: ଆଠ ଦଶନ୍ଧି ଅତିକ୍ରମ କରିବା ପରେ ଓଡ଼ିଆ ସିନେ ଜଗତ ତଥା ଓଲିଉଡ୍‌ ଏକ ଭିନ୍ନ ଧରଣରେ ଇତିହାସ ରଚିଛି। ପ୍ରଥମଥର ନିମନ୍ତେ ଓଡ଼ିଶାର ଏକ ଫିଲ୍ମ ଆମେରିକାର ହଲ୍‌ରେ ମୁକ୍ତିଲାଭ କରିବାକୁ ଯାଉଛି। ବହୁ ଚର୍ଚ୍ଚିତ ଛବିରାଣୀ…

ସମସ୍ତ ଭାରତୀୟ ଭାଷାରେ ଲକ୍ଷ୍ମଣ ନାୟକଙ୍କ ଜୀବନୀ ପ୍ରକାଶ କରାଯାଉ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକ ଥିଲେ ସରଳତା, ନିର୍ଭୀକତା ଓ ସଂଗ୍ରାମର ପ୍ରତୀକ। ଜନଜାତି ଅସ୍ମିତା ଓ ସ୍ବାଭିମାନର ସେ ଥିଲେ ପରିଚୟ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ଜୀବନରେ ଅନୁସରଣ କରି ସେ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ଜଣେ ପରିଚିତ ଚେହେରାଭାବେ…

ଓଡ଼ିଆ ସଂସ୍କୃତି, ପରମ୍ପରା ସମ୍ପର୍କରେ ଜାଣିଲେ ୭ ଦେଶର ପ୍ରତିନିଧି

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଭାରତୀୟ କଳା, ସଂସ୍କୃତି, ପରମ୍ପରା ଓ ପାରିବାରିକ ମୂଲ୍ୟବୋଧ ସମ୍ପର୍କରେ ଅବଗତ ହେବାକୁ ୭ ରାଷ୍ଟ୍ରରୁ ଭାରତ ଆସିଥିବା ୩୨ଜଣିଆ ମହିଳା ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେମାନେ ସୋଆ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସ୍ବତନ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri