ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା
ହିଞ୍ଜିଳିକାଟୁ,୨୧ା୧୧(ଡି.ଏନ୍.ଏ): ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ଦେବରାଜ ପାଣିଗ୍ରାହୀ(୬୫)। ହିଞ୍ଜିଳିକାଟୁ ଡାକ୍ତରଖାନାରେ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଥିବା ବେଳେ ପୋଲିସ ହେପାଜତରେ…
ଐତିହାସିକ ପିଙ୍କ୍ ବଲ୍ ଟେଷ୍ଟ; ଭାରତ ଫେଭରାଇଟ୍
କୋଲକାତା,୨୧।୧୧(ପି.ଟି.)- ଐତିହାସିକ ଇଡେନ ଗାର୍ଡେନରେ ଶୁକ୍ରବାରଠାରୁ ଭାରତ ଓ ଭ୍ରମଣକାରୀ ବାଂଲାଦେଶ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଦିବାରାତ୍ର ଟେଷ୍ଟ। ଗୋଲାପୀ ବା ପିଙ୍କ୍ ବଲ୍ରେ ଖେଳାଯିବାକୁ ଥିବା ଏହି ଟେଷ୍ଟ ଉପରେ କେବଳର ଭାରତ ନୁହଁ ସାରା ବିଶ୍ୱର…
ଋଣ ଦେବା ନାଁରେ ଅର୍ଥ ହଡ଼ପ ଅଭିଯୋଗ
ରୂପ୍ସା, ୨୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ହାତିଆଡ଼ିହା ଗ୍ରାମବାସୀଙ୍କୁ ଋଣ ଯୋଗାଇ ଦେବା ନାଁରେ ‘ଅନ୍ନପୂର୍ଣ୍ଣା ଫାଇନାନ୍ସ ପ୍ରାଇଭେଟ୍ ଲିମିଟେଡ୍’ ସଂସ୍ଥା ଅର୍ଥ ହଡପ କରିଥିବା ଅଭିଯୋଗ ହୋଇଛି। ସଂସ୍ଥାର ଶାଖା ପରିଚାଳକ ବିଜୟ କୁମାର ନାୟକ ଓ ଡେଭେଲପମେଣ୍ଟ…
ନିମ୍ନମାନର ଓପିଡ଼ି ଗୃହ ନିର୍ମାଣ ଘଟଣା: ଅଭିଯୋଗ ପରେ ମରାମତି ଆରମ୍ଭ
ରୂପ୍ସା, ୨୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଓପିଡ଼ି (ଆଉଟ୍ଡୋର ପେସେଣ୍ଟ ଡିପାର୍ଟମେଣ୍ଟ) ଗୃହର ମରାମତି କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି। ସ୍ଥାନୀୟ ସଚେତନ ନାଗରିକ ଏହି ଗୃହ ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ କରିବା ପରେ…
ଭଣ୍ଡାରିପୋଖରୀ ସ୍ବାସ୍ଥ୍ୟକେନ୍ଦ୍ରରେ କାୟାକଳ୍ପ ଟିମ୍
ଭଣ୍ଡାରିପୋଖରୀ, ୨୧।୧୧ (ଡି.ଏନ.ଏ.)- ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଅପରାହ୍ନରେ କାୟାକଳ୍ପ ଟିମ୍ ଗସ୍ତ କରି ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ କାର୍ଯ୍ୟ ତଦାରଖ କରିଛନ୍ତି। ଭୁବନେଶ୍ୱର ଟିମ୍ ସଦସ୍ୟ ଡ. ଅଞ୍ଜନା ପଣ୍ଡା, ତୃପ୍ତି ମିଶ୍ର, ଭଦ୍ରକରୁ ଡିପିଏମ୍ ସରିତା ମହାପାତ୍ର, ଡିଏମ୍ଆର୍ସିଏଚ୍…
ଅଷ୍ଟ୍ରେଲିଆରେ ଟେଷ୍ଟ ପଦାର୍ପଣ କରିବାରେ ନସୀମ ଶାହ ସର୍ବକନିଷ୍ଠ କ୍ରିକେଟର
ବ୍ରିସ୍ବେନ,୨୧।୧୧- ୧୬ ବର୍ଷୀୟ ପାକିସ୍ତାନୀ ପେସର ନସୀମ ଶାହ ଗୁରୁବାର ସର୍ବକନିଷ୍ଠ କ୍ରିକେଟର ଭାବେ ଅଷ୍ଟ୍ରେଲିଆରେ ଟେଷ୍ଟ ପଦାର୍ପଣ କରିଛନ୍ତି। ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ଏଠାରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଫିଲ୍ଡକୁ ଓହ୍ଲାଇ ସେ ଏହି କୀର୍ତ୍ତିମାନର ଅଧିକାରୀ ହୋଇଛନ୍ତି।…
କେବଳ ରାନୁ ନୁହନ୍ତି, ମେକଅପ୍ ଯୋଗୁ ଟ୍ରୋଲ ହୋଇଛନ୍ତି ଏସବୁ ଅଭିନେତ୍ରୀ
ବମ୍ବେ: ନିକଟରେ ଏକ ଫ୍ୟାଶନ ଶୋ’ରେ ଇଣ୍ଟରନେଟ୍ ସେନସେଶନ ରାନୁ ମଣ୍ଡଳଙ୍କ ର଼୍ୟାମ୍ପ ଓ୍ବାକ୍ ଚର୍ଚ୍ଚାର ପରିସରକୁ ଆସିଥିଲା। ଏସବୁରେ ରାନୁଙ୍କ ମେକ୍ଅପ୍କୁ ନେଇ ସୋସିଆଲ ମିଡିଆରେ ଟ୍ରୋଲରମାନେ ସକ୍ରିୟ ହୋଇପଡ଼ିଥିଲେ। ସେମାନେ ରାନୁଙ୍କ ବିଭିନ୍ନ ମେମ୍ କରିବା ସହ ତାଙ୍କୁ…
ବିଏମ୍ଡବ୍ଲ୍ୟୁ, ମର୍ସିିଡିଜ୍କୁ ପଛରେ ପକାଇଦେବ ଏହି ଜେସିବି, ଘଣ୍ଟା ପ୍ରତି ବେଗ କେତେ ଜାଣନ୍ତୁ…
ଜେସିବିର ବ୍ୟବହାର ପ୍ରାୟ ସମସ୍ତ ସ୍ଥାନରେ ଦେଖିବାକୁ ମିଳିଥାଏ। ଏହା ଖୁବ୍ ଧୀର ଗତିରେ ଚାଲିଥାଏ ବୋଲି ଜାଣିଛେ। କିନ୍ତୁ ମାର୍ଟିନ୍ ନାମକ ଜଣେ ବ୍ୟକ୍ତି ଜେସିବିକୁ ଏତେ ଦ୍ରୁତଗତିରେ ଚଳାଇଛନ୍ତି ଯେ, ବିଏମ୍ଡବ୍ଲ୍ୟୁ ଏବଂ ମର୍ସିଡିଜ୍ ବି ପଛରେ ପଡ଼ିଯିବେ।…
ସ୍ତ୍ରୀ ମୀରାଙ୍କ ପ୍ରଶଂସାରେ ଶତମୁଖ ଶାହିଦ
ପ୍ରଥମେ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିବା ପରେ ହଠାତ୍ ମୀରା ରାଜପୁତଙ୍କୁ ବିବାହ କରି ସମସ୍ତଙ୍କୁ ଚକିତ କରିଥିଲେ ଅଭିନେତା ଶାହିଦ କପୁର। ଫିଲ୍ମ ଜଗତ ସହ ମୀରା ଜଡ଼ିତ ନ ଥିବାରୁ ଜଣେ ଅଭିନେତାଙ୍କ ସ୍ତ୍ରୀ ଭାବେ ମିଳାମିଶା କରିବାରେ ଅସୁବିଧା…
ସରିଛି ବାଲିଯାତ୍ରା, ହେଲେ ଭରିନି ମନ
କଟକ ଅଫିସ, ୨୧।୧୧: ସରିଛି ବାଲିଯାତ୍ରା, ହେଲେ ଭରିନି ମନ। ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଥିଲେ ହେଁ ମହାନଦୀ ପଠା ଚଳଚଞ୍ଚଳ ରହିଛି। ଗୁରୁବାର ବାଲିଯାତ୍ରା ତଳ ପଡ଼ିଆରେ ଗୃହ ଉପକରଣ, ସାଜସଜ୍ଜା ସାମଗ୍ରୀ ଆଦି କିଣିବା ଲାଗି…
ଡିସେମ୍ବରରୁ କଡ଼ାକଡ଼ି ହେବ ଟ୍ରାଫିକ୍ ନିୟମ : କର୍ଲାମୁଣ୍ଡାରେ ଡ୍ରାଇଭିଂ ଲାଇସେନ୍ସ କ୍ୟାମ୍ପ ଦାବି କଲେ ବାସିନ୍ଦା
କର୍ଲାମୁଣ୍ଡା,୨୧।୧୧(ଡି.ଏନ୍.ଏ.): ଆସନ୍ତା ଡିସେମ୍ବରରୁ କଡ଼ାକଡ଼ି ହେବ ଟ୍ରାଫିକ୍ ନିୟମ। ମାତ୍ର କଳାହାଣ୍ଡି ଜିଲା ସଦରମହକୁମାଠାରୁ ପ୍ରାୟ ୯୦କିମି ଦୂରରେ ଥିବା କର୍ଲାମୁଣ୍ଡା ବ୍ଲକ ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଏହି ବ୍ଲକରେ ସ୍ବତନ୍ତ୍ର କ୍ୟାମ୍ପ୍ କରାଯିବାକୁ…
ରାଜ୍ୟପାଳ ହୋଇପାରନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍
କଲମ୍ବୋ,୨୧।୧୧:ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମୂଥୟା ମୁରଲିଧରନଙ୍କୁ ନେଇ ଏବେ ଚର୍ଚ୍ଚା। ଏବେ ସେ ଆଉ ଏକ ଇନିଂଶ ଖେଲିବାକୁ ଯାଉଛନ୍ତି। କ୍ରିକେଟରେ ନୁହେଁ ଏଥର ରାଜନୈତିକ ମୈଦାନକୁ ଓହ୍ଲାଇବାର ଯୋଜନା କରୁଛନ୍ତି ମୁରଲିଧରନ। ତାମିଲ ବହୁଳ ଅଞ୍ଚଳରେ ତାଙ୍କୁ ରାଜ୍ୟପାଳ କରାଯିବା…
Archives


