Home Left

ଭିଡ଼କୁ ଭୟ କରୁଛନ୍ତି କି

ମାନୁ ମାଉସୀଙ୍କୁ ମୁଁ ପୁରୀ ରଥଯାତ୍ରା ଦେଖିଯିବାକୁ କହିଲି। ସେ ମନାକଲେ। କାରଣ ପଚାରିବାରୁ କହିଲେ- ମୁଁ ପିଲାବେଳେ ଥରେ ରଥଯାତ୍ରାକୁ ଯାଇଥିଲି। ଭିଡ଼ରେ ମତେ ଚାରିକଡ଼ୁ ଚାପିଦେଲେ। ସେହି ଦିନଠାରୁ ଭିଡ଼ ଦେଖିଲେ ମତେ ଡର ଲାଗେ। ମୁଁ କହିଲି…

ଇରାନ ଉପରେ ଆକ୍ରମଣ କରିବେ କି ନାହିଁ ଏତିକି ସମୟରେ ନିଷ୍ପତ୍ତି ନେବେ ଟ୍ରମ୍ପ: ହ୍ୱାଇଟ୍ ହାଉସ୍ କଲା ଘୋଷଣା

ନୂଆଦିଲ୍ଲୀ,୨୦।୬: ହ୍ୱାଇଟ୍ ହାଉସ୍ ଗୁରୁବାର ଘୋଷଣା କରିଛି ଯେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଗାମୀ ୨ ସପ୍ତାହ ମଧ୍ୟରେ ଇରାନ ଉପରେ ସାମରିକ ଆକ୍ରମଣ କରିବେ କି ନାହିଁ ସେ ନେଇ ନିଷ୍ପତ୍ତି ନେବେ।…

ସିରିଆବାସୀଙ୍କ ଆଶା

ଅତ୍ୟଧିକ ତଥା ଅନିୟନ୍ତ୍ରିତ ମୁଦ୍ରାସ୍ଫୀତି ଏକ ଶତାବ୍ଦୀ ପୂର୍ବର ଓ୍ବେମର ରିପବ୍ଲିକ୍‌ (ପ୍ରଥମ ବିଶ୍ୱଯୁଦ୍ଧ ପରେ ୧୯୧୮- ୩୩ ମଧ୍ୟରେ ଗଠିତ ଜର୍ମାନୀ) ପାଇଁ ବଡ଼ ସମସ୍ୟାର କାରଣ ପାଲଟିଥିଲା। ସେତେବେଳେ ଜର୍ମାନୀର ଅନେକ ନାଗରିକ ଯେଭଳି ଘର ଛାଡ଼ି ଚାଲିଯାଇଥିଲେ,…

ସରପଞ୍ଚ, ଭାଜପା ମଣ୍ଡଳ ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ

ହିଞ୍ଜିଳିକାଟୁ,୨୦।୬(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତଳ ଗ୍ରାମପଞ୍ଚାୟତ ସରପଞ୍ଚ ରାମରାଘବ ପାତ୍ର ଓିପେ ପିତଳ ମଣ୍ଡଳ ସଭାପତି ବିଜୟ ପ୍ରଧାନଙ୍କୁ ୮ରୁ ଊଦ୍ଧର୍‌ବ ବ୍ୟକ୍ତି ସଂଘବଦ୍ଧ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ଉଭୟଙ୍କୁ ପରିବାର ଲୋକେ ଉଦ୍ଧାର…

ଯାଜପୁରରେ ଡାଇରିଆ: ୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଯାଜପୁର,୨୦ା୬(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଗତ ୧୦ ତାରିଖ ଠାରୁ ଆରମ୍ଭ ହୋଇଥିବା ଡାଇରିଆରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବଡ଼ଚଣା ବ୍ଲକ ସୋଲର ଗ୍ରାମର ଯଦୁନାଥ ଲେଙ୍କା(୭୩)। ଏହାକୁ ମିଶାଇ ଜିଲାରେ ମୃତ୍ୟୁ ସଂଖ୍ୟା ୨୧ରେ ପହଞ୍ଚିଛି।…

ସୁଗାର ମିଲ୍ ପୁନରୁଦ୍ଧାର ପାଇଁ ପ୍ରକ୍ରିୟା ଆରମ୍ଭ କଲେ ଓଡ଼ିଶା ସରକାର

ଭୁବନେଶ୍ୱର, ୧୯ା୬: ଓଡ଼ିଶାର ବଲାଙ୍ଗୀର ଜିଲାରେ ଥିବା ବିଜୟାନନ୍ଦ ସମବାୟ ସୁଗାର ମିଲକୁ ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିକଟରେ ଇଣ୍ଡିଆନ ପଟାଶ ଲିମିଟେଡ (ଆଇପିଏଲ) ଦ୍ୱାରା ଏହି ସୁଗାର…

ସୀମା ଟପିଲା ପୋଲିସ ବର୍ବରତା: ବିନା ମାମଲାରେ ଯୁବକଙ୍କ ହାତଗୋଡ଼ରେ ବେଡ଼ି, ଥାନାରେ ପହଞ୍ଚିଗଲେ ନାନା…

ଭୋଗରାଇ, ୧୯ା୬(ପ୍ରଦୀପ ଦାସ): ଅଭିଯୁକ୍ତ କିମ୍ବା ଅଭିଯୋଗକାରୀଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ବ୍ୟବହାର ପ୍ରଦର୍ଶନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ତାଗିଦ୍‌ କରିଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଥାନା ପୋଲିସ ବର୍ବରତାର ସୀମା ଟପିଛି। ବିନା ମାମଲାରେ…

ମାଇଚିଆ ଶବ୍ଦ ବ୍ୟବହାର କରି ଫସିଲେ ଅରୁଣ ସାହୁ, କିନର ସମାଜ ପକ୍ଷରୁ କୁଶ ପୁତଳିକା ଦାହ

ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଛା): ବିରୋଧୀ ଦଳ ନେତା ତଥା ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ ଗତ ୧୭ ତାରିଖରେ ବିରୋଧୀଙ୍କୁ ଆକ୍ଷେପ କରି ପୁରୀରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ମାଇଚିଆ ଶବ୍ଦ ବ୍ୟବହାର କରିଥିଲେ। ଏହା ଏବେ ତାଙ୍କୁ ମହଙ୍ଗା…

ନୂଆ ଡିଏଫ୍ଓଙ୍କ ଦାୟିତ୍ୱ ଗ୍ରହଣ: ବିଭାଗୀୟ କର୍ମଚାରୀଙ୍କୁ ଦେଲେ ଏପରି ପରାମର୍ଶ

ଭଞ୍ଜନଗର,୧୯ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଦକ୍ଷିଣ ବନଖଣ୍ଡର ନୂତନ ଡିଏଫ୍ଓ ଭାବେ ଭିପାସା ପାରୁଲ ଗୁରୁବାର ଅପରାହ୍ନରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହି ଅବସରରେ ପୂର୍ବତନ ଡି ଏଫ୍ ଓ ବିନୋଦ ଆଚାର୍ଯ୍ୟ ନୂଆଁ ଡିଏଫ୍ଓଙ୍କୁ ଫୁଲ ତୋଡା…

ଦୋକାନ ଘର ଟିଣ ଭାଙ୍ଗି କଂସା-ବାସନ ସହ ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନସ୍ଥିତ ହାଟପଦା ମାର୍କେଟରୁ ବୁଧବାର ବିଳମ୍ବିତ ରାତିରେ ନିତ୍ୟାନନ୍ଦ ନାୟକଙ୍କ କଂସା ବାସନ ଦୋକାନରୁ ଏକ ଦୁର୍ବୃତ୍ତ ଦୋକାନ ଗୃହର ଉପର ଟିଣ ଛପର ଭାଙ୍ଗି ଦୋକାନରେ ପଶି ଶୋ’କେସ୍‌ ଡ୍ର’ରେ ଥିବା…

ଓଡ଼ିଶା ଆୟୋଜନ କରିବ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଯୋଗଦେବେ ସମଗ୍ର ଦେଶର ମନ୍ତ୍ରୀ

ଭୁବନେଶ୍ୱର,୧୯।୬: ଚଳିତ ବର୍ଷ ଶେଷରେ ଓଡ଼ିଶାରେ ସମସ୍ତ ରାଜ୍ୟ ଶକ୍ତି ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଶକ୍ତି ବିଭାଗ ଗୁରୁବାର ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି)-କାନପୁର ଏବଂ ଟୋନୀ ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ ଗ୍ଲୋବାଲ ଚେଞ୍ଜ ସହିତ…

ଅପରେସନ ସିନ୍ଦୁରରେ ବଡ କ୍ଷତି ସହିଛି ପାକିସ୍ତାନ, ଏପର୍ଯ୍ୟନ୍ତ ଖୋଲିପାରୁନି ବିମାନ ବନ୍ଦର

ଓ୍ବାଶିଂଟନ୍‌,୧୯।୬: ପାକିସ୍ତାନ ମେ’ ମାସରେ ଅପରେସନ ସିନ୍ଦୁର ସମୟରେ ଭାରତୀୟ ମିସାଇଲ ଦ୍ୱାରା କ୍ଷତିଗ୍ରସ୍ଥ ହୋଇଥିବା ରହିମ ୟାର ଖାନ ବିମାନ ଘାଟି ପାଇଁ ପୁଣି ଥରେ ଏକ ନୋଟିସ ଟୁ ଏୟାରମେନ (NOTAM) ଜାରି କରିଛି। OSINT ବିଶେଷଜ୍ଞ ଡାମିଅନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri