Home Left

ସ୍ପାଇସ୍‌ ଜେଟ୍‌ ବିମାନରୁ କରୋନା ସନ୍ଦେହରେ ଯାତ୍ରୀଙ୍କୁ ଓହ୍ଲାଇ ଦିଆଗଲା

ନୂଆଦିଲ୍ଲୀ,୧୩।୨: ସ୍ପାଇସ୍‌ ଜେଟ୍‌ ବିମାନରୁ କରେନା ସନ୍ଦେହରେ ଜଣେ ଯାତ୍ରୀଙ୍କୁ ଓହ୍ଲାଇ ଦିଆଯାଇଛି। ବ୍ୟାଙ୍କକରୁ ଦିଲ୍ଲୀ ଆସୁଥିବା ଏସ୍ଜି-୮୮ ବିମାନରେ ଯାତ୍ରୀ ଜଣକ ଥିଲେ। ତାଙ୍କୁ କରୋନା ସଂକ୍ରମଣ ହୋଇଥିବା ଆଶଙ୍କା କରି ତୁରନ୍ତ ଏଭଳି କରାଯାଇଥିବା କୁହାଯାଇଛି। ଦିଲ୍ଲୀ ପହଞ୍ଚିବା…

ଭୁଲ ସ୍ବୀକାର କଲେ ଶାହା: ଦିଲ୍ଲୀ ନିର୍ବାଚନ ନେଇ ମୋର ଆକଳନ ନ ଥିଲା ଠିକ

ନୂଆଦିଲ୍ଲୀ,୧୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜର ଭୁଲ ସ୍ବୀକାର କରିଛନ୍ତି। ସେ କହିଛନ୍ତି ଦିଲ୍ଲୀ ନିର୍ବାଚନ ନେଇ ମୋର ଆକଳନ ଠିକ ନ ଥିଲା। ଭାଜପା ଏକ ବଡ଼ ରାଜନୈତିକ ଦଳ।…

ବ୍ୟାଡ୍‌ମିଣ୍ଟନ ଏସିଆନ ଟିମ୍‌ ଚାମ୍ପିୟନଶିପ୍‌: ମାଲେସିଆଠାରୁ ହାରିଲା ଭାରତ

ମାନିଲା (ଫିଲିପାଇନ୍ସ), ୧୩ା୨ (ପି.ଟି.)- ବ୍ୟାଡ୍‌ମିଣ୍ଟନ ଏସିଆନ ଟିମ୍‌ ଚାମ୍ପିୟନଶିପ୍‌ ଗ୍ରୁପ୍‌ ‘ବି’ରେ ଭାରତୀୟ ପୁରୁଷ ଦଳ ଏହାର ଦ୍ୱିତୀୟ ମୁକାବିଲାରେ ମାଲେସିଆଠାରୁ ୧-୪ ହାରିଯାଇଛି। ଏଥିରେ ଡବଲ୍ସ ସ୍ପେଶାଲିଷ୍ଟ ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀଙ୍କ ଅନୁପସ୍ଥିତି ଅନୁଭବ କରାଯାଇଥିଲା। ଗୋଇଠିରେ ଯନ୍ତ୍ରଣା…

୨୦୧୯ ଏଫଆଇଏଚ୍‌ ପୁରସ୍କାର: ମନପ୍ରୀତ ‘ପ୍ଲେୟର ଅଫ ଦି ଇୟର’

ନୂଆଦିଲ୍ଲୀ, ୧୩।୨- ଭାରତୀୟ ହକି ପାଇଁ ଆସିଛି ଆଉ ଏକ ଖୁସି ଖବର। ଅଧିନାୟକ ମନପ୍ରୀତ ସିଂ ପାଇଛନ୍ତି ଏଫଆଇଏଚ୍‌ ‘ପ୍ଲେୟର ଅଫ ଦି ଇୟର’ ପୁରସ୍କାର। ୧୯୯୯ରେ ପୁରସ୍କାର ପ୍ରଚଳନ ହେବାଠାରୁ ପ୍ରଥମ ଭାରତୀୟ ଭାବେ ମିଡ୍‌ଫିଲ୍ଡର ମନପ୍ରୀତ ଏହି…

ବ୍ରିଟେନ୍‌ର ଅର୍ଥମନ୍ତ୍ରୀ ହେଲେ ନାରାୟଣ ମୂର୍ତ୍ତିଙ୍କ ଜ୍ୱାଇଁ ଋଷି ସୁନକ

ଲଣ୍ଡନ,୧୩।୨: ଇନଫୋସିସ୍‌ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତିଙ୍କ ଜ୍ୱାଇଁ ଋଷି ସୁନକ ବ୍ରିଟେନର ଅର୍ଥମନ୍ତ୍ରୀ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ୩୯ ବର୍ଷ ବୟସ୍କ ଋଷି ଟ୍ରେଜେରୀର ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ପୂର୍ବ ଅର୍ଥମନ୍ତ୍ରୀ ସାଜିଦ୍‌…

କାଗଜପତ୍ର ଜବତ କଲା ପୋଲିସ: ଜାଲ ସାର୍ଟିଫିକେଟ୍‌ ଦେଇ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ

ଛତ୍ରପୁର,୧୩ା୨(ଡି.ଏନ.ଏ)-ଜାଲ ସାର୍ଟିଫେକେଟ ଦେଇ ଅନେକ ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ ନିଯୁକ୍ତି ପାଇଥିବା ଜଣାପଡ଼ିବା ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାର ସମସ୍ତ ୨୨ ବ୍ଲକରେ ଏହାର ଖୋଳାତାଡ ଆରମ୍ଭ ହୋଇଛି । ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା…

ଲାଞ୍ଚ ନେଇ ଆର୍‌ଡି କିରାଣି ଗିରଫ

ଫୁଲବାଣୀ ଅଫିସ, ୧୩ା୨-କାମ କରୁନି ସରକାରଙ୍କ ୫-ଟି ଫର୍ମୁଲା । ସାଧାରଣ ଲୋକଙ୍କୁ ସରକାରୀ କର୍ମଚାରୀମାନେ ହଇରାଣ କରିବା କଥା ଛାଡ, ଖୋଦ ନିଜ ବିଭାଗର କର୍ମଚାରୀଙ୍କୁ ବି ଛାଡୁ ନାହାନ୍ତି। ଅବସରକାଳୀନ ସହାୟତା ଏବଂ ପେନସନ୍‌ କରିଦେବା ପାଇଁ ୫…

ଜାପାନରେ ଭୂକମ୍ପ

ଟୋକିଓ,୧୩।୨: ଜାପାନରେ ଗୁରୁବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ଥିଲା ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର ଜାପାନର ଉତ୍ତରରେ ଥିବା ହୋକ୍କାଇଡୋର ପୂର୍ବ ଉପକୂଳରେ ଭୂଗର୍ଭର ୬୦ କିମି ତଳେ ଥିଲା…

କଂଗ୍ରେସ ନୂଆ ଚିନ୍ତାଧାରା ନେଇ କାର୍ଯ୍ୟ କରିବା ଆବଶ୍ୟକ: ଜ୍ୟୋତିରାଦିତ୍ୟ ସିନ୍ଧିଆ

ନୂଆଦିଲ୍ଲୀ,୧୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟ ଜନକ ପ୍ରଦର୍ଶନ ନେଇ ଜ୍ୟୋତିରାଦିତ୍ୟ ସିନ୍ଧିଆ ମୁହଁ ଖୋଲିଛନ୍ତି। ଦେଶରେ ବହୁ ପ୍ରସଙ୍ଗ ଏବେ ବଦଳିସାରିଛି। ତେଣୁ କଂଗ୍ରେସ ନୂଆ ବିଚାରଧାରା ସହିତ କାର୍ଯ୍ୟ କରିବା ଆବଶ୍ୟକ। ଦିଲ୍ଲୀରେ ଲଗାତାର ୧୫ ବର୍ଷ…

ପ୍ରେମ ସପ୍ତାହରେ ଭାଙ୍ଗିଲା ସନାଙ୍କ ମନ: ମେଲଭିନ୍‌ଙ୍କଠାରୁ ଅଲଗା ହେଲେ

ବମ୍ବେ: ଚାରିଆଡ଼େ ପ୍ରେମ ସପ୍ତାହକୁ ନେଇ କ୍ରେଜ୍‌ ଥିବା ବେଳେ ପସନ୍ଦର ସାଥୀଙ୍କୁ ମନକଥା କହୁଛନ୍ତି ପ୍ରେମୀଯୁଗଳ। ହେଲେ ପ୍ରେମଦିବସ ଆସିବା ପୂର୍ବରୁ ଅଭିନେତ୍ରୀ ସନା ଖାଁଙ୍କ ହୃଦୟ ଭାଙ୍ଗିଛି। କହିବାର ତାତ୍ପର୍ଯ୍ୟ, ସେ ପ୍ରେମିକ ମେଲଭିନ୍‌ ଲୁଇସ୍‌ଙ୍କଠାରୁ ଅଲଗା ହୋଇଯାଇଛନ୍ତି।…

‘କେଜିଏଫ୍‌-୨’ରେ ଶଟ୍‌ଲେସ୍‌ ହେବେ ୟଶ-ସଞ୍ଜୟ: ଦମ୍‌ଦାର ହେବ ଆକ୍ସନ ଦୃଶ୍ୟ

ବମ୍ବେ: କନ୍ନଡ଼ ଫିଲ୍ମ ‘କେଜିଏଫ୍‌ ଚାପ୍ଟର-୨’କୁ ନେଇ ଚର୍ଚ୍ଚାରେ ସଞ୍ଜୟ ଦତ୍ତ। ଫିଲ୍ମ ଯୋଗେ ଦକ୍ଷିଣ ଭାରତୀୟ ସିନେମା ଜଗତରେ ନିଜର ଡେବ୍ୟୁ କରି ବାକୁ ଯାଉଛନ୍ତି ସଞ୍ଜୁବାବା। ପୂର୍ବରୁ କେଜିଏଫ୍‌ ଚାପ୍ଟର-୧ ଢେର ସଫଳତା ପାଇଥିଲା। ଏଥିରେ ଅଭିନେତା ୟଶ…

ଟ୍ରମ୍ପ୍‌ ଦେଖିବେନି ଗୁଜରାଟ ଦାରିଦ୍ର୍ୟ: ଝୁମ୍ପୁଡ଼ି ବସ୍ତି ଆଗରେ ତିଆରି ହେଲା ପ୍ରାଚୀର

ଅହମଦାବାଦ୍‌,୧୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଆସନ୍ତା ୨୪-୨୫ରେ ଭାରତ ଗସ୍ତରେ ଆସିବେ। ସେ ଗୁଜରାଟର ଅହମଦାବାଦରେ କେମ୍‌ ଛୋ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ଟ୍ରମ୍ପ୍‌ଙ୍କ ଗସ୍ତ ନେଇ ଅହମଦାବାଦ୍‌ ମ୍ୟୁନିସିପାଲିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅହମଦାବାଦ୍‌ ବିମାନବନ୍ଦରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?