Home Left

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି ୪ଜଣ ସମିତିସଭ୍ୟ। ଏହାକୁ ନେଇ ଜିଲାର ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।…

ହାଉସ୍‌ଓ୍ବାଇଫ୍‌ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…

ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ ଯୋଗଦାନ ଦେବାକୁ ଚାହାଁନ୍ତି। ଭଲ ଖବର ହେଉଛି ଗୃହିଣୀମାନଙ୍କୁ ଆଗକୁ ବଢ଼ିବା ପାଇଁ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ…

ଯଦି ପାକିସ୍ତାନ ଟି୨୦ ବିଶ୍ୱକପ୍ ବର୍ଜନ କରେ ତେବେ କ’ଣ ହେବ?

ନୂଆଦିଲ୍ଲୀ,୨୭।୧: ଆଗାମୀ T20 ବିଶ୍ୱକପ୍‌କୁ ନେଇ କ୍ରିକେଟ୍ ଦୁନିଆରେ ଏବେ ଅସ୍ଥିରତା ଦେଖାଦେଇଛି। ବାଂଲାଦେଶ ସହ ଏକତା ପ୍ରଦର୍ଶନ କରି ପାକିସ୍ତାନ ଏହି ମେଗା ଇଭେଣ୍ଟକୁ ସମ୍ପୂର୍ଣ୍ଣ ବର୍ଜନ କରିବାକୁ ବିଚାର କରୁଛି। ଭାରତ ଗସ୍ତ କରିବାକୁ ମନା କରିବାରୁ ଆଇସିସି…

କୋର୍ଟରେ ହାଜର ହେଲେ ହାର୍ଡକୋର୍‌ ମାଓବାଦୀ ଆଜାଦ

ମୋହନା୨୭।୧(ମନ୍ମଥ ମିଶ୍ର): ପୋଲିସ ହାର୍ଡକୋର୍‌ ମାଓବାଦୀ ଆଜାଦଙ୍କୁ ରିମାଣ୍ଡରେ ଆଣି ବୁଧବାର ମୋହନା JMFC କୋର୍ଟରେ ହାଜର କରିଛି। ମାଓବାଦୀ ସବ୍ୟସାଚୀ ପଣ୍ଡାଙ୍କ ଡାହାଣ ହାତ କୁହାଯାଉଥିବା ଡୁନା କେଶବ ରାଓ ଓରଫ ଆଜାଦ ଗଜପତି ଜଲାର ବିଭିନ୍ନ ସ୍ଥାନରେ ମାଓ…

ରାସ୍ତା ଉପରେ ସ୍କର୍ପିଓ ରଖି କରୁଥିଲେ ଲୁଟ୍‌: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପଲମ ଟୋଲଗେଟ୍‌ ଛକ ନିକଟ ରାସ୍ତାରେ ୪ ଜଣ ସୋମବାର ରାତିରେ ଲୋକଙ୍କଠାରୁ ଲୁଟ୍‌ କରୁଥିଲେ। ପଲମ ଫାଣ୍ଡି ଅଧିକାରୀ ପାଟ୍ରୋଲିଂ କରୁଥିବା ସମୟରେ ଏହି ଖବର ଜାଣିବାକୁ ପାଇଥିଲେ। ପରେ…

ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ ଘୁମୁରା ଗାୟକ ଗୋଲକଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ ): ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ କେସିଙ୍ଗା ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଘୁମୁରା ଗାୟକ ଗୋପାଳ ନାଏକଙ୍କୁ ତାଙ୍କର ଶ୍ରେଷ୍ଠ ଲୋକ ଗୀତ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ରାଜ୍ୟ…

ମୁକ୍ତ ହେବ ବାଲ୍ୟ ବିବାହ: ବାହାରିଲା ସାଇକେଲ ଶୋଭାଯାତ୍ରା

ବଡବିଲ,୨୭।୧(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡବିଲର ବିଭିନ୍ନ ସ୍ଥାନରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆଇନ ବିଭାଗର ବଡବିଲ ତାଲୁକ ଆଇନ ସେବା ସମିତି ପକ୍ଷରୁ ବାଲ୍ୟ ବିବାହ ମୁକ୍ତ ଭାରତ ପାଇଁ ଏକ ସଚେତନତା ସାଇକେଲ…

ଟି୨୦ ବିଶ୍ୱକପ୍‌ ପୂର୍ବରୁ ସନ୍ନ୍ୟାସ ନେଇ ଚମକାଇଲେ ଏହି କ୍ରିକେଟର, ୧୭ ବର୍ଷ କ୍ୟାରିୟରରେ… 

ନୂଆଦିଲ୍ଲୀ,୨୭।୧: ୨୦୨୬ ଟି୨୦ ବିଶ୍ୱକପ୍‌କୁ ଆଉ କିଛି ଦିନ ବାକି। ଏମିତିରେ ସନ୍ନ୍ୟାସ ନେଇ ଚମକାଇଛନ୍ତି ଜଣେ କ୍ରିକେଟର। ସେ ହେଲେ କେନ୍‌ ରିଚାର୍ଡସେନ। ଏହି ବୋଲରଜଣଙ୍କ ୨୦୨୧ରେ ଟି୨୦ ବିଶ୍ୱକପ୍‌ ଜିତିଥିବା ଅଷ୍ଟ୍ରେଲିଆ ଦଳର ଅଂଶ ଥିଲେ। ୩୪ ବର୍ଷୀୟ…

ଦୟାନିଧିଗୁଡାଠାରେ ଗୋଷ୍ଠୀ ରେଡ଼ିଓ ଷ୍ଟେଶନ ରେଡ଼ିଓ ଡ଼ଙ୍ଗର ଉଦ୍‌ଘାଟିତ 

କୋରାପୁଟ,୨୭।୧(ଅମିତାଭ ବେହେରା):କୋରାପୁଟ ବ୍ଲକର ଦୟାନିଧି ଗୁଡାଠାରେ ଗୋଷ୍ଠୀ ରେଡିଓ ଷ୍ଟେଶନ “ରେଡିଓ ଡଙ୍ଗର” ୯୮.୨ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରଗତିର ସମ୍ପାଦକ ପ୍ରଭାକର ଅଧିକାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ…

ସମାଜକୁ ଚାରିଟି ଶ୍ରେଣୀରେ ବିଭକ୍ତ କଲା ତାଲିବାନ, ଏମାନଙ୍କୁ ଛୁଇଁବା ମନା

ନୂଆଦିଲ୍ଲୀ, ୨୭।୧: ଆଫଗାନିସ୍ତାନର ତାଲିବାନ ଶାସନ ଏକ ନୂତନ “ଅପରାଧିକ କାର୍ଯ୍ୟବିଧି ସଂହିତା” ଜାରି କରିଛି। ଏହି ନୂତନ ନିୟମ ଅନୁସାରେ ସମାଜକୁ ଚାରିଟି ଅଲଗା ଅଲଗା ଶ୍ରେଣୀରେ ବିଭକ୍ତ କରିଛି। ଯାହାକୁ ନେଇ ବିଶ୍ୱବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।…

ସରଗରମ ହେବ ପଞ୍ଚାୟତ ନିର୍ବାଚନ: ଚିତ୍ତରଞ୍ଜନ,ବିକାଶଙ୍କୁ ଗୁରୁ ଦାୟିତ୍ୱ

ହାଟଡିହୀ,୨୭।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ଚିତ୍ତରଞ୍ଜନ ପାତ୍ରଙ୍କୁ ଜିଲା କଂଗ୍ରେସ କମିଟିର ଉପସଭାପତି ଭାବେ ଦାୟିତ୍ୱ ମିଳିଛ। ସେହିପରି ସୋସୋ ଅଞ୍ଚଳର ବିକାଶ ବଳଙ୍କୁ ସମ୍ପାଦକ ଦାୟିତ୍ୱ ମିଳିଛି। ଆଗକୁ ପଞ୍ଚାୟତ ନିର୍ବାଚନ ଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?