ଡିଜିପିଙ୍କ ବଦଳିକୁ ବିରୋଧୀଙ୍କ କଟାକ୍ଷ: ସତ୍ସାହସ ଥିଲେ ମାରିକଙ୍କ ବିରୋଧରେ ଥିବା ଲୋକପାଳ ରିପୋର୍ଟ ଦେଖାଅ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ସାରେ ହଠାତ୍ ଡିଜିପି ବି.କେ. ଶର୍ମାଙ୍କୁ ଦାୟିତ୍ୱରୁ ହଟାଇବା ଘଟଣାକୁ ବିରୋଧୀ କଡା ସମାଲୋଚନା କରିଛନ୍ତି। ଜଣେ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ଏମିତି ରାତିଅଧିଆ କାଢି ତାଙ୍କ ସ୍ଥାନରେ ଅନ୍ୟ ଜଣଙ୍କୁ ଦାୟିତ୍ୱ ଦେବା, ପୂର୍ବତନ…
ନବନିର୍ମାଣ କୃଷକ ସଂଗଠନର ନବୀନ ନିବାସ ଘେରାଉ ଉଦ୍ୟମ: ଟୋକନ ବ୍ୟବସ୍ଥାକୁ ବିରୋଧ, ଚାଷୀ-ପୋଲିସ ଖଣ୍ଡଯୁଦ୍ଧ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ମଣ୍ଡିରେ ଧାନ ଦେବା ପାଇଁ ଅନ୍ଲାଇନ୍ ଟୋକନ ବ୍ୟବସ୍ଥାକୁ ନେଇ ତୀବ୍ର ବିରୋଧ କରୁଛନ୍ତି ଚାଷୀ। ଏହି ବ୍ୟବସ୍ଥା ପାଇଁ ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହରେ ମୂଳରୁ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ରାଜଧାନୀ ପର୍ଯ୍ୟନ୍ତ ମାଡ଼ି…
ଅଗ୍ନି ନିରାପତ୍ତା ନିର୍ଦ୍ଦେଶାଳୟରେ ଅଦଳବଦଳ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଡ଼ିଶା ଅଗ୍ନି ଓ ବିପର୍ଯ୍ୟୟ ପ୍ରଶମନ ଏକାଡେମୀ(ଓଏଫ୍ଏଡିଆରଏ)ର ନିର୍ଦ୍ଦେଶକ(ସିଏଫ୍ଓ) ମହେଶ୍ୱର ସ୍ବାଇଁଙ୍କୁ ଫାୟାର ପ୍ରିଭେନ୍ସନ ୱିଙ୍ଗ୍ ଅଫ୍ ଦ ଡାଇରେକ୍ଟୋରେଟ୍ ଅଫ୍ ଫାୟାର ସର୍ଭିସର ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶାନାମା ଆସିବା ପର୍ଯ୍ୟନ୍ତ…
ଯାଜପୁର ମୁଖ୍ୟ ଚିକିତ୍ସାଳୟ: ଅଟୋରିକ୍ସା ଦ୍ୱାରା ଅବରୋଧ ହେଉଛି ପ୍ରବେଶ ଦ୍ୱାର
ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ମହିଳା ଓ ଶିଶୁଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଚିକିତ୍ସାଳୟ ପ୍ରବେଶଦ୍ୱାରରେ କେତେକ ଅଟୋ ନିୟମିତ ଭାବେ ପାର୍କିଂ କରିବା ଯୋଗୁ ରୋଗୀଙ୍କୁ ନେଇ ଆସୁଥିବା ଗାଡି ଏବଂ ଆମ୍ବୁଲାନ୍ସଗୁଡିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର…
ସ୍ଥାୟୀ ଜମିପଟ୍ଟା, ଘରଢ଼ିହ ପ୍ରଦାନ ପାଇଁ ଦାବିପତ୍ର
ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଅଞ୍ଜିରା ଗ୍ରାମର ଗ୍ରାମବାସୀ ଭାରପ୍ରାପ୍ତ ଜିଲାପାଳଙ୍କୁ ଗୁରୁବାର ଭେଟି ସ୍ଥାୟୀ ଜମିପଟ୍ଟା ଓ ଭୂମିହୀନଙ୍କୁ ଘରଢ଼ିହ ଦେବାକୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଞ୍ଜିରା ପଞ୍ଚାୟତର ୧୬ଟି ଗ୍ରାମର ଗ୍ରାମବାସୀ ୧୯୫୪ ମସିହାରୁ ଜମିଦାରୀ ଉଚ୍ଛେଦ…
ଆବାସ ଯୋଜନାରେ ସହାୟତା ପ୍ରଦାନରେ ବିଳମ୍ବ: ବିଡିଓଙ୍କୁ ଦାବିପତ୍ର ଦେଲେ ହିତାଧିକାରୀ
କୋରେଇ,୨୨ା୧୧(ସ୍ବ.ପ୍ର.): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଜହ୍ନା ପଞ୍ଚାୟତର ବହୁ ହିତାଧିକାରୀ ୧ ବର୍ଷ ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ଆବାସ ଯୋଜନାରେ ଘର ନିର୍ମାଣ କରିଛନ୍ତି। ତେବେ ଗୃହ ନିର୍ମାଣ ବାବଦରେ ପ୍ରଥମ କିସ୍ତି ଟଙ୍କା…
ରାହାଡପୁର ପାହାଡ଼ରେ ଚଢ଼ାଉ: ଖାଦାନ ରାସ୍ତା କାଟି ଅଲଗା କଲା ତହସିଲ ପ୍ରଶାସନ, ହାଇୱା ସହ ୨ ଟ୍ରକ୍ ଜବତ
ଧର୍ମଶାଳା/ଚଢେଇଧରା.୨୨ା୧୧(ଡି.ଏନ୍.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ରାହାଡପୁର କଳାପଥର ପାହାଡରୁ ବେଆଇନ ପଥର ଉତ୍ତୋଳନ ରୋକିବା ନେଇ ଗୁରୁବାର ତହସିଲ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ପାହାଡରେ ବେଆଇନ ପଥର ଉତ୍ତୋଳନ ରୋକିବାକୁ ଯାଇ ୧୪୪ ଧାରା ଜାରି କରାଯାଇଛି। ହେଲେ ଏହାକୁ…
କେନ୍ଦ୍ର ସରକାରରେ ୭ ଲକ୍ଷ ପଦବୀ ଖାଲି
ନୂଆଦିଲ୍ଲୀ,୨୨-୧୧(ପି.ଟି.):କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ପାଖାପାଖି ୭ ଲକ୍ଷ ପଦବୀ ଖାଲିପଡିଥିବା ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଗତବର୍ଷ ମାର୍ଚ୍ଚ ୧ ସୁଦ୍ଧା ବିଭିନ୍ନ ବିଭାଗରେ ମୋଟ ୬ ଲକ୍ଷ ୮୩ ହଜାର ୮୨୩ ପଦବୀ ଖାଲି ରହିଛି।…
କଂଗ୍ରେସ ଅଟକାଇଥିଲା ଅଯୋଧ୍ୟା ରାୟ
ମାନିକା/ଲୋହାରଡ଼ାଗା,୨୨-୧୧(ପି.ଟି.):କଂଗ୍ରେସ ଅଯୋଧ୍ୟା ରାୟକୁ ସୁପ୍ରିମକୋର୍ଟରେ ଅଟକାଇଥିଲା ଓ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ଝୁଲାଇ ରଖିଥିଲା ବୋଲି ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ ସମାଲୋଚନା କରିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପ୍ରଚାରରେ ଯାଇ ଶାହ ମାନିକା ଓ ଲୋହାରଡ଼ାଗା ସଭାରେ କହିଛନ୍ତି,…
୨୦୨୧ରେ ହେବ ଚମତ୍କାର
ଚେନ୍ନାଇ,୨୨-୧୧:୨୦୨୧ ତାମିଲନାଡ଼ୁ ବିଧାନସଭା ନିର୍ବାଚନ ବେଳେ ରାଜ୍ୟ ରାଜନୀତିରେ ଚମତ୍କାର ହେବ ବୋଲି ଗୁରୁବାର ସୁପରଷ୍ଟାର ରଜନୀକାନ୍ତ ଦୋହରାଇଛନ୍ତି। ଜାତି, ସମ୍ପ୍ରଦାୟ ଓ ଆଧ୍ୟାମତ୍ିକ ରାଜନୀତି କେବେ କାମ କରିବନାହିଁ ବୋଲି ମନ୍ତ୍ରୀ ଡି. ଜୟକୁମାର ମନ୍ତବ୍ୟ ଦେଇଥିବାବେଳେ ଏହାକୁ ନେଇ…
ସ୍ବଦେଶ ଫେରିଲେ ୧୪୫ ଭାରତୀୟ: ହାତଗୋଡ଼ ବାନ୍ଧି ପଠାଇଲା ଆମେରିକା
ନୂଆଦିଲ୍ଲୀ,୨୨-୧୧:ଅନେକ ବର୍ଷ ଧରି ବେଆଇନ ଭାବେ ଆମେରିକାରେ ରହୁଥିବା ୧୪୫ ଭାରତୀୟଙ୍କୁ ଟ୍ରମ୍ପ୍ ପ୍ରଶାସନ ସ୍ବଦେଶକୁ ପଠାଇଦେଇଛି। ପ୍ରତ୍ୟର୍ପଣ ପରେ ସେମାନେ ଗୁରୁବାର ସକାଳେ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଛନ୍ତି। ଏହା ସେମାନଙ୍କ ପରିବାର ପାଇଁ ଆଶ୍ୱସ୍ତି ଆଣିଦେଇଛି।…
ଖୋଳାଯିବ ୧.୨୫ ଲକ୍ଷ କୂପ
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ସାରା ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ କୂପ(ଡଗ୍-ୱେଲ)ଖୋଳାଯିବ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏ) ଅଧୀନରେ ଏହି ଖନନ କାର୍ଯ୍ୟ କରାଯିବ। ଏ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲାର…
Archives


