ହଠାତ୍ ପ୍ଲେବ୍ୟାକ ସିଙ୍ଗିଙ୍ଗ୍ରୁ କାହିଁକି ସନ୍ନ୍ୟାସ ନେଲେ ଅରିଜିତ? ଅସଲ କାରଣ ଖୋଲି କହିଦେଲେ ଗାୟକ
ମୁମ୍ବାଇ: ପ୍ରଖ୍ୟାତ ଗାୟକ ଅରିଜିତ ସିଂ ପ୍ଲେବ୍ୟାକ ସିଙ୍ଗିଙ୍ଗ୍ରୁ ଅବସର ଘୋଷଣା କରିବା ପରେ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଯାଇଛି। କେହି କଳ୍ପନା କରିନଥିଲେ ଯେ ମାତ୍ର ୩୮ ବର୍ଷ ବୟସରେ ଅରିଜିତ ତାଙ୍କ ସିଙ୍ଗିଙ୍ଗ୍ କ୍ୟାରିଅରକୁ ଏତେ…
ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ: ଜାଣନ୍ତୁ କେତେଟାରୁ…
ପୁରୀ,୨୬ା୧(ଅଜିତ୍ କୁମାର ମହାନ୍ତି):ମାଘ ଶୁକ୍ଳପକ୍ଷ ଦଶମୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା…
ଏକୁଟିଆ ପଡ଼ିଗଲେ ଟ୍ରମ୍ପ, ଭାରତ ହେବ ନୂଆ କିଙ୍ଗ୍! ହେବାକୁ ଯାଉଛି ବଡ଼ ଚୁକ୍ତି
ନୂଆଦିଲ୍ଲୀ,୨୮।୧: ବିଶ୍ୱ ଅର୍ଥନୈତିକ ଏବଂ ବାଣିଜ୍ୟ ରାଜନୀତି ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷାବାଦୀ ନୀତି, ଉଚ୍ଚ ଶୁଳ୍କ ଏବଂ ଅନିଶ୍ଚିତ ବାଣିଜ୍ୟ ମନୋଭାବ ଯୋଗୁ, ଅନେକ ପ୍ରମୁଖ ଦେଶ ଏବେ ଆମେରିକା ଉପରେ ନିର୍ଭରଶୀଳତା…
ଗୋଟିଏ ଲାଇଭ ଶୋ ପାଇଁ ନିଅନ୍ତି କୋଟି କୋଟି ଟଙ୍କା, ଅରିଜିତ ସିଂଙ୍କ ସମ୍ପତ୍ତି ମୂଲ୍ୟ ଜାଣିଲେ…
ମୁମ୍ବାଇ: ପ୍ରସିଦ୍ଧ ବଲିଉଡ ଗାୟକ ଅରିଜିତ ସିଂ ଅନେକ ଫିଲ୍ମରେ ଗୀତ ଗାଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ସେ ଯେକୌଣସି ଗୀତକୁ କିପରି ଜୀବନ୍ତ କରିବେ ତାହା ସେ ଜାଣନ୍ତି। ଏବେ, ଗାୟକ ଏକ ପୋଷ୍ଟରେ ପ୍ଲେବ୍ୟାକ ସିଙ୍ଗିଙ୍ଗ୍ରୁ ଅବସର ଘୋଷଣା…
ତଦନ୍ତର ରିଆଲିଟି ଶୋ
ପ୍ରାତଃ ଭ୍ରମଣ ପାଇଁ ମୁଁ ମୋ ଘର ପାଖ ଏକ ପାର୍କକୁ ପ୍ରତିଦିନ ଯାଏ। ପାର୍କରେ ଡ୍ୟୁଟି କରୁଥିବା ଜଣେ ସିକ୍ୟୁରିଟି ଗାର୍ଡ ଦିନେ ମୋ ନିକଟକୁ ଆସି ମୋତେ କହିଲା, ”ସାର, ଆପଣ ତ ପ୍ରାୟ ପ୍ରତିଦିନ ଏଠାକୁ ଆସୁଛନ୍ତି…
ଗଣତନ୍ତ୍ରରେ ବ୍ୟକ୍ତିତନ୍ତ୍ର
ଗଣତନ୍ତ୍ରରେ ବ୍ୟକ୍ତିର ନିଜସ୍ବ ମତ ଉପସ୍ଥାପନ କରିବାର ସୁଯୋଗ ଥାଏ କିନ୍ତୁ ସଂଖ୍ୟାଗରିଷ୍ଠ ମତକୁ ସମସ୍ତଙ୍କୁ ସ୍ବୀକାର କରିବାକୁ ପଡ଼ିଥାଏ। ସ୍ବେଚ୍ଛାଚାରିତାର ସ୍ଥାନ ନାହିଁ କି ବ୍ୟକ୍ତିବାଦିତାକୁ ପ୍ରଶ୍ରୟ ଦିଆଯାଏ ନାହିଁ ଗଣତନ୍ତ୍ରରେ। ଲୋକଙ୍କ ମଧ୍ୟରେ ନ୍ୟାୟିକ ସମତା ସୃଷ୍ଟି, ସମସ୍ତଙ୍କୁ…
ୟୁଜିସି ବିବାଦକୁ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ କ୍ୟାମ୍ପସ୍ରେ…
ନୂଆଦିଲ୍ଲୀ,୨୮।୧: ୟୁଜିସି ଗାଇଡ୍ଲାଇନ୍କୁ ନେଇ ବିବାଦ ସୃଷ୍ଟିହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କ୍ୟାମ୍ପସ୍ରେ ଜାତିଗତ ଭେଦଭାବ ଦୂରକରିବା ପାଇଁ ଜାରି ନିୟମର ଦୁରୁପଯୋଗ ହେବାକୁ ଦିଆଯିବ ନାହିଁ। ଏହା ୟୁଜିସି, ଭାରତ ସରକାର ଓ ରାଜ୍ୟ ସରକାରଙ୍କ…
ଖଣ୍ଡଗିରିରେ ଯାତ୍ରା ମହାସମର: କମିଲା ସିଟ୍ ସଂଖ୍ୟା
ଭୁବନେଶ୍ୱର, ୨୮ା୧(ଅନୁରାଧା ମହାରଣା/ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ୪ଟି ଯାତ୍ରା ଅନୁଷ୍ଠାନ ଯାତ୍ରା ମହାସମରକୁ ଓହ୍ଲାଇଥିବାବେଳେ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଇନ୍ଦିରା ସାଂସ୍କୃତିକ ପରିଷଦ ପକ୍ଷରୁ ଯାତ୍ରା ସିଂହବାହିନୀର ନାଟକ ‘ତୁ ମୋ ବଜରଙ୍ଗୀ’ ବେଶ୍…
ବଢ଼ିବ ବାବୁଙ୍କ ଆର୍ଥିକ କ୍ଷମତା: ସରକାରୀ ଯୋଜନା ରକେଟ ବେଗରେ…
ଭୁବନେଶ୍ୱର,୨୮।୧(ରବିନାରାୟଣ ଜେନା):ରାଜ୍ୟ ସରକାରକୁ ଅଧିକ ଦକ୍ଷ ଓ ଗତିଶୀଳ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ୨୦୨୫ ମେ’ ୨୮ରେ ପ୍ରଶାସନିକ କ୍ଷମତାରେ ପରିବର୍ତ୍ତନ କରାଯାଇଥିବାବେଳେ ଏବେ ଅର୍ଥ ପରାମର୍ଶଦାତାଙ୍କ ସମେତ ବିଭାଗୀୟ ସଚିବ, ମନ୍ତ୍ରୀଙ୍କ ଆର୍ଥିକ କ୍ଷମତା ବୃଦ୍ଧି କରାଯିବ;…
ଛାତ ଉପରେ ବୋମା ଭିଡ଼ିବାବେଳେ ବିସ୍ଫୋରଣ
ଭୁବନେଶ୍ୱର,୨୮।୧(ତ୍ରିନାଥ ମହାନ୍ତି): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ନ୍ୟୁ ଆଜାଦ ନଗରରେ ଏକ ୩ତାଲା ବିଶିଷ୍ଟ ଛାତ ଉପରେ ମଙ୍ଗଳବାର ବୋମା ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ୫ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣ ମହିଳା ରହିଥିବା ଜଣାପଡ଼ିଛି। ଏହି…
୨୨ ଚୌକା, ୧୧ ଛକା: ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ, ଭାରତ ବିଶ୍ୱକପ୍ରେ…
ବୁଲାୱାୟୋ,୨୮।୧: ୧୯ ବର୍ଷରୁ କମ ବିଶ୍ୱକପର ସୁପର ସିକ୍ସ ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ଭାରତ ୩୫୨ ରନ କରିଥିଲା। ଏହି ମ୍ୟାଚ ବୁଲାୱାୟୋରେ ଖେଳାଯାଉଛି। ଟିମ ଇଣ୍ଡିଆ ପାଇଁ ବିହାନ ମାଲହୋତ୍ରା ଅପରାଜିତ ଶତକ ସହିତ ତାଙ୍କର ପ୍ରଭାବଶାଳୀ ଫର୍ମ…
ବାଲିଟିକ୍ରା ନିକଟରୁ ମିଳିଲା ଶୁଭମଙ୍କ ମୃତଦେହ: ବଢୁଛି ସନ୍ଦେହ
ବରଗଡ଼,୨୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ପଞ୍ଚାୟତ କଲେଜ ନିକଟ ବାଲିଟିକ୍ରା ପାଖରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ୱାର୍ଡ ନଂ-୭ ଖଜୁରଟିକ୍ରା ନିବାସୀ ଶୁଭମ ମହାନ୍ତି(୨୬)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ…

